କ୍ୟାପିଟାଲ ହସ୍ପିଟାଲ ଫୁଟ୍ପାଥ୍ରେ ପ୍ରସବ: ସ୍ବାସ୍ଥ୍ୟ ସଚିବଙ୍କୁ ତଦନ୍ତ ରିପୋର୍ଟ ଦେଲେ ନିର୍ଦ୍ଦେଶକ
ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ରାଜ୍ୟର ଅନ୍ୟତମ ପ୍ରମୁଖ ସରକାରୀ ଡାକ୍ତରଖାନା କ୍ୟାପିଟାଲ ହସ୍ପିଟାଲ ଫୁଟ୍ପାଥ୍ରେ ଜଣେ ମହିଳା ଶିଶୁପୁତ୍ର ଜନ୍ମ ଦେଇଥିଲେ, ଯାହାକୁ ନେଇ ଶୁକ୍ରବାର ରାତିରେ ହସ୍ପିଟାଲ ପରିସରରେ ଉତ୍ତେଜନା ପ୍ରକାଶ ପାଇଥିଲା। ଏହି ସମ୍ବେଦନଶୀଳ ଘଟଣାରେ ସ୍ବାସ୍ଥ୍ୟ ସଚିବ ପ୍ରମୋଦ ମେହେର୍ଦ୍ଦା…
ଆଜି ବିରାଜିବେ ମା’ ଲକ୍ଷ୍ମୀ
ଢେଙ୍କାନାଳ ଅଫିସ, ୧୩ା୧୦ – ଗଣପର୍ବ ଲକ୍ଷ୍ମୀପୂଜାକୁ ନେଇ ଉତ୍ସବମୁଖର ହୋଇଉଠିଛି ଢେଙ୍କାନାଳ। ରଙ୍ଗିନ ଆଲୋକମାଳାରେ ଝଲସୁଛି ସହର। ସବୁଠି ଉତ୍ସାହ ଉଦ୍ଦୀପନା। ମା’ଙ୍କ ଅପେକ୍ଷାରେ ପୂଜାମଣ୍ଡପ। ରବିବାର ରାତିରୁ ମା’ ଧନଦାତ୍ରୀ ଧରାବରଣ କରିବେ। ଏହାକୁ ନେଇ ସମସ୍ତ ପ୍ରସ୍ତୁତି…
ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଚଢ଼ାଉ: ପରୀକ୍ଷା ହେବ ୧୧ ଖାଦ୍ୟ ନମୁନା
ଅନୁଗୋଳ ଅଫିସ, ୧୩।୧୦ – ପାର୍ବଣ ସମୟରେ ଅନୁଗୋଳ ସହରର ବିଭିନ୍ନ ସ୍ଥାନରେ ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଶନିବାର ଚଢ଼ାଉ କରାଯାଇଛି। ଜନସ୍ବାସ୍ଥ୍ୟ ବିଭାଗର ଅଧିକାରୀଙ୍କ ନିର୍ଦ୍ଦେଶକ୍ରମେ ଖାଦ୍ୟ ସୁରକ୍ଷା ଅଧିକାରୀ ହରପ୍ରିୟା ବେହେରା, ସୁବାସ ଚନ୍ଦ୍ର ବେହେରା, ସୁନୀଲ କୁମାର…
ବିଜୟାରାଜେ ସିନ୍ଧିଆଙ୍କ ୧୦୦ତମ ଜୟନ୍ତୀ ପାଳନ କଲା ଭାଜପା
ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ବିଜୟାରାଜେ ସିନ୍ଧିଆଙ୍କ ଶନିବାର ୧୦୦ତମ ଜନ୍ମ ଜୟନ୍ତୀ ପାଳିତ ହୋଇଛି। ସିନ୍ଧିଆ ମଧ୍ୟପ୍ରଦେଶଠାରେ ୧୨ ଅକ୍ଟୋବର ୧୯୧୯ରେ ଜନ୍ମ ହୋଇଥିଲେ। ସେ ଭାଜପାର ପ୍ରତିଷ୍ଠାତା ସଦସ୍ୟା ଥିଲେ। ତାଙ୍କ ୧୦୦ତମ ଜନ୍ମ ଜୟନ୍ତୀ ଅବସରରେ ରାଜ୍ୟ ଭାଜପା ମହିଳା ମୋର୍ଚ୍ଚା…
ବରିଷ୍ଠ ନାଗରିକଙ୍କୁ ପୋଲିସ ବାଣ୍ଟିଲା ପରିଚୟପତ୍ର: ଏକୁଟିଆ ଥିଲେ ରହିବ ସ୍ବତନ୍ତ୍ର ଦୃଷ୍ଟି: ଏସ୍ପି
ଅନୁଗୋଳ ଅଫିସ, ୧୩।୧୦ – ଅନୁଗୋଳ ପୋଲିସ ପକ୍ଷରୁ ଶନିବାର ମଧ୍ୟାହ୍ନରେ ବରିଷ୍ଠ ନାଗରିକମାନଙ୍କୁ ପରିଚୟପତ୍ର ପ୍ରଦାନ କରାଯାଇଛି। ଅନୁଗୋଳ ଥାନା ପରିସରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଏସ୍ପି ଜଗମୋହନ ମୀନା ମୁଖ୍ୟ ଅତିଥିଭାବେ ଯୋଗ ଦେଇ ପରିଚୟପତ୍ର ପ୍ରଦାନ କରିଥିଲେ।…
ଗୋଟିଏ ପୃଷ୍ଠା ହେବ କର୍ମଚାରୀଙ୍କ ଦରମା ବିଲ୍
ଭୁବନେଶ୍ୱର,୧୩ା୧୦(ବ୍ୟୁରୋ):ସରକାରୀ କର୍ମଚାରୀମାନଙ୍କ ଦରମା ଦେବାକୁ ଆଉ ବରବାଦ ହେବ ନାହିଁ ଲକ୍ଷ ଲକ୍ଷ ପୃଷ୍ଠାର କାଗଜ। ଗୋଟିଏ ପୃଷ୍ଠାରେ ସବୁ କର୍ମଚାରୀଙ୍କ ଦରମା ବିଲ୍ ପ୍ରସ୍ତୁତ ହେବ। ରାଜ୍ୟ ସରକାର ସରକାରୀ କାର୍ଯ୍ୟାଳୟକୁ କାଗଜମୁକ୍ତ କରିବାକୁ ପଦକ୍ଷେପ ଆରମ୍ଭ କରିଛନ୍ତି। ପ୍ରତ୍ୟେକ…
ମାଟିରୁ କମୁଛି ଫସ୍ଫରସ୍
ଭୁବନେଶ୍ୱର,୧୩ା୧୦(ବ୍ୟୁରୋ): ଗତ କିଛିବର୍ଷ ହେବ ମାଟିରୁ ଫସ୍ଫରସ୍ ପରିମାଣ କମିବାରେ ଲାଗିଛି। ରାଜ୍ୟରେ ଧାନ ଏକ ପ୍ରମୁଖ ଫସଲ। ଜମିରେ ଫସ୍ଫରସ୍ ଅଭାବରୁ ଆଗାମୀ ଦିନରେ ଧାନ ଉତ୍ପାଦନ କମିବା ଆଶଙ୍କା ଦେଖାଦେଇଛି। ଧାନ ବଢ଼ିବା ପାଇଁ ମାଟିର ମୁଖ୍ୟ ଉପାଦାନ…
ଜାତୀୟ ଓପନ ଆଥଲେଟିକ୍ସ ଚାମ୍ପିୟନଶିପ୍ ୨୦୦ ମିଟର ଫାଇନାଲରେ ଦୂତୀ
ଭୁବନେଶ୍ୱର, ୧୩।୧୦(କ୍ରୀଡ଼ା ପ୍ରତିନିଧି)- ରାଞ୍ଚିରେ ଚାଲିଥିବା ଜାତୀୟ ଓପନ ଆଥଲେଟିକ୍ସ ଚାମ୍ପିୟନଶିପ୍ର ମହିଳା ୧୦୦ ମିଟର ଇଭେଣ୍ଟରେ ଜାତୀୟ ରେକର୍ଡ ସହ ସ୍ବର୍ଣ୍ଣ ପଦକ ପାଇଥିବା ଭାରତୀୟ ସ୍ପ୍ରିଣ୍ଟ କୁଇନ୍ ଓଡ଼ିଶାର ଦୂତୀ ଚାନ୍ଦ ୨୦୦ ମିଟରରେ ମଧ୍ୟ ପଦକର ନିକଟତର…
ଜାତୀୟ ଜୁଡ଼ୋ ପ୍ରତିଯୋଗିତାରେ ଭାଗନେବେ ବିଦ୍ୟାଶ୍ରୀ
ବ୍ରହ୍ମପୁର ଅଫିସ୍,୧୩ା୧୦-ମଣିପୁର ରାଜଧାନୀ ଇମ୍ପାଲ୍ରେ ସବ୍ଜୁନିୟର୍ ଏବଂ କ୍ୟାଡେଟ୍ ଜୁଡ଼ୋ ଜାତୀୟ ଚାମ୍ପିୟନ୍ଶିପ୍ ଅନୁଷ୍ଠିତ ହେବାକୁ ଯାଉଛି। ଏହି ପ୍ରତିଯୋଗିତାରେ ଭାଗନେବା ପାଇଁ ଓଡ଼ିଶା ଦଳ ଘୋଷଣା କରାଯାଇଛି। ଦଳରେ ବ୍ରହ୍ମପୁରର ଜି.ବିଦ୍ୟାଶ୍ରୀ ସ୍ଥାନ ପାଇଛନ୍ତି । ଶନିବାର ସେ ଓଡ଼ିଶା…
ଏଫଆଇଏଚ୍ ଅଲିମ୍ପିକ୍ସ ଯୋଗ୍ୟତା ପର୍ଯ୍ୟାୟ ହକି: ଦୀପ୍ଗ୍ରେସ୍, ଲିଲିମା ଓ ନମିତାଙ୍କୁ ସୁଯୋଗ; କଳିଙ୍ଗରେ ଭାରତୀୟ ମହିଳା ହକି କ୍ୟାମ୍ପ
ଭୁବନେଶ୍ୱର, ୧୩।୧୦(କ୍ରୀଡ଼ା ପ୍ରତିନିଧି)- ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ନଭେମ୍ବର ୧ ଓ ୨ ତାରିଖରେ ଏଫଆଇଏଚ୍ ଅଲିମ୍ପିକ୍ସ ଯୋଗ୍ୟତା ପର୍ଯ୍ୟାୟ ହକି ମ୍ୟାଚ ଖେଳାଯିବ। ଉଭୟ ଭାରତୀୟ ମହିଳା ଓ ପୁରୁଷ ଦଳ କଳିଙ୍ଗରେ ମ୍ୟାଚ ଖେଳିବେ। ଏହି ଗୁରୁତ୍ୱପୂର୍ଣ୍ଣ ପ୍ରତିଯୋଗିତା…
ପ୍ରହସନ ପାଲଟିଛି ୫-ଟି, ପଛେଇଛି ଯାଜପୁର ଜିଲା ବିକାଶ
ଯାଜପୁର ଅଫିସ,୧୩।୧୦- ଯାଜପୁର ଜିଲା ଗଠନ ହେବା ପରେ ଏହାର ପାରିପାର୍ଶ୍ୱିକ, ଭୌଗୋଳିକ ବିକାଶ ଯେପରି ହେବା କଥା ତାହା ଏପର୍ଯ୍ୟନ୍ତ ହୋଇପାରି ନାହିଁ। ଲୋକଙ୍କ ଜୀବନଧାରଣ ମାନରେ ସେତେଟା ଉନ୍ନତି ପରିଲକ୍ଷିତ ହୋଇନାହିଁ। ଜିଲାର ପ୍ରତିନିଧିତ୍ୱ କରୁଥିବା ରାଜନୈତିକ ନେତୃବର୍ଗ…
ହ୍ୟାଣ୍ଡବଲ ଆସୋସିଏଶନର ରୌପ୍ୟଜୟନ୍ତୀ ଉଦ୍ଯାପିତ: ଲୁହା ଉତ୍ପାଦନରେ ରାଜ୍ୟ, ଦେଶର ନେତୃତ୍ୱ ନେବ ଯାଜପୁର: କେନ୍ଦ୍ରମନ୍ତ୍ରୀ
ଚଣ୍ଡିଖୋଲ/ଛତିଆ୧୩।୧୦(ଡି.ଏନ.ଏ)- ପୂର୍ବ ଭାରତର ବିକାଶ ହେଲେ ଦେଶର ପ୍ରକୃତ ବିକାଶ ହୋଇପାରିବ। ତେଣୁ ପୂର୍ବ ଭାରତର ବିକାଶ ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସର୍ବାଧିକ ଗୁରୁତ୍ୱ ଦେଉଛନ୍ତି। ପୂର୍ବ ଭାରତର ଗୁରୁତ୍ୱ ବହନ କରୁଥିବା ଓଡ଼ିଶାର ଯାଜପୁର ଜିଲା ଇଷ୍ପାତ, ଖଣି…
Archives


