ସୋଧି ରୟାଲ୍ସ ସ୍ପିନ୍ ବୋଲିଂ ପରାମର୍ଶଦାତା
ଜୟପୁର,୩।୧- ନ୍ୟୁଜିଲାଣ୍ଡ ଲେଗ୍ ସ୍ପିନର ଇଶ ସୋଧି ଆଇପିଏଲ୍ ଫ୍ରାଞ୍ଚାଇଜ ରାଜସ୍ଥାନ ରୟାଲ୍ସଙ୍କୁ ଦଳର ସ୍ପିନ୍ ବୋଲିଂ ପରାମର୍ଶଦାତା ଓ ଅପରେଶନ ଏକ୍ଜିକ୍ୟୁଟିଭ ଭାବେ ନିଯୁକ୍ତ କରାଯାଇଛି। ୨୭ ବର୍ଷୀୟ ଲେଗ୍ ସ୍ପିନର ରୟାଲ୍ସ ଦଳର ବୋଲିଂ କୋଚ୍ ସାଇରାଜ ବାହୁତୁଲେ…
ଫୁଲଝର ଆର୍ଡେଣ୍ଟ ଷ୍ଟିଲ୍ପ୍ଲାଣ୍ଟରେ ଅଗ୍ନିକାଣ୍ଡ
ରାଇସୁଆଁ,୩।୧(ଡି.ଏନ୍.ଏ.): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଫୁଲଝର ପଞ୍ଚାୟତରେ ଥିବା ଆର୍ଡେଣ୍ଟ ଷ୍ଟିଲ୍ପ୍ଲାଣ୍ଟରେ ଗୁରୁବାର ରାତିରେ କୌଣସି କାରଣରୁ ଯନ୍ତ୍ରାଶଂରେ ନିଆଁ ଲାଗିଯାଇଥିଲା। ରାତିରେ ଲଘୁଚାପ ଜନିତ ବର୍ଷା ଯୋଗୁ ନିଆଁ ଆୟତ୍ତ ହୋଇଥିବା ଜଣାପଡ଼ିଛି। ତେବେ ମହବିଲ ଲିକ୍ ହୋଇ…
ବାଗଦାଦ୍ ଉପରେ ଆମେରିକାର ଏୟାର ଷ୍ଟ୍ରାଇକ୍: ଏସିଆ ବଜାରରେ ଅଶୋଧିତ ତୈଳ ଦାମ ବୃଦ୍ଧି
ଓ୍ବାଶିଂଟନ,୩।୧: ଆମେରିକା ଇରାକ୍ର ବାଗଦାଦ୍ ବିମାନ ବନ୍ଦରରେ ଏୟାର ଷ୍ଟ୍ରାଇକ୍ କରିବା ପରେ ଏବେ ଏହାର ପ୍ରଭାବ ଅଶୋଧିତ ତୈଳ ବଜାରରେ ପଡ଼ିଛି। ଏହାଯୋଗୁ ଏସିଆ ବଜାରରେ ଅଶୋଧିତ ତୈଳ ଦାମ ବୃଦ୍ଧି ପାଇଛି। ଅଶୋଧିତ ତୈଳ ଦାମ ବ୍ୟାରେଲ୍ ପିଛା…
ହାର୍ଦ୍ଦିକଙ୍କ ପ୍ରତି ବର୍ଣ୍ଣବୈଷମ୍ୟ କମେଣ୍ଟକୁ ବିରୋଧକଲେ ଫ୍ୟାନ୍ସ
ନୂଆଦିଲ୍ଲୀ,୩।୧- ଭାରତୀୟ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କର ତାଙ୍କ ବାନ୍ଧବୀ ସର୍ବୀୟ ଅଭିନେତ୍ରୀ ନତାଶା ଷ୍ଟାନ୍କୋଭିକଙ୍କ ସହ ନିର୍ବନ୍ଧ ହୋଇଛିି। ସୋସିଆଲ ମିଡିଆରେ କିଛି ଫଟୋ ଶେୟାରକରି ହାର୍ଦ୍ଦିକ ଏ ନେଇ ଘୋଷଣା କରିଥିଲେ। ଟୁଇଟର, ଇନ୍ଷ୍ଟାଗ୍ରାମ ଓ ଫେସ୍ବୁକ୍ରେ ଶେୟାର କରାଯାଇଥିବା…
୫ରେ ବ୍ରହ୍ମଗିରିରେ ପକ୍ଷୀ ଗଣନା
ବ୍ରହ୍ମଗିରି,୩ା୧(ଡି.ଏନ୍.ଏ.): ଚିଲିକା, ବାହ୍ୟ ଚିଲିକା ଅଞ୍ଚଳ ଏବଂ ବିଭିନ୍ନ ଜଳାଶୟରେ ବସବାସ କରୁଥିବା ପକ୍ଷୀମାନଙ୍କ ଗଣନା ୫ ତାରିଖରେ ଅନୁଷ୍ଠିତ ହେବ। ଏ ନେଇ ବ୍ରହ୍ମଗିରି ରେଞ୍ଜ ଅଧିକାରୀ ରଜତ କୁମାର ମହାପାତ୍ର ସୂଚନା ଦେଇଛନ୍ତି । ଏହି ପକ୍ଷୀ ଗଣନା…
ଆବର୍ଜନା ବୁହା ଗାଡ଼ିରେ ଶ୍ରୀମନ୍ଦିର ଫଟୋ: ହଟାଇବାକୁ ଦାବି
ପୁରୀ ଅଫିସ,୩ା୧: ପୁରୀ ସହରକୁ ସ୍ବଚ୍ଛ ରଖିବା ଲାଗି ପୌରସଂସ୍ଥା ପକ୍ଷରୁ ଆବର୍ଜନା ବୁହା ଗାଡ଼ିି (ସ୍ବଚ୍ଛ ସବାରୀ) ବୁଲୁଛି। ତେବେ ଏହି ଗାଡ଼ିରେ ଶ୍ରୀମନ୍ଦିର ଫଟୋ ରହିଥିବାରୁ ଆପତ୍ତି ଉଠାଇଛି ଶ୍ରୀଜଗନ୍ନାଥ ସେନା। ତୁରନ୍ତ ମନ୍ଦିର ଫଟୋ ହଟାଇବା ନେଇ…
ପୁରୀ ବନ୍ୟପ୍ରାଣୀ ଡିଭିଜନ: ବର୍ଷା ସମ୍ଭାବନା ଯୋଗୁ ପକ୍ଷୀ ଗଣନା ଘୁଞ୍ଚିଲା
ପୁରୀ ଅଫିସ,୩ା୧: ପୁରୀ ବନ୍ୟପ୍ରାଣୀ ଡିଭିଜନରେ ଶୁକ୍ରବାର ପକ୍ଷୀ ଗଣନା କରାଯିବ ଲାଗି ସ୍ଥିର ହୋଇଥିଲା। ଏଥିପାଇଁ ଗୁରୁବାର ପକ୍ଷୀ ଗଣନା ତାଲିମ ଶିବିର ମଧ୍ୟ ଅନୁଷ୍ଠିତ ହୋଇଥିଲା। କିନ୍ତୁ ଶୁକ୍ରବାର ବର୍ଷା ସମ୍ଭାବନା ଥିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ…
ରାମ ମନ୍ଦିର ନିର୍ମାଣ ପାଇଁ ଗଠନ ହେଲା ସ୍ବତନ୍ତ୍ର ଡେସ୍କ
ନୂଆଦିଲ୍ଲୀ, ୩।୧: କେନ୍ଦ୍ର ସରକାର ରାମ ମନ୍ଦିର ନିର୍ମାଣ ପାଇଁ ଏକ ସ୍ବତନ୍ତ୍ର ଅଯୋଧ୍ୟା ଡେସ୍କ ଗଠନ କରିଛନ୍ତି। ଅଯୋଧ୍ୟା ସହ ଜ ସମସ୍ତ ପ୍ରସଙ୍ଗ ଓ କୋର୍ଟ ରାୟକୁ ହ୍ୟାଣ୍ଡେଲ କରିବା ପାଇଁ ୩ ଜଣିଆ ଡେସ୍କ ଗଠନ କରାଯାଇଥିବା…
୪ରେ ଶ୍ରୀକ୍ଷେତ୍ର ଆସିବେ ଶତାଧିକ ପାକିସ୍ତାନୀ ହିନ୍ଦୁ: ମହାପ୍ରଭୁଙ୍କ ଦର୍ଶନ ସହ ସମୁଦ୍ର ସ୍ନାନ କରିବେ
ପୁରୀ ଅଫିସ,୩ା୧: ପାକିସ୍ତାନରେ ରହୁଥିବା ପ୍ରାୟ ଶହେରୁ ଊର୍ଦ୍ଧ୍ୱ ହିନ୍ଦୁ ପୁରୀ ଆସି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବେ। ସେମାନେ ମହୋଦଧି ସ୍ନାନ କରିବା ସହ ବିଭିନ୍ନ ତୀର୍ଥସ୍ଥଳ ମଧ୍ୟ ପରିଦର୍ଶନରେ ଯିବେ। ଓଡ଼ିଶା ଇଣ୍ଟରନ୍ୟାଶନାଲ ସେଣ୍ଟର (ଓଆଇସି)ର ସଭାପତି ପରେଶ…
ଭୁବନେଶ୍ୱର-ବାରାଣସୀ ବିମାନ ସେବା ଫେବୃୟାରୀ ୨୯ରୁ
ଭୁବନେଶ୍ୱର,୩ା୧(ବ୍ୟୁରୋ): ଓଡ଼ିଶାବାସୀଙ୍କ ଲାଗି ଖୁସି ଖବର। ଫେବୃୟାରୀ ୨୯ରୁ ଆରମ୍ଭ ହେଉଛି ଭୁବନେଶ୍ୱର-ବାରାଣସୀ ବିମାନ ସେବା। ଘରୋଇ ବିମାନ ଚଳାଚଳ ସଂସ୍ଥା ଇଣ୍ଡିଗୋ ଏହି ସେବା ଯୋଗାଇବ ବୋଲି ଜଣାପଡ଼ିଛି। ଭୁବନେଶ୍ୱରରୁ ଦୈନିକ ରାତି ୯ଟାରେ ଓ ବାରାଣସୀରୁ ସନ୍ଧ୍ୟା ୬ଟା…
ଶୀତ ପାଇଁ ସ୍ବତନ୍ତ୍ର ଟ୍ରେନ
ଭୁବନେଶ୍ୱର,୩ା୧(ବ୍ୟୁରୋ): ଶୀତ ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ବିଭିନ୍ନ ସ୍ଥାନକୁ ସ୍ବତନ୍ତ୍ର ଟ୍ରେନ ବ୍ୟବସ୍ଥା କରାଯାଇଛି। ନିୟମିତ ଟ୍ରେନରେ ମାତ୍ରାଧିକ ଭିଡ଼ ଓ ପର୍ଯ୍ୟଟକଙ୍କୁ ସୁହାଇବା ଭଳି ଜନପ୍ରିୟ ମାର୍ଗରେ ସ୍ବତନ୍ତ୍ର ଟ୍ରେନ ଚଳାଇବାକୁ ଯୋଜନା କରାଯାଇଛି। ହାଓଡ଼ା, କଲିକତା, ଶାଲିମାର,…
ଶ୍ରୀଲିଙ୍ଗରାଜ ମନ୍ଦିର ଉଚ୍ଛେଦ ପ୍ରସଙ୍ଗ: ଜବରଦଖଲରେ ପାର୍ଶ୍ୱ ଦେବଦେବୀ ପୀଠ
ପୁରୁଣା ଭୁବନେଶ୍ୱର,୩ା୧(ଡି.ଏନ.ଏ.): ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱ ସୌନ୍ଦର୍ଯ୍ୟକରଣ ପାଇଁ ଉଚ୍ଛେଦକୁ ସବୁ ମହଲରୁ ସ୍ବାଗତ କରାଯାଉଛି। ହେଲେ ଶ୍ରୀଲିଙ୍ଗରାଜଙ୍କ ରୀତିନୀତି ସହ ଜଡ଼ିତ ଅନ୍ୟ ପାର୍ଶ୍ୱ ଦେବଦେବୀଙ୍କ ପୀଠ ଓ ମନ୍ଦିର ଅବ୍ୟବସ୍ଥା ନେଇ ଭକ୍ତ ଓ ପର୍ଯ୍ୟଟକମାନେ କ୍ଷୋଭ ପ୍ରକାଶ…

