ଜାହ୍ନବୀଙ୍କ ଜିମ୍ ଲୁକ୍
ଜିମ୍ ସେଣ୍ଟର ବାହାରେ ଅଭିନେତ୍ରୀ ଜାହ୍ନବୀ କପୁରଙ୍କୁ ସ୍ପଟ୍ କରାଯାଇଛି। ସେ ଧଳା ରଙ୍ଗର ଏକ କ୍ରପ୍ ଟପ୍ ଏବଂ ଛୋଟ ପ୍ୟାଣ୍ଟ ପିନ୍ଧିଛନ୍ତି। ଜାହ୍ନବୀଙ୍କ ଏହି ଜିମ୍ ଲୁକ୍ ପ୍ରଶଂସକଙ୍କୁ ବେଶ୍ ପସନ୍ଦ ଆସିଛି। ତାଙ୍କର ଏହି ହଟ୍ ଲୁକ୍ର…
କଂଗ୍ରେସରେ ଯୋଗ ଦେଲେ ଅଳକା
ନୂଆଦିଲ୍ଲୀ,୧୨।୧୦: ମାସେରୁ ଊର୍ଦ୍ଧ୍ୱ ସମୟ ହେବ ଆମ ଆଦମୀ ପାର୍ଟି(ଏଏପି) ଛାଡିଥିବା ଚାନ୍ଦନୀ ଚୌକର ବିଧାୟିକା ଅଳକା ଲାମ୍ବା ଶନିବାର କଂଗ୍ରେସରେ ଯୋଗ ଦେଇଛନ୍ତି। କଂଗ୍ରେସ ମୁଖ୍ୟ କାର୍ଯ୍ୟାଳୟରେ ପିସି ଚାକୋଙ୍କ ଉପସ୍ଥିତିରେ ସେ କଂଗ୍ରେସରେ ଯୋଗ ଦେଇଛନ୍ତି। ଶୁକ୍ରବାର ସେ…
୩୮ ବୋଇଂ ବିମାନରେ ଦେଖାଦେଲା ତ୍ରୁଟି
ନ୍ୟୁୟର୍କ,୧୨।୧୦: ବିମାନ ଓ ରକେଟ୍ ପ୍ରସ୍ତୁତକାରୀ ଆମେରିକା କମ୍ପାନୀ ବୋଇଂ ଏରୋସ୍ପେଶ ଏବେ ପୁଣିଥରେ ଅଡୁଆରେ ପଡିଛି। ଗତବର୍ଷ ଅକ୍ଟୋବର ଓ ଚଳିତ ବର୍ଷ ମାର୍ଚ୍ଚରେ ଦୁର୍ଘଟଣା ଗ୍ରସ୍ତ ହେବା ପରେ କମ୍ପାନୀ ୭୩୭ ବୋଇଂ ବିମାନର ଉଡାଣକୁ ସ୍ଥଗିତ ରଖିଛି।…
ସଙ୍କଟରେ ଆର୍ଥିକ ସ୍ଥିତି: ଲେବାନନ୍ରେ ସାମୁହିକ ବିବାହକୁ ପସନ୍ଦ କରୁଛନ୍ତି ଲୋକେ
ଜେରୁଜେଲମ୍,୧୨।୧୦: ଇସ୍ରାଏଲ୍ ସହିତ ୨୦୦୬ଠାରୁ ଲେବାନନ୍ର ଗୃହଯୁଦ୍ଧ ଲାଗି ରହିଛି। ଫଳରେ ଲେବାନନ୍ର ଆର୍ଥିକ ସ୍ଥିତି ଏବେ ସଙ୍କଟ ଜନକ ହୋଇଛି। ଲୋକଙ୍କ ପାଖରେ ଟଙ୍କା ନ ଥିବାରୁ ସେମାନେ ବିବାହ ମଧ୍ୟ କରିପାରୁ ନାହାଁନ୍ତି। ତେଣୁ ଏଠାକାର ଲୋକେ ଏବେ…
ଜିନପିଙ୍ଗଙ୍କ ସୁରକ୍ଷା ପାଇଁ ୧୦ ଦିନ ଆଗରୁ ଉଠାଯାଉଥିଲା ଫଟୋ
ଚେନ୍ନାଇ,୧୨।୧୦: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ୨ ଦିନିଆ ଭାରତ ଗସ୍ତରେ ଆସିଛନ୍ତି। ମୋଦିଙ୍କ ସହ ତାଙ୍କର ଏହି ଅନୌପଚାରିକ ସାକ୍ଷାତ୍କାରକୁ ନେଇ ସୁରକ୍ଷା ବ୍ୟବସ୍ଥା ମଧ୍ୟ କଡାକଡି କରାଯାଇଛି। ରାଷ୍ଟ୍ରପତି ରହୁଥିବା ହୋଟେଲରୁ ବିମାନ ବନ୍ଦର ପର୍ଯ୍ୟନ୍ତ ପ୍ରତି ମୂହୂର୍ତ୍ତର…
ଘାଘରା ନଦୀରେ ଡଙ୍ଗା ବୁଡ଼ି ଘଟଣା: ୪ମହିଳା ନିଖୋଜ
ଲକ୍ଷ୍ନୌ,୧୨।୧୦: ଉତ୍ତରପ୍ରଦେଶ ସନ୍ଥକବୀରନଗର ଜିଲାରେ ଥିବା ଘାଘରା ନଦୀର ରାମବାଗ ଘାଟରେ ଶନିବାର ସକାଳେ ଏକ ଦୁର୍ଘଟଣା ଘଟିଛି। ନଦୀରେ ଡଙ୍ଗାଟି ଭାରସାମ୍ୟ ହରାଇ ଓଲଟିପଡ଼ିବାରୁ ସେଥିରେ ଥିବା ୪ମହିଳାଙ୍କ ସମେତ ୧୮ଜଣ ବ୍ୟକ୍ତି ବୁଡିଯାଇଥିଲେ। ଖବରପାଇ ଘଟଣାସ୍ଥଳରେ ଏସ୍ଡିଏମ୍, ପୋଲିସ…
ଟ୍ରକ୍ ଧକ୍କାରେ ଛାତ୍ର ମୃତ, ୨ ଗୁରୁତର: କଟକ-ପାରାଦୀପ ରାସ୍ତା ଅବରୋଧ
ପାରାଦୀପ, ୧୨।୧୦(ସ୍ବ.ପ୍ର.): କଟକ-ପାରାଦୀପ ରାସ୍ତାର ଭୂତମୁଣ୍ଡାଇ ନିକଟ ବରେଇ ଛକରେ ଶନିବାର ସକାଳେ ଏକ ଦୁର୍ଘଟଣା ଘଟିଛି। ଟ୍ରକ୍ ଧକ୍କାରେ ଜଣେ ଛାତ୍ରଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୨ ଜଣ ଗୁରୁତର ହୋଇଛନ୍ତି। ମୃତ ଛାତ୍ର ହେଲେ ବରେଇ ଗ୍ରାମର…
ଜଗନ ମୋହନଙ୍କୁ ମାନସିକ ରୋଗୀ ବୋଲି କହିଲେ ଚନ୍ଦ୍ରାବାବୁ
ହାଇଦ୍ରାବାଦ,୧୨।୧୦: ଆନ୍ଧ୍ର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଏନ୍. ଚନ୍ଦ୍ରାବାବୁ ନାଇଡୁ ପୁଣିଥରେ ଓ୍ବାଇଏସ୍ଆର୍ କଂଗ୍ରେସର ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀଙ୍କୁ ଟାର୍ଗେଟ କରିଛନ୍ତି। ଚନ୍ଦ୍ରାବାବୁ କହିଛନ୍ତି ଓ୍ବାଇଏସ୍ଆର୍ସିପି ସରକାର ଜନ ବିରୋଧୀ ନୀତି ଲାଗୁ କରୁଛି। ଏହାସହ ସରକାର ବିରୋଧୀଙ୍କ ଉପରେ…
ଭାଲୁ ପ୍ରେମରେ ‘ଭେରା’
ମସ୍କୋ: ମଣିଷ-ପ୍ରାଣୀ ମଧ୍ୟରେ ସମ୍ପର୍କ କାହିଁ କେଉଁ କାଳରୁ ରହିଆସିଛି। ହେଲେ ଯେବେ ଜଙ୍ଗଲୀ ଜନ୍ତୁ କଥା ଉଠେ, ତେବେ ଜଣେ ତା’ ସହ ଭାବ ବଢ଼ାଇବା ଆଗରୁ ନିଶ୍ଚିତ ଶହେ ଥର ଚିନ୍ତା କରିବ। ଏ କ୍ଷେତ୍ରରେ ଭେରା ବ୍ଲିଶ୍ଙ୍କ…
ବଡ଼ ବଜାର ପୋଷ୍ଟ ଅଫିସ କମ୍ପ୍ୟୁଟର ଅଚଳ: ସେବା ଠପ୍
ଗଞ୍ଜାମ,୧୨।୧୦(ଡି.ଏନ୍.ଏ.): ଗଞ୍ଜାମ ଜିଲା ବଡ଼ ବଜାରରେ ଥିବା ପୋଷ୍ଟ ଅଫିସ କମ୍ପ୍ୟୁଟର ୨୦ ଦିନରୁ ଊର୍ଦ୍ଧ୍ୱ ହେବ ଅଚଳ ରହିଛି। ଫଳରେ ପୋଷ୍ଟ ସମ୍ବନ୍ଧୀୟ ସେବା ଠପ୍ ହୋଇଯାଇଛି। ଲୋକେ ନାହିଁ ନଥିବା ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ଅଞ୍ଚଳବାସୀ ଅଫିସ…
ବିବାହ ବାର୍ଷିକୀ ପାଳନ କରିବାକୁ ସମୁଦ୍ରକୂଳକୁ ଯାଇଥିଲେ ଦମ୍ପତି, କୂଳରୁ ଯାହା ପାଇଲେ ଲୋମ ଟାଙ୍କୁରି ଉଠିଲା
ଇଂଲଣ୍ଡରେ ରହୁଥିବା ଡେବରା ଓଲିବର ସ୍ବାମୀଙ୍କ ସହିତ ୪୨ତମ ବିବାହ ବାର୍ଷିକୀ ପାଳନ କରିବା ପାଇଁ ସମୁଦ୍ରକୂଳକୁ ଯାଇଥିଲେ। ଉଭୟ ଖୁସି ମନାଉଥିବାବେଳେ ସମୁଦ୍ରକୂଳରୁ ଏମିତି ଏକ ଜିନିଷ ପାଇଲେ, ଯାହା ଦେଖି ସେମାନେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ସମୁଦ୍ର ଢେଉରେ ଏକ…
ସୋମବାର ମଧ୍ୟାହ୍ନରୁ ଜମ୍ମୁ-କଶ୍ମୀରରେ ପୋଷ୍ଟପେଡ୍ ମୋବାଇଲ୍ ସେବା ଆରମ୍ଭ
ଶ୍ରୀନଗର,୧୨।୧୦: ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଆସନ୍ତା ସୋମବାର ମଧ୍ୟାହ୍ନଠାରୁ ଜମ୍ମୁ-କଶ୍ମୀରରେ ପୋଷ୍ଟପେଡ୍ ମୋବାଇଲ୍ ସେବା ଆରମ୍ଭ ହେବ। ସ୍ଥାନୀୟ ପ୍ରଶାସନ ପକ୍ଷରୁ ଏଭଳି ନିଷ୍ପତ୍ତିି ଗ୍ରହଣ କରାଯାଇଛି। ଏନେଇ ମୁଖ୍ୟ ସଚିବ ରୋହିତ ଙ୍କସଲ ସୂଚନା ଦେଇଛନ୍ତି। ଲଶ୍କର-ଇ-ତୋଏବା ସମେତ…
Archives


