ସମୁଦ୍ରରେ ଗାଧୋଇବା ବେଳେ ଭାସିଗଲେ ଦୁଇ ଯୁବକ, ଉଦ୍ଧାର କାର୍ଯ୍ୟ ଜାରି
ପୁରୀ ଅଫିସ,୧୫।୧୦: ପୁରୀ ସମୁଦ୍ରରେ ସ୍ନାନ କରୁଥିବା ବେଳେ ମଙ୍ଗଳବାର ଦୁଇଜଣ ଯୁବକ ଭାସି ଯାଇଛନ୍ତି। ଅପରାହ୍ନରେ ଦିଗବାରେଣୀ ଖୁଣ୍ଟି ନିକଟ ସମୁଦ୍ରରେ କେତେଜଣ ଯୁବକ ଗାଧୋଉଥିଲେ। ସେମାନଙ୍କ ମଧ୍ୟରୁ ଉତ୍ତରପ୍ରଦେଶର ଅନିଲ ଶିଖରଓ୍ବାଲ ଏବଂ ବିଜୟ ପାଲ ଭାସିଯାଇଥିଲେ। ଏହାଦେଖି…
‘ମୋ ସରକାର’ କାର୍ଯ୍ୟକ୍ରମକୁ ଅପରାଜିତାଙ୍କ କଟାକ୍ଷ: କହିଲେ ‘୨୦ ବର୍ଷ ପରେ ସରକାରଙ୍କ ୫-ଟି କଥା ମନେ ପଡ଼ିଲା’
ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଥିବା ‘ମୋ ସରକାର’ କାର୍ଯ୍ୟକ୍ରମକୁ ସଫଳ କରିବା ଲାଗି ସଚିବମାନେ ବିଭିନ୍ନ ଜିଲାକୁ ଗସ୍ତ କରୁଛନ୍ତି। ଲୋକମାନଙ୍କୁ ଠିକ୍ ଭାବେ ସରକାରୀ ସେବା ମିଳୁଛି କି ନାହିଁ ସେମାନେ ତା’ର ତଦାରଖ କରୁଛନ୍ତି। ବିିଭିନ୍ନ…
୨୫ ପର୍ଯ୍ୟନ୍ତ ବିଚାର ବିଭାଗୀୟ ହାଜତରେ ରହିବେ ଶିବକୁମାର
ନୂଆଦିଲ୍ଲୀ,୧୫।୧୦: ବଢିଲା କଂଗ୍ରେସ ନେତା ଡିକେ. ଶିବକୁମାରଙ୍କ ବିଚାର ବିଭାଗୀୟ ହାଜତ ମିଆଦି। ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ସେ ବିଚାର ବିଭାଗୀୟ ହାଜତରେ ରହିବେ। ମଙ୍ଗଳବାର ଦିଲ୍ଲୀର ସିବିଆଇ କୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଦ୍ୱାରା ଯାଞ୍ଚ…
ପୋଷ୍ଟପେଡ୍ ସେବା ଆରମ୍ଭର କିଛି ସମୟ ମଧ୍ୟରେ ସଂଯୋଗ ବିଚ୍ଛିନ୍ନ: ଅଗଷ୍ଟ, ସେପ୍ଟେମ୍ବରର ବିଲ୍ ମାଗୁଛି କମ୍ପାନୀ
ଶ୍ରୀନଗର,୧୫।୧୦: ଜମ୍ମୁ-କଶ୍ମୀରରେ ଦୀର୍ଘ ଦିନର ଅପେକ୍ଷା ଅର୍ଥାତ୍ ୭୨ ଦିନ ପରେ ପୋଷ୍ଟପେଡ୍ ସେବା ଆରମ୍ଭ ହୋଇଛି। ସୋମବାରରୁ ଏହାର ଲାଭ ୪୦ ଲକ୍ଷ ପୋଷ୍ଟପେଡ ମୋବାଇଲ ଉପଭୋକ୍ତା ଉଠାଇପାରିବେ ବୋଲି ସରକାର କହିଥିଲେ। ହେଲେ ଆରମ୍ଭ ହେବାର କିଛି ସମୟ…
ବ୍ୟାଙ୍କକ-ଥାଇଲାଣ୍ଡରୁ ମୋ ପାଇଁ ଗାଳି ଇମ୍ପୋର୍ଟ କରିପାର କିନ୍ତୁ ଦେଶକୁ ବିରୋଧ କର ନାହିଁ: ମୋଦି
ଚଣ୍ଡିଗଡ଼,୧୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ହରିୟାଣା ଗସ୍ତ କରିଛନ୍ତି। ହରିୟାଣାର ଚରଖି-ଦାଦରିରେ ଜନସଭାକୁ ସମ୍ବୋଧିତ କରି ମୋଦି କହିଛନ୍ତି, ନିର୍ବାଚନ ରାଲି ପାଇଁ ମୁଁ ଏଠାକୁ ଆସେନାହିଁ, ଏହି ସ୍ଥାନ ମୋତେ ଆପେ ଆପେ ଟାଣି ନେଇ ଆସେ। ମୁଁ…
୭ବର୍ଷ ତଳର ଫଟୋ ଶେୟାର କରି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କଲେ ରଣବୀର
ମୁମ୍ବାଇ: ବଲିଉଡ୍ ନାୟକ ରଣବୀର ସିଂ ନିଜ ପତ୍ନୀ ତଥା ଅଭିନେତ୍ରୀ ଦୀପିକା ପାଦୁକୋନଙ୍କର ୭ ବର୍ଷ ତଳର ଏକ ଫଟୋ ଶେୟାର କରି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ସୋସିଆଲ ମିଡିଆ ଇନଷ୍ଟାଗ୍ରାମରେ ସେ ଯେଉଁ ଫଟୋଟି ପୋଷ୍ଟ କରିଛନ୍ତି…
୫-ଟି ସଚିବ ପାଣ୍ଡିଆନଙ୍କ କେନ୍ଦ୍ରାପଡ଼ା ଜିଲା ଗସ୍ତ: ମାର୍ଚ୍ଚ ୨୦ ସୁଦ୍ଧା ଶାମଗୁଡ଼ିଆ ସ୍ବାସ୍ଥ୍ୟକେନ୍ଦ୍ରର ନିର୍ମାଣ ଶେଷ କରିବାକୁ ନିର୍ଦ୍ଦେଶ
କେନ୍ଦ୍ରାପଡା ଅଫିସ, ୧୫ା୧୦: ୨୦୨୦ ମାର୍ଚ୍ଚ ୨୦ ତାରିଖ ସୁଦ୍ଧା ସହର ନିକଟ ଶାମଗୁଡିଆଠାରେ ନିର୍ମାଣାଧୀନ ଶିଶୁ ଓ ମାତୃମଙ୍ଗଳ ସ୍ବାସ୍ଥ୍ୟକେନ୍ଦ୍ରର ତଳ ମହଲା ନିର୍ମାଣ କାର୍ଯ୍ୟ ଶେଷ ହେବ। ସେହିପରି ଜିଲା ମୁଖ୍ୟ ଚିକତ୍ସାଳୟର ଡପିଡି ଓ ଡାଇଲିସିସ୍ ସେଣ୍ଟରର…
ହରିୟାଣାକୁ ନେଇ ଗର୍ବ କରେ: ମୋଦି
ଚରଖି ଦାଦରି,୧୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଏକ ନିର୍ବାଚନ ରାଲିରେ ଯୋଗ ଦେବାକୁ ହରିୟାଣା ଯାଇଥିଲେ। ସେଠାରେ ସେ କହିଛନ୍ତି ହରିୟାଣାକୁ ନେଇ ସେ ଗର୍ବ କରନ୍ତି। କାରଣ ନିକଟରେ ଭାରତ ଗସ୍ତ ସମୟରେ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ…
ଆରଏସଏସ କର୍ମୀଙ୍କୁ ହତ୍ୟା ଘଟଣା: ମମତାଙ୍କ କୁଶପୁତ୍ତଳିକା ଦାହ, ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ
ବଲାଙ୍ଗୀର ଅଫିସ, ୧୫।୧୦: ପଶ୍ଚିମବଙ୍ଗରେ ବାରମ୍ବାର ହିନ୍ଦୁମାନଙ୍କ ଉପରେ ଆକ୍ରମଣ ଓ ହତ୍ୟା ଅଭିଯୋଗ ଆଣି ବଲାଙ୍ଗୀର ବଜରଙ୍ଗ ଦଳ ତରଫରୁ ମଙ୍ଗଳବାର ସ୍ଥାନୀୟ କଚେରି ଛକଠାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ କୁଶପୁତ୍ତଳିକା ଦାହ କରାଯାଇଛି।…
ସରକାରୀ ସ୍କୁଲରେ ମଦ୍ରାସାର ପ୍ରାର୍ଥନା କରାଇ ପ୍ରଧାନ ଶିକ୍ଷକ ନିଲମ୍ବିତ
ଲକ୍ଷ୍ନୌ,୧୫।୧୦: ଉତ୍ତରପ୍ରଦେଶର ଏକ ସରକାରୀ ସ୍କୁଲରେ ପ୍ରଧାନ ଶିକ୍ଷକ ଜବରଦସ୍ତି ଛାତ୍ରୀଛାତ୍ରଙ୍କୁ ପ୍ରାର୍ଥନାରେ ସରସ୍ବତୀଙ୍କ ବନ୍ଦନା ବଦଳରେ ମଦ୍ରାସାର ପ୍ରାର୍ଥନା କରାଇଥିବା ମାମଲା ସାମ୍ନାକୁ ଆସିଛି। ଏହି ଘଟଣାରେ ପ୍ରଧାନଶିକ୍ଷକଙ୍କୁ ନିଲମ୍ବିତ କରାଯାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ପଲିଭିତ୍ରେ ଥିବା ସରକାରୀ ମାଧ୍ୟମିକ…
ଚାଇନା କେମିକାଲ ପ୍ଲାଣ୍ଟରେ ବିସ୍ଫୋରଣ: ୪ ମୃତ
ବେଜିଂ,୧୫।୧୦: ଦକ୍ଷିଣ ଚାଇନାର ଗୁଆଙ୍ଗଜି ଜୁଆଙ୍ଗ ଅଟୋନମସ ରିଜିଅନରେ ଥିବା ଏକ କେମିକାଲ ପ୍ଲାଣ୍ଟରେ ମଙ୍ଗଳବାର ବିସ୍ଫୋରଣ ହେବା ଫଳରେ ୪ ଜଣଙ୍କ ମୃତ୍ୟୁ ହେବା ସହ ୩ ଆହତ ହୋଇଥିବା ସୂଚନା ମିଳିଛି। ସକାଳ ପ୍ରାୟ ୧୧ଟା ସମୟରେ ଏହି…
ଗିରଫ ହେଲେ ଅବଦୁଲ୍ଲାଙ୍କ ଭଉଣୀ
ଜମ୍ମୁ,୧୫।୧୦: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ହେବାକୁ ପ୍ରାୟ ୭୦ ଦିନ ପୂରି ଗଲାଣି। ଏହାପରେ ମଙ୍ଗଳବାର ଶ୍ରୀଗନରରେ ସିଲିଭ ସୋସାଇଟି ଦ୍ୱାରା ବିରୋଧ ପ୍ରଦର୍ଶନ କରାଯାଇଥିଲା। ଲାଲ ଚୌକ ନିକଟରେ କେତେଜଣ ମହିଳା ଅନୁଚ୍ଛେଦ ୩୭୦ର ଉଚ୍ଛେଦକୁ ବିରୋଧ କରିଥିଲେ।…
Archives


