ମୃତ ଭାବି ଶ୍ମଶାନ ନେଉଥିଲେ ପରିବାର ଲୋକେ, କିନ୍ତୁ ଜୁଇରୁ ଫେରିଆସିଲେ ମୃତକ
ସୋରଡ଼ା,୧୩।୧୦(ଡି.ଏନ୍.ଏ.): କୁହାଯାଏ ନିମିଷେ ମାତ୍ର ଆୟୁଷ ଥିଲେ ଯମ ନେଇପାରେ ନାହିଁ। ଠିକ୍ ସେହିପରି ଏକ ଘଟଣା ଘଟିଛି ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ଗୋପାଳପୁର ଶାସନ ପଞ୍ଚାୟତର ଆଦିବାସୀ ବହୁଳ ଗ୍ରାମ ଲାଉଖାଲରେ। ଶ୍ମଶାନକୁ ଯିବା ବାଟରେ ଜୀବିତ ହୋଇ…
ଗଛ ପାଲଟୁଛି ଆସବାବ
କିଏ ଗଛ ଲଗାଏ ଫଳ ଖାଇବା ପାଇଁ। ପୁଣି କିଏ ଗଛ ଲଗାଏ ଛାଇ ଟିକେ ପାଇବା ପାଇଁ। ତେବେ ଗ୍ୟାଭିନ୍ ମୁନ୍ରୋ ଏବଂ ଆଲାଇସ୍ ମୁନ୍ରୋ ଗଛ ଲଗାଉଛନ୍ତି ଗଛକୁ ଭିନ୍ନଭିନ୍ନ ଆକୃତି ଦେବା ପାଇଁ। ତାହା ପୁଣି ଚେୟାର,…
୧୫୦ ଫୁଟ ଉଚ୍ଚ ରୋପ୍ଓ୍ବେ କେବୁଲ୍ରେ ଝୁଲି ରହିଲା ବିମାନ: ଦେଢ଼ଘଣ୍ଟା ଡେଣାରେ ବସି ରହିଲେ ଚାଳକ ଓ ଯାତ୍ରୀ
ରୋମ୍,୧୩।୧୦: ଇଟାଲୀର ଆଲ୍ପସ୍ ପର୍ବତ ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଥିବା ୧୫୦ ଫୁଟ ଉଚ୍ଚ ରୋପ୍ଓ୍ବେ କେବୁଲ୍ରେ ଏକ ଛୋଟ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇ ଝୁଲି ରହିଥିଲା। ୬୨ ବର୍ଷ ବୟସ୍କ ବିମାନ ଚାଳକ ଏବଂ ଏଥିରେ…
ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର
ବାହାନଗା,୧୩।୧୦(ଡି.ଏନ୍.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ବରିପଦା ପଞ୍ଚାୟତର ମହାରୁଦ୍ରପୁର ଗ୍ରାମର ହୋତା ପୋଖରୀରୁ ରବିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସେ ହେଲେ ଅଟାସପୁର ଗ୍ରାମର ଜଗନ ମଳିକଙ୍କ ପୁଅ ମନ୍ମଥ (୨୫)। ସକାଳେ ମୃତଦେହ ଭାସୁଥିବା ଦେଖି…
ଯୁବକଙ୍କ ମୃତଦେହ ଉଦ୍ଧାର
ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ଭୁବନେଶ୍ବର ଭିଏସ୍ଏସ୍ ନଗରରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ମୃତକ ହେଉଛନ୍ତି ଅବକାଶ ପାଇକରାୟ(୩୦)। ଶନିବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି। ଘଟଣାସ୍ଥଳରେ ଶହୀଦନଗର ପୋଲିସ…
ଭାରତୀୟ ବାୟୁସେନାର ଗୌରବ କାହାଣୀ କହିବ ‘ବାଲାକୋଟ’: ବିବେକ
ମୁମ୍ବାଇ: ବଲିଉଡ୍ ଅଭିନେତା ବିବେକ ଓବରଏ କହିଛନ୍ତି ତାଙ୍କ ଅପ୍ କମିଙ୍ଗ ଫିଲ୍ମ ‘ବାଲାକୋଟ’ ଲକ୍ଷ ଲକ୍ଷ ପିଲାଙ୍କୁ ପ୍ରେରଣା ଯୋଗାଇବ। ଭାରତୀୟ ବାୟୁସେନା ଦ୍ୱାରା ପାକିସ୍ତାନର ବାଲାକୋଟ ଏୟାର ଷ୍ଟ୍ରାଇକ୍ର ସତ କାହାଣୀ ଉପରେ ପର୍ଯ୍ୟବେଷିତ ହୋଇଛି ଫିଲ୍ମ। ତେଣୁ…
ଅମରପୁରରେ ଅଗ୍ନିକାଣ୍ଡ: ୨ ଗୋରୁ ଜୀବନ୍ତ ଦଗ୍ଧ
ଭଦ୍ରକ ଅଫିସ/ତିହିଡ଼,୧୩।୧୦(ଡି.ଏନ୍.ଏ.): ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ କୋହ୍ଲ ପଞ୍ଚାୟତ ଅମରପୁର ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ୨ ଗୋରୁ ଜୀବନ୍ତ ଦଗ୍ଧ ହୋଇଛନ୍ତି। ସୂଚନାନୁଯାୟୀ, ରାତିରେ ଗ୍ରାମର ଗୋବର୍ଦ୍ଧନ ଦାସଙ୍କ ଗୁହାଳ ଘରେ ନିଆଁ ଲାଗିବାରୁ…
ମହାରାଷ୍ଟ୍ରରେ ଗର୍ଜିଲେ ମୋଦି
ମୁମ୍ବାଇ,୧୩।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଜଲଗାଓଁରେ ଏକ ରାଲିରେ ଯୋଗ ଦେଇଛନ୍ତି। ସେଠାରେ ସେ ଉଦ୍ବୋଧନ ଦେବା ଅବସରରେ କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଏବେ ନୂଆ ଭାରତର ନୂଆ କିରଣ ଲୋକେ…
ଲ୍ୟୁକୋଡର୍ମା କଣ୍ଢେଇ
ଭିଟିଲିଗୋ ବା ଲ୍ୟୁକୋଡର୍ମା, ଏକ ଏଭଳି ଚର୍ମରୋଗ ଯେଉଁଥିରେ ଚର୍ମର କିଛି କିଛି ଭାଗର ପିଗମେଣ୍ଟ ବା ବର୍ଣ୍ଣ କୋଷିକା ମୃତ କିମ୍ବା କାର୍ଯ୍ୟ କରିବାରେ ଅସମର୍ଥ ହୋଇ ଧଳା ଧଳା ଚିହ୍ନ ହୋଇଯାଏ। ଏଭଳି ହେବାର କାରଣ ଏପର୍ଯ୍ୟନ୍ତ ଜଣାପଡି…
ଟ୍ରକ୍-କାର ମୁହାଁମୁହିଁ: ୫ ଗୁରୁତର
ଭଦ୍ରକ ଅଫିସ/ଭଣ୍ଡାରିପୋଖରୀ,୧୩।୧୦(ଡି.ଏନ୍.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଅଗ୍ନିଶମ କେନ୍ଦ୍ର ସମ୍ମୁଖରେ ରବିବାର ସକାଳେ ଦୁର୍ଘଟଣା ଘଟିଛି। ଏଥିରେ ୫ ଜଣ ଗୁରୁତର ହୋଇଥିବା ବେଳେ ସେମାନଙ୍କ ପରିଚୟ ମିଳିପାରି ନାହିଁ। ଅଗ୍ନିଶମ କର୍ମଚାରୀ ସେମାନଙ୍କୁ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟକୁ…
ମୋଦିଙ୍କ ମା’ଙ୍କୁ ଭେଟିଲେ ରାଷ୍ଟ୍ରପତି
ଗାନ୍ଧିନଗର,୧୩।୧୦: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶନିବାର ଦୁଇ ଦିନିଆ ଗସ୍ତରେ ଗୁଜରାଟ ଯାତ୍ରା କରିଛନ୍ତି। ଏହି ଅବସରରେ ସେ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମାଆ ହିରାବେନ ମୋଦିଙ୍କୁ ସାକ୍ଷାତ୍ କରିଥିବା ସୂଚନା ମିଳିଛି। ଗାନ୍ଧିନଗରରେ ଥିବା ତାଙ୍କ ଘରେ ରାଷ୍ଟ୍ରପତି…
ଭାରତରେ ରହି ପାକିସ୍ତାନର ଆତଙ୍କବାଦୀ ଶିବିରକୁ ଧ୍ୱଂସ କରାଯାଇ ପାରିବ: ରାଜନାଥ
କର୍ନାଲ,୧୩।୧୦: ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ରବିବାର ହରିୟାଣା କର୍ନାଲରେ ଏକ ଜନସଭାକୁ ଉଦ୍ବୋଧନ ଦେବା ଅବସରରେ ଯୁଦ୍ଧ ବିମାନ ରାଫାଲ କଥା ଉଠାଇଛନ୍ତି। ସେ କହିଛନ୍ତି ଯଦି ଭାରତ ନିକଟରେ ରାଫାଲ ଅଛି ତେବେ ପାକିସ୍ତାନର ବାଲାକୋଟ ଯାଇ ଆଉ ଏୟାର…
Archives


