Home Left

ଘରୁ ତରକାରି ଆଣି ପିଲା ଖାଇଲେ ମଧ୍ୟାହ୍ନଭୋଜନ

ପଦ୍ମପୁର,୫ା୧(ଡି.ଏନ୍‌.ଏ.)- ପିଲାଙ୍କୁ ବିଦ୍ୟାଳୟ ମୁହାଁ କରିବା ପାଇଁ ସରକାର ମଧ୍ୟାହ୍ନଭୋଜନର ବ୍ୟବସ୍ଥା କରିଛନ୍ତି। ହେଲେ ଏହା ଠିକ୍‌ ଭାବେ କାର୍ଯ୍ୟକାରୀ ହେଉନି। ମଧ୍ୟାହ୍ନଭୋଜନରେ ପିଲାଙ୍କୁ ତରକାରି ବଦଳରେ ଦିଆଯାଇଛି ସିଝା ଅଣ୍ଡା। ଏମିତି କି କେତେ ଜଣ ପିଲା ଘରୁ ତରକାରି…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା: ବୋହୂର ସ୍ବୀକୃତି ଦାବି କଲେ ଯୁବତୀ

ପରଜଙ୍ଗ, ୫।୧୨(ଡି.ଏନ.ଏ.) – ବୋହୂର ସ୍ବୀକୃତି ଦାବିକରି ଜଣେ ଯୁବତୀ ପ୍ରେମିକଙ୍କ ଘର ବାରଣ୍ଡାରେ ଦୁଇଦିନ ହେଲା ଧାରଣାରେ ବସିବା ଘଟଣା ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଆମ୍ବପଳାସ ଗ୍ରାମରେ ଚର୍ଚ୍ଚାର ବିଷୟ ହୋଇଛି। ନ୍ୟାୟ ନ ମିଳିଲେ ପୀଡ଼ିତା ଜଣକ…

ବେଆଇନ କ୍ଲିନିକ ଉପରେ ପ୍ରଶାସନର ଚଢାଉ:  ବାହାରେ ତାଲା, ଭିତରେ ରୋଗୀ ଚିକିତ୍ସା

ଦିଗପହଣ୍ଡି,୫ା୧(ଡି.ଏନ.ଏ.)-ଦିଗପହଣ୍ଡି ବସ୍‌ଷ୍ଟାଣ୍ଡ ନିକଟ ମୁଖ୍ୟରାସ୍ତା କଡ଼ରେ ଥିବା ସାଗର ପାଥୋଲୋଜି ଏବଂ କଲ୍ୟାଣୀ ମେଡ଼ିସିନ ଷ୍ଟୋର ଓ କ୍ଲିନିକ୍‌ରେ ଶନିବାର ପୁଣିଥରେ ପ୍ରଶାସନିକ ଚଢାଉ କରାଯାଇଥିଲା। ପ୍ରଥମେ ସାଗର କ୍ଲିନିକରେ ଚଢାଉ କରାଯାଇଥିଲା। କ୍ଲିନିକ ମୁଖ୍ୟ ଦରଜାରେ ତାଲା ପଡ଼ିଥିଲେ ମଧ୍ୟ…

ଗୁଗଲ୍‌ରେ ସର୍ଚ୍ଚ କରି ଲଜ୍‌ ବୁକିଂ ମହଙ୍ଗା ପଡ଼ିଲା: ଠକାମିର ଶିକାର ହେଲେ ପର୍ଯ୍ୟଟକ, ଲଜ୍‌ ମାଲିକ ଗିରଫ

ଗୋପାଳପୁର,୫ା୧ -ପଶ୍ଚିମବଙ୍ଗ ଚବିଶପ୍ରଗଣା ଅଞ୍ଚଳର କେତେଜଣ ପର୍ଯ୍ୟଟକ ଗୋପାଳପୁର ବେଳାଭୂମି ବୁଲିବା ପାଇଁ ଯୋଜନା କରିଥିଲେ। ଏନେଇ ଗୁଗଲ୍‌ରେ ସର୍ଚ୍ଚ କରି ଗୋପାଳପୁର ବେଳାଭୂମିରେ ଥିବା ଏକ ରିସର୍ଟ ମ୍ୟାନେଜରଙ୍କ ମୋବାଇଲ ନମ୍ବର ପାଇଥିଲେ। ତାଙ୍କୁ ଫୋନ କରି ୧୭ଟି ରୁମ୍‌…

୨ ପାଚିକାଙ୍କୁ କାର୍ଯ୍ୟରୁ ବହିଷ୍କାର ଘଟଣା: ଆମରଣ ଅନଶନ ପରେ ମିଳିଲା ନିଯୁକ୍ତି ପ୍ରତିଶ୍ରୁତି

ବ୍ରହ୍ମପୁର ଅଫିସ,୫ା୧-ବ୍ରହ୍ମପୁର ଆସ୍କାରୋଡ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପାଚିକାଙ୍କୁ କାର୍ଯ୍ୟରୁ ବହିଷ୍କାର କରାଯାଇଥିବା ନେଇ ଜିଲା ଶିକ୍ଷାଧିକାରୀ(ଡିଇଓ)ଙ୍କ କାର୍ଯ୍ୟାଳୟ ଆଗରେ ଓଡିଶା ମିଳିତ ବିଦ୍ୟାଳୟ ପାଚିକା-ସହାୟିକା ସଂଘ ପକ୍ଷରୁ ଦିଆଯାଇଥିବା ଧାରଣା ଶନିବାର ପ୍ରତ୍ୟାହୃତ ହୋଇଛି । ଗତ ୨…

ଅନିଶ୍ଚିତତାରେ କନିଆଁନୁକା ନାଳ କଲଭର୍ଟ ନିର୍ମାଣ: କଷ୍ଟ ଭୋଗୁଛନ୍ତି ୱାର୍ଡବାସୀ, ଯାତ୍ରୀ

ଚମ୍ପୁଆ, ୫ା୧(ଡି.ଏନ୍‌.ଏ.)- ଚମ୍ପୁଆ ଏନଏସି ଗଠନ ହେବାର ୫ ବର୍ଷ ପୂରିବାକୁ ଆଉ ଅଳ୍ପ କିଛି ମାସ ବାକି ରହିଥିବା ବେଳେ ୱାର୍ଡବାସୀ ମୌଳିକ ସୁବିଧାରୁ ବଞ୍ଚିତ ହେଉଥିବା ଅଭିଯୋଗ ହେଉଛି। ବାରମ୍ବାର ୱାର୍ଡବାସୀ ଏନଏସି କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରୁଥିଲେ…

ରାଣୀତାଲରେ ଦୁର୍ଘଟଣା, ଭିଡ଼ରେ ଫସିଲେ ମନ୍ତ୍ରୀ: ଗଳାପୋଲ ଦାବି ଜଣାଇଲେ ଆନ୍ଦୋଳନକାରୀ

ଭଦ୍ରକ ଅଫିସ, ୫।୧- ଭଦ୍ରକ ରାଣୀତାଲରେ ଗଳାପୋଲ ନିର୍ମାଣ ଦାବିରେ ଆନ୍ଦୋଳନ ଜାରି ରହିଛି। ଶନିବାର ଏହି ଆନ୍ଦୋଳନ ୧୨ ଦିନରେ ପହଞ୍ଚିଛି। ଏପରି ସ୍ଥିତିରେ ଶନିବାର ଅପରାହ୍ନରେ ୧୬ ନମ୍ବର ଜାତୀୟ ରାଜପଥରେ କାମ କରୁଥିବା କନଷ୍ଟ୍ରକ୍‌ସନର ଦୁଇଜଣ କର୍ମଚାରୀ…

ବର୍ଷାରେ ଭିଜିଲା ଅମଳ ଧାନ

ବନ୍ତ,୫।୧(ଡି.ଏନ.ଏ.)- ଭଦ୍ରକ ଜିଲା ବନ୍ତ ବ୍ଲକରେ ଅଦିନିଆ ବର୍ଷା ଚାଷୀଙ୍କ ନିଦ ହଜାଇଛି। ଗତ ନଭେମ୍ବରରେ ବୁଲବୁଲ୍‌ ବାତ୍ୟାରେ ଧାନ ଫସଲ ନଷ୍ଟ ହୋଇଥିଲା। ଏ ପର୍ଯ୍ୟନ୍ତ ଚାଷୀମାନଙ୍କୁ କ୍ଷତିପୂରଣ ମିଳି ନ ଥିବାବେଳେ ଏବେ ଅଦିନିଆ ବର୍ଷା ଦାଉ ସାଧୁଛି।…

ନାଗରିକତ୍ୱ ସଂଶୋଧନ ଆଇନକୁ ବିରୋଧ: ପ୍ରତିବାଦରେ ସହର ପରିକ୍ରମା

ବାଲେଶ୍ୱର ଅଫିସ, ୫।୧-କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରଣୀତ ନାଗରିକ ସଂଶୋଧନ ଆଇନ (ସିଏଏ), ଜାତୀୟ ନାଗରିକ ପଞ୍ଜୀକରଣ (ଏନ୍‌ଆରସି), ନୂତନ ପଦ୍ଧତିରେ ଜନଗଣନା (ଏନ୍‌ଆରପି)କୁ ବିରୋଧ କରି ବାଲେଶ୍ୱର ପ୍ରୋଗ୍ରେସିଭ୍‌ ସିଟିଜେନ୍‌ ଫୋରମ୍‌ ପକ୍ଷରୁ ଶନିବାର ସୁନହଟସ୍ଥିତ ଦରଘା ମଇଦାନରୁ ଶତାଧିକ…

ଖଇରା ବଜାରରେ ବାରମ୍ବାର ଦୁର୍ଘଟଣା: ପ୍ରତିବାଦରେ ରାସ୍ତା ଅବରୋଧ

ଖଇରା, ୫।୧(ଡି.ଏନ.ଏ.)-ସୋର-କୁପାରୀ ରାଜ୍ୟ ରାଜପଥର ଖଇରା ବଜାରରେ ବିପର୍ଯ୍ୟସ୍ତ ଟ୍ରାଫିକ ବ୍ୟବସ୍ଥା ଯୋଗୁ କ୍ରମାଗତ ଦୁର୍ଘଟଣା ଘଟୁଛି। ରାସ୍ତାରେ ବାଲି ଜମା ହେବା ଯୋଗୁ ଜଣେ ଛାତ୍ରୀ ଗୁରୁତର ଆହତ ହୋଇଛନ୍ତି। ଏହାର ପ୍ରତିବାଦ କରି ଶନିବାର ସ୍ଥାନୀୟ ବ୍ୟବସାୟୀ ଓ…

ମଧୁମେହ ରୋଗୀଙ୍କ ଲାଗି ସ୍ବତନ୍ତ୍ର ଅଟାର ରୁଟି: ଖାଇଲେ ନିୟନ୍ତ୍ରଣରେ ରହିବ ସୁଗାର

ଭାରତର ପ୍ରାୟ ଅଧିକାଂଶ ଲୋକ ମଧୁମେହ ସମସ୍ୟାରେ ଆକ୍ରାନ୍ତ ହେଉଛନ୍ତି। ଏହି ରୋଗୀଙ୍କ ସଂଖ୍ୟା ଦିନକୁଦିନ ବଢ଼ିବାରେ ଲାଗିଛି। ଉକ୍ତ କାରଣରୁ ମଧୁମେହ ରୋଗୀଙ୍କଠାରେ ହୃଦ୍‌ରୋଗ, କିଡ୍‌ନୀ ସମସ୍ୟା ଭଳି ଅନେକ ଦୁରାରୋଗ୍ୟ ସମସ୍ୟା ଦେଖାଯାଇଥାଏ। ତେବେ ଏଥିରୁ ଉପଶମ ପାଇଁ…

ଏନ୍‌ଏଲ୍‌ୟୁରେ ଓଡ଼ିଆ ଛାତ୍ରୀଛାତ୍ରଙ୍କ ପାଇଁ ୨୫% ସିଟ୍‌ ସଂରକ୍ଷଣ

କଟକ ଅଫିସ,୪ା୧- ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ କେ.ଏସ୍‌ ଝାବେରୀଙ୍କର ଶନିବାର ଥିଲା କାର୍ଯ୍ୟକାଳର ଅନ୍ତିମ ଦିବସ। ଏହି ଶେଷ ଦିନରେ ଜଷ୍ଟିସ ଝାବେରୀ ରାଜ୍ୟ ପାଇଁ ଏକ ବଡ଼ ଖୁସି ଖବର ଆଣି ଦେଇଛନ୍ତି। କଟକ ଜିଲା ନରାଜସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?