ଦଳିତ ଛାତ୍ରଙ୍କ ବେକ ପଛପଟୁ ଅଣ୍ଟା ପର୍ଯ୍ୟନ୍ତ ବ୍ଲେଡ୍ରେ କାଟି ଦେଲେ ସହପାଠୀ
ମଦୁରାଇ,୧୪।୧୦: ତାମିଲ୍ନାଡୁରେ ଏକ ଅଭାବନୀୟ ଘଟଣା ଘଟିଛି। ମଦୁରାଇର ଏକ ସ୍କୁଲରେ ଜଣେ ଦଳିତ ଛାତ୍ରଙ୍କ ବେକ ପଛପଟୁ ଅଣ୍ଟା ପର୍ଯ୍ୟନ୍ତ ଜଣେ ସହପାଠୀ ବ୍ଲେଡ୍ରେ କାଟି ଦେଇଛନ୍ତି। ୯ମରେ ପଢୁଥିବା ଦଳିତ ଛାତ୍ରଙ୍କ ସ୍କୁଲ୍ ବ୍ୟାଗ୍ ଜଣେ ସହପାଠୀ ଲୁଚାଇ…
କାର୍ ଦୁର୍ଘଟଣାରେ ଜାତୀୟ ସ୍ତରର ୪ ହକି ଖେଳାଳିଙ୍କ ମୃତ୍ୟୁ
ଭୋପାଳ,୧୪।୧୦: ମଧ୍ୟପ୍ରଦେଶ ହୋଶଙ୍ଗାବାଦ ଜିଲାର ରେସଲପୁର ଗଁା ନିକଟରେ ସୋମବାର ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜାତୀୟ ସ୍ତରର ୪ଖେଳାଳୀଙ୍କ ମୃତ୍ୟୁ ହୋଇଥିବା ବେଳେ ୩ଜଣ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ…
ଆଗକୁ ବିଜେପୁର ଉପନିର୍ବାଚନ, ଧାରଣାରେ ବସିଲେ ଚିନିକଳ କର୍ମଚାରୀ
ବରଗଡ଼ ଅଫିସ, ୧୪।୧୦: ବରଗଡ଼ ଜିଲା ବିଜେପୁର ଉପନିର୍ବାଚନକୁ ଆଉ ମାତ୍ର ସପ୍ତାହେ ବାକି। ୨/୩ ଦିନ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେପୁରକୁ ନିର୍ବାଚନୀ ପ୍ରଚାରରେ ଯିବାର କାର୍ଯ୍ୟକ୍ରମ ରହିଛି। ତେବେ ଏହାର ଅବ୍ୟବହିତ ପୂର୍ବରୁ ସ୍ଥାନୀୟ ତୋରା ସମବାୟ…
ସିଡିଏମଓଙ୍କ ନିଲମ୍ବନ ଆଦେଶକୁ ବିରୋଧ କରି ଭାଜପାର ବନ୍ଦପାଳନ
ସୁନ୍ଦରଗଡ଼,୧୪।୧୦(ଡି.ଏନ୍.ଏ.): ସୁନ୍ଦରଗଡ଼ ଭାରପ୍ରାପ୍ତ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ ନିଲମ୍ବନ ଆଦେଶକୁ ବିରୋଧ କରି ସୋମବାର ଜିଲା ଭାଜପା ପକ୍ଷରୁ ୬ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି। ଫଳରେ ଏଠାରେ ଯାନବାହନ ଚଳାଚଳ ବନ୍ଦ ରହିଛି। ସମସ୍ତ ଦୋକାନ ବଜାର ବନ୍ଦ ଥିବାବେଳେ…
ଚିନ୍ତାରେ ପାକିସ୍ତାନ: ବଢୁଛି ଡେଙ୍ଗୁ ରୋଗୀଙ୍କ ସଂଖ୍ୟା
ଇସ୍ଲାମାବାଦ,୧୪।୧୦: ପାକିସ୍ତାନରେ ଏବେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ୫୦ ହଜାର ଅତିକ୍ରମ କରିଥିବା ଜଣାପଡିଛି। ଏହାକୁ ନେଇ ଏବେ ପାକିସ୍ତାନର ଚିନ୍ତା ବଢିଯାଇଛି ବୋଲି କହିଛନ୍ତି ସ୍ବାସ୍ଥ୍ୟ ଅଧିକାରୀ। ରବିବାର ଜିଓ ନ୍ୟୁଜର ସୂଚନା ଅନୁଯାୟୀ, ରାଓ୍ବଲପିଣ୍ଡି ଓ ଇସ୍ଲାମାବାଦରେ ସର୍ବାଧିକ…
ମୋଷ୍ଟ ଓ୍ବାଣ୍ଟେଡ ପ୍ରଫୁଲ୍ଲଙ୍କୁ ୪ ଦିନିଆ ରିମାଣ୍ଡରେ ନେବ ଏସ୍ଟିଏଫ୍
ଭୁବନେଶ୍ୱର,୧୪ା୧୦(ବ୍ୟୁରୋ) : ଖୋର୍ଦ୍ଧା ତାପଙ୍ଗ ଅଞ୍ଚଳରେ ବେଆଇନ ପଥର ଉତ୍ତୋଳନ ଓ ଅସ୍ତ୍ରଶସ୍ତ୍ର କାରବାରରେ ଗିରଫ ଅଭିଯୁକ୍ତ ପ୍ରଫୁଲ୍ଲ କୁମାର ନାୟକ ଓରଫ ଟୁନାଙ୍କୁ ରିମାଣ୍ଡରେ ଆଣିବ ଏସଟିଏଫ। ଗତ ୧୦ ତାରିଖରେ ପ୍ରଫୁଲ ଏବଂ ସହଯୋଗୀ ଅବନୀକାନ୍ତ ସାମନ୍ତରାୟଙ୍କୁ ଏସ୍ଟିଏଫ୍…
ବିଭିନ୍ନ ଜୁଆ ଆଡ୍ଡାରେ ଚଢ଼ାଉ: ୧୬ ଗିରଫ, ଲକ୍ଷାଧିକ ଟଙ୍କା ଜବତ
କୋରାପୁଟ,୧୪।୧୦(ସ୍ବ.ପ୍ର.): କୋରାପୁଟ ସଦର ଓ ଟାଉନ ଥାନା ପୋଲିସ ପକ୍ଷରୁ ରବିବାର ବିଳମ୍ବିତ ରାତ୍ରରେ ସହରର ସୁନାପୁର ଓ ସଦର ଥାନା ଅନ୍ତର୍ଗତ ଅପରକୋଲାବ ଅଞ୍ଚଳରେ ଚାଲିଥିବା ବିଭିନ୍ନ ଜୁଆ ଆଡ୍ଡା ଉପରେ ଚଢ଼ାଉ କରାଯାଇଥିଲା। ୧୬ ଜୁଆଡିଙ୍କୁ ଗିରଫ କରାଯାଇଥିବା…
ଯୁବତୀଙ୍କୁ ଅସଦାଚରଣ, ଅଭିଯୁକ୍ତ ଗିରଫ
କଟକ ରୋଡ,୧୪ା୧୦(ଡି.ଏନ୍.ଏ.): ଜଣେ ଯୁବତୀଙ୍କୁ ଅସଦାଚରଣ ଅଭିଯୋଗରେ ଲକ୍ଷ୍ମୀସାଗର ପୋଲିସ ରବିବାର ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅଞ୍ଚଳର ରମାକାନ୍ତ ନନ୍ଦ। ପୋଲିସ ସୂଚନା ଅନୁଯାୟୀ, ରବିବାର ପୂର୍ବାହ୍ନ ପ୍ରାୟ…
ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ନାମରେ କ୍ୟାପିଟାଲ ଥାନାରେ ହତ୍ୟା ଅଭିଯୋଗ
ଭୁବନେଶ୍ୱର,୧୪ା୧୦(ବ୍ୟୁରୋ): ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନାମରେ ରବିବାର ଅପରାହ୍ନରେ କ୍ୟାପିଟାଲ ଥାନାରେ ଅଭିଯୋଗ ହୋଇଛି। ଗତ ଅକ୍ଟୋବର ୮ରେ ମୁର୍ଶିଦାବାଦରେ ଜଣେ ସାମାଜିକ କର୍ମୀ, ତାଙ୍କ ଗର୍ଭବତୀ ସ୍ତ୍ରୀ ଓ ୮ ବର୍ଷର ଶିଶୁଙ୍କୁ ହତ୍ୟା ଘଟଣାରେ ମୁଖ୍ୟମନ୍ତ୍ରୀ ମମତାଙ୍କୁ…
ଉପକାରୀ ସାଲାଡ
ତଟକା ଫଳମୂଳରେ ପ୍ରସ୍ତୁତ ସାଲାଡ ଖାଇବାକୁ କିଏ ବା ଭଲ ନ ପାଏ। ଏହା ସ୍ବାସ୍ଥ୍ୟ ପାଇଁ ବେଶ୍ ଲାଭଦାୟକ। ଆଜିକାଲି ଅନେକେ ଏହାକୁ ଦୈନନ୍ଦିନ ବ୍ରେକ୍ଫାଷ୍ଟ ତାଲିକାରେ ସାମିଲ କରିଛନ୍ତି। କୌଣସି ଭୋଜିରେ ସାଲାଡକୁ ଏପରି ସଜାଇ ରଖାଯାଇଥାଏ ଯେ,…
ନୋବେଲ ପୁରସ୍କାର ଚିକିତ୍ସା ବିଜ୍ଞାନ-୨୦୧୯ ଅମ୍ଳଜାନର ପରିମାଣକୁ ବାରି ଜୀବକୋଷରେ ପରିବର୍ତ୍ତନ
”ଜୀବନଧାରଣ ପାଇଁ ଅମ୍ଳଜାନ ଅପରିହାର୍ଯ୍ୟ। ମାତ୍ର ଶରୀରର ଜୀବକୋଷମାନ ଅମ୍ଳଜାନର ପରିମାଣରେ ବିଭିନ୍ନତାକୁ କିପରି ବାରିପାରନ୍ତି ଓ କିପରି ଏହା ସହ ଖାପଖୁଆଇ ନିଜ ଭିତରେ ଆବଶ୍ୟକ ପରିବର୍ତ୍ତନ କରିପାରନ୍ତି, ତାହା ବହୁ ଦିନ ଧରି ଅଜଣା ରହି ଆସିଥିଲା ।…
କୁକୁଡା ଲଢେଇରେ ଲାଗିଲା ୧କୋଟି ଟଙ୍କା ବାଜି
ରାୟପୁର,୧୪।୧୦: କ୍ରିକେଟ ଖେଳରେ କୋଟି କୋଟି ଟଙ୍କା ବାଜି ଲାଗୁଥିବା ସମସ୍ତେ ଅଳ୍ପ ବହୁତେ ଜାଣିଥିବେ। ହେଲେ କୁକୁଡା ଲଢେଇରେ ୧ କୋଟି ଟଙ୍କ ବାଜି ଲାଗିବା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ ଘଟଣା। ହେଲେ ଏମିତି ଏକ…
Archives


