Home Left

ଚାହିଦା ମେଣ୍ଟାଇପାରୁନି ଚିଲିକା ମାଛ: ଜୀବିକା ହରାଉଛନ୍ତି ମତ୍ସ୍ୟଜୀବୀ

ଚିଲିକା, ୧୨।୧୦(ଡି.ଏନ.ଏ.): ଚିଲିକା ଉପରେ ପେଟପାଟଣା ପାଇଁ ନିର୍ଭରଶୀଳ ୨ ଲକ୍ଷ ମତ୍ସ୍ୟଜୀବୀ ଏବେ ଚିନ୍ତାରେ ପଡିଛନ୍ତି। ଚିଲିକାକୁ ଭାତହାଣ୍ଡି ମନେକରି କୌଳିକ ବୃତ୍ତି ଭାବେ ମାଛ ଧରି ମତ୍ସ୍ୟଜୀବୀ ପରିବାର ପ୍ରତିପୋଷଣ କରି ଆସୁଥିଲେ। ଏବେ ଚିଲିକା ମାଛ ଚାହିଦା…

୧୧ ତିବ୍ବତୀୟ ଗିରଫ

ଚେନ୍ନାଇ,୧୨ା୧୦(ପି.ଟି.): ଚାଇନା ରାଷ୍ଟ୍ରପତି ଜି ଜିନ୍‌ପିଙ୍ଗ୍‌ଙ୍କୁ ବିରୋଧ କରି ଚେନ୍ନାଇ ବିମାନ ବନ୍ଦର ଓ ସେ ରହିବାକୁ ଥିବା ଷ୍ଟାର ହୋଟେଲ ବାହାରେ ବିକ୍ଷୋଭ ପ୍ରଦର୍ଶନ ଲାଗି ଉଦ୍ୟମ କରୁଥିବା ୧୧ ଜଣ ତିବ୍ବତୀୟଙ୍କୁ ଶୁକ୍ରବାର ପୋଲିସ ଗିରଫ କରିଛି। ଜିନ୍‌ପିଙ୍ଗ…

ଆଲେକ୍ସି ଲିଓନୋଭ୍‌ଙ୍କ ପରଲୋକ

ମସ୍କୋ,୧୨ା୧୦: ୧୯୬୫ରେ ସ୍ପେସ୍‌ଓ୍ବାକ୍‌ (ମହାକାଶରେ ପଦଚାରଣ) କରିବାରେ ପ୍ରଥମ ବ୍ୟକ୍ତି ସୋଭିଏଟ୍‌ ଯୁଗର ମହାକାଶଚାରୀ ଆଲେକ୍ସି ଲିଓନୋଭ୍‌ଙ୍କର ଶୁକ୍ରବାର ପରଲୋକ ହୋଇଯାଇଛି। ତାଙ୍କୁ ୮୫ ବର୍ଷ ହୋଇଥିଲା। ଦୀର୍ଘଦିନ ହେଲା ସେ ଅସୁସ୍ଥ ଥିଲେ। ତାଙ୍କୁ ଦେଶର ସର୍ବଶ୍ରେଷ୍ଠ ସମ୍ମାନ ‘ହିରୋ…

ସକାଳେ ଖାଆନ୍ତୁ ବାସି ରୁଟି

ବାସି ରୁଟିକୁ ଅନେକେ ଅଦରକାରୀ ଭାବି ଫୋପାଡି ଦେଇଥାଆନ୍ତି। ହେଲେ ଏଥିରେ ଥିବା ପୋଷକତତ୍ତ୍ୱ ଓ ପ୍ରୋଟିନ୍‌ ଆମ ଶରୀର ପାଇଁ ବେଶ ଲାଭଦାୟକ। ବିଭିନ୍ନ ସମୟରେ କରାଯାଇଥିବା ଗବେଷଣାରୁ ବାସି ରୁଟିର ଉପକାରିତା ସମ୍ପର୍କରେ ବର୍ଣ୍ଣନା କରାଯାଇଛି। -ସୁଗାର ସମସ୍ୟା…

ନିଲାମ ବନ୍ଦ ପରେ ଲଗାମ ଢିଲା: ବଢୁଛି ବଉଳମାଳ ପଥର ଚୋରା ଚାଲାଣ

ଖୋର୍ଦ୍ଧା ଅଫିସ,୧୨।୧୦: ଖୋର୍ଦ୍ଧା ତହସିଲର ନରଣଗଡ଼ ଅଞ୍ଚଳରେ ଥିବା ବଉଳମାଳ ପଥର ଖଣିର ନିଲାମ ପ୍ରାୟ ୬ ବର୍ଷ ଧରି ବନ୍ଦ ରହିଛି। ହେଲେ ବେଆଇନ ଖଣି ଖନନକୁ ରୋକା ଯାଇପାରୁନି। କିଛିଦିନ ତଳେ ନୟାଗଡ ଜିଲାର ରଣପୁର ଥାନାର ସାନଗଡ଼ଠାରେ…

ଅଭିଯୁକ୍ତଙ୍କୁ ଗିରଫ କରିବାର ନାଁ ଧରୁନି ପୋଲିସ: ପୀଡିତାଙ୍କ ପରିବାରକୁ ହତ୍ୟା ଧମକ

ବିଞ୍ଝାରପୁର,୧୨।୧୦(ଡି.ଏନ.ଏ): ରାଜ୍ୟ ସରକାର ମୋ ସରକାର ଯୋଜନାର ସଫଳତା ପାଇଁ ଦିନ ରାତି ଏକ କରିଦେଇଛନ୍ତି। ହେଲେ ବିଞ୍ଝାରପୁର ଥାନା ଅଞ୍ଚଳରେ ଜଣେ ବଳାତ୍କାର ଓ ପ୍ରତାରଣାରେ ଶିକାର ହୋଇଥିବା ପୀଡିତାଙ୍କୁ ନ୍ୟାୟ ଦେବା ତ ଦୂରର କଥା, ଓଲଟି ବଳାତ୍କାରୀ…

ଆମ ଗାଁ ଆମ ବିକାଶ ଯୋଜନା ପ୍ରକଳ୍ପ ନିମ୍ନମାନର: ୬ମାସ ପୂରିନି, ଭାଙ୍ଗିଲା ଗାଧୁଆ ତୁଠ

ରସୁଲପୁର,୧୨।୧୦(ଡିଏନଏ): ରସୁଲପୁର ବ୍ଲକର ବଡକଇଁଚି ପଞ୍ଚାୟତରେ ଆମ ଗାଁ ଆମ ବିକାଶ ଯୋଜନାରେ ପୋଖରୀ ପାହାଚ ଓ ଗାଧୁଆ ତୁଠ ନିର୍ମାଣ ଅତ୍ୟନ୍ତ ନିମ୍ନମାନର ହୋଇଛି। ପରିଣାମ ସ୍ବରୂପ ନିର୍ମାଣ ଶେଷ ହେବାକୁ ୬ମାସ ପୂରିବା ପୂର୍ବରୁ ଭାଙ୍ଗି ଗଳି ପଡିଛି।…

ନରସିଂହ ଚୌଧୁରୀ ସ୍ବୟଂଶାସିତ କଲେଜ: ଖାଲି ପଡ଼ିଛି ୫୦% ଅଧ୍ୟାପକ ପଦବୀ

ଯାଜପୁର ଅଫିସ,୧୨ା୧୦:  ଯାଜପୁର ଜିଲାରେ ଉଚ୍ଚଶିକ୍ଷାର ବିକାଶ ପାଇଁ ସ୍ଥାନୀୟ ରାଜନୈତିକ ନେତୃବର୍ଗ ଅନେକ ସମୟରେ ବଡ଼ ବଡ଼ ସ୍ବପ୍ନ ଦେଖାଇ ଚାଲିଛନ୍ତି । ନିକଟରେ ନରସିଂହ ଚୌଧୁରୀ(ଏନ୍‌ସି) ସ୍ବୟଂଶାସିତ ସରକାରୀ ଡିଗ୍ରୀ କଲେଜକୁ ବିଶ୍ୱବିଦ୍ୟାଳୟ ମାନ୍ୟତା ଦେବା ପାଇଁ ଗତ…

ଦିନକ ପରେ ଧରାବତରଣ କରିବେ ମା’ ଲକ୍ଷ୍ମୀ: ଆଇନଶୃଙ୍ଖଳା ଜଗିବେ ୧୫ ପ୍ଲାଟୁନ ଫୋର୍ସ

ଅନୁଗୋଳ ଅଫିସ, ୧୨।୧୦ – ଦିନକ ପରେ ଅନୁଗୋଳରେ ଆରମ୍ଭ ହେବ ମା’ ଲକ୍ଷ୍ମୀଙ୍କ ପୂଜା। ଏ ନେଇ ସହର ଚଳଚଞ୍ଚଳ ହୋଇଉଠିଥିବା ବେଳେ ଆଇନଶୃଙ୍ଖଳା ରକ୍ଷା ପାଇଁ ଏଥର ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ସହରରେ ଟ୍ରାଫିକ…

ଆବାସ ଯୋଜନାରେ ଅନିୟମିତତା ଅଭିଯୋଗ: ତଦନ୍ତ ଦାବି କଲେ ହିତାଧିକାରୀ

ଛେଣ୍ଡିପଦା, ୧୨ା୧୦ (ସ୍ବ.ପ୍ର.) – ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକରେ ଆବାସ ଯୋଜନାରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ଆଣିଛନ୍ତି ହିତାଧିକାରୀ। ଏ ନେଇ ଶୁକ୍ରବାର ବିଡିଓଙ୍କ ନିକଟରେ ଅଭିଯୋଗ କରିବା ସହ ଏହାର ତଦନ୍ତ ପାଇଁ ଦାବି କରିଛନ୍ତି। ଅଭିଯୋଗ…

ବିଲକୁ ମାଡୁନି ପାଣି: ରେଲୱେ ସାଇଫନ ସାଜିଛି ବାଧକ

କେନ୍ଦୁଝର, ୧୨।୧୦( ସ୍ବ.ପ୍ର.)-କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ନଇଗାଁ ଅଞ୍ଚଳର ଚାଷୀ ଜମିକୁ କେନାଲ ପାଣି ମଡାଇ ନ ପାରି ଚିନ୍ତାରେ ପଡିଛନ୍ତି। ବର୍ତ୍ତମାନ ଧାନ ଫସଲ ଲାଗି ଅଧିକ ପାଣି ଦରକାର କରୁଥିବା ବେଳେ ପାଖରେ କେନାଲ ଥାଇ ମଧ୍ୟ…

ଫାଇଲିନ୍‌କୁ ପୂରିଲା ୬ ବର୍ଷ : ମନେପଡ଼ିଲେ ଥରିଉଠେ ଛାତି

ଛତ୍ରପୁର,୧୨ା୧୦(ଡି.ଏନ.ଏ)-୨୦୧୩ ଅକ୍ଟୋବର ୧୨ ତାରିଖ ରାତିରେ ଆସିଥିଲା ଭୟଙ୍କର ସାମୁଦ୍ରିକ ଝଡ଼ ‘ଫାଇଲିନ’। ଏହି ବାତ୍ୟାରେ ଗଞ୍ଜାମ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ବିଶେଷକରି ଗଞ୍ଜାମ ଜିଲାବାସୀଙ୍କ ଆର୍ଥତ୍କ ମେରୁଦଣ୍ଡ ସମ୍ପୂର୍ଣ୍ଣ ରୂପେ ଭାଙ୍ଗି ଯାଇଥିଲା। ବହୁ ଅସୁବିଧାର ସମ୍ମୁଖୀନ ହୋଇଥିଲେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri