Home Left

ଗାଁ ମାଟିରେ ପର୍ବତାରୋହୀ ଲିପିକାଙ୍କୁ ସମ୍ବର୍ଦ୍ଧନା

ବରଗଡ଼ ଅଫିସ,୧୩।୧୦: ଋଷିଆର ସର୍ବୋଚ୍ଚ ଶୃଙ୍ଗ ମାଉଣ୍ଟ ଏଲ୍‌ବ୍ରୁଶ୍‌କୁ ସଫଳତାର ସହିତ ଆରୋହଣ କରି ଶିଖରରେ ଦେଶ ମାତୃକାର ତ୍ରିରଙ୍ଗା ଉଡ଼ାଇବା ପରେ ପର୍ବତାରୋହୀ ଲିପିକା ସେଟ୍ଟ୍‌ ରବିବାର ମଧ୍ୟାହ୍ନରେ ନିଜ ଗାଁ ମାଟି ବରଗଡ଼ ଜିଲା ଭେଡେନ ବ୍ଲକ ଅନ୍ତର୍ଗତ…

ଭାଜପା-ଶିବସେନା: ଅଲ୍‌ ଇଜ୍‌ ନଟ୍‌ ଓ୍ବେଲ

ମୁମ୍ବାଇ,୧୩।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି(ଭାଜପା) ଓ ଶିବସେନା ମଧ୍ୟରେ ମେଣ୍ଟ ହୋଇଛି। ଏମାନେ ଏକାଠି ମିଶି ବିଧାନସଭା ନିର୍ବାଚନ ଲଢିବେ। ହେଲେ ଏମାନଙ୍କ ମେଣ୍ଟ ସବୁବେଳେ ରହୁଛି ଚର୍ଚ୍ଚାରେ। ଏବେ ନିର୍ବାଚନକୁ ଆଉ ମାତ୍ର ଅଳ୍ପ ଦିନ…

ରୌପ୍ୟରେ ସନ୍ତୁଷ୍ଟ ମଞ୍ଜୁ ରାଣୀ

ଉଲାନ-ଉଡେ(ରୁଷିଆ),୧୩।୧୦(ପି.ଟି.)- ଭାରତୀୟ ବକ୍ସର ମଞ୍ଜୁ ରାଣୀଙ୍କ ପ୍ରଥମ ବିଶ୍ୱ ଚାମ୍ପିୟନଶିପ୍‌ ଅଭିଯାନ ରୌପ୍ୟ ପଦକ ସହ ଶେଷ ହୋଇଛି। ରବିବାର ଅନୁଷ୍ଠିତ ୪୮ କେଜି ଓଜନ ବର୍ଗର ଫାଇନାଲରେ ମଞ୍ଜୁ ରୁଷିଆର ଇକାଟେରିନା ପାଲଟ୍‌ସେଭାଙ୍କଠାରୁ ପରାସ୍ତ ହୋଇଛନ୍ତି। ଦ୍ୱିତୀୟ ସିଡ୍‌ ଘରୋଇ…

ଆକର୍ଷଣୀୟ ପର୍ଯ୍ୟଟନସ୍ଥଳୀ ଅଲୁଭା

କେରଳର କୋଚିସ୍ଥିତ ଏକ ଆକର୍ଷଣୀୟ ପର୍ଯ୍ୟଟନସ୍ଥଳୀ ହେଉଛି ଅଲୁଭା। ସ୍ଥାନୀୟ ଅଞ୍ଚଳରେ ପ୍ରବାହିତ ହେଉଥିବା ପ୍ରସିଦ୍ଧ ପେରିୟାର୍‌ ନାମକ ନଦୀଠାରୁ ଏହା ପ୍ରାୟ ୧୫ କି.ମି ଦୂରରେ ଅବସ୍ଥିତ। ତା’ଛଡ଼ା ଅଲୁଭାକୁ କେରଳର ଏକ ପ୍ରମୁଖ ବାଣିଜି୍ୟକ କେନ୍ଦ୍ର ଭାବେ ମଧ୍ୟ…

୫ଟି ସଚିବଙ୍କ ସୁନ୍ଦରଗଡ଼ ଗସ୍ତ : ଜିଲାପାଳଙ୍କୁ କୈଫିୟତ ତଲବ, ସିଡିଏମ୍‌ଓ ନିଲମ୍ବିତ

ସୁନ୍ଦରଗଡ଼,୧୩।୧୦(ଡି.ଏନ୍‌.ଏ.) : ମୋ’ ସରକାର କାର୍ଯ୍ୟକ୍ରମର ସ୍ଥିତି ପରଖିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ୫ଟି ସଚିବ କେ ଭି ପାଣ୍ଡିଆନ ରବିବାର ସୁନ୍ଦରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାକୁ ଅଚାନକ ପରିଦର୍ଶନ କରିଛନ୍ତି। ପରିଦର୍ଶନ ବେଳେ ରୋଗୀମାନଙ୍କୁ ଠିକ୍‌ ଭାବେ…

ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବଙ୍କ କେନ୍ଦୁଝର ଗସ୍ତ

କେନ୍ଦୁଝର,୧୩।୧୦(ସ୍ବ.ପ୍ର.): ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ୫ଟି ସଚିବ ଭି.କେ.ପାଣ୍ଡିଆନ କେନ୍ଦୁଝର ଗସ୍ତରେ ଆସି ଜିଲା ମୁଖ୍ୟ ଡାକ୍ତରଖାନାରେ ରୋଗୀଙ୍କ ସହ ଆଲୋଚନା କରିଛନ୍ତି। ଡାକ୍ତରଖାନାର ସମସ୍ତ ଓ୍ବାର୍ଡ ବୁଲିବା ସହ ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଛନ୍ତି। ତାଙ୍କ ସହିତ ପ୍ରମୁଖ…

ବିବାଦ ପରେ ୟୁ ଟର୍ଣ୍ଣ ନେଲେ ରବିଶଙ୍କର

ନୂଆଦିଲ୍ଲୀ,୧୩।୧୦: କେନ୍ଦ୍ର ମନ୍ତ୍ରୀ ରବିଶଙ୍କର ପ୍ରସାଦ ଦେଶର ଆର୍ଥିକ ସ୍ଥିତିକୁ ନେଇ ଯେଉଁ ବୟାନ ଦେଇଥିଲେ ତାକୁ ନେଇ ବିବାଦ ମୁଣ୍ଡ ଟେକିଥିଲା। ବହୁ ବଡ ବଡ ନେତା ତାଙ୍କୁ ଘେରିବା ପରେ ରବିବାର ସେ ଏକ ପ୍ରେସ୍‌ ରିଲିଜ୍‌ ମାଧ୍ୟରେ…

ରୋଗରୁ ଦୂରେଇ ରହିବା ପାଇଁ ପିମ୍ପୁଡି ଖାଆନ୍ତି ଏହି ଜନଜାତି…

ପିମ୍ପୁଡି ନିଜ ଶରୀରରେ ପ୍ରତିଷେଧକ ଶକ୍ତି ସୃଷ୍ଟି କରିବା ପାଇଁ ଏକ ପ୍ରକାର ଆଣ୍ଟିବାୟୋଟିକ୍ସ୍‌ ପ୍ରସ୍ତୁତ କରିଥାନ୍ତି। ଏହା ମନୁଷ୍ୟଠାରେ ଦେଖାଯାଉଥିବା କେତେକ ରୋଗର ନିଦାନ କ୍ଷେତ୍ରରେ ବେଶ୍‌ ଉପଯୋଗୀ ସାବ୍ୟସ୍ତ ହୋଇଥାଏ। ଏସମ୍ପର୍କରେ ଆମେରିକାର ଉତ୍ତର କାରୋଲିନା ବିଶ୍ୱବିଦ୍ୟାଳୟରେ ହୋଇଥିବା…

ଡମ୍ପର ଚାପାରେ ଯୁବକଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ଯାଜପୁର ଅଫିସ,୧୩।୧୦: ଯାଜପୁର ଜିଲା ଜେନାପୁର ଥାନା ଅନ୍ତର୍ଗତ ତାଳଜଙ୍ଗ ପଞ୍ଚାୟତ ଅଧୀନ ତଳଗଡ଼ ପଥୁରିଆ ସାହିର ପ୍ରଦୀପ ମଳିକ(୩୫)ଙ୍କ ରବିବାର ଅପରାହ୍ନରେ ତଳଗଡ଼ ସ୍କୁଲ ନିକଟରେ ଡମ୍ପର ଚାପାରେ ମୃତ୍ୟୁ ଘଟିଛି। ମୃତକଙ୍କ ପରିବାର ଲୋକେ ପୂର୍ବ ଶତ୍ରୁତାକୁ କେନ୍ଦ୍ର…

ଆଗୁଆ ସିରିଜ୍‌ ଜିତିଲା ଭାରତ

ପୁଣେ,୧୩।୧୦- ସ୍ଥାନୀୟ ମହାରାଷ୍ଟ୍ର କ୍ରିକେଟ ଆସୋସିଏଶନ ଷ୍ଟାଡିୟମ୍‌ରେ ଚାଲିଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ୱିତୀୟ ଟେଷ୍ଟକୁ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ଏକ ଇନିଂସ ଓ ୧୩୭ ରନ୍‌ରେ ଜିତିନେଇଛି। ପ୍ରଥମ ଇନିଂସରେ ଭାରତୀୟ ଦଳ ୬୦୧ ରନ୍‌ କରି…

ଦୁନିଆର ସବୁଠାରୁ ଏକୁଟିଆ ମଣିଷ

ବ୍ରାଜିଲର ରୋଣ୍ଡୋନିଆ ରାଜ୍ୟରେ ଥିବା ଆମାଜୋନ ଅବବାହିକାର ଗହୀର ଜଙ୍ଗଲ ମଧ୍ୟରେ ଏକ ବ୍ୟକ୍ତିଙ୍କୁ ଠାବ କରାଯାଇଛି। କୁହାଯାଏ ବ୍ୟକ୍ତି ଜଣକ ଶହଶହ କିଲୋମିଟର ପରିବ୍ୟାପ୍ତ ସେହି ଜଙ୍ଗଲରେ ଏକା ବସବାସ କରନ୍ତି। ଯେହେତୁ ସେ ନିଜ ଜନଜାତିର ଅନ୍ତିମ ସଦସ୍ୟ…

ଘସିପୁରା ବ୍ଲକରେ ଆବାସ ଘୋଟାଲା ପ୍ରସଙ୍ଗ : ଦୁଇ ପିଇଓ ନିଲମ୍ବିତ

ଘସିପୁରା,୧୩।୧୦(ଡି.ଏନ୍‌.ଏ.) : କେନ୍ଦୁଝର ଜିଲା ଘସିପୁରା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବ୍ୟାପକ ଅନିୟମିତତା ଅଭିଯୋଗରେ ୨ ପିଓ (ପଞ୍ଚାୟତ ନିର୍ବାହୀ ଅଧିକାରୀ)ଙ୍କୁ ନିଲମ୍ବନ କରାଯାଇଛି। ଏହି ବ୍ଲକରେ ଆବାସ ଯୋଜନାରେ କିଛି ଘୋଟାଲାର ତଦନ୍ତ ପାଇଁ ଜିଲା ପ୍ରଶାସନ ପକ୍ଷରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri