ଡମ୍ଫିୟାଡରୁ ଯୁବକଙ୍କ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ
ବିଜେପୁର, ୧୫।୧୦(ଡି.ଏନ.ଏ.):ବରଗଡ ଜିଲା ବିଜେପୁର ଏନଏସି ଅନ୍ତର୍ଗତ ବାଉଁଶପୋଲା ନିକଟସ୍ଥ ଡମ୍ଫିୟାଡରୁ ମଙ୍ଗଳବାର ଜଣେ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୁଣ୍ଡରେ ଗଭୀର ଆଘାତ ଲାଗିଥିବାରୁ ଯୁବକଙ୍କୁ ହତ୍ୟା କରାଯାଇଥିବା ପୋଲିସ ସନ୍ଦେହ କରି ତଦନ୍ତ ଚଳାଇଛି। ମୃତ ଯୁବକ…
ସୁରଟ ବିମାନ ବନ୍ଦରରେ ଟେକ୍ଅଫ୍ ଏବଂ ଲ୍ୟାଣ୍ଡିଂ ପୂର୍ବରୁ ପ୍ରତିଦିନ କରାଯାଏ ୧୫୦ ଥର ଫାୟାରିଂ
ସୁରଟ,୧୫।୧୦: ପ୍ରତିଦିନ ସୁରଟ ବିମାନ ବନ୍ଦରରେ ଟେକ୍ଅଫ୍ ଏବଂ ଲ୍ୟାଣ୍ଡିଂ ପୂର୍ବରୁ ଉଡୁଥିବା ପକ୍ଷୀଙ୍କୁ ହଟାଇବା ପାଇଁ ୧୫୦ ଥର ଫାୟାରିଂ କରାଯାଇଥାଏ। ଏହି ବିମାନ ବନ୍ଦର ନିକଟରେ କେତେଗୁଡ଼ିଏ ପୋଖରୀ ରହିଛି। ପୋଖରୀକୁ ଖାଦ୍ୟ ଅନ୍ବେଷଣରେ ବହୁ ପକ୍ଷୀ ଆସିଥାନ୍ତି।…
ଭୁବନେଶ୍ବର ବିମାନବନ୍ଦରରୁ ୪୦୦ ପ୍ୟାକେଟ ବିଦେଶୀ ସିଗାରେଟ ଜବତ
ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ଭୁବନେଶ୍ୱର ବିମାନବନ୍ଦରରୁ ବିଦେଶୀ ସିଗାରେଟ ଜବତ କରିଛି ରାଜସ୍ବ ଗୁଇନ୍ଦା ବିଭାଗ। ମଙ୍ଗଳବାର ମାଲେସିଆର କ୍ୱାଲାଲମପୁରରୁ ୨ ଜଣ ସିଗାରେଟ୍ ନେଇ ପୋଲିସ ସେମାନଙ୍କୁ ଅଟକ ରଖିଛି। ତାଙ୍କ ପାଖରୁ ପ୍ରାୟ ୪୦୦ଟି ପ୍ୟାକେଟ ବିଦେଶୀ ବ୍ରାଣ୍ଡର ସିଗାରେଟ ଜବତ…
ସଙ୍କଟରେ ଶହ ଶହ ଭାରତୀୟ ନର୍ସଙ୍କ ଚାକିରି
ଦୁବଇ,୧୫।୧୦: ୟୁନାଇଟେଡ ଅରବ ଏମିରେଟ୍ସ (ୟୁଏଇ)ରେ ଡିପ୍ଲୋମା ଡିଗ୍ରିଧାରୀ ଶହ ଶହ ଭାରତୀୟ ନର୍ସଙ୍କ ଚାକିରି ଏବେ ସଙ୍କଟରେ ବୋଲି ସୂଚନା ମିଳିଛି। ଗଣମାଧ୍ୟମର ସୂଚନା ଅନୁଯାୟୀ, ଏହାର ମୁଖ୍ୟ କାରଣ ହେଉଛି ଶିକ୍ଷାଗତ ଯୋଗ୍ୟତା। ଏହା ପୂର୍ବରୁ ୨ଶହ ନର୍ସଙ୍କୁ…
ରେଳଧାରଣାରୁ ଫୁଟବଲ୍ ଖେଳାଳିଙ୍କ ମୃତଦେହ ଉଦ୍ଧାର
କେନ୍ଦୁଝର,୧୫।୧୦(ସ୍ବ.ପ୍ର.): କେନ୍ଦୁଝର ସଦର ଥାନାର ଧାତିକା ଗାଁ ନିକଟ ରେଳଧାରଣାରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣଙ୍କ ହେଲେ ଧାତିକା ଗାଁର ତୁଳସୀ ମାଝୀ। ତୁଳସୀଙ୍କ କାନରେ ଇଅର ଫୋନ ଲାଗିଥିବା ସହ ବେକରେ ଓ ମୁଣ୍ଡରେ ଗଭୀର…
କାର୍ ଛାତ ଭାଙ୍ଗି ପଶିଲା ବ୍ଲାଷ୍ଟିଂ ପଥର: ଘଟଣାସ୍ଥଳରେ ବ୍ୟକ୍ତିଙ୍କ ମୃତ୍ୟୁ
ଭୋପାଳ,୧୫।୧୦: କୁହାଯାଏ ମୃତ୍ୟୁ କେଉଁଠାରେ ଓ କିଭଳି ଆସିବ ତାହା କେହି ଭାବି ବି ନ ଥିବେ। କିଛି ଏଭଳି ଘଟଣା ସାମ୍ନାକୁ ଆସିଛି ମଧ୍ୟପ୍ରଦେଶରୁ। ରାସ୍ତାରେ ଯାଉଥିବା ବେଳେ ବ୍ଲାଷ୍ଟିଂର ଏକ ପଥର ଖଣ୍ଡ କାର୍ ଛାତକୁ ଭାଙ୍ଗି ବ୍ୟକ୍ତିଙ୍କ…
ଦୁର୍ଘଟଣାରେ ଭଉଣୀଭାଇଙ୍କ ଜୀବନ ଗଲା
ବଲାଙ୍ଗୀର ଅଫିସ୍,୧୫।୧୦ : ବଲାଙ୍ଗୀର ଜିଲା ତୁଷୁରା ଥାନା ଅନ୍ତର୍ଗତ ମହିପୁର ଛକରେ ମଙ୍ଗଳବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ମଣ୍ଟୁ ବେନିଆ(୨୧)ଓ ତାଙ୍କ ଭଉଣୀ ସଞ୍ଜୁ ବେନିଆ(୧୫)।…
ଗଣିତ ପଢାଇବେ ବିଦ୍ୟା
ମୁମ୍ବାଇ: ବଲିଉଡ୍ର ଡାର୍ଟି ଗର୍ଲ ବିଦ୍ୟା ବଲାନ ଏବେ ଗଣିତ ପଢାଇବେ ବୋଲି ଜଣାପଡିଛି। ବଲିଉଡ୍ ବାୟୋପିକ ମୁଭି ‘ଶକୁନ୍ତଳା ଦେବୀ‘ରେ ନଜର ଆସିଥିବା ବିଦ୍ୟାଙ୍କର ଏକ ନୂଆ ଲୁକ୍ ଏବେ ଦେଖିବାକୁ ମିଳିବ। ମଙ୍ଗଳବାର ଏହି ଫିଲ୍ମର ପ୍ରଥମ ମୋଶନ୍…
ମିଲ୍କ କେକ୍
ଆବଶ୍ୟକ ସାମଗ୍ରୀ: ୮ କପ୍ କ୍ଷୀର, ୨ ବଡ଼ ଚାମଚ ଚିନି, ଏକ ବଡ଼ ଚାମଚ ଲେମ୍ବୁରସ, ଏକ ଛୋଟ ଚାମଚ ଗୁଜୁରାତି ପାଉଡର। ପ୍ରସ୍ତୁତି ପ୍ରଣାଳୀ: ଏକ ପାତ୍ରରେ କ୍ଷୀର ଗରମ କରନ୍ତୁ। ଏହାକୁ ମଝିରେ ମଝିରେ ଘାଣ୍ଟନ୍ତୁ। ଏହା…
ଘରକୁ ରଖନ୍ତୁ ସୁବାସିତ
ନିଜ ଘରକୁ ସବୁବେଳେ ସଫା ଏବଂ ସୁନ୍ଦର ରଖିବାକୁ ସମସ୍ତେ ଚାହାନ୍ତି। ଆଉ ଏଥିପାଇଁ ବିଭିନ୍ନ ପ୍ରକାର ଡେକୋରେଟିଭ୍ ସାମଗ୍ରୀ ବି ବ୍ୟବହାର କରନ୍ତି। ହେଲେ ଏସବୁ ପରେ ବି ଯଦି ଘର ଭିତରେ କୌଣସି ପ୍ରକାରର ଗନ୍ଧ ହେଉଥାଏ ତେବେ…
ମହିଳା ଓ ଶ୍ୱେତପ୍ରଦର
ଶ୍ୱେତପ୍ରଦର ରୋଗ ନାରୀମାନଙ୍କୁ ହୋଇଥାଏ। ଅସାମଞ୍ଜସ୍ୟ ଆହାର, ବାହାର, ଦୂଷିତ ପରିବେଶ, ଅତ୍ୟଧିକ ପରିଶ୍ରମ, ମାସିକ ଋତୁସ୍ରାବ ସମୟରେ ପରିଷ୍କାର ନ ରହିବା ଦ୍ୱାରା ଏହି ରୋଗ ଉପତ୍ତ୍ତିର କାରଣ ହୋଇଥାଏ। ଏହି ରୋଗରେ ଆକ୍ରାନ୍ତ ରୋଗୀର ଯୌନାଙ୍ଗ ସର୍ବଦା ଅସ୍ବଚ୍ଛ…
ପୁରୁଣା ଶାଢିରୁ…
ବିତୁଥିବା ଦିନ ସହିତ ନୂଆ ନୂଆ ଶାଢୀ କିଣିବା ଭିତରେ ଅନେକ ଶାଢୀ ପୁରୁଣା ହୋଇ ଅଦରକାରୀ ହୋଇଯାଏ। ହେଲେ ଫିଙ୍ଗିବା ଅପେକ୍ଷା ବିଭିନ୍ନ ଉପାୟରେ ଏହାର ବ୍ୟବହାର କରାଯାଇ ପାରିବ। ଜାଣି ରଖନ୍ତୁ ସେ ସମ୍ପର୍କରେ… ପୁରୁଣା ଶାଢ଼ିରେ ସାଲ୍ଓ୍ବାର…
Archives


