ଗୋଟିଏ ଦିନରେ ଫିଲ୍ମରୁ ୧୨୦ କୋଟି ଆୟ ହେଉଛି, ଦେଶରେ ମାନ୍ଦାବସ୍ଥା କୁଆଡୁ ଆସିଲା: ଆଇନ ମନ୍ତ୍ରୀ
ମୁମ୍ବାଇ,୧୨।୧୦: ମାନ୍ଦା ଅର୍ଥ ବ୍ୟବସ୍ଥାକୁ ନେଇ ସରଗରମ ଦେଶ। ସବୁ ମାହୋଲରେ ଅର୍ଥନୀତିକୁ ନେଇ ଚର୍ଚ୍ଚା। ତେବେ କେନ୍ଦ୍ର ଆଇନ ମନ୍ତ୍ରୀ ରବିଶଙ୍କର ପ୍ରସାଦ ଏହାକୁ ମାନିବାକୁ ନାରାଜ। ଦେଶର ମାନ୍ଦା ଅର୍ଥନୀତିକୁ ଫିଲ୍ମ ଆୟ ସହ ତୁଳନା କରି ଫସିଯାଇଛନ୍ତି…
ବିଶ୍ୱର ସବୁଠାରୁ ପୁରୁଣା ହୋଟେଲ: ଗୋଟିଏ ରାତି ପାଇଁ ଦେବାକୁ ପଡ଼େ ୩୩ ହଜାର, ଗିନିଜ୍ ଓ୍ବାଲର୍ଡ ରେକର୍ଡରେ ପାଇଛି ସ୍ଥାନ
ବିଶ୍ୱରେ ଅନେକ ପୁରାତନ ହୋଟେଲମାନ ରହିଛି। ଯାହାକି ସମୟ ସାଙ୍ଗକୁ ପରିବର୍ତ୍ତନ ମଧ୍ୟ ହୋଇଥାଏ। ମାତ୍ର ଜାପାନରେ ଏମିତି ଏକ ହୋଟେଲ ରହିଛି, ଯାହା ଆଜି ଇତିହାସ ପାଲଟିିଛି। ‘ନିଶିୟାମା ଓନ୍ସେନ କ୍ୟୁନାକାନ୍’ ନାମକ ଏହି ହୋଟେଲ ବିଶ୍ୱର ସବୁଠାରୁ ପୁରାତନ।…
ଆଇତିପୁର ପଞ୍ଚାୟତ ହାଇସ୍କୁଲ ବିବାଦ ବଢୁଛି, ଜିଲାପାଳଙ୍କଠାରେ ଫେରାଦ ହେଲେ ଲୋକେ
ହାଟଡିହୀ,୧୨।୧୦(ଡି.ଏନ୍.ଏ.) : କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଆଇତିପୁର ପଞ୍ଚାୟତ ହାଇସ୍କୁଲକୁ ନେଇ ବିବାଦ ଦିନକୁ ଦିନ ବଢ଼ିବାରେ ଲାଗିଛି। ଫଳରେ ପଞ୍ଚାୟତବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଉଥିବାବେଳେ ଅଭିଯୋଗ ହୋଇଛି। ଅଭିଯୋଗରୁ ଜଣାଯାଇଛି ଯେ, ପଞ୍ଚାୟତ ମଧ୍ୟ ଇଂରାଜୀ ବିଦ୍ୟାଳୟ…
ମହୀଧରପୁରରେ ପୃଥକ୍ ଦୁର୍ଘଟଣା: ଜଣେ ମୃତ, ୨ ଗୁରୁତର
ଅନୁଗୋଳ ଅଫିସ,୧୨।୧୦: ଅନୁଗୋଳ ଜିଲା ବଅଁରପାଳ ଥାନା ଅନ୍ତର୍ଗତ ମହୀଧରପୁରରେ ଶନିବାର ୨ଟି ସ୍ଥାନରେ ଦୁର୍ଘଟଣା ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ମୃତକ ହେଲେ ଶୁଶୁଡା ଅଞ୍ଚଳର ନରେଶ ମାହାଳିକ(୩୨) ଓରଫ ପିଣ୍ଟୁ।…
ଭାରସାମ୍ୟ ହରାଇ ବାଇକ୍ ଦୁର୍ଘଟଣାଗ୍ରସ୍ତ: ଚାଳକ ମୃତ
ଆନନ୍ଦପୁର,୧୨।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅଧୀନ ୨୦ ନଂ. ଜାତୀୟ ରାଜପଥ ସାଇଁକୁଳଠାରେ ଶନିବାର ଏକ ବାଇକ୍ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ବାଇକ୍ ଆରୋହୀଙ୍କର ମୃତ୍ୟୁ ଘଟିଛି। ମୃତକ ସ୍ଥାନୀୟ ବାତୋ ପଞ୍ଚାୟତ ଅଧୀନ ଅଞ୍ଜର ଗ୍ରାମର…
୨୭୫ ରନ୍ରେ ଅଟକିଲା ଦକ୍ଷିଣ ଆଫ୍ରିକା
ପୁଣେ,୧୨।୧୦- ଏଠାରେ ଚାଲିଥିବା ଦ୍ୱିତୀୟ ଟେଷ୍ଟର ପ୍ରଥମ ଇନିଂସରେ ଭାରତୀୟ ବୋଲରଙ୍କ ମାପଚୁପ ବୋଲିଂ ଯୋଗୁ ଦକ୍ଷିଣ ଆଫ୍ରିକା ୨୭୫ ରନ୍ରେ ସୀମିତ ରହିଛି। ଫଳରେ ପ୍ରଥମ ଇନିଂସରେ ୬୦୧ ରନ୍ କରିଥିବା ଭାରତ ୩୨୬ ରନ୍ର ଅଗ୍ରଣୀ ହାସଲ କରିଛି।…
ବ୍ରୋଞ୍ଜରେ ସନ୍ତୁଷ୍ଟ ମେରୀକମ୍
ଉଲାନ-ଉଡେ(ରୁଷିଆ),୧୨।୧୦(ପି.ଟି.)- ଛ’ ଥର ବିଶ୍ୱ ଚାମ୍ପିୟନ ଏମ୍.ସି. ମେରୀକମ୍ଙ୍କୁ ଚଳିତ ଥର ବ୍ରୋଞ୍ଜ ପଦକରେ ସନ୍ତୁଷ୍ଟ ହେବାକୁ ପଡ଼ିଛି। ଏଠାରେ ଚାଲିଥିବା ମହିଳା ବିଶ୍ୱ ବକ୍ସିଂ ଚାମ୍ପିୟନଶିପ୍ର ସେମିଫାଇନାଲରେ ମେରୀକମ୍ ତୁର୍କୀର ବୁସେନାଜ କାକିରୋଗ୍ଲୁଙ୍କଠାରୁ ପରାସ୍ତ ହୋଇଛନ୍ତି। ତୃତୀୟ ସିଡ୍ ମେରୀକମ୍ଙ୍କୁ…
ମଦ ପାଇଁ ଅଭିନୟଠାରୁ ଦୂରେଇ ଯାଇଥିଲେ ଏହି ଅଭିନେତ୍ରୀ
ଦକ୍ଷିଣ ଭାରତ ଫିଲ୍ମ ଇଣ୍ଡଷ୍ଟ୍ରିର ସଫଳ ତଥା ଚର୍ଚ୍ଚିତ ଅଭିନେତ୍ରୀ ଶ୍ରୁତି ହାସନ। ସେ ବଲିଉଡ୍ ସିନେମାରେ ମଧ୍ୟ କାମ କରିସାରିଛନ୍ତି। ବିଗତ କିଛି ଦିନ ହେବ ଶ୍ରୁତି ବ୍ୟକ୍ତିଗତ ଜୀବନକୁ ନେଇ ଖୁବ୍ ଚର୍ଚ୍ଚାରେ। ନିକଟରେ ଶ୍ରୁତି ଏମିତି କିଛି…
ପଲିଥିନ୍ ବ୍ୟବହାର ପ୍ରତିବନ୍ଧକକୁ ମାନୁନାହାନ୍ତି ଲୋକେ, ସୌନ୍ଦର୍ଯ୍ୟ ହରାଉଛି ଦାରିଙ୍ଗବାଡ଼ି
ଦାରିଙ୍ଗବାଡ଼ି,୧୨।୧୦(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପର୍ଯ୍ୟଟନ କ୍ଷେତ୍ରର ସୌନ୍ଦର୍ଯ୍ୟ ଦିନକୁ ଦିନ ହରାଇବାକୁ ବସିଛି। ସରକାରଙ୍କ ପକ୍ଷରୁ ପଲିଥିନ୍ ବେଆଇନ ଘୋଷଣା ପରେ ବି ଲୋକେ ପ୍ରତିବନ୍ଧକକୁ ନ ମାନି ବହୁଳ ମାତ୍ରାରେ ବ୍ୟବହାର କରୁଛନ୍ତି। ଅଳିଆ ଆବର୍ଜନା ସହ ହୋଟେଲର…
ମୋଦିଙ୍କ ସହ ଛାଇ ଭଳି ଥିବା ମହିଳା ଜଣକ କିଏ
ଚେନ୍ନାଇ,୧୨।୧୦: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ୨ ଦିନିଆ ଭାରତ ଗସ୍ତରେ ଆସି ଶୁକ୍ରବାର ତାମିଲନାଡୁରେ ପହଞ୍ଚିଥିଲେ। ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଜିନପିଙ୍ଗ ମଧ୍ୟରେ ହେବାକୁ ଥିବା ଅନୌପଚାରିକ ବୈଠକରେ ଯୋଗ ଦେବା ପୂର୍ବରୁ ମୋଦିଙ୍କ ସହ…
ଲକ୍ଷାଧିକ ଟଙ୍କା, ସୁନା ଅଳଙ୍କାର ଚୋରି
ଆନନ୍ଦପୁର,୧୨।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ଥାନା ଅଧୀନ ତୋରାଣିଆପାଳ ଗ୍ରାମରୁ ଶୁକ୍ରବାର ରାତିରେ ଚୋରି ହୋଇଛି। ଦୁର୍ବୃତ୍ତମାନେ ପ୍ରଶାନ୍ତ କୁମାର ଦାସଙ୍କ ଘରେ ପଶି ଲକ୍ଷାଧିକ ଟଙ୍କା ଓ ସୁନା ଅଳଙ୍କାର ଚୋରି କରି ନେଇଥିବା ଜଣାପଡ଼ିଛି। ଖବରପାଇ ଘସିପୁରା ପୋଲିସ…
ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ
ଧାମନଗର,୧୨।୧୦(ଡି.ଏନ୍.ଏ.): ଭଦ୍ରକ ଜିଲା ଧାମନଗର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଶନିବାର ଅଭିଯୋଗ ହୋଇଛି। ନାବାଳିକା ଜଣକ ଟ୍ୟୁସନରୁ ଫେରୁଥିବା ବେଳେ ଉକ୍ତ ଅଞ୍ଚଳର ଜଣେ ଯୁବକ ତାଙ୍କୁ ଏକୁଟିଆ ପାଇ ନିକଟସ୍ଥ ଜଙ୍ଗଲକୁ ନେଇ ବଳାତ୍କାର କରିଥିବା…
Archives


