Home Left

ଜଙ୍ଗଲ ଜମିରେ ଲଜିଷ୍ଟିକ ପାର୍କ: ତଦନ୍ତ ରିପୋର୍ଟ ମାଗିଲା ଏନ୍‌ଜିଟି

ଯାଜପୁର ଅଫିସ,୧୨ା୧୦: କଳିଙ୍ଗନଗର ଶିଳ୍ପାଞ୍ଚଳ ଅନ୍ତର୍ଗତ ଦାନଗଦୀ ତହସିଲ ଯଖପୁରା ମୌଜାର ଏକ ଶାଳ କିସମ ଜମିରେ ସାଇଜର ଲିମିଟେଡ ନାମକ ସଂସ୍ଥା ଗତ ଏକ ବର୍ଷ ହେବ ବେଆଇନ ଭାବେ ମଲ୍ଟି ମୋଡାଲ ଲଜିଷ୍ଟିକ ପାର୍କ ନିର୍ମାଣ କରୁଛି। ଏହାର…

ଜାଲ୍‌ ଦଲିଲରେ ପଟ୍ଟା ପ୍ରଦାନ ଘଟଣା: ଆରଆଇଙ୍କ ସହ ମୁଖ୍ୟ ଅଭିଯୁକ୍ତଙ୍କୁ ଜେଲ

ରଣପୁର,୧୨।୧୦(ସ୍ବ.ପ୍ର.): ଜାଲ୍‌ ଦଲିଲରେ ପଟ୍ଟା ପ୍ରଦାନ ଘଟଣାରେ ରଣପୁର ଥାନା ପୋଲିସ ତତ୍କାଳୀନ ରଣପୁର ଆରଆଇ ତଥା ବର୍ତ୍ତମାନର ଲୋ଼ଧାଚୁଆ ଆରଆଇ ବିରୂପାକ୍ଷ ବିଶ୍ୱାଳ ଓ ଜାଲ୍‌ପଟ୍ଟା ହାତେଇଥିବା ମୁଖ୍ୟ ଅଭିଯୁକ୍ତ ବିପିନ କୁମାର ରାୟଙ୍କୁ ଶୁକ୍ରବାର ଗିରଫ କରିଛି। ଉଭୟଙ୍କୁ…

ବନମାଳୀପୁର ଟି-୨୦ କ୍ରିକେଟ ଉଦ୍‌ଯାପିତ: ମା’ ବ୍ରାହ୍ମଣୀ ଦେବୀ କ୍ରିକେଟ କ୍ଲବ ଚାମ୍ପିୟନ

ଭାପୁର,୧୨ା୧୦(ଡି.ଏନ୍‌.ଏ.): ବନମାଳୀପୁର ଆଞ୍ଚଳିକ ସ୍ପୋର୍ଟସ କ୍ଲବ ଆନୁକୂଲ୍ୟରେ ୩୨ତମ ବାର୍ଷିକ ଚ୍ୟାଲେଞ୍ଜ କପ କ୍ରିକେଟ ଟୁର୍ନାମେଣ୍ଟ ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲ ମ୍ୟାଚରେ ବ୍ରାହ୍ମଣୀ ଦେବୀ କ୍ରିକେଟ କ୍ଲବ ଝଗଡ଼ପଡ଼ା ରାମଚନ୍ଦ୍ର କ୍ରିକେଟ କ୍ଲବ ବଘେଇକୁ ୯୩ ରନରେ ପରାସ୍ତ କରି…

ନୟାଗଡ଼ ମେଡ଼ିକାଲ ବୁଲିଲେ ୩ ପ୍ରମୁଖ ଅଧିକାରୀ

ନୟାଗଡ଼ ଅଫିସ,୧୨ା୧୦: ରାଜ୍ୟ ସରକାରଙ୍କ ଦ୍ୱାରା ନିଆଯାଉଥିବା ନିଷ୍ପତ୍ତି ତୃଣମୂଳ ସ୍ତରରେ କିପରି କାର୍ଯ୍ୟକାରୀ ହେଉଛି ତାହାର ତଦାରଖ ପାଇଁ ଶୁକ୍ରବାର ୩ ପ୍ରମୁଖ ଅଧିକାରୀ ନୟାଗଡ଼ ଜିଲା ଗସ୍ତ କରିଥିଲେ। ସେମାନେ ହେଲେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ୫…

ମହିଁଷାସୁରୀ ପୋଲ ବିପଦସଙ୍କୁଳ

କପ୍ତିପଦା,୧୧ା୧୦(ଡ଼ି.ଏନ୍‌.ଏ)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଧୀନ ମହିଁଷାସୁରୀ-କଳମଗଡ଼ିଆ ରାସ୍ତାର ସୋନ ନଦୀ ଉପରେ ଥିବା ଏକ ପୁରୁଣା ପୋଲ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏହି ପୋଲର ମଝି ସ୍ଥାନ ଦବିଯିବା ସହିତ ମୂଳଦୁଆରେ ବିରାଟ ଫାଟ ସୃଷ୍ଟି ହୋଇଛି ।…

ସମସ୍ୟା ଘେରରେ ମିଳିମିଳା ପୀଠ

ମାର୍ଶାଘାଇ, ୧୨।୧୦ (ଡି.ଏନ୍‌.ଏ.): ମେଡିକାଲ ସାଇନ୍ସ ଉନ୍ନତ ହେବା ପୂର୍ବରୁ ହଇଜା, ମିଳିମିଳା, ହାଡ଼ଫୁଟି ଆଦି ଦୁରାରୋଗର ଚିକିତ୍ସା ପାଇଁ ଲୋକମାନେ ଝଡ଼ା, ପୁଙ୍କା ଆଦି କରିବା ସହ ବିଭିନ୍ନ ଦେବଦେବୀଙ୍କୁ ପୂଜାର୍ଚ୍ଚନା କରୁଥିଲେ। ବିଶେଷକରି ଛୋଟଛୋଟ ପିଲାଙ୍କ ସୁସ୍ଥ ସ୍ବାସ୍ଥ୍ୟ…

ପଟ୍ଟାମୁଣ୍ଡାଇ ଉପଖଣ୍ଡସ୍ତରୀୟ ହସ୍ପିଟାଲରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ: ଡାକ୍ତର ନିଯୁକ୍ତି ପାଇଁ ଏନ୍‌ଏଚ୍‌ଆର୍‌ସିଙ୍କ ନିର୍ଦ୍ଦେଶ

ପଟ୍ଟାମୁଣ୍ଡାଇ, ୧୨।୧୦ (ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ଉପଖଣ୍ଡସ୍ତରୀୟ ହସ୍ପିଟାଲରେ ଡାକ୍ତର ଅଭାବ ଯୋଗୁ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏହି ହସ୍ପିଟାଲକୁ ଦୈନିକ ୫ ଶହରୁ ଅଧିକ ରୋଗୀ ଆସୁଥିବା ବେଳେ ଡାକ୍ତର ଅଭାବରୁ ଲୋକମାନେ ବାଧ୍ୟ ହୋଇ ଜିଲା ମୁଖ୍ୟ ଚିକିତ୍ସାଳୟ ଅଥବା…

ଡାକ୍ତର ଅନୁପସ୍ଥିତି ନେଇ ଗ୍ରାମବାସୀଙ୍କ ଧାରଣା

ସଜନାଗଡ଼, ୧୨।୧୦(ଡି.ଏନ.ଏ.)-ନୀଳଗିରି ବ୍ଲକ ବରହମ୍‌ପୁର ସ୍ବାସ୍ଥ୍ୟକେନ୍ଦ୍ରରେ ଶୁକ୍ରବାର ପୂର୍ବାହ୍ନରେ କୌଣସି ଡାକ୍ତର ନ ଥିବାରୁ ରୋଗୀମାନଙ୍କ ମଧ୍ୟରେ ଘୋର ଅସନ୍ତୋଷ ଦେଖାଦେଇଥିଲା। ଏହାର ପ୍ରତିବାଦ କରି ଶତାଧିକ ଲୋକ ଡାକ୍ତରଖାନା ସମ୍ମୁଖରେ ଧାରଣାରେ ବସିଥିଲେ। ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା.…

ସେପ୍ଟେମ୍ବରରେ ଯାତ୍ରୀବାହୀ ଯାନ ବିକ୍ରି ୨୪% ହ୍ରାସ

ନୂଆଦିଲ୍ଲୀ,୧୨-୧୦: ଚଳିତ ବର୍ଷ ସେପ୍ଟେମ୍ବରରେ ଦେଶ ମଧ୍ୟରେ ଯାତ୍ରୀବାହୀ ଯାନ ବିକ୍ରି ୨୩.୬୯% ହ୍ରାସ ଘଟିଛି। ଏହି ସମୟରେ ୨,୨୩,୩୧୭ ୟୁନିଟ ଯାନ ବିକ୍ରି ହୋଇଛି। ଗତ ବର୍ଷ ସମାନ ସମୟରେ ଘରୋଇ ବଜାରରେ ୨,୯୨,୬୬୦ ୟୁନିଟ ଯାନ ବିକ୍ରି ହୋଇଥିଲା।…

ଚନ୍ଦ୍ରଶେଖରପୁରରେ କ୍ୟାରେଟ୍‌ଲେନର ନୂଆ ଷ୍ଟୋର

ଭୁବନେଶ୍ୱର,୧୨-୧୦(ବ୍ୟୁରୋ) : ଗହଣା କ୍ରୟ ଟ୍ରେଣ୍ଡରେ ଏବେ ସାରା ଦେଶରେ ପରିବର୍ତ୍ତନ ଦେଖାଯାଇଛି। ଲୋକମାନେ ଅନ୍‌ଲାଇନରେ ଗହଣା ଦେଖିବା ଏବଂ ଏହାକୁ ପସନ୍ଦ କରିବା ପରେ କ୍ରୟ ନେଇ ନିଷ୍ପତ୍ତି ନେଉଥିବା କ୍ୟାରେଟ୍‌ଲେନର ସିଇଓ ତଥା ପ୍ରତିଷ୍ଠାତା ମିଥୁନ ସାଚେତି ସୂଚନା…

ଗୋଲାପୀ, ରଇବାରୀକଁର ଦୁଖ୍‌ ଶୁନ୍‌ଲା ପରଶାସନ

  ଲୋଇସିଂହା,୧୨।୧୦(ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ପତ୍ରାପାଲି ଗଁାର ବିଧବା ମହିଲା ଗୋଲାପୀ ପଧାନ ଆର ନିସାହା ରଇବାରୀ ପଧାନକଁର ଦୁଖ୍‌ ଜିଲା ପରଶାସନ ଶୁନିଛେ। ଚଲତି ମାସ ୧୫ ତାରିଖ୍‌ ଉଭଏ ଭତା ପାଏବାର ସଂଗେ ଝନ୍‌କୁ ଘର…

ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ହାସଲ ଲକ୍ଷ୍ୟ

ଭୁବନେଶ୍ୱର, ୧୨।୧୦(ତପନ ସ୍ବାଇଁ)- ରାଞ୍ଚତ୍ରେ ଚାଲିଥିବା ଜାତୀୟ ଓପନ ଆଥଲେଟିକ୍ସ ଚାମ୍ପିୟନଶିପ୍‌ର ମହିଳା ୧୦୦ ମିଟର ରେସ୍‌ରେ ନିଜ ନାମରେ ଥିବା ଜାତୀୟ ରେକର୍ଡକୁ ଭାଙ୍ଗିଛନ୍ତି ସ୍ପ୍ରିଣ୍ଟ କୁଇନ୍‌ ଦୂତୀ ଚାନ୍ଦ। ୨୦୨୦ ଟୋକିଓ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ଅର୍ଜନ କରିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri