Home Left

ଚିକିତ୍ସା ଅବହେଳାରୁ ଶିଶୁମୃତ୍ୟୁ ଅଭିଯୋଗ: ଶିଶୁଭବନରେ ଉତ୍ତେଜନା

କଟକ ଅଫିସ,୧୪ା୧୦- କଟକ ଶିଶୁଭବନରେ ଜଣେ ୪ମାସ ଶିଶୁର ମୃତ୍ୟୁକୁ ନେଇ ସୋମବାର ଉତ୍ତେଜନା ପ୍ରକାଶ ପାଇଥିଲା। ଚିକିତ୍ସା ଅବହେଳାରୁ ଶିଶୁଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ କରି ପରିବାର ଲୋକେ ଡାକ୍ତରଖାନା ପରିସରରେ ହୋହଲ୍ଲା କରିଥିଲେ। ଏହାକୁ ନେଇ ସେଠାରେ ପ୍ରାୟ…

ଜନ ଶୁଣାଣିରେ ୧୯୧ ଅଭିଯୋଗ

ପରଜଙ୍ଗ,୧୪।୧୦(ଡି.ଏନ.ଏ.)- ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ରାଜୀବ ଗାନ୍ଧୀ ସେବାକେନ୍ଦ୍ରରେ ସୋମବାର ଜିଲାପାଳଙ୍କ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ ମୋଟ୍‌ ୧୯୧ ଅଭିଯୋଗ ଗ୍ରହଣ ହୋଇଥିଲା। ଜିଲାପାଳ ଭୁମେଶ ଚନ୍ଦ୍ର ବେହେରା ନିଜେ କିଛି ଅଭିଯୋଗର ସମାଧାନ କରିଥିବାବେଳେ…

ଲକ୍ଷ୍ମୀପୂଜା ପାଇଁ ଗାଁ ଚଳଚଞ୍ଚଳ

ବଇଣ୍ଡା,୧୪।୧୦(ଡି.ଏନ.ଏ.)- କିଶୋରନଗର ବ୍ଲକ ବଇଣ୍ଡା ବସ୍‌ଷ୍ଟାଣ୍ଡ, କଦଳୀମୁଣ୍ଡା, ବୈଷ୍ଣବ ସାହି, ଧୁଣ୍ଡି, ଆନନ୍ଦମୁଣ୍ଡା, ହଣ୍ଡପା, ଲୁହାମୁଣ୍ଡା, ଇଚ୍ଛାପୁର, ସରଗୀପାଲି, ଖଣ୍ଡହତା, ଘୋଷ, ସଞ୍ଜାମୁରା, ତୁରୁଡ଼ା, ଆଠମଲ୍ଲିକ ବ୍ଲକ ଠାକୁରଗଡ଼, ସିମିଳିଆ ଆଦି ଗ୍ରାମ ଗୁଡ଼ିକରେ ଲକ୍ଷ୍ମୀପୂଜା ଆରମ୍ଭ ହୋଇଛି। ଏଥିପାଇଁ ଗାଁ…

୩ ବଖରା ଗଳିଗଲା

ଖଲ୍ଲିକୋଟ,୧୪ା୧୦(ଡି.ଏନ.ଏ.)-ଖଲ୍ଲିକୋଟ ବ୍ଲକ ମାଣିକ୍ୟପୁର ପଞ୍ଚାୟତ ମାଟିଆ ସାହିରେ ରବିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ୩ ପରିବାରର ୩ ବଖରା ଭସ୍ମୀଭୂତ ହୋଇଯାଇଛି । ଗ୍ରାମର ବାଉରୀ ପ୍ରଧାନ, ଜଗନ୍ନାଥ ପ୍ରଧାନ ଓ ସଙ୍କୁଳି ପ୍ରଧାନଙ୍କ ଘର ଜଳିଯାଇଛି। ନିଆଁ କିଭଳି…

ବିସ୍ଫୋରଣରେ ନାବାଳକ ଗୁରୁତର

ଆସିକା,୧୪ା୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ ପାଣ୍ଡିଆପଥର ଗ୍ରାମରେ ସୋମବାର ସକାଳେ ବିସ୍ଫୋରଣରେ ଜଣେ ନାବାଳକ ଗୁରୁତର ଆହତ ହୋଇଛନ୍ତି। ସେ ହେଲେ ପାଣ୍ଡିଆପଥରର ସେଖ ମକାଙ୍କ ପୁଅ ସଫିର (୧୩)  ତାଙ୍କ ବାମ ହାତରେ ବିସ୍ଫୋରକ ଫୁଟିଥିବାରୁ ଚିକିତ୍ସା…

ପୂର୍ବ ଶତ୍ରୁତାରୁ ଆକ୍ରମଣ: ଖଣ୍ଡା ଚୋଟରେ ଯୁବକ ମୃତ, ଜଣେ ଅଟକ

କବିସୂର୍ଯ୍ୟନଗର,୧୪ା୧୦-ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ କନିଆରୀ ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ସାମାନ୍ୟ ବଚସାକୁ କେନ୍ଦ୍ରକରି ସାଙ୍ଗଙ୍କ ଖଣ୍ଡା ଚୋଟରେ ଜଣେ ଯୁବକଙ୍କ ମତ୍ୟୁ ଘଟିଛି। ମୃତକ ହେଲେ କାର୍ତ୍ତିକ ପ୍ରଧାନ। ଏ ନେଇ ସୋମବାର…

ମହିଳା କ୍ରିକେଟ୍‌: ଭାରତର ସିରିଜ ସୁଇପ୍‌

ଭଦୋଦରା, ୧୪।୧୦- ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ମହିଳା କ୍ରିକେଟ୍‌ ଦଳ ବିପକ୍ଷରେ ସୋମବାର ଏଠାରେ ଖେଳାଯାଇଥିବା ଅନ୍ତିମ ତଥା ୩ୟ ଦିନିକିଆ ମ୍ୟାଚ୍‌କୁ ଭାରତ ୬ ରନରେ ଜିତିନେଇଛି। ଏଥିସହ ୩ ମ୍ୟାଚ୍‌ବିଶିଷ୍ଟ ଦିନିକିଆ ସିରିଜକୁ ଭାରତ ୩-୦ରେ କ୍ଲିନ ସୁଇପ୍‌…

ଆଇସିସି ଟେଷ୍ଟ : ର଼୍ୟାଙ୍କିଙ୍ଗ୍‌ ସ୍ମିଥ୍‌ଙ୍କ ନିକଟତର ହେଲେ କୋହଲି

ଦୁବାଇ, ୧୪ା୧୦ (ପି.ଟି.)-ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଟେଷ୍ଟ ର଼୍ୟାଙ୍କିଙ୍ଗ ତାଲିକା ପ୍ରକାଶ ପାଇଛି। ଏଥିରେ ଭାରତୀୟ ଅଧିନାୟକ ବିରାଟ କୋହଲି ଟେଷ୍ଟ ବ୍ୟାଟ୍ସମ୍ୟାନ ର଼୍ୟାଙ୍କିଙ୍ଗ ତାଲିକାର ଶୀର୍ଷରେ ରହିଥିବା ଷ୍ଟିଭ୍‌ ସ୍ମିଥ୍‌ଙ୍କଠାରୁ ମାତ୍ର ଏକ ପଏଣ୍ଟ ବ୍ୟବଧାନରେ ଦ୍ୱିତୀୟ ସ୍ଥାନରେ…

ବଳାତ୍କାର ଅଭିଯୋଗରେ ୨ ଅଟକ

ଆନନ୍ଦପୁର/ଘସିପୁରା, ୧୪। ୧୦(ସ୍ବ.ପ୍ର./ଡି.ଏନ.ଏ.)-ଘସିପୁରା ଥାନା ଅନ୍ତର୍ଗତ ଯୁଗଳକିଶୋରପୁର ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଦୁଇ ଜଣ ବଳାତ୍କାର କରିଥିବାନେଇ ପିଡୀତାଙ୍କ ବାପା ଥାନାରେ ଅଭିଯୋଗ କରିଛନ୍ତି। ଘସିପୁରା ପୋଲିସ ଏନେଇ ଏକ ମାମଲା (ନଂ ୧୯୨/୧୯) ରୁଜୁ କରି ଘଟଣାର ତଦନ୍ତ କରିବା…

ଫସଲ ଉଜାଡି, ଘର ଭାଙ୍ଗିଲେ ହାତୀ

ଝୁମ୍ପୁରା ୧୪।୧୦(ଡି.ଏନ.ଏ.)-କେନ୍ଦୁଝର ଜିଲା, ଚମ୍ପୁଆ ରେଞ୍ଜ ଅନ୍ତର୍ଗତ ବାଲିବନ୍ଧ ଫରେଷ୍ଟ ସେକସନର ଗ୍ରାମାଞ୍ଚଳରେ ରବିବାର ବିଳମ୍ବିତ ରାତିରେ ପୁଣି ହାତୀପଲ ପଶି ଆସିଛନ୍ତି। ହାତୀପଲ ୨ଟି ଦଳରେ ବିଭକ୍ତ ହୋଇଥିବାବେଳେ, ବନ ବିଭାଗର ସୂଚନା ଅନୁଯାୟୀ ଗୋଟିଏ ଦଳରେ ୨୩ ହାତୀ…

ସ୍ବାସ୍ଥ୍ୟକେନ୍ଦ୍ର ଆଗରେ ମାରିସା ସେନାର ଧାରଣା

ବାଙ୍ଗିରିପୋଷି,୧୪ା୧୦(ଡି.ଏନ୍‌.ଏ.)- ମୟୂରଭଞ୍ଜ ଆଦିବାସୀ ରିଭୋଲ୍ୟୁସନାରୀ ୟୁଥ ଆଣ୍ଡ ଷ୍ଟୁଡେଣ୍ଟ ଆସୋସିଏସନ (ମାରିସା ସେନା) ପକ୍ଷରୁ ସୋମବାର ବାଙ୍ଗିରିପୋଷି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ଧାରଣା ଦିଆଯାଇଥିଲା। ସେନାର ଜିଲା ସଭାପତି ଅର୍ଜୁନ ମୁର୍ମୁଙ୍କ ନେତୃତ୍ୱରେ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଲକ୍ଷ୍ମୀପ୍ରିୟା ପ୍ରଧାନଙ୍କୁ ୬…

ଜଳାଶୟର ପୁନରୁଦ୍ଧାର, ସୌନ୍ଦର୍ଯ୍ୟକରଣ ଲାଗି ନିଷ୍ପତ୍ତି

ବାଲେଶ୍ୱର ଅଫିସ, ୧୪।୧୦-ବାଲେଶ୍ୱର ସହର ନିଳିଆବାଗସ୍ଥିତ କାର୍ଯ୍ୟାଳୟରେ ‘ଜଳସମ୍ପଦ ଓ ପରିବେଶ ସୁରକ୍ଷା ସମିତି’ ବାଲେଶ୍ୱର ଶାଖା ପକ୍ଷରୁ ସୋମବାର ଜଳସମ୍ପଦ ଓ ପରିବେଶ ସୁରକ୍ଷା ସହ ଜଳକୈନ୍ଦ୍ରିକ ସମସ୍ୟାର ସମାଧାନ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନ ଆବାହକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri