ମୋଦି ପାକିସ୍ତାନର ଦୂତ: ମମତା
ସିଲିଗୁଡି,୩।୧: ନାଗରିକତ୍ୱ ସଂଶୋଧନ ଆଇନ ବିରୋଧରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସର ମୁଖ୍ୟ ମମତା ବାନାର୍ଜୀ ସଲିଗୁଡିରେ ପୁଣି ଏକ ରାଲି କରିଛନ୍ତି। ରାଲିକୁ ସମ୍ବୋଧିତ କରି ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ସେ ମୋଦିଙ୍କୁ ପାକିସ୍ତାନର…
ବଳାତ୍କାର ମାମଲା: ଅଭିଯୁକ୍ତ ବଳଙ୍ଗା ଥାନା ଏଏସ୍ଆଇ ଗିରଫ
ପୁରୀ ଅଫିସ, ୩ା୧: ପୁରୀ ଜିଲା ବଳଙ୍ଗା ଥାନାର ଏଏସ୍ଆଇ ଚିତ୍ତରଞ୍ଜନ ଦାଶଙ୍କ ନାମରେ ଜଣେ ବିବାହିତା ମହିଳା ଗୁରୁବାର ବଳାତ୍କାର ଅଭିଯୋଗ ଆଣିଥିଲେ। ଏ ନେଇ ସେ ପିପିଲି ଏସ୍ଡିପିଓ ଦେବଦତ୍ତ ବରାଳଙ୍କ ନିକଟରେ ଲିଖିତ ଅଭିଯୋଗ କରିଥିଲେ। ପୋଲିସ…
ପୁଣି ଇଡି ଜାଲରେ ଚିଦାମ୍ବରମ୍
ନୂଆଦିଲ୍ଲୀ,୩।୧: କିଛି ଦିନର ବିରାମ ପରେ ପୁଣି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଜାଲରେ ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ୍। ଶୁକ୍ରବାର ଏୟାର ଇଣ୍ଡିଆ ଦ୍ୱାରା କିଣାଯାଇଥିବା ବିମାନର ଡିଲ୍କୁ ନେଇ ଇଡି ଦୀର୍ଘ ୬ ଘଣ୍ଟା ଧରି ଚିଦାମ୍ବରମ୍ଙ୍କୁ ଜେରା କରିଥିବା ଜଣାପଡ଼ିଛି।…
ରାସ୍ତାକଡ଼କୁ ଓଲଟିଲା ସ୍କୁଲ ବସ୍
ବାସୁଦେବପୁର,୩।୧(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଜଗନ୍ନାଥପୁର-ବାଲିଛନ୍ଦା ଘାଟ ରାସ୍ତା କଣ୍ଟିଆ ନାଳୀପୋଲ ନିକଟରେ ଶୁକ୍ରବାର ସନ୍ଧ୍ୟାରେ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଏକ ସ୍କୁଲ ବସ୍ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଛି। ଏହି ବସ୍ରେ ବାସୁଦେବପୁର ଅଞ୍ଚଳର ୭/୮…
ଲଟେରିରେ ୧ କୋଟି ଜିତି ସୁରକ୍ଷା ଲୋଡ଼ିଲେ ନାରାୟଣ
କୋଲକାତା,୩।୧: ପଶ୍ଚିମବଙ୍ଗର ପୂର୍ବ ବର୍ଦ୍ଧମାନ ଜିଲାରେ ଏଭଳି ଏକ ଘଟଣା ଘଟିଛି ଯାହା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ବର୍ଦ୍ଧମାନ ଜିଲାରେ ରହୁଥିବା ଜଣେ ୭୦ ବର୍ଷୀୟ ବ୍ୟକ୍ତି ପୂର୍ବରୁ ଚର୍ଚ୍ଚିତ ନ ଥିଲେ, କିନ୍ତୁ ତାଙ୍କର କାର୍ଯ୍ୟକଳାପ ଏବେ ତାଙ୍କୁ…
ଆଲିଆଙ୍କୁ ଭିଡ଼ରୁ ବଞ୍ଚାଇଲେ ରଣବୀର
ମୁମ୍ବାଇ: ବଲିଉଡ୍ର ସବୁଠାରୁ ଚର୍ଚ୍ଚିତ ଯୋଡ଼ିଙ୍କ ମଧ୍ୟରେ ଆଲିଆ ଭଟ୍ଟ ଓ ରଣବୀର କପୁର ଅନ୍ୟତମ। ଦୀର୍ଘଦିନରୁ ବି’ଟାଉନରେ ତାଙ୍କ ବିବାହକୁ ନେଇ ଚର୍ଚ୍ଚା ଲାଗିରହିଛି। ବଲିଉଡ୍ ସେଲିବ୍ରିଟିମାନେ ନିଜ ନିଜ ଡେଷ୍ଟିନେଶନ୍ରେ ନୂଆବର୍ଷ ପାଳିଥିବା ବେଳେ ରଣବୀର ଓ ଆଲିଆ…
୩୮ ଗ୍ରାମ୍ ବ୍ରାଉନ ସୁଗାର ଜବତ: ୨ ଗିରଫ
ଜଗତ୍ସିଂହପୁର ଅଫିସ,୩।୧: ଜଗତ୍ସିଂହପୁର ଜିଲା ଅବକାରୀ ବିଭାଗ, ଜଗତ୍ସିଂହପୁର ଥାନା ଅବକାରୀ ବିଭାଗ ଓ ସ୍ପେସିଆଲ ଫ୍ଲାଇଂ ସ୍କ୍ବାଡ୍ ମିଳିତ ସହଯୋଗରେ ସ୍ଥାନୀୟ ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଶୁକ୍ରବାର ମିଳିତ ଚଢ଼ାଉ ହୋଇଛି। ଏହି ଚଢ଼ାଉରେ ପୋଲିସ ୩୮ ଗ୍ରାମ୍…
ଜିଲାର ବିଭିନ୍ନ ସମସ୍ୟା ଉପରେ ଆଲୋଚନା: ସମସ୍ତଙ୍କ ସହଯୋଗ ଲୋଡ଼ିଲେ ଏମ୍ପି
କେନ୍ଦୁଝର,୩।୧(ସ୍ବ.ପ୍ର.): କେନ୍ଦୁଝର ଏମ୍ପି ଚନ୍ଦ୍ରାଣୀ ମୁର୍ମୁ ନବବର୍ଷ ଅବସରରେ ଶୁକ୍ରବାର ଜିଲାର ବହୁ ସମସ୍ୟା ଉପରେ ସ୍ଥାନୀୟ ବିଭିନ୍ନ ଗଣମାଧ୍ୟମର ଖବରଦାତା ସମ୍ମିଳନୀରେ ଆଲୋଚନା କରିଛନ୍ତି। ସେ ଜିଲାର ବିଭିନ୍ନ ସମସ୍ୟାକୁ ନେଇ କେନ୍ଦ୍ର ସରକାରଙ୍କ ପାଖରେ କରିଥିବା ଦାବି ସମ୍ପର୍କରେ…
୫ ବର୍ଷ ପର୍ଯ୍ୟନ୍ତ ଶିଶୁଙ୍କୁ ପ୍ରଚୁର ପରିମାଣର ଭିଟାମିନ୍ ‘ଏ’ ଜରୁରୀ
ଭିଟାମିନ୍ ‘ଏ’ ଅନେକ ଉପକାରୀ। ତେଣୁ ୫ ବର୍ଷ ପର୍ଯ୍ୟନ୍ତ ଶିଶୁକୁ ପ୍ରଚୁର ପରିମାଣର ଭିଟାମିନ୍ ‘ଏ’ ଯୁକ୍ତ ଖାଦ୍ୟ ଖାଇବାକୁ ଦେବା ଫଳରେ ସେମାନଙ୍କଠାରେ ଦୃଷ୍ଟିଶକ୍ତିଜନିତ ସମସ୍ୟା ଦେଖାଯାଇ ନ ଥାଏ। ଆଇ ଫାଉଣ୍ଡେଶନ ଅଫ୍ ଆମେରିକାର ଡ. ଭି.କେ.…
ହାତର ହକିକ୍ ମୁଦି ଏବଂ ପର୍ସରୁ ସୁଲେମାନିଙ୍କୁ କରାଗଲା ଚିହ୍ନଟ
ବାଗଦାଦ୍,୩।୧: ଆମେରିକା ପକ୍ଷରୁ ଇରାକ୍ର ବାଗଦାଦ୍ ବିମାନବନ୍ଦର ଉପରେ ଏୟାର ଷ୍ଟ୍ରାଇକ୍ କରାଯାଇଛି। ଏଥିରେ ଇରାନ୍ର କୁଦୁସ୍ ବାହିନୀ କମାଣ୍ଡର ଜେନେରାଲ କାସିମ୍ ସୁଲେମାନିଙ୍କ ସମତେ ୮ ଜଣ ବରିଷ୍ଠ ଅଧିକାରୀଙ୍କ ମୃତ୍ୟୁ ଘଟିଛି। ଆକ୍ରମଣରେ ଇରାନ୍ ସମର୍ଥିତ ପପୁଲାର ମୋବିଲାଇଜେସନ୍…
ପାକିସ୍ତାନ ଖେଳାଳିଙ୍କୁ ଦେବାକୁ ପଡ଼ିବ ଫିଟ୍ନେସ ଟେଷ୍ଟ
ଲାହୋର,୩।୧(ପି.ଟି.)- ପାକିସ୍ତାନର କେନ୍ଦ୍ରୀୟ ଚୁକ୍ତିରେ ସାମିଲ ଥିବା ବାବର ଆଜାମ, ସର୍ଫରାଜ ଅହମ୍ମଦ, ଶାହିନ ଆଫ୍ରିଦୀଙ୍କ ଭଳି ଖେଳାଳି ଆସନ୍ତା ୬ ଓ ୭ ତାରିଖରେ ଫିଟନେସ ଟେଷ୍ଟର ସମ୍ମୁଖୀନ ହେବେ। ଏ ନେଇ ଶୁକ୍ରବାର ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି)…
ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ: କ୍ରିଷ୍ଣା ଘାଟି ସେକ୍ଟରରେ ମୋର୍ଟାର ଶେଲିଂ ମାଡ଼
ଶ୍ରୀନଗର,୩।୧: ଜମ୍ମୁ-କଶ୍ମୀରର ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାଠାରେ ପୁଣି ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ଶୁକ୍ରବାର ମଧ୍ୟାହ୍ନ ୧୨ଟା ୧୫ରେ ପୁଞ୍ଚ୍ ଜିଲାର କ୍ରିଷ୍ଣାଘାଟି ସେକ୍ଟରରେ ଭାରତୀୟ ପୋଷ୍ଟଗୁଡ଼ିକୁ ଲକ୍ଷ୍ୟ କରି ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟରୁ ମୋର୍ଟାର ଶେଲିଂ ମାଡ଼ କରାଯାଇଥିଲା। ଏହାର…

