ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ଘୋଷଣା ପତ୍ର ଜାରି କଲା ଭାଜପା: ନିଯୁକ୍ତି, ସ୍ବାସ୍ଥ୍ୟକୁ ଗୁରୁତ୍ୱ
ମୁମ୍ବାଇ,୧୫।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ଏବେ ସାଧାରଣ ଭୋଟରଙ୍କୁ ନିଜ ଆଡକୁ ଆକର୍ଷିତ କରିବାକୁ ପ୍ରାୟ ସବୁ ଦଳ ପ୍ରୟାସ ଜାରି ରଖିଛନ୍ତି। ଏଠାରେ ଆସନ୍ତା ୨୧ରେ ନିର୍ବାଚନ ହେବାକୁ ଥିବା ବେଳେ ୨୪ରେ ଫଳାଫଳ ପ୍ରକାଶ…
ଅବିବାହିତ କଲାମ୍ଙ୍କର ଥିଲେ ୩ ପୁଅ; ସେମାନଙ୍କ ନାମ ଜାଣିଲେ ହେବେ ଆଶ୍ଚର୍ଯ୍ୟ…
ନୂଆଦିଲ୍ଲୀ,୧୫।୧୦: ଭାରତର ୧୧ ତମ ରାଷ୍ଟ୍ରପତି ଏ.ପି.ଜେ. ଅବଦୁଲ୍ କଲାମ୍ଙ୍କର ଜନ୍ମ ବାର୍ଷିକୀ ମଙ୍ଗଳବାର ପାଳିତ ହେଉଛି। ସେ ଚିରକୁମାର ଥିଲେ। ଅବିବାହିତ ହୋଇ ମଧ୍ୟ ତାଙ୍କର ୩ ଜଣ ପୁଅ ଥିଲେ। ଏକ ସାକ୍ଷାତ୍କାରରେ କଲାମ୍ ଜଣେ ଗଣମାଧ୍ୟମ ପ୍ରତିନିଧିଙ୍କୁ…
ବନ୍ଧୁକ ଦେଖାଇ ୧୧ ଲକ୍ଷ, ୩୫ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଲୁଟ୍
କୁଆଁରମୁଣ୍ଡା,୧୫।୧୦(ଡି.ଏନ.ଏ): ସୁନ୍ଦରଗଡ ଜିଲା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ କୁଆଁରମୁଣ୍ଡା ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରୁ ମଙ୍ଗଳବାର ସକାଳ ପ୍ରାୟ ୭ଟା୨୦ ମିନିଟରେ ସିକ୍ୟୁରିଟି ଏଜେନ୍ସି କ୍ୟାସ୍ ଭ୍ୟାନରୁ ବନ୍ଧୁକ ଦେଖାଇ ୧୧ ଲକ୍ଷ, ୩୫ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଲୁଟ୍ ହୋଇଛି। ରାଉରକେଲାସ୍ଥିତ…
ବିବାହିତ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ପାଟଣା,୧୫।୨୦(ସ୍ବ.ପ୍ର.):କେନ୍ଦୁଝର ଜିଲା ପାଟଣା ବ୍ଲକ ବୁଢ଼ୀକାପୁଡି ପଞ୍ଚାୟତ ବେଲପଶି ଗ୍ରାମ ଜଙ୍ଗଲରେ ମଙ୍ଗଳବାର ଜଣେ ୩୯ ବର୍ଷୀୟ ବିବାହିତ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକ ଜଣକ ହେଉଛନ୍ତି ମୟୁରଭଞ୍ଜ ଜିଲା ରରୁଆଁଥାନା ଆଦିପୁର ଗ୍ରାମର ଉମେଶ ଦାସ।…
ପିଏମ୍ସି ବ୍ୟାଙ୍କ ବିରୋଧ ପ୍ରଦର୍ଶନ ପରେ ଦୃଦ୍ଘାତରେ ଜଣେ ଜମାକାରୀଙ୍କ ମୃତ୍ୟୁ
ମୁମ୍ବାଇ,୧୫।୧୦: ପଞ୍ଜାବ ଆଣ୍ଡ ମହାରାଷ୍ଟ୍ର କୋ-ଅପରୋଟିଭ(ପିଏମ୍ସି) ବ୍ୟାଙ୍କର ଜମାକାରୀଙ୍କୁ କିଛି ଦିନ ହେଲା ବହୁ ଅସୁବିଧାର ସାମ୍ନା କରିବାକୁ ପଡ଼ୁଛି। ପିଏମ୍ସି ବ୍ୟାଙ୍କ ବନ୍ଦ ହୋଇଯିବା ଖବର ପ୍ରଚାର ହେବା ପରେ ଜମାକାରୀ ନିଜ ସଞ୍ଚିତ ଟଙ୍କାକୁ ବାହାର କରିବା ପାଇଁ…
ବିଏମ୍ସିର ରାଜସ୍ବ ଚିନ୍ତା
ଭୁବନେଶ୍ୱର, ୧୫।୧୦(ବ୍ୟୁରୋ): ରାଜସ୍ବ ବଢ଼ାଇବା ଚିନ୍ତାରେ ବାଉଳିଚାଉଳି ହେଉଛି ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)। ଆର୍ଥିକ ବର୍ଷ ଶେଷ ସୁଦ୍ଧା କିପରି ୧୫୦ କୋଟି ଟଙ୍କା ରାଜସ୍ବ ଆଦାୟ କରିବ, ଏନେଇ ଟେର୍ ପାଉନି ବିଏମ୍ସି। ସର୍ବକ୍ଷମା ଯୋଜନାରେ ସୁଧାର ହେଉ…
୪୦ ହଜାର ଜନତାଙ୍କ ହତ୍ୟାର କାରଣ ଅନୁଚ୍ଛେଦ ୩୭୦: ଶାହ
ନୂଆଦିଲ୍ଲୀ,୧୫।୧୦: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କହିଛନ୍ତି ଏପର୍ଯ୍ୟନ୍ତ ଜମ୍ମୁ-କଶ୍ମୀରରେ ୪୦ ହଜାର ଲୋକଙ୍କ ହତ୍ୟାର କାରଣ ହେଉଛି ଅନୁଚ୍ଛେଦ ୩୭୦। ନିକଟରେ ଗଣମାଧ୍ୟମକୁ ଦେଇଥିବା ଏକ ସାକ୍ଷାତ୍କାରରେ ସେ ଏହା କହିଛନ୍ତି। ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଏବେ ସେଠାରେ…
ଦିଲୀପ ସ୍ବାଇଁ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଗିରଫ ଅଭିଯୁକ୍ତଙ୍କ ସହ ଥାନାଧିକାରୀଙ୍କ ସେଲ୍ଫି
ପୁରୀ ଅଫିସ,୧୫ା୧୦: ଏକ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତଙ୍କ ସହ ରାମଚଣ୍ଡୀ ଥାନା ଅଧିକାରୀ ବୁଲୁ ମୁଣ୍ଡା ପୋଲିସ ଭ୍ୟାନରେ ଭିତରେ ନେଇଥିବା ସେଲଫି ସୋମବାର ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହି ଘଟଣାକୁ ପୁରୀ ଏସ୍ପି ଉମାଶଙ୍କର ଦାଶ ଗୁରୁତର ସହିତ…
ଲାଞ୍ଚ ନେବା ବେଳେ ଧରାପଡ଼ିଲେ ରାଜସ୍ବ ଅଧିକାରୀ
କଟକ ରୋଡ,୧୫ା୧୦(ଡି.ଏନ୍.ଏ.): ମ୍ୟୁଟେଶନ କରାଇ ଦେବା ପାଇଁ ଲାଞ୍ଚ ନେଉଥିବା ବେଳେ ଭୁବନେଶ୍ୱର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଭୁବନେଶ୍ୱର ତହସିଲ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ଅଧିକାରୀ। ସେ ହେଲେ ଖୋର୍ଦ୍ଧା ଜିଲା ବାଣପୁର ଥାନା ଅଧୀନ ଦୋଲଣଶାସନ ଗ୍ରାମର ଦେବଦତ୍ତ ମିଶ୍ର।…
ଆଜିଠୁ ଭୁବନେଶ୍ୱର ନୟାଗଡ଼ ସେବା ଏକ୍ସପ୍ରେସ
ଭୁବନେଶ୍ୱର, ୧୫ା୧୦(ବ୍ୟୁରୋ): ବହୁ ପ୍ରତୀକ୍ଷିତ ଭୁବନେଶ୍ୱର-ନୟାଗଡ଼ ସେବା ଏକ୍ସପ୍ରେସ ମଙ୍ଗଳବାର ଆରମ୍ଭ ହେବାକୁ ଯାଉଛି। ରେଳମନ୍ତ୍ରୀ ପୀୟୂଷ ଗୋୟଲ ଅପରାହ୍ନ ୧ଟା ୩୦ରେ ନୂଆଦିଲ୍ଲୀରୁ ଭିଡିଓ କନଫରେନ୍ସିଂ ଜରିଆରେ ଏହାକୁ ଉଦ୍ଘାଟନ କରିବେ। କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉଦ୍ଘାଟନୀ…
କାର୍ତ୍ତିକ ବ୍ରତର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ପୁରୀ ଅଫିସ/ଭୁବନେଶ୍ୱର, (ବ୍ୟୁରୋ)୧୫ା୧୦: ସୋମବାରଠାରୁ ଆରମ୍ଭ ହୋଇଛି ପବିତ୍ର କାର୍ତ୍ତିକ ମାସ। ହବିଷିଆଳିମାନେ ଆରମ୍ଭ କରିଛନ୍ତି କାର୍ତ୍ତିକ ବ୍ରତ। ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତବର୍ଷ ୩ହଜାର ହବିଷିଆଳିଙ୍କ ପାଇଁ ଶ୍ରୀକ୍ଷେତ୍ରରେ ୩ଟି ଆଶ୍ରୟସ୍ଥଳୀ କରାଯାଇଛି। ଏଠାରେ ସେମାନଙ୍କ ଲାଗି ରହିବା, ମହାପ୍ରସାଦ…
ବିଜେପୁର ଉପନିର୍ବାଚନ : ପ୍ରାର୍ଥୀଙ୍କ କଥା, ସେମାନଙ୍କ ମୁହଁରୁ
ଭୁବନେଶ୍ୱର,୧୫ା୧୦(ବ୍ୟୁରୋ): ବରଗଡ ଜିଲା ବିଜେପୁର ବିଧାନସଭା ନିର୍ବାଚନମଣ୍ଡଳୀ। ମାତ୍ର ୧୮ ମାସ ମଧ୍ୟରେ ତୃତୀୟ ଥର ପାଇଁ ଭୋଟ ଦେବେ ବିଜେପୁରବାସୀ। ୨୦୧୮ ପରି ୨୦୧୯ରେ ମଧ୍ୟ ଏହି ଅଞ୍ଚଳ ଦେଖିବାକୁ ଯାଉଛି ଏକ ଉପନିର୍ବାଚନ। ନିର୍ବାଚନ ରଣାଙ୍ଗନରେ ମୁଖ୍ୟ ପ୍ରତିଦ୍ୱନ୍ଦ୍ୱୀଭାବେ…
Archives


