Home Left

ବର୍ଷ ଶେଷରେ ବିବାଦରେ କପିଲ ଶର୍ମା ଶୋ’

ମୁମ୍ବାଇ: ଟେଲିଭିଜନ ରିୟଲିଟି ଶୋ’ ‘ଦ କପିଲ ଶର୍ମା ଶୋ’ ହାଇଏଷ୍ଟ ଟିଆର୍‌ ପିକୁ ନେଇ ଚର୍ଚ୍ଚାରେ ରହୁଥିବା ବେଳେ ଏବେ ପୁଣି ଥରେ ବିବାଦକୁ ଚାଲିଯାଇଛି। ଦର୍ଶକଙ୍କୁ ହସାଇ ହସାଇ ବେଦମ୍‌ କରୁଥିବା ଏହି ଶୋ’ର ଅନ୍ୟତମ କଳାକାର ଭାରତ…

ଡିଜିଟାଲ ଲାଇଫ୍‌

ଓ୍ବାର୍କିଂ ଲାଇଫ୍‌ ହେଉ ଅବା ପର୍ସନାଲ୍‌ ଲାଇଫ୍‌, ସବୁକିଛି ସମୟ ସହ ପାଦ ଦେଇ ବଦଳିବାରେ ଲାଗିଛି। ଡିଜିଟାଲ ଲାଇଫ୍‌ ଦିନକୁ ଦିନ ଆଡ୍‌ଭାନ୍ସ ହେବା ଦ୍ୱାରା ପ୍ରତିଦିନ ନୂଆ ନୂଆ ଆପ୍ସରୁ ଆମକୁ କିଛିନା କିଛି ଶିଖିବାକୁ ମିଳୁଛି। ଏବେ…

କର୍ମକର୍ତ୍ତାଙ୍କୁ ମାଡ଼ ମାରିଲେ କମଲନାଥଙ୍କ ମନ୍ତ୍ରୀ

ଭୋପାଳ,୩୧।୧୨: କଂଗ୍ରେସରେ କନ୍ଦଳ। ନିଜ ଦଳର କର୍ମକର୍ତ୍ତାଙ୍କୁ ମାଡ଼ ମାରି ଏବେ ଚର୍ଚ୍ଚାକୁ ଆସିଛନ୍ତି ମନ୍ତ୍ରୀ। କମଲନାଥ ସରକାରରେ ଥିବା ଯୁବ ମନ୍ତ୍ରୀ ତଥା କ୍ରୀଡା ଓ ଉଚ୍ଚ ଶିକ୍ଷାମନ୍ତ୍ରୀ ଜିତୁ ପଟଓ୍ବାରୀ କର୍ମକର୍ତ୍ତାଙ୍କ ଉପରେ କ୍ରୋଧାନ୍ବିତ ହୋଇଥିବା ଦେଖିବାକୁ ମିଳିଛି।…

ଏସବୁ ୫ ରାଶି ବ୍ୟକ୍ତିଙ୍କ ପାଇଁ ୨୦୨୦ ଆଣିଦେବ ସୌଭାଗ୍ୟ…

୨୦୨୦ରେ କେତେକ ରାଶିର ବ୍ୟକ୍ତିଙ୍କୁ ବ୍ୟବସାୟରେ ମିଳିବ ସଫଳତା। କେଉଁ କେଉଁ ରାଶି ପାଇଁ ନୂଆବର୍ଷ ଶୁଭ ଫଳ ଆଣିଦେବ ସେ ବିଷୟରେ ଆସନ୍ତୁ ଜାଣିବା… ବୃଷ: ବୃଷ ରାଶି ବ୍ୟକ୍ତିଙ୍କ ପାଇଁ ନୂଆ ବର୍ଷ ୨୦୨୦ ବେଶ୍‌ ଭଲ ସାବ୍ୟସ୍ତ…

୮ ପାକିସ୍ତାନୀଙ୍କୁ ମିଳିଲା ଭାରତର ନାଗରିକତା

ନୂଆଦିଲ୍ଲୀ,୩୧।୧୨: ରାଜସ୍ଥାନର କୋଟା ସହରରେ ରହୁଥିବା ୮ ପାକିସ୍ତାନୀଙ୍କୁ ଭାରତର ନାଗରିକତା ମିଳିଛି। ଗତ ୨୦୦୦ମସିହାରୁ ଏମାନେ ରାଜସ୍ଥାନରେ ରହୁଥିବା ବେଳେ ଜିଲା ପ୍ରଶାସନ ପକ୍ଷରୁ ତାଙ୍କୁ ଏହି ନାଗରିକତା ପ୍ରଦାନ କରାଯାଇଛି। ଏମାନେ ପାକିସ୍ତାନର ସିନ୍ଧ ଅଞ୍ଚଳରୁ ଆସି ଏଠାରେ…

ରାଜେନ୍ଦ୍ର କଲେଜ ପ୍ଲାଟିନମ ଜୁବିଲି: ଭିତ୍ତିଭୂମି ବିକାଶ ଲାଗି ୫୦ କୋଟି ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ବଲାଙ୍ଗୀର ଅଫିସ, ୩୧।୧୨: ବଲାଙ୍ଗୀର ରାଜେନ୍ଦ୍ର କଲେଜ ପ୍ଲାଟିନମ ଜୁବିଲି ଉଦ୍‌ଯାପନୀ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ କଲେଜର ଭିତ୍ତିଭୂମି ବିକାଶ ଓ ବିଜ୍ଞାନ ଶିକ୍ଷାର ଉନ୍ନତି ଲାଗି ୫୦ କୋଟି ଟଙ୍କାର ସହାୟତା…

ସିଏଏକୁ ବିରୋଧ: କେରଳ ବିଧାନସଭାରେ ପ୍ରସ୍ତାବ ପାରିତ

ଥିରୁଭାନନ୍ତପୁରମ୍‌,୩୧।୧୨: ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ବିରୋଧରେ କେରଳ ବିଧାନସଭାରେ ଏକ ପ୍ରସ୍ତାବ ପାରିତ ହୋଇଛି। ରାଜ୍ୟର ସିପିଆଇ ମେଣ୍ଟ ସରକାର ଏହାକୁ ବିରୋଧ କରିଛନ୍ତି। ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କ ଦ୍ୱାରା ଆଗତ ହୋଇଥିବା ଏହି ପ୍ରସ୍ତାବ ଗୃହରେ ମଙ୍ଗଳବାର ପାରିତ…

ହାତୀ ଶାବକକୁ ଗୁଳିକରି ହତ୍ୟା ଘଟଣା: ଅଭିଯୁକ୍ତଙ୍କୁ ଜେଲ

ଦେବଗଡ଼,୩୧।୧୨(ଡି.ଏନ୍‌.ଏ.): ଦେବଗଡ଼ ବନଖଣ୍ଡ ରିଆମାଳ ରେଞ୍ଜ ପଳସମା ସେକ୍ସନ ଅନ୍ତର୍ଗତ ବରଡାନାଳୀ ଗ୍ରାମରେ ୨୫ ତାରିଖ ରାତିରେ ଏକ ହାତୀ ଶାବକକୁ ଗୁଳିକରି ହତ୍ୟା କରାଯାଇଥିଲା। ଏହି ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତ ବରଡାନାଳୀ ଗ୍ରାମରେ ଦୁଃଖବନ୍ଧୁ ସାହୁ(୩୭)ଙ୍କୁ ବନ ବିଭାଗ ପକ୍ଷରୁ…

ରାଗିଛନ୍ତି କି ସଞ୍ଜୟ!

ମୁମ୍ବାଇ,୩୧।୧୨: ମହାରାଷ୍ଟ୍ର ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ ସୋମବାର କରାଯାଇଛି। ଏଠାରେ ମେଣ୍ଟ ସରକାର ହୋଇଥିବାରୁ ପ୍ରାୟ ସବୁ ଦଳର ସଦସ୍ୟଙ୍କୁ କ୍ୟାବିନେଟରେ ସାମିଲ କରାଯାଇଛି। ଏଥିରେ ଏନ୍‌ସିପି ନେତା ଅଜିତ୍‌ ପାଓ୍ବାରଙ୍କୁ ଉପମୁଖ୍ୟମନ୍ତ୍ରୀ ପଦ ମିଳିଥିବା ବେଳେ ଆଦିତ୍ୟ ଠାକରେଙ୍କୁ ବି କ୍ୟାବିନେଟରେ…

ଫେରିବେ ଶାରାପୋଭା

ସିଡ୍‌ନୀ,୩୧।୧୨- ପୂର୍ବତନ ଶୀର୍ଷ ର଼୍ୟାଙ୍କଧାରୀ ମହିଳା ଟେନିସ ଖେଳାଳି ମାରିଆ ଶାରାପୋଭା କୋର୍ଟକୁ ଫେରିବାକୁ ଯାଉଛନ୍ତି। ଆସନ୍ତା ମାସରେ ବ୍ରିସବେନ ଇଣ୍ଟରନ୍ୟାଶନାଲ ଇଭେଣ୍ଟରେ ଖେଳିବେ। ତାଙ୍କୁ ୨୦୨୦ ବର୍ଷର ପ୍ରଥମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଅଷ୍ଟ୍ରେଲିଆନ ଓପନରେ ଖେଳିବା ପାଇଁ ଓ୍ବାଇଲ୍ଡ କାର୍ଡ…

ନିଜର ନାମ ପରିବର୍ତ୍ତନ କରନ୍ତୁ ପ୍ରିୟଙ୍କା: ନିରଞ୍ଜନ ଜ୍ୟୋତି

ନୂଆଦିଲ୍ଲୀ,୩୧।୧୨: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଉପରେ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଦେଇଥିବା ମନ୍ତବ୍ୟ ନେଇ କେନ୍ଦ୍ରମନ୍ତ୍ରୀ ସ୍ବାଧୀ ନିରଞ୍ଜନ ଜ୍ୟୋତି କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି ପ୍ରିୟଙ୍କା ଗାନ୍ଧୀ ନିଜର ନାମ ପରିବର୍ତ୍ତନ କରି ଏହାକୁ…

କେହି ଦେଖିପାରି ନ ଥିଲେ କି ଆଉ ହେବନାହିଁ ଦେଖି କପିଳ ଦେବଙ୍କ ଶ୍ରେଷ୍ଠ ଇନିଂସ

ବିଶ୍ୱକପ୍‌ ଚାମ୍ପିୟନ ଭାରତୀୟ ଅଧିନାୟକ କପିଳ ଦେବଙ୍କ କ୍ୟାରିୟରର ସର୍ବଶ୍ରେଷ୍ଠ ଇନିଂସ ୧୭୫*, ଯାହାକି ୧୯୮୩ ବିଶ୍ୱକପ୍‌ରେ ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଖେଳିଥିଲେ। ଏହାକୁ କେବଳ ସେ ନୁହେଁ, ଅନ୍ୟ କେହି ଦେଖିପାରି ନାହାନ୍ତି। ଉକ୍ତ ବିଶ୍ୱକପ୍‌ର ସେମିଫାଇନାଲରେ ପ୍ରବେଶ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?