ପ୍ରଥମ ଥର ହାଇକୋର୍ଟଙ୍କ ପୂର୍ଣ୍ଣ ଖଣ୍ଡପୀଠ ବସିଲା
କଟକ ଅଫିସ, ୧୬।୧୦:ନିକଟ ଅତୀତରେ ଓଡ଼ିଶା ହାଇକୋର୍ଟଙ୍କ ପୂର୍ଣ୍ଣ ଖଣ୍ଡପୀଠ ବସିବାର ନଜିର ନ ଥିବାବେଳେ ମଙ୍ଗଳବାର ପ୍ରଥମ ଥର ପୂର୍ଣ୍ଣାଙ୍ଗ ଖଣ୍ଡପୀଠ ଏକ ମାମଲାର ଶୁଣାଣି କରିଛନ୍ତି। ଓକିଲ ସଂଘଗୁଡ଼ିକର ଆନ୍ଦୋଳନ ଯୋଗୁ ଅଦାଲତରେ ବିଚାର ପ୍ରକ୍ରିୟା ବିଳମ୍ବିତ ହେଉଥିବା…
ନିଯୁକ୍ତି ଦାବିରେ ଜେଏସ୍ଡବ୍ଲ୍ୟୁ ଆଗରେ ସତ୍ୟାଗ୍ରହ
ପାରାଦୀପ,୧୬।୧୦(ସ୍ବ.ପ୍ର.): ପାରାଦୀପ ବନ୍ଦରରେ ୩୦ ବର୍ଷିୟା ବିଓଟି (ବିଲ୍ଡ ଅପରେଟ୍ ଟ୍ରାନ୍ସପୋର୍ଟ) ବର୍ଥ କାମ ପାଇଥିବା ଜେଏସ୍ଡବ୍ଲ୍ୟୁ ପାରାଦୀପ ଟର୍ମିନାଲ ପ୍ରାଇଭେଟ୍ ଲିମିଟେଡ୍ ଅଫିସ ଆଗରେ ମଙ୍ଗଳବାର ସୋବୁ (ଷ୍ଟୁଡେଣ୍ଟ ଅର୍ଗାନାଇଜେଶନ ଅଫ୍ ବିଜୁ ପଟ୍ଟନାୟକ ୟୁନିଭର୍ସିଟି) ପକ୍ଷରୁ ଦିନିକିଆ ସତ୍ୟାଗ୍ରହ…
ରଣ୍ଜୀ ଭେନ୍ୟୁ ଘୋଷିତ: ଘରୋଇ ଗ୍ରାଉଣ୍ଡରେ ୫ ମ୍ୟାଚ୍ ଖେଳିବ ଓଡ଼ିଶା
କଟକ ଅଫିସ,୧୬ା୧୦- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ଆନୁକୂଲ୍ୟରେ ଚଳିତ ଘରୋଇ କ୍ରିକେଟ ଟୁର୍ନାମେଣ୍ଟର ଭେନ୍ୟୁ ତାଲିକା ଘୋଷଣା କରାଯାଇଛି । ଆସନ୍ତା ଡିସେମ୍ବର ୯ରୁ ଆରମ୍ଭ ହେବ ରଣ୍ଜୀ ସିଜନ ୨୦୧୯-୨୦। ଚଳିତ ସଂସ୍କରଣରେ ଏଲିଟ ଗ୍ରୁପ-ସିରେ ସ୍ଥାନ ପାଇଥିବା…
ପ୍ରମୋଶନ ଅନ୍ ହ୍ବିଲ ଆଣିବ ରେଲଓ୍ବେ
ନୂଆଦିଲ୍ଲୀ,୧୬-୧୦: ରାଜସ୍ବ ସଂଗ୍ରହ ଲାଗି ରେଲଓ୍ବେ ପକ୍ଷରୁ ନୂଆ ପଦକ୍ଷେପ ନିଆଯିବ। ଟ୍ରେନଗୁଡିକରେ ପ୍ରମୋଶନାଲ କାର୍ଯ୍ୟକଳାପ ଦ୍ୱାରା ରାଜସ୍ବ ଆଦାୟ ନେଇ ଯୋଜନା ରଖାଯାଇଛି। ଲୋକମାନେ ରେଲଓ୍ବେର ପ୍ରମୋଶନ ଅନ୍ ହ୍ବିଲ ପଦକ୍ଷେପ ଦ୍ୱାରା ଟ୍ରେନଗୁଡିକ ବିଭିନ୍ନ ପ୍ରଚାର ସମ୍ପର୍କିତ କାର୍ଯ୍ୟକଳାପ…
ଆର୍ଥିକ ମାନ୍ଦାବସ୍ଥା ଚକ୍ରୀୟ: ପୀୟୂଷ ଗୋୟଲ
ନୂଆଦିଲ୍ଲୀ,୧୬-୧୦: ଦେଶରେ ମାନ୍ଦାବସ୍ଥା ଲାଗି ରହିଥିବା ବେଳେ ଏହା ଚକ୍ରୀୟ ବୋଲି କେନ୍ଦ୍ର ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ ପୀୟୂଷ ଗୋୟଲ ମଙ୍ଗଳବାର କହିଛନ୍ତି। ଏହା ଠିକ୍ ହୋଇଯିବ। ଅଭିବୃଦ୍ଧି ଫେରିବା ଆଗରୁ ବର୍ତ୍ତମାନ ନିବେଶର ପ୍ରକୃଷ୍ଟ ସମୟ ବୋଲି ସେ…
ଅଭିବୃଦ୍ଧି ପୂର୍ବାନୁମାନ ୬.୧%କୁ ଖସାଇଲା ଆଇଏମ୍ଏଫ୍
ନୂଆଦିଲ୍ଲୀ,୧୬-୧୦: ବିଶ୍ୱ ବ୍ୟାଙ୍କ ପରେ ଅନ୍ତର୍ଜାତୀୟ ମୁଦ୍ରାପାଣ୍ଠି (ଆଇଏମ୍ଏଫ୍) ଭାରତର ଅଭିବୃଦ୍ଧି ପୂର୍ବାନୁମାନକୁ ଖସାଇଛି। ୨୦୧୯ରେ ଭାରତର ଅଭିବୃଦ୍ଧି ହାର ୬.୧% ରହିବ ବୋଲି ଆଇଏମ୍ଏଫ୍ କହିଛି। ସେହିଭଳି ଦେଶର ଅର୍ଥବ୍ୟବସ୍ଥା ୨୦୨୦ରେ ୭% ଛୁଇଁବା ନେଇ ଆଇଏମ୍ଏଫ୍ ପକ୍ଷରୁ ଏହାର…
ଘାସ ଉପରେ ଖାଲି ପାଦରେ ଚାଲିଲେ ମିଳିବ ଅନେକ ଫାଇଦା
ଶରୀରକୁ ସୁସ୍ଥ ରଖିବାକୁ କିଏ କେତେ ଉପାୟ ଆପଣାଉଛନ୍ତି। କିଏ ଓ୍ବର୍କ ଆଉଟ୍ କରୁଛି ତ ପୁଣି କିଏ ଡାଏଟିଂ। ହେଲେ ସକାଳୁ ଖାଲି ପାଦରେ ଯେଉଁମାନେ ସବୁଜ ଘାସ ଉପରେ ଚାଲୁଛନ୍ତି ସେମାନେ ନିଜକୁ ଅନ୍ୟମାନଙ୍କଠାରୁ ଅଧିକ ସୁସ୍ଥ ରଖିପାରୁଛନ୍ତି।…
କ୍ୟାନସରରୁ ବି ଦୂରେଇ ରଖେ ଏହି ଥେରାପି…
ୟୁରିନ୍ ଥେରାପି ସୁସ୍ଥ ରହିବାର ଅତି ପ୍ରାଚୀନ ଉପାୟ। ଏହି ସହଜ ଉପାୟ ଦ୍ୱାରା ଲାଷ୍ଟ ଷ୍ଟେଜ୍ରେ ବି କ୍ୟାନସର ଭଳି ଦୂରାରୋଗ୍ୟରୁ ମୁକ୍ତି ମିଳିଥାଏ । ଏଥିପାଇଁ ଅପରେସନ୍ ଅବା କେମୋଥେରାପିର ଆବଶ୍ୟକତା ପଡ଼ି ନ ଥାଏ ଚାଇନାର ବେଜିଂ…
ଭୁବନେଶ୍ୱର ବିମାନ ବନ୍ଦରରୁ ୧୨ଲକ୍ଷ ଟଙ୍କାର ବିଦେଶୀ ସିଗାରେଟ ଜବତ, କୁଆଲାଲମ୍ପୁରରୁ ଚାଲାଣ ହେଉଥିଲା ପଶ୍ଚିମବଙ୍ଗ
ଭୁବନେଶ୍ୱର,୧୫ା୧୦(ବ୍ୟୁରୋ): ବିମାନରେ ବେଆଇନ ସୁନା ପରେ ଏବେ ବିଦେଶୀ ସିଗାରେଟ ଚାଲାଣ ଧରାପଡ଼ିଛି। ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ରାଜସ୍ବ ଗୋଇନ୍ଦା ବିଭାଗ (ଡିଆର୍ଆଇ) ମଙ୍ଗଳବାର ୧୨ଲକ୍ଷ ଟଙ୍କାର ସିଗାରେଟ ଜବତ କରିଛି। ୪୦୦ ପ୍ୟାକେଟରେ ରହିଥିବା ୮୦ହଜାର ସିଗାରେଟ…
ଆଇସିସି ଦିନିକିଆ ର଼୍ୟାଙ୍କିଙ୍ଗ୍: ଶୀର୍ଷ ମାନ୍ୟତା ହରାଇଲେ ମନ୍ଧାନା
ଦୁବାଇ, ୧୫।୧୦ (ପି.ଟି.)-ଭାରତୀୟ ମହିଳା କ୍ରିକେଟ୍ ଦଳର ତାରକା ବ୍ୟାଟ୍ସଓମ୍ୟାନ ସ୍ମୃତି ମନ୍ଧାନା ଆଇସିସି ଦିନିିକିଆ ର଼୍ୟାଙ୍କିଙ୍ଗ୍ର ଶୀର୍ଷ ମାନ୍ୟତା ହରାଇଛନ୍ତି। ଅର୍ନ୍ତଜାତୀୟ କ୍ରିକେଟ୍ ପରିଷଦ (ଆଇସିସି) ପକ୍ଷରୁ ସଦ୍ୟ ପ୍ରକାଶିତ ବ୍ୟାଟିଂ ତାଲିକାରେ ମନ୍ଧାନାଙ୍କୁ ପଛରେ ପକାଇ ନ୍ୟୁଜିଲାଣ୍ଡର ଆମି…
ଡେଭିସ୍ କପ୍: ପାକିସ୍ତାନକୁ ଦଳ ପଠାଇପାରେ ଆଇଟା
ନୂଆଦିଲ୍ଲୀ, ୧୫ା୧୦ (ପି.ଟି.)-ଜାତୀୟ ଟେନିସ ମହାସଂଘ ଏହାର ଖେଳାଳି ଏବଂ ସପୋର୍ଟ ଷ୍ଟାଫ୍ଙ୍କ ଲାଗି ପାକିସ୍ତାନ ଭିଜା ଯୋଗାଡ଼ କରିବା ପ୍ରକ୍ରିୟା ଆରମ୍ଭ କରବା ଲାଗି ମଙ୍ଗଳବାର ନିଷ୍ପତ୍ତି ନେଇଛି। ଇଣ୍ଟରନ୍ୟାଶନାଲ ଟେନିସ ଫେଡେରେଶନ (ଆଇଟିଏଫ୍) ଯଦି ନିରପେକ୍ଷ ଭେନ୍ୟୁରେ ମ୍ୟାଚ…
ଚଳଚ୍ଚିତ୍ର ‘ପତି ପତ୍ନୀ ଔର ଓ୍ବ’ର ପ୍ରଥମ ଲୁକ୍ ରିଲିଜ
ମୁମ୍ବାଇ: ରିଲିଜ ହୋଇଛି ଚଳଚ୍ଚିତ୍ର ‘ପତି ପତ୍ନୀ ଔର ଓ୍ବ’ରେ ନାୟିକାଙ୍କର ପ୍ରଥମ ଲୁକ୍। ଅଭିନେତା କାର୍ତ୍ତିକ ଆର୍ୟନ ଏଥିରେ ନାୟକ ଭୂମିକାରେ ଅଭିନୟ କରିଥିବା ବେଳେ ନାୟିକା ସାଜିଛନ୍ତି ଅନନ୍ୟା ପାଣ୍ଡେ ଏବଂ ଭୂମି ପେଦନେକର। କାର୍ତ୍ତିକଙ୍କ ଚରିତ୍ରର ନାମ…
Archives


