Home Left

ପୌର ଟିକସ ବୃଦ୍ଧି ଲାଗି ମ୍ୟୁନିସିପାଲ ପ୍ରିମିୟର ଲିଗ୍‌

ଭୁବନେଶ୍ୱର, ୪।୧(ବ୍ୟୁରୋ): ପୌରସଂସ୍ଥା ଗୁଡିକର ରାଜସ୍ବ ବୃଦ୍ଧି ସହିତ ସେଗୁଡିକୁ ଆତ୍ମନିର୍ଭରଶୀଳ କରିବାପାଇଁ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ’ମ୍ୟୁନିସିପାଲ ପ୍ରିମିୟର ଲିଗ୍‌ (ଏମ୍‌ପିଏଲ୍‌) ଆୟୋଜନ ପାଇଁ ସ୍ଥିର ହୋଇଛି। ଅମୃତ ଯୋଜନା ଅନ୍ତର୍ଗତ ସହର ଗୁଡିକରେ କିଭଳି…

ନିର୍ମାଣାଧୀନ କାନ୍ଥ ଭୁଶୁଡ଼ି ୫ ମୃତ

ଝାନ୍‌ସି,୪ା୧(ପି.ଟି.): ଉତ୍ତରପ୍ରଦେଶର ଝାନ୍‌ସି ଜିଲା ଅନ୍ତର୍ଗତ ଲକ୍ଷ୍ମଣପୁରା ଗ୍ରାମରେ ଶନିବାର ଏକ ନିର୍ମାଣାଧୀନ କାନ୍ଥ ଭୁଶୁଡ଼ି ପଡ଼ିବା ଫଳରେ ୫ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ପ୍ରାୟ ୭ ଜଣ ଆହତ ହୋଇଥିବାବେଳେ ସେମାନଙ୍କୁ ଚିକିତ୍ସା ଲାଗି ଝାନ୍‌ସି ମେଡିକାଲ କଲେଜ ହସ୍ପିଟାଲରେ…

ପ୍ରଶିକ୍ଷଣ ବିମାନ ଦୁର୍ଘଟଣା: ୨ ପାଇଲଟ ମୃତ

ଭୋପାଳ,୪ା୧(ଆଇଏଏନ୍‌ଏସ୍‌): ମଧ୍ୟପ୍ରଦେଶର ସାଗର ସହରରେ ଏକ ପ୍ରଶିକ୍ଷଣ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଶୁକ୍ରବାର ରାତିରେ ଏହି ଦୁର୍ଘଟଣା ଘଟିଥିବାବେଳେ ବିମାନର ୨ ପାଇଲଟ ପ୍ରାଣ ହରାଇଥିବା ଜଣାପଡ଼ିଛି। ଚିମେସ୍‌ ଏକାଡେମୀର ଏହି ପ୍ରଶିକ୍ଷଶ ବିମାନ ଘନ କୁହୁଡ଼ି ଯୋଗୁ ଏଭଳି ଦୁର୍ଘଟଣାର…

ଛାତ୍ରୀଙ୍କ ତଣ୍ଟି କାଟିଥିବା ଶିକ୍ଷକ ପଶ୍ଚିମବଙ୍ଗରୁ ଗିରଫ

ଭୋଗରାଇ, ୪।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ଥାନା ଅଧୀନ ଦେହୁର୍ଦ୍ଦା ଗ୍ରାମର ବିଶ୍ୱଜିତ୍‌ ନାଥ (୨୮) ନାମକ ଟ୍ୟୁଶନ ଶିକ୍ଷକ ଯୁକ୍ତ ୨ କଲେଜ ଛାତ୍ରୀଙ୍କୁ ଗତ ୨ ତାରିଖ ରାତିରେ ତଣ୍ଟି କାଟି ଫେରାର ହୋଇଯାଇଥିଲେ। ବାଲେଶ୍ୱର ଏସ୍‌ପିଙ୍କ ନିର୍ଦ୍ଦେଶକ୍ରମେ ଜଳେଶ୍ୱର…

ଅପହୃତା ନାବାଳିକା ଉଦ୍ଧାର: ଅଭିଯୁକ୍ତ ଗିରଫ

ରୂପ୍‌ସା, ୪।୧(ଡି.ଏନ.ଏ.)-ବାଲେଶ୍ୱର ସଦର ଥାନା ପରିକ୍ଷୀ ଫାଣ୍ଡି ଅଞ୍ଚଳର ଜଣେ ନାବାଳିକାଙ୍କୁ ଅପହରଣ ଅଭିଯୋଗରେ ଶନିବାର ପୋଲିସ ଚଢ଼ାଉ କରି ଅଭିଯୁକ୍ତ ଦୀପକ ମାଝିଙ୍କୁ ଗିରଫ କରିଛି। ତାଙ୍କ ଘର ବାହାର୍ଦ୍ଦା ଗ୍ରାମରେ। ଏଥିସହ ଅଭିଯୁକ୍ତଙ୍କ ଘରୁ ଅପହୃତା ନାବାଳିକାଙ୍କୁ ଉଦ୍ଧାର…

ଦୁର୍ବୃତ୍ତ ଝାମ୍ପିନେଲେ ୪ ଲକ୍ଷ

ସଜନାଗଡ଼, ୪।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଥାନା ମିତ୍ରପୁର ବଜାରରୁ ଦୁର୍ବୃତ୍ତମାନେ ଶନିବାର ଅପରାହ୍ନ ସାଢ଼େ ୩ଟାରେ ୪ଲକ୍ଷ ଟଙ୍କା ଝାମ୍ପି ନେଇଛନ୍ତି। ମିତ୍ରପୁର ଟ୍ରକ୍‌ ଆସୋସିଏଶନ କୋଷାଧ୍ୟକ୍ଷ ସୁଧାଂଶୁ ଶେଖର ପଣ୍ଡା (ବାବୁ ପଣ୍ଡା) ପେପର ମିଲ୍‌ସ୍ଥିତ ବାଲଗୋପାଳପୁର ଷ୍ଟେଟ୍‌ବ୍ୟାଙ୍କରୁ ୪ଲକ୍ଷ…

ଅଭ୍ୟାସ ବେଳେ କୋହଲିଙ୍କ ଆଙ୍ଗୁଠିରେ ବାଜିଲା ବଲ୍‌

ଗୁଆହାଟୀ,୪ା୧ (ପି.ଟି.): ଏଠାରେ ରବିବାର ଖେଳାଯିବାକୁଥିବା ଶ୍ରୀଲଙ୍କା ବିପକ୍ଷ ଟି୨୦ ପାଇଁ ଶନିବାର ଭାରତୀୟ କ୍ରିକେଟ ଦଳର ଖେଳାଳିମାନେ ଅଭ୍ୟାସ କରିଛନ୍ତି। ଏହି ସମୟରେ ଅଧିନାୟକ ବିରାଟ କୋହଲିଙ୍କ ବାମହାତ କାଣି ଆଙ୍ଗୁଠିରେ ଆଘାତ ଲାଗିଛି। ପ୍ରାକ୍ଟିସ ସେସନର ପ୍ରଥମାର୍ଦ୍ଧରେ ଏହି…

ତୃତୀୟ ଟେଷ୍ଟ: ଲାବୁସେନଙ୍କ ଦ୍ୱିଶତକ ପରେ ନ୍ୟୁଜିଲାଣ୍ଡର ଭଲ ଆରମ୍ଭ

ସିଡନୀ,୪।୧(ଏଏଫ୍‌ପି): ସ୍ଥାନୀୟ ସିଡନୀ କ୍ରକେଟ ଗ୍ରାଉଣ୍ଡରେ ଚାଲିଥିବା ନ୍ୟୁଜିଲାଣ୍ଡ ବିପକ୍ଷ ତୃତୀୟ ଟେଷ୍ଟ ମ୍ୟାଚ୍‌ରେ ଟପ୍‌ ଅର୍ଡର ବ୍ୟାଟ୍ସମ୍ୟାନ ମାର୍ନସ ଲାବୁସେନଙ୍କ ଦ୍ୱିଶତକ ବଳରେ ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ବିଶାଳ ସ୍କୋର ହାସଲ କରିଛି। ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା…

ସ୍ବାସ୍ଥ୍ୟପକ୍ଷେ ବହୁ ଉପକାରୀ କଞ୍ଚାକଦଳୀ

କଞ୍ଚାକଦଳୀର ବହୁ ଉପକାରୀ ଗୁଣ ରହିଛି। ଏଥିରେ ପ୍ରଚୁର ପରିମାଣରେ ପୋଟାସିୟମ ରହିଛି। ଯାହା ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇଥାଏ। ଏହାବ୍ୟତୀତ ଏଥିରେ ଭିଟାମିନ ବି-୬, ଭିଟାମିନ୍‌ ସି ଭରପୂର ମାତ୍ରାରେ ରହିଛି। ତେବେ ପ୍ରତିଦିନ ରୋଷେଇରେ କଞ୍ଚାକଦଳୀ ବ୍ୟବହାର…

ଇର୍ଫାନ ପଠାନଙ୍କ ଅବସର

ନୂଆଦିଲ୍ଲୀ,୪।୧- ପୂର୍ବତନ ଅଲରାଉଣ୍ଡର ଇର୍ଫାନ ପଠାନ ଅନ୍ତର୍ଜାତୀୟ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ଘୋଷଣା କରିଛନ୍ତି। ବାମହାତୀ ପେସର ଭାରତ ପାଇଁ ୧୯ ଟେଷ୍ଟ, ୧୨୦ ଦିନିକିଆ ଓ ୨୪ ଟି୨୦ ଖେଳି ୩୦୧ ଉଇକେଟ ନେଇଥିଲେ। ୧୯ ବର୍ଷ ବୟସରେ…

ଭାରତ ଛାଡିବେ ରୋହିଙ୍ଗ୍ୟା ଶରଣାର୍ଥୀ

ଜମ୍ମୁ,୪।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ଲାଗୁ ହେବା ପରେ ରୋହିଙ୍ଗ୍ୟା ଶରଣାର୍ଥୀ ଭାରତ ଛାଡିବେ ବୋଲି କେନ୍ଦ୍ରମନ୍ତ୍ରୀ ଜିତେନ୍ଦ୍ର ସିଂ କହିଛନ୍ତି। ଜମ୍ମୁରେ ଅନୁଷ୍ଠିତ ଏକ କର୍ମଶାଳାରେ ଯୋଗ ଦେଇ ସେ ଏହି ସୂଚନା ଦେଇଛନ୍ତି। ସିଏଏ ଦ୍ୱାରା ରୋହିଙ୍ଗ୍ୟାମାନେ ଭାରତର…

ଖରିଫ ଶସ୍ୟବୀମା ପ୍ରଦାନ ଦାବି: ଚାଷୀଙ୍କ ଆଇନ ଅମାନ୍ୟ ଆନ୍ଦୋଳନ

ସମ୍ବଲପୁର, ଜମନକିରା,୪।୧(ବ୍ୟୁରୋ/ ଡି.ଏନ୍‌.ଏ): ସମ୍ବଲପୁର ଜିଲା କୁଚିଣ୍ଡା ଉପଖଣ୍ଡ ଚାଷୀଙ୍କୁ ୨୦୧୮-୧୯ ଖରିଫ ଧାନଚାଷ ବୀମାରାଶି ପ୍ରଦାନ କରାଯାଇ ନଥିଲା। ଏ ନେଇ ପୂର୍ବ ନିଷ୍ପତ୍ତିକ୍ରମେ ଶନିବାର କୁଚିଣ୍ଡା ବ୍ଲକ୍‌ ସମେତ ବାମରା ଓ ଜମନକିରା ବ୍ଲକ୍‌ ସଦର ମହକୁମା ଗୁଡ଼ିକରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?