Home Left

ICC vs BCB: ବଢିଲା ବାଂଲାଦେଶର ଟେନସନ, ସରକାର-ଖେଳାଳିଙ୍କ ମଧ୍ୟରେ ବୈଠକ

ଢାକା,୨୨।୧: ବାଂଲାଦେଶ କ୍ରିକେଟ ବର୍ତ୍ତମାନ ୨୦୨୬ ଟି-୨୦ ବିଶ୍ୱକପ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛି। ପ୍ରଶ୍ନଟି ସରଳ: ବାଂଲାଦେଶ ତାର ଦଳକୁ ଭାରତ ପଠାଇବ ନା ବିଶ୍ୱକପରୁ ବାଦ ଦିଆଯିବାର ବିପଦ ରହିବ? ICC ର ୨୪ ଘଣ୍ଟାର…

ଶ୍ରୀମନ୍ଦିରକୁ ବୋମା ଧମକ: ସୋସିଆଲ ମିଡିଆରେ ଧମକପୂର୍ଣ୍ଣ ମେସେଜ ପରେ…

ପୁରୀ,୨୨।୧: ଶ୍ରୀମନ୍ଦିରକୁ ବୋମା ଧମକ। ସୋସିଆଲ ମିଡିଆରେ ଧମକପୂର୍ଣ୍ଣ ମେସେଜ ମାମଲାରେ ଜଣକୁ ପୋଲିସ ଅଟକ ରଖିଛି । ଜୁଲି ରାଣୀ ପଣ୍ଡା ନାମକ ଏକ ଫେସବୁକ ଆଇଡିରେ ଶ୍ରୀମନ୍ଦିର ସମେତ ପୁରୀ ଗ୍ରାଣ୍ଡ ସେଣ୍ଟର ଓ ରାଜ୍ୟସଭା ଏମ୍‌ପି ଶୁଭାଶିଷ…

କମିଗଲା ସୁନା ରେଟ୍‌: ଜାଣନ୍ତୁ ୧୦ ଗ୍ରାମକୁ କେତେ

ନୂଆଦିଲ୍ଲୀ,୨୧।୧: ଗତ କିଛି ଦିନ ଧରି ସୁନା ଏବଂ ରୂପା ମୂଲ୍ୟ ନିରନ୍ତର ବୃଦ୍ଧି ପାଉଥିଲା ଏବଂ ପ୍ରତିଦିନ ଏକ ପ୍ରବଳ ବୃଦ୍ଧି ସହିତ ନୂଆ ଉଚ୍ଚତାରେ ପହଞ୍ଚିଥିଲା। କିନ୍ତୁ ସପ୍ତାହର ଚତୁର୍ଥ ବାଣିଜ୍ୟ ଦିବସ ଗୁରୁବାର ମଲ୍ଟି କମୋଡିଟି ଏକ୍ସଚେଞ୍ଜ…

ରବି ଧାନ ଚାଷ ପ୍ରଭାବିତ ଆଶଙ୍କା: ଡ୍ୟାମ୍‌ରୁ ପାଣି ଛାଡ଼ିଦେଲା ଏମ୍‌ଆଇପି ବିଭାଗ

ଅମରପାଲି, ୨୨ା୧(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଲୁତୁରପଙ୍କ ଗ୍ରାମରେ ଘୁଙ୍ଗିନାଳ ଉପରେ ନିର୍ମାଣ ହୋଇଥିବା ଡ୍ୟାମରୁ ମଙ୍ଗଳବାର ରାତିରେ ବିନା ସୂଚନାରେ ଏମ୍‌ଆଇପି ବିଭାଗ ଗେଟ ଖୋଲିଦେଇ ପାଣି ଖାଲି କରି ଦେଇଛି। ଫଳରେ ଏହି ଡ୍ୟାମ ଉପରେ ନିର୍ଭର…

ବିଳମ୍ବିତ ରାତିରେ ଅଜଣା ବ୍ୟକ୍ତିଙ୍କୁ ନେଇ ସିମନବାଡିରେ ଆତଙ୍କ, ଧରା ପକାଇଲା ସିସି କ୍ୟାମେରା

ଦାରିଙ୍ଗବାଡି,୨୨।୧ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ଏବେ ଆସାମଜିକଙ୍କ ଆଡ୍ଡା ସ୍ଥଳୀ ପାଲଟିଛି। ଅସୁରକ୍ଷିତ ମଣୁଛନ୍ତି ଗ୍ରାମବାସୀ। ଅଞ୍ଚଳରେ ଚୋରା ଦେଶୀ ଓ ବିଦେଶୀ ମଦକାରବାର ବୃଦ୍ଧି ଯୋଗୁ ସିମନବାଡି ଅଞ୍ଚଳକୁ ବାହାର ବ୍ଲକ ଅଞ୍ଚଳର…

ଦେଖା ହୋଇପାରିଲାନି, ଯୁବତୀଙ୍କ ଘର ଆଗରେ ଦେହକୁ କାଟି ପକାଇଲେ

ଢେଙ୍କିକୋଟ,୨୧ା୧(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟ ପୋଲିସ ବିଟ୍‌ ହାଉସ ଅନ୍ତର୍ଗତ ବଡ଼ମସିଣାବିଲା ପଞ୍ଚାୟତ ସାନମସିଣାବିଲା ଗ୍ରାମରେ ବୁଧବାର ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଯୁବତୀଙ୍କୁ ଦେଖିବାରେ ବିଫଳହୋଇ ଜଣେ ଯୁବକ ଉକ୍ତ ଯୁବତୀଙ୍କ ଘର ଆଗରେ ଶରୀରକୁ ବ୍ଲେଡ୍‌ରେ କାଟି…

କ୍ରିକେଟ ମ୍ୟାଚ ଦେଖିବାକୁ ଯାଇ ନିଖୋଜ ଥିବା ୪ ନାବାଳକ ସୁରକ୍ଷିତ ଉଦ୍ଧାର

ଦେବଗଡ଼,୨୨।୧(ଶଶାଙ୍କ ଶେଖର ଝାଙ୍କର):ଦେବଗଡ ଜିଲାର ନିଖୋଜ ୪ ନାବାଳକ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି। ରିଆମାଳ ଥାନା ଟିଙ୍କବୀର ଗ୍ରାମର ୪ ଜଣ ପଞ୍ଚମ ଶ୍ରେଣୀ ଛାତ୍ର ବୁଧବାର ସାରୁ ନିଖୋଜ ଥିଲେ। ଗାଁ ନିକଟ ଏକ ପାହାଡ଼ ଓ ଜଙ୍ଗଲ…

ହାତୀ ମୃତଦେହ ଠାବ, ୭ଫୁଟ ତଳୁ ଉଦ୍ଧାର କଲା ବନ ବିଭାଗ 

କେସିଙ୍ଗା ,୨୨।୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନ ଖଣ୍ଡ ଅଧିନସ୍ଥ ତହସିର ଗ୍ରାମ ସ୍ଥିତ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ଅଞ୍ଚଳରେରେ ମୃତ ହାତୀର ଖଣ୍ଡ ବିଖଣ୍ଡିତ ମୃତଦେହ ୭ଫୁଟ ମାଟି ତଳୁ ବନ ବିଭାଗ ଓ ପ୍ରାଣୀ ଚିକିତ୍ସା ବିଭାଗ…

ମୁଜାଗଡ ପୋଷ୍ଟମାଷ୍ଟରଙ୍କ ଦୁର୍ଘଟଣାରେ ମୃତ୍ୟୁ, ସନ୍ଦେହରେ ପରିବାର ଲୋକେ

ଭଞ୍ଜନଗର,୨୨।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ ପୋଷ୍ଟମାଷ୍ଟର ନାରାୟଣ ପାତ୍ର (୫୫)ଙ୍କର ବୁଧବାର ରାତିରେ ଏକ ଦୁର୍ଘଟଣାରେ ମୃତ୍ୟୁ ହୋଇଛି। ଦୁର୍ଘଟଣା କେଉଁଭଳି ପରିସ୍ଥିତିରେ ହୋଇଛି ସେନେଇ ସଠିକ କିଛି ଜଣାପଡ଼ିନାହିଁ। ନାରାୟଣଙ୍କ ସୁନା ଚେନ ଓ ମନି…

ଆରାବଳୀର ଅପୂରଣୀୟ କ୍ଷତି କରିପାରେ ବେଆଇନ ଖନନ

ନୂଆଦିଲ୍ଲୀ,୨୨ା୧: ଆରାବଳୀ ପର୍ବତମାଳାରେ ବେଆଇନ ଖନନ ଯୋଗୁ ଏହାର ପରିବେଶ ପାଇଁ ଅପୂରଣୀୟ କ୍ଷତି ହୋଇପାରେ ବୋଲି ବୁଧବାର ସୁପ୍ରିମକୋର୍ଟ କହିଛନ୍ତି। ବିଭିନ୍ନ କ୍ଷେତ୍ରରେ ଅଭିଜ୍ଞତାସମ୍ପନ୍ନ ବ୍ୟକ୍ତିମାନଙ୍କୁ ନେଇ ବିଶେଷଜ୍ଞ କମିଟି ଗଠନ କରାଯିବ। ଉକ୍ତ କମିଟି ଆରାବଳୀରେ ଖନନ ଓ…

ଦିଲ୍ଲୀ ପ୍ରଦୂଷଣ: କେନ୍ଦ୍ରକୁ କାର୍ଯ୍ୟ ଯୋଜନା ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୨ା୧: ଦିଲ୍ଲୀ-ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍‌ସିଆର୍‌)ରେ ବାୟୁ ପ୍ରଦୂଷଣ ବଢ଼ିବାରେ ଲାଗିଛି। ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ଖରାପ ହେବାରେ ଲାଗିଥିବାବେଳେ ଏଥିରେ ସୁଧାର ଆଣିବା ପାଇଁ କେଉଁସବୁ କାର୍ଯ୍ୟ ଯୋଜନା କରାଯାଇଛି ତାହା ୪ ସପ୍ତାହ ମଧ୍ୟରେ ଦାଖଲ କରିବାକୁ…

ବାଙ୍କୀରେ ଧାନମଣ୍ଡି ଅବ୍ୟବସ୍ଥା, ତେଜୁଛି ଚାଷୀ ଅସନ୍ତୋଷ

ବାଙ୍କୀ,୨୨ା୧(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ଉପଖଣ୍ଡରେ ଚଳିତବର୍ଷ ୪୯ ପ୍ରାଥମିକ କୃଷି ସେବା ସମବାୟ ସମିତି (ପାକ୍ସ)ରେ ମଣ୍ଡି ଖୋଲିବାକୁ ନିର୍ଦ୍ଦେଶ ମିଳିଛି। ସୂଚନାଥାଉ କି ମଣ୍ଡି ଖୋଲିବା ପୂର୍ବରୁ ମଣ୍ଡିରେ ଚାଷୀମାନଙ୍କ ବ୍ୟତୀତ ଅନ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?