Home Left

ପାଣିରେ ବୁଡ଼ି ଯୁବକଙ୍କ ମୃତ୍ୟୁ

ଉଦଳା,୨ା୧(ଡି.ଏନ୍‌.ଏ.)- ନୂଆ ବର୍ଷକୁ ସ୍ବାଗତ କରିବା ନିମନ୍ତେ ସମସ୍ତେ ମସଗୁଲ୍‌ ଥିବା ବେଳେ ମୟୂରଭଞ୍ଜ ଜିଲା ଉଦଳା ଥାନା ଅଧୀନ ଆମ୍ବଡିହା ଗ୍ରାମରେ ଏକ ଅଘଟଣ ଘଟିଛି। ଗାଧୋଇବା ପାଇଁ ନଦୀକୁ ଯାଇଥିବା ବେଳେ ପାଣିରେ ବୁଡି ଜଣେ ଯୁବକଙ୍କ ମୃତ୍ୟୁ…

ପୁରୀ ସେବା ସମିତିର ବସନ ସେବା: ବସ୍ତ୍ର ପାଇ ଖୁସିରେ ଫେରିଲେ ୨ ବନ୍ଧୁ

ପୁରୀ ଅଫିସ,୨ା୧: ନୂତନ ବର୍ଷ ଅବସରରେ ପୁରୀ ସେବା ସମିତି ପକ୍ଷରୁ ମରିଚିକୋଟ ସ୍ଥିତ କାର୍ଯ୍ୟାଳୟ ଆଗରେ ବସନ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବହୁ ଗରିବ, ଅସହାୟ ବ୍ୟକ୍ତିଙ୍କୁ ପ୍ୟାଣ୍ଟସାର୍ଟ, ଶୀତବସ୍ତ୍ର ବଣ୍ଟନ କରାଯାଇଥିଲା। ତେବେ ସୁବର୍ଣ୍ଣପୁରରୁ ଆସିଥିବା ଦୁଇଜଣ…

ପରିବେଶ ସୁରକ୍ଷାର ବାର୍ତ୍ତା ଦେଇ ନବବର୍ଷକୁ ସ୍ବାଗତ

ବାରିପଦା ଅଫିସ,୨ା୧- ବାରିପଦା ଶହୀଦ ପଡ଼ିିଆଠାରେ ସାମାଜିକ ଅନୁଷ୍ଠାନ କ୍ଲବ ଫ୍ରେଣ୍ଡଶିପ ପକ୍ଷରୁ ମଙ୍ଗଳବାର ରାତିରେ ପରିବେଶ ସୁରକ୍ଷାର ବାର୍ତ୍ତା ଦେଇ ନବବର୍ଷକୁ ସ୍ବାଗତ କରାଯାଇଛି। ଅତିଥିମାନଙ୍କୁ ଗୋଟିଏ ଗୋଟିଏ ଚାରା ଗଛ ପ୍ରଦାନ କରି ଅନୁଷ୍ଠାନ ପରିବେଶ ସୁରକ୍ଷା ବାର୍ତ୍ତା…

ଜିଲା ମୁଖ୍ୟ ଚିକିତ୍ସାଳୟରେ ଅବ୍ୟବସ୍ଥାକୁ ନେଇ କେନ୍ଦ୍ରମନ୍ତ୍ରୀଙ୍କ ଧାରଣା

ବାଲେଶ୍ୱର ଅଫିସ,୨।୧- ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟ ତଥା ଫକୀର ମୋହନ ମେଡିକାଲ କଲେଜରେ ଅବ୍ୟବସ୍ଥା। ଡାକ୍ତରଖାନାରେ ରୋଗୀଙ୍କୁ ଅପରିଷ୍କାର ବେଡ୍‌ଶିଟ ଦେବା ଏବଂ ଡାକ୍ତର ଟଙ୍କା ମାଗୁଥିବା ଅଭିଯୋଗ କରି ବୁଧବାର ରାତିରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ଧାରଣାରେ ବସିଛନ୍ତି।…

ଯୁବକଙ୍କୁ ମାଡ଼ ପ୍ରତିବାଦରେ ରାସ୍ତାରୋକୋ

ବ୍ରହ୍ମଗିରି,୨ା୧(ଡି.ଏନ୍‌.ଏ.): ପୋଲିସ ଜଣେ ଯୁବକଙ୍କୁ ମାଡ଼ ମାରିବା ପ୍ରତିବାଦରେ ବୁଧବାର ରାତିରେ ସ୍ଥାନୀୟ ଯୁବକମାନେ ବେଣ୍ଟପୁର ଛକଠାରେ ରାସ୍ତାରୋକୋ କରିଥିଲେ। ସୂଚନା ଅନୁଯାୟୀ, ନୂଆବର୍ଷ ଉପଲକ୍ଷେ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ବ୍ରହ୍ମଗିରି ପୋଲିସ ପକ୍ଷରୁ ପାଟ୍ରୋଲିଂ କରାଯାଉଛି। ବ୍ରହ୍ମଗିରି ବେଣ୍ଟପୁର ଛକ…

ସାକ୍ଷୀଗୋପାଳଙ୍କ ଦର୍ଶନ କଲେ ମନ୍ତ୍ରୀ ଟୁକୁନି ସାହୁ

ସାକ୍ଷୀଗୋପାଳ,୨ା୧(ଡି.ଏନ୍‌.ଏ.): ନୂଆବର୍ଷରେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବା ପରେ ସାକ୍ଷୀଗୋପାଳଙ୍କ ଦର୍ଶନ ସହ ପୂଜାର୍ଚ୍ଚନା କରିଛନ୍ତି। ଦର୍ଶନ ବେଳେ ଅଧିକାରୀ ଓ ସ୍ଥାନୀୟ ନେତୃ ମଣ୍ଡଳୀ ଉପସ୍ଥିତ ଥିଲେ। ଭୋର ୪ଟା ରୁ…

ଅଣ୍ଡାଠାରୁ ଅଧିକ ଉପକାରୀ ଟମାଟୋ

ଭାରତୀୟ ବ୍ୟଞ୍ଜନରେ ଟମାଟୋ ପ୍ରମୁଖ ଭାବେ ବ୍ୟବହାର ହୋଇଥାଏ। ଟମାଟୋ ବିନା ସାଲାଡ୍‌, ସୁପ୍‌, ତରକାରି, ଆଚାର, ଚଟଣୀ, କ୍ୟାଚ୍‌ଅପ ଇତ୍ୟାଦି କରିବା ଅସମ୍ଭବ। ଟମାଟୋରେ ଅନେକ ଗୁଣକାରୀ ତତ୍ତ୍ୱ ରହିଛି, ଯାହା ରୋଗକୁ ଦୂର କରିବାରେ ସହାୟକ ହୋଇଥାଏ। ହର୍ଭାର୍ଡ…

ହରେକୃଷ୍ଣ ମହତାବଙ୍କ ଜନ୍ମ ବାର୍ଷିକୀ ଲାଗି ବ୍ୟାପକ ପ୍ରସ୍ତୁତି: ବର୍ଷସାରା ଦେଶବ୍ୟାପୀ ଚାଲିବ କାର୍ଯ୍ୟକ୍ରମ

ଭୁବନେଶ୍ୱର, ୧ା୧ (ବ୍ୟୁରୋ): ଉତ୍କଳ କେଶରୀ ଡ. ହରେକୃଷ୍ଣ ମହତାବଙ୍କ ୧୨୦ତମ ଜନ୍ମ ବାର୍ଷିକୀ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ନବ ଉତ୍କଳ ନିର୍ମାତା ଡ. ମହତାବଙ୍କର ରାଷ୍ଟ୍ର ନିର୍ମାଣ ଓ ସ୍ବାଧୀନତା ଆନ୍ଦୋଳନରେ ପ୍ରମୁଖ ଭୂମିକା ଥିଲା।…

କୁହୁଡ଼ି ପାଇଁ ବଦଳିଲା ଟ୍ରେନ୍‌ ସମୟ

ଭୁବନେଶ୍ୱର, ୧ା୧(ବ୍ୟୁରୋ): ଉତ୍ତର ଭାରତରେ ଘନ କୁହୁଡ଼ି ଜାରି ରହିଛି। ଏଥିଯୋଗୁ ଟ୍ରେନ୍‌ ସେବା ବାଧାପ୍ରାପ୍ତ ହୋଇଛି। ସଂଯୋଗୀକାରୀ ଟ୍ରେନ୍‌ଗୁଡିକ ବିଳମ୍ବରେ ଚଳାଚଳ କରୁଥିବାରୁ ଗୁରୁବାର ପାଇଁ ଦୁଇଟି ଏକ୍ସପ୍ରେସ୍‌ର ସମୟସୂଚୀ ପରିବର୍ତ୍ତନ କରାଯାଇଛି। ପୁରୀରୁ ପୂର୍ବାହ୍ନ ୧୦ଟା ୫୫ରେ ଛାଡ଼ିବାକୁଥିବା…

କ୍ରୀଡ଼ାବିତ୍‌ଙ୍କ ନୂଆ ବର୍ଷ ପାଳନ

ନୂଆଦିଲ୍ଲୀ, ୧।୧: ନୂତନ ବର୍ଷ ୨୦୨୦କୁ ସ୍ବାଗତ କରିବା ପାଇଁ ଭାରତୀୟ କ୍ରୀଡ଼ା ଜଗତର ତାରକା ଖେଳାଳିମାନେ ସୋସିଆଲ ମିଡିଆର ସହାୟତା ନେଇଥିଲେ। ବିଭିନ୍ନ ସୋସିଆଲ ମିଡିଆରେ ଭାରତୀୟ ଖେଳାଳିମାନେ ନୂଆ ବର୍ଷ ପାର୍ଟିର ଫଟୋ ଶେୟାର କରିବା ସହିତ ସମସ୍ତଙ୍କୁ…

ଭାରତ ବିପକ୍ଷ ଟି୨୦ ସିରିଜ ଲାଗି ମାଥ୍ୟୁସ ଫେରିଲେ

କଲମ୍ବୋ, ୧।୧ (ପି.ଟି.): ଭାରତ ବିପକ୍ଷ ଆଗାମୀ ଟି୨୦ ସିରିଜ ଲାଗି ବୁଧବାର ଶ୍ରୀଲଙ୍କା ଦଳ ଘୋଷିତ ହୋଇଛି। ଲସିଥ୍‌ ମାଲିଙ୍ଗାଙ୍କ ନେତୃତ୍ୱରେ ଘୋଷିତ ୧୬ ଜଣିଆ ଦଳକୁ ଭେଟେରାନ ଅଲ୍‌ରାଉଣ୍ଡର ଆଞ୍ଜେଲୋ ମାଥ୍ୟୁସ ପ୍ରତ୍ୟାବର୍ତ୍ତନ କରିଛନ୍ତି। ୩୨ ବର୍ଷୀୟ ମାଥ୍ୟୁସ…

ଘଟଗାଁରେ ନବବର୍ଷ ଲାଗି ୨ ଲକ୍ଷ ଶ୍ରଦ୍ଧାଳୁ

ଘଟଗାଁ, ୧ା୧: ଇଂରାଜୀ ନବବର୍ଷ ଲାଗି ପ୍ର ବୁଧବାର ଦିନ ଘଟଗାଁ ମା’ ତାରିଣୀ ପୀଠରେ ଦର୍ଶନ ପାଇଁ ୨ ଲକ୍ଷ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିବା ଜଣାଯାଇଛି। ଏଥିସହିତ ସେମାନେ ମା’ ତାରିଣୀଙ୍କ ସୁନାବେଶ ଦର୍ଶନ କରିଥିଲେ। ପ୍ରତ୍ୟୁଷରୁ ମା’ଙ୍କ ମାଜଣା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?