Home Left

ଅଲିମ୍ପିକ୍ସରେ ଭଲ ପ୍ରଦର୍ଶନ କରିବୁ: ଗୋପୀଚାନ୍ଦ

ନୂଆଦିଲ୍ଲୀ,୪।୧(ପି.ଟି.)- ଟୋକିଓରେ ଆୟୋଜନ ହେବାକୁ ଥିବା ଅଲିମ୍ପିକ୍ସରେ ଏଥର ଆମେ ଭଲ ପ୍ରଦର୍ଶନ କରିବୁ ବୋଲି ଭାରତର ଜାତୀୟ ବ୍ୟାଡମିଣ୍ଟନ କୋଚ୍‌ ପୁଲେଲା ଗୋପୀଚାନ୍ଦ କହିଛନ୍ତି। ସାଇନା ନେହ୍ବାଲ ଓ ପି.ଭି. ସିନ୍ଧୁଙ୍କ ଭଳି ଅଲିମ୍ପିକ ମେଡାଲିଷ୍ଟ ସୃଷ୍ଟି କରିଥିବା ଗୋପୀଚାନ୍ଦ…

ଶୀତଦିନେ କାହିଁକି ଖାଇବେ ମଟର ଛୁଇଁ

ଋତୁ ଅନୁସାରେ ଖାଦ୍ୟପେୟର ମଧ୍ୟ ପରିବର୍ତ୍ତନ ହୋଇଥାଏ। ସାଧାରଣତଃ ଶୀତ ଦିନେ ବିଭିନ୍ନ ପ୍ରକାୀର ସମସ୍ୟା ଦେଖାଯାଇଥାଏ। ଏହିସବୁ ସମସ୍ୟାରୁ ମୁକ୍ତି ପାଇବା ପାଇଁ ଖାଦ୍ୟରେ ମଟର ଛୁଇଁ ସାମିଲ କରନ୍ତୁ। ଏଥିରେ ପ୍ରଚୁର ପରିମାଣରେ ତନ୍ତୁଜ, ପୋଟାସିୟମ, କ୍ୟାଲସିୟମ, ମ୍ୟାଗ୍ନେସିୟମ…

ସରସରା ଧାନ ମଣ୍ଡି ବନ୍ଦ: ଯୋଗାଣ ଅଧିକାରୀଙ୍କୁ ଫେରାଦ

ବୌଦ୍ଧ,୩।୧(ସ୍ବ.ପ୍ର): ବୌଦ୍ଧ ଜିଲାରେ ସମସ୍ତ ମଣ୍ଡିରେ ଧାନ କିଣାବିକା ଚାଲିଥିବା ବେଳେ ସରସରା ମଣ୍ଡି ବନ୍ଦ ରହିଛି। ଏହି ମଣ୍ଡିରେ ଗତ ୧୮ ତାରିଖରୁ ଧାନକିଣା ଆରମ୍ଭ ହୋଇଥିଲା। ମାତ୍ର ୫/୬ ଜଣ ଚାଷୀଙ୍କ ଧାନକିଣା ପରେ ସମବାୟ କର୍ତ୍ତୃପକ୍ଷ ମଣ୍ଡିକୁ…

ବ୍ଲକସ୍ତରୀୟ ଜନଶୁଣାଣି ଶିବିର: ୩୮ ପରିବାର କଲେ ଶହେ ଦିନର କାମ

ବିଜେପୁର, ୩।୧ (ଡି.ଏନ.ଏ): ବରଗଡ ଜିଲା ବିଜେପୁର ବ୍ଲକ ସଭା କକ୍ଷରେ ମହାତ୍ମାଗାନ୍ଧୀ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାର ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲା ଅତିରିକ୍ତ ପ୍ରକଳ୍ପ ଅଧିକାରୀ ଦୌଲତ ଚନ୍ଦ୍ରକାର ମୁଖ୍ୟଅତିଥି…

୩୪ତମ ଜାତୀୟ ସଂହତି ଶିବିର ଉଦ୍‌ଘାଟିତ: ଭାଗନେଲେ ୫୯୮ ଶିବିରାର୍ଥୀ

କାମାକ୍ଷାନଗର, ୩।୧(ଡି.ଏନ.ଏ): କାମାକ୍ଷାନଗର କାନପୁରା ପଞ୍ଚାୟତିରାଜ ଉଚ୍ଚ ବିଦ୍ୟାଳୟରେ ଶୁକ୍ରବାର ଜିଲାସ୍ତରୀୟ ୩୪ତମ ଜାତୀୟ ସଂହତି ଶିବିର ଉଦ୍‌ଘାଟିତ ହୋଇଯାଇଛି। ଭାରତ ସ୍କାଉଟ୍ସ, ଗାଇଡ୍ସ ଢେଙ୍କାନାଳ ଶାଖା ପକ୍ଷରୁ ଆୟୋଜିତ ଏହି ଶିବିରରେ ୫୯୮ ଶିବିରାର୍ଥୀ, ୩୨୭ଜଣ ସ୍କାଉଟ୍ସ ମାଷ୍ଟର ଏବଂ…

ବାଣ କାରଖାନାରେ ବିସ୍ଫୋରଣ

କୋଲକାତା,୩।୧: ପଶ୍ଚିମବଙ୍ଗ ନର୍ଥ ୨୪ ପ୍ରାଙ୍ଗଣା ଜିଲାର ନୌହାଟିରେ ଶୁକ୍ରବାର ଏକ ବାଣ କାରଖାନାରେ ହଠାତ୍‌ ବିସ୍ଫୋରଣ ଘଟିଥିଲା। ଏହି ବିସ୍ଫୋରଣରେ ୫ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଖବରପାଇ ଘଟଣାସ୍ଥଳରେ ୫ଟି ଦମକଳ ବାହିନୀ ପହଞ୍ଚି ନିଆଁ ଲିଭାଇବା ସହ ଉଦ୍ଧାର…

ଲାବୁସେନଙ୍କ ଶତକ: ଅଷ୍ଟ୍ରେଲିଆ ୨୮୩/୩

ସିଡନୀ,୩।୧(ଏଏଫ୍‌ପି): ଇନ୍‌ଫର୍ମ ଟପ୍‌ ଅର୍ଡର ବ୍ୟାଟ୍ସମ୍ୟାନ ମାର୍ନସ ଲାବୁସେନଙ୍କ ଅପରାଜିତ ଶତକ ଓ ଅଭିଜ୍ଞ ଷ୍ଟିଭ୍‌ ସ୍ମିଥ୍‌ଙ୍କ ଅର୍ଦ୍ଧଶତକ ବଳରେ ଅଷ୍ଟ୍ରେଲିଆ ଭ୍ରମଣକାରୀ ନ୍ୟୁଜିଲାଣ୍ଡ ବିପକ୍ଷ ତୃତୀୟ ମ୍ୟାଚ୍‌ରେ ଭଲ ଆରମ୍ଭ କରିଛି। ସ୍ଥାନୀୟ ସିଡ୍‌ନୀ କ୍ରିକେଟ ଗ୍ରାଉଣ୍ଡରେ ଶୁକ୍ରବାରଠାରୁ ଆରମ୍ଭ…

୨୧ ବର୍ଷରୁ ଟେବୁଲ ଟେନିସ: ମାନବ ବିଶ୍ୱର ୧ ନମ୍ବର

ନୂଆଦିଲ୍ଲୀ, ୩।୧(ପି.ଟି.): ସଦ୍ୟ ପ୍ରକାଶିତ ୨୧ ବର୍ଷରୁ କମ୍‌ ପୁରୁଷ ସିଙ୍ଗଲ୍ସ ବର୍ଗ ଅନ୍ତର୍ଜାତୀୟ ଟେବୁଲ ଟେନିସ ଫେଡେରେଶନ (ଆଇଟିଟିଏଫ୍‌) ର଼୍ୟାଙ୍କିଙ୍ଗ୍‌ରେ ଭାରତୀୟ ଯୁବ ଖେଳାଳି ମାନବ ଠାକ୍କର ଶୀର୍ଷ ସ୍ଥାନ ଅଧିକାର କରିଛନ୍ତି। ୯ଟି ସ୍ଥାନ ଉପରକୁ ଉଠି ସେ…

ବିଦ୍ୟୁତ ଆଘାତରେ ଶ୍ରମିକ ମୃତ

ବ୍ରହ୍ମପୁର ଅଫିସ,୩ା୧: ବିଦ୍ୟୁତ୍‌ ଆଘାତରେ ଗୁରୁତର ଜଣେ ଶ୍ରମିକଙ୍କ ଗୁରୁବାର ବ୍ରହ୍ମପୁର ବଡ଼ ମେଡିକାଲରେ ମୃତ୍ୟୁ ଘଟିଛି। ସେ ହେଲେ ହିଞ୍ଜିଳିକାଟୁ ଥାନା ଅନ୍ତର୍ଗତ ସମରଝୋଳ ଗ୍ରାମର ନିରାକାର ସାହୁ। ନିରାକାର ବ୍ରହ୍ମପୁରରେ ଏକ ଗୃହ ନିର୍ମାଣ କାର୍ଯ୍ୟରେ ନିୟୋଜିତ ଥିଲେ।…

ଆକ୍ରମଣ ମାମଲା, ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ

ପାଟପୁର,୩ା୧-ଗଞ୍ଜାମ ଜିଲା ସାନଖେମୁଣ୍ଡି ଗ୍ରାମ ନ୍ୟାୟଳୟର ମାଜିଷ୍ଟେଟ ବିଷ୍ଣୁ ପ୍ରସାଦ ଦେବତା ଏକ ଆକ୍ରମଣ ମାମଲାର ଶୁଣାଣି କରି ପାଟପୁର ଥାନା ଜିଉରା ଗ୍ରାମର ଅଭିଯୁକ୍ତ ନାରାୟଣ ସାହୁଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେ ପ୍ରଥମ ଥର ଦୋଷୀ ସାବ୍ୟସ୍ତ ହୋଇଥିବାରୁ…

ଦୁର୍ଘଟଣାରେ ୨ ବାଇକ୍‌ ଆରୋହୀଙ୍କ ମୃତ୍ୟୁ

ଯୋଡ଼ା, ୩ା୧(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡା ଥାନା ବିଲେଇପଦା ଫାଣ୍ଡି ଅନ୍ତର୍ଗତ ତଥା ୫୨୦ ନଂ. ଜାତୀୟ ରାଜପଥ କଣ୍ଡରା ଛକଠାରେ ନିର୍ମାଣ ହେଉଥିବା ଟୋଲଗେଟ୍‌ ନିକଟରେ ଏକ ବାଇକକୁ ଅଜଣା ଗାଡି ଧକ୍କା ଦେବାରୁ ଘଟଣାସ୍ଥଳରେ ୨ଜଣଙ୍କର ମୃତ୍ୟୁ ଘଟିଛି।…

ଟ୍ରେନ୍‌ରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର

ରୂପ୍‌ସା, ୩ା୧(ଡି.ଏନ୍‌.ଏ.): ଜିଆର୍‌ପି ପୋଲିସ ବାଲେଶ୍ୱର ରେଳଷ୍ଟେଶନରେ ଶୁକ୍ରବାର ଡାଉନ୍‌ ହାଓ୍ବଡ଼ା-ଯଶବନ୍ତପୁର ସୁପରଫାଷ୍ଟ ଏକ୍ସପ୍ରେସ୍‌ରୁ ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି। ମୃତକଙ୍କ ବୟସ ୬୫ ବର୍ଷ ହେବ ବୋଲି ଅନୁମାନ କରାଯାଉଛି। ତାଙ୍କ ପରିଚୟ ମିଳିପାରିନାହିଁ। ଟ୍ରେନ୍‌ ଶୌଚାଳୟ ସମ୍ମୁଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?