Home Left

ଏଣିକି ତତ୍‌କ୍ଷଣାତ ଲର୍ନିଂ ଲାଇସେନ୍ସ

ଭୁବନେଶ୍ୱର, ୨ା୧(ବ୍ୟୁରୋ): ଡ୍ରାଇଭିଂ ଲାଇସେନ୍ସ ଆବେଦନ କରିବାକୁ ଆଗକୁ ଆଉ ଘଣ୍ଟାଘଣ୍ଟା ଧରି ଧାଡ଼ିରେ ଆର୍‌ଟିଓ କାର୍ଯ୍ୟାଳୟରେ ଠିଆ ହେବାକୁ ପଡ଼ିବ ନାହିଁ। ଏଣିକି ଅନ୍‌ଲାଇନରେ ଆବେଦନ କରି ତତ୍‌କ୍ଷଣାତ୍‌ ଟେଷ୍ଟ ଦେଇ ଲର୍ନିଂ ଲାଇସେନ୍ସ ହାସଲ କରିହେବ। ଲାଇସେନ୍ସ ଆବେଦନକାରୀଙ୍କୁ…

ସୁପ୍ରିମକୋର୍ଟରେ ଓଡ଼ିଶା ପାଇଁ ନିର୍ଣ୍ଣାୟକ ହେବ ୨୦୨୦

ନୂଆଦିଲ୍ଲୀ,୨ା୧: ସୁପ୍ରିମକୋର୍ଟରେ ଓଡ଼ିଶା ପାଇଁ ନୂଆବର୍ଷ ୨୦୨୦ ନିର୍ଣ୍ଣାୟକ ହେବ। ଏହି ବର୍ଷ ପୋଲାଭରମ ଡ୍ୟାମ୍‌ ପ୍ରକଳ୍ପ, ଜଗନ୍ନାଥ ମନ୍ଦିର ମାମଲା, ବଂଶଧାରା ଜଳ ବିବାଦ ଆଦି ଭଳି ଓଡ଼ିଶା ସହ ସମ୍ପର୍କିତ ମାମଲାଗୁଡ଼ିକର ରାୟ ଶୁଣାଇବେ ସର୍ବୋଚ୍ଚ ଅଦାଲତ। ମହାନଦୀ…

ଉପସ୍ଥାନ ୭୫%ରୁ କମ୍‌ ହେଲେ ସିବିଏସ୍‌ଇ ବୋର୍ଡ ପରୀକ୍ଷା ମନା

ନୂଆଦିଲ୍ଲୀ,୨ା୧: ଚଳିତ ବର୍ଷ ସିବିଏସ୍‌ଇ ଦଶମ ଓ ଦ୍ୱାଦଶ ବୋର୍ଡ ପରୀକ୍ଷା ଦେବାକୁ ଥିବା ଛାତ୍ରୀଛାତ୍ରୀଙ୍କ ଉପସ୍ଥାନ ଅନୂ୍ୟନ ୭୫ ପ୍ରତିଶତ ହେବା ଆବଶ୍ୟକ। ୨୦୨୦ ଜାନୁୟାରୀ ୧ ସୁଦ୍ଧା ଯେଉଁମାନଙ୍କ ଉପସ୍ଥାନ ଏହାଠାରୁ କମ୍‌ ଥିବ ସେମାନଙ୍କୁ ବୋର୍ଡ ପରୀକ୍ଷା…

ଦୃଷ୍ଟିବାଧିତଙ୍କ ଲାଗି ନୋଟ ଚିହ୍ନିବା ହେବ ସହଜ; ଆର୍‌ବିଆଇ ଆଣିଲା ନୂଆ ମୋବାଇଲ ଆପ୍ଲିକେଶନ

ମୁମ୍ବାଇ,୨-୧: ଦୃଷ୍ଟିବାଧିତଙ୍କ ଲାଗି ନୋଟ୍‌ ଚିହ୍ନିବା ଏବେ ସହଜ ହେବ। ଏଥିଲାଗି ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଆର୍‌ବିଆଇ) ନୂଆ ମୋବାଇଲ ଆପ୍ଲିକେଶନ ଆଣିଛି। ଆର୍‌ବିଆଇ ଗଭର୍ନର ଶକ୍ତିକାନ୍ତ ଦାସ ନୂଆ ଆପ୍ଲିକେଶନକୁ ବୁଧବାର ଶୁଭାରମ୍ଭ କରିଛନ୍ତି। ଏହି ଆପ୍ଲିକେଶନର ନାମ ମୋବାଇଲ…

ଡାକ୍ତରଖାନାରେ ତାଲା: ଦୁର୍ଘଟଣାରେ ଗୁରୁତର ବୃଦ୍ଧା ପାଇ ପାରିଲେନି ଚିକିତ୍ସା

ଭଟଲି, ୨ା୧(ଡି.ଏନ.ଏ.) ରାଜ୍ୟ ସରକାରଙ୍କ ୫ଟି ଯୋଜନାକୁ ସାକାର କରିବା ପାଇଁ ସମସ୍ତ ଅଧିକାରୀ ତତ୍ପର। ସେପଟେ ୫ଟି ସଚିବ ବିଭିନ୍ନ ଜିଲା ମୁଖ୍ୟାଳୟର ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ ପରେ ଜିଲା ମୁଖ୍ୟ ଡାକ୍ତରଖାନା ସହ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରଗୁଡ଼ିକ ଚକାଚକ୍‌ ହୋଇଯାଇଛି। ମାତ୍ର…

ନଚାଇଲେ ରିୟା, ଝୁମାଇଲେ ଦୀପ୍ତିରେଖା

ଢେଙ୍କାନାଳ ଅଫିସ, ୨ା୧ – ଢେଙ୍କାନାଳ ଶିବମଣ୍ଡପ ସନ୍ତୋଷୀ ଗାର୍ଡେନରେ ରାଇଜିଂଷ୍ଟାର କ୍ଲବ ପକ୍ଷରୁ ବୁଧବାର ସନ୍ଧ୍ୟାରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ମଧ୍ୟରେ ନବବର୍ଷକୁ ସ୍ବାଗତ କରାଯାଇଛି। ଓଲିଉଡ ଅଭିନେତ୍ରୀ ରିୟାଙ୍କ ମନଛୁଅଁା ନୃତ୍ୟ ଏବଂ ଦୀପ୍ତିରେଖାଙ୍କ ସଙ୍ଗୀତର ଯାଦୁ ଶୀତୁଆ ସନ୍ଧ୍ୟାରେ…

ପାଣି ପଏଣ୍ଟରେ ଟ୍ୟାପ୍‌ ନାହିଁ: ଲୋକଙ୍କୁ ମିଳୁନି, ରାସ୍ତାରେ ଭାସୁଛି

ବଅଁରପାଳ,୨।୧(ଡି.ଏନ.ଏ.) – ବଅଁରପାଳ ବ୍ଲକ ତଳମୂଳ ଗ୍ରାମରେ ପାନୀୟ ଜଳ ଯୋଗାଣ ବ୍ୟବସ୍ଥାର ବିଚିତ୍ର ଦୃଶ୍ୟ ଦେଖିବାକୁ ମିଳିଛି। ପାନୀୟ ଜଳ ମୁନ୍ଦେ ପାଇଁ ଅନେକ ସ୍ଥାନରେ ଲୋକ ଡହଳ ବିକଳ ହେଉଥିବାବେଳେ ଏଠାରେ ଅନବରତ ପାଣି ପ୍ରବାହିତ ହୋଇ କୃତ୍ରିମ…

ଧୁମ୍‌ଧାମ୍‌ରେ ପାଳନ ହେଲା ନୂତନବର୍ଷ: ସକାଳେ ଦିଅଁ ଦର୍ଶନ, ସନ୍ଧ୍ୟାରେ ପାର୍କରେ ଭିଡ଼

ଅନୁଗୋଳ ଅଫିସ, ୨ା୧ – ନୂଆ ଉତ୍ସାହ। ନୂଆ ଉଦ୍ଦୀପନା। ପ୍ରିୟଜନଠାରୁ ଆରମ୍ଭ କରି ବନ୍ଧୁ, ସମ୍ପର୍କୀୟଙ୍କୁ ନବବର୍ଷର ଅଭିନନ୍ଦନ ଜଣାଇଛନ୍ତି ସଭିଏଁ। ନିଆରା ଢଙ୍ଗରେ ନୂଆବର୍ଷକୁ ସ୍ବାଗତ କରିଛନ୍ତି ଯୁବପିଢ଼ି। ସାରା ରାତି ଜିରୋ ନାଇଟ ସେଲିବ୍ରେଶନରେ ବିତିଥିବାବେଳେ ସକାଳୁ…

ନୂଆବର୍ଷରେ ହାର୍ଦ୍ଦିକଙ୍କ ନିର୍ବନ୍ଧ

ନୂଆଦିଲ୍ଲୀ,୨।୧ (ପି.ଟି.)- ନୂଆବର୍ଷର ପ୍ରଥମ ଦିନରେ ଭାରତୀୟ ତାରକା ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ନିଜ ନିର୍ବନ୍ଧ କଥା ଘୋଷଣା କରି ସମସ୍ତଙ୍କୁ ଚକିତ କରିଛନ୍ତି। ସର୍ବିୟା ଅଭିନେତ୍ରୀ ନତାଶା ଷ୍ଟାନ୍‌କୋଭିକଙ୍କ ସହ ତାଙ୍କର ନିର୍ବନ୍ଧ ହୋଇଛିି। ଇନ୍‌ଷ୍ଟାଗ୍ରାମ୍‌ରେ ପାଣ୍ଡ୍ୟା ଏ ନେଇ…

ନାରୀ ସୁରକ୍ଷା ଉପରେ ଫୋକସ: ଆଜି ଦାୟିତ୍ୱ ନେବେ ୩୦୦ ମହିଳା ଏସ୍‌ପିଓ

ଭୁବନେଶ୍ୱର,୨ା୧(ବ୍ୟୁରୋ): ଏଣିକି ରାଜଧାନୀରେ ମହିଳାଙ୍କୁ ସୁରକ୍ଷା ଦେବେ ମହିଳା। ଦିନକୁ ଦିନ ବଢୁଥିବା ନାରୀ ନିର୍ଯାତନା, ଅତ୍ୟାଚାର, ବଳାତ୍କାରକୁ ରୋକିବା ପାଇଁ କମିଶନରେଟ ପୋଲିସ ପକ୍ଷରୁ ମହିଳା ସ୍ପେଶାଲ ପୋଲିସ ଅଫିସର(ଏସ୍‌ପିଓ) ଗଠନ କରାଯାଇଛି। ତେବେ ଗୁରୁବାର ଏହି ଏସ୍‌ପିଓମାନେ ଦାୟିତ୍ୱ…

ସାଇକେଲରେ ସବୁଜ ବାହିନୀର ସଚେତନତା

ବ୍ରହ୍ମପୁର ଅଫିସ,୨ା୧- ନୂତନ ବର୍ଷକୁ କିଛି ନିଆରା ଢଙ୍ଗରେ ସ୍ବାଗତ କରିଛନ୍ତି ବ୍ରହ୍ମପୁର ସବୁଜ ବାହିନୀ କର୍ମକର୍ତ୍ତା । ନୂତନ ବର୍ଷରୁ ଗୃହ ମଧ୍ୟରେ ଚାରା ତଥା ଅନ୍ତଃଗୃହ ଚାରା ରୋପଣ ଦିଗରେ ଜନସଚେତନତା ଆରମ୍ଭ କରିଛନ୍ତି। ପୂର୍ବରୁ ସବୁଜ ବାହିନୀ…

‘ଥିଲେ ଦିଅ, ନଥିଲେ ନିଅ’

ଭୁବନେଶ୍ୱର,୨ା୧(ବ୍ୟୁରୋ): ଶୀତ ଆନ୍ଦୋଳନର ପ୍ରବର୍ତ୍ତକ ମାୟାଧର ନାୟକଙ୍କ ଶୀତ ଅଭିଯାନରେ ଅନୁପ୍ରାଣିତ ହୋଇ ଉଡ୍ର ଚାରିଟେବଲ୍‌ ଟ୍ରଷ୍ଟ ପକ୍ଷରୁ ବାପୁଜୀ ନଗରସ୍ଥିତ ପ୍ୟାରିସ୍‌ ବେକେରି ଆଉଟ୍‌ଲେଟ୍‌ରେ ପୁରୁଣା ବସ୍ତ୍ର ସଂଗ୍ରହ ଅଭିଯାନର ଶୁଭାରମ୍ଭ ହୋଇଛି। ‘ଥିଲେ ଦିଅ, ନ ଥିଲେ ନିଅ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?