Home Left

ଘରୋଇ ସଂସ୍ଥାକୁ ସେସୁ ପରିଚାଳନା ଦାୟିତ୍ୱକୁ ବିରୋଧ

ଭୁବନେଶ୍ୱର, ୩୧।୧୨(ବ୍ୟୁରୋ): ରାଜ୍ୟ ସରକାର ବିଦ୍ୟୁତ୍‌ ବିତରଣ ପରିଚାଳନା ସଂସ୍ଥା ସେସୁକୁ ଏକ ଘରୋଇ କମ୍ପାନୀକୁ ବିକ୍ରି କରିବାକୁ ସିପିଆଇଏମ ଘୋର୍‌ ବିରୋଧ କରିଛି। ଏନେଇ ଦଳ ପକ୍ଷରୁ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ଦିଆଯାଇଛି। ସିପିଆଇଏମର ବରିଷ୍ଠ ନେତା…

ମହାପ୍ରଭୁଙ୍କୁ ଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ପୁରୀ ଅଫିସ, ୩୧।୧୨: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶ୍ରୀମନ୍ଦିରକୁ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ପୂର୍ବାହ୍ନ ୧୧ଟାରେ କେନ୍ଦ୍ରମନ୍ତ୍ରୀ ଶ୍ରୀମନ୍ଦିରରେ ପହଞ୍ଚିବା ପରେ ଦଳୀୟ କର୍ମକର୍ତ୍ତା ଏବଂ ପ୍ରଶାସନିକ ଅଧିକାରୀମାନେ ତାଙ୍କୁ ସ୍ବାଗତ କରିଥିଲେ। ପରେ ମନ୍ତ୍ରୀ ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁଙ୍କୁ…

୧୪ ଡିଏସ୍‌ପିଙ୍କୁ ଅତିରିକ୍ତ ଏସ୍‌ପି ର଼୍ୟାଙ୍କ୍‌କୁ ପଦୋନ୍ନତି

ଭୁବନେଶ୍ୱର, ୩୧।୧୨(ବ୍ୟୁରୋ): ରାଜ୍ୟ ସରକାର ୧୪ ଡିଏସ୍‌ପିଙ୍କୁ ଅତିରିକ୍ତ ଏସ୍‌ପି ର଼୍ୟାଙ୍କ୍‌କୁ ପଦୋନ୍ନତି ଦେଇଛନ୍ତି। ସେମାନଙ୍କ ମଧ୍ୟରୁ ପୋଲିସ ମୁଖ୍ୟାଳୟରେ ଥିବା ଡିଏସ୍‌ପି ପ୍ରଦୀପ କୁମାର ଜାଲିଙ୍କୁ ଭୁବନେଶ୍ୱର ବାଣିଜ୍ୟ ଓ ପରିବହନ ବିଭାଗକୁ ନିଯୁକ୍ତ ଦିଆଯିବା ସହ ରୋଡ୍‌ ସେଫ୍ଟି…

ପୂର୍ବତନ ରାଜ୍ୟ ସଭା ସଦସ୍ୟ ଏ.ଭି. ସ୍ବାମୀଙ୍କ ପରଲୋକ

ଭୁବନେଶ୍ୱର, ୩୧।୧୨(ବ୍ୟୁରୋ): ପୂର୍ବତନ ରାଜ୍ୟ ସଭା ସଦସ୍ୟ ଏ.ଭି. ସ୍ବାମୀଙ୍କ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କ ୯୧ ବର୍ଷ ବୟସ ହୋଇଥିଲା। ଖରିଆର ରୋଡ୍‌ସ୍ଥିତ ବାସଭବନରେ ପରଲୋକ ହୋଇଥିବା ନେଇ ତାଙ୍କ ପୁଅ ସୁରେଶ ଆଚାରୀ ସୂଚନା ଦେଇଛନ୍ତି। ୪ ଏପ୍ରିଲ…

ମହାରାଷ୍ଟ୍ର ସରକାରଙ୍କ କ୍ୟାବିନ ନମ୍ବର ୬୦୨ରେ ବସିବାକୁ ଡରୁଛନ୍ତି ମନ୍ତ୍ରୀ

ମୁମ୍ବାଇ,୩୧।୧୨: ମହାରାଷ୍ଟ୍ରରେ ନୂଆ ସରକାର ଗଠନ ହେବା ପରେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ସରକାରଙ୍କ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ମଧ୍ୟ ସରିଛି। ଏବେ ବିଭାଗ ବଣ୍ଟନ ସହ ମନ୍ତ୍ରୀମାନଙ୍କୁ ସେମାନଙ୍କ ଅଫିସ କ୍ୟାବିନ ବଣ୍ଟା ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଏହି ସମୟରେ ଚର୍ଚ୍ଚାକୁ…

ପୁଣି ଘୁଞ୍ଚିଲା ବିମାନବନ୍ଦର ରନ୍‌ଓ୍ବେ ରିକାର୍ପେଟିଙ୍ଗ: ଫେବୃୟାରୀରେ ଆରମ୍ଭ ହେବ କାମ

ଭୁବନେଶ୍ୱର, ୩୧।୧୨(ବ୍ୟୁରୋ): ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ହେବାକୁ ଥିବା ରନ୍‌ଓ୍ବେ ରିକାର୍ପେଟିଙ୍ଗ କାର୍ଯ୍ୟ ଆହୁରି ଦୁଇ ମାସ ଘୁଞ୍ଚତ୍ଲା। ପୂର୍ବରୁ ନଭେମ୍ବର ୧ରୁ ଘୁଞ୍ଚତ୍ ୧ ଡିସେମ୍ବରରେ ହେବାକୁ ଥିଲା। ଏବେ ଏହି ରିକାର୍ପେଟିଙ୍ଗ୍‌ କାର୍ଯ୍ୟ ଆସନ୍ତା…

ସିଏଜି ରିପୋର୍ଟ ଦର୍ଶାଇଲା ଅନିୟମିତତା

ଭୁବନେଶ୍ୱର,୩୧।୧୨(ବ୍ୟୁରୋ): ୨୦୧୪ରେ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ସରକାର କ୍ଷମତାକୁ ଆସିବା ପରଠାରୁ ଅନେକ ଯୋଜନା ଆରମ୍ଭ କରିଛନ୍ତି। ଯୋଜନାର ସଫଳତା ନେଇ ମଧ୍ୟ ପ୍ରଚାର ଜୋରସୋର କରୁଛନ୍ତି। କରଦାତାଙ୍କ ଅର୍ଥକୁ ବ୍ୟବହାର କରି କେନ୍ଦ୍ର ଯୋଜନାର ପ୍ରଚାର ପାଇଁ ବ୍ୟାପକ ଟଙ୍କା…

ଶ୍ରୀକ୍ଷେତ୍ର ବିକାଶର ମାଷ୍ଟର ପ୍ଲାନ: ରାଜ୍ୟବାସୀଙ୍କୁ ଉତ୍ସର୍ଗ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧।୧୨(ବ୍ୟୁରୋ): ମହାପ୍ରଭୁ ଶ୍ରୀ ଜଗନ୍ନାଥ ମନ୍ଦିରକୁ ବିଶ୍ୱ ଐତିହ୍ୟରେ ପରିଣତ କରିବାକୁ ରାଜ୍ୟ ସରକାର ଆଉ ଦୁଇ ପାଦ ଆଗକୁ ବଢିଛନ୍ତି। ଶ୍ରୀ ଜଗନ୍ନାଥ ଐତିହ୍ୟ କରିଡର ଚିଠା (ଡ୍ରାଫ୍ଟ) ସ୍ଥାପତ୍ୟ ଯୋଜନାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ରାଜ୍ୟବାସୀଙ୍କୁ ଉତ୍ସର୍ଗ…

ସହର ପ୍ରଦୂଷଣ: କଠୋର ହେଲେ ଏନ୍‌ଜିଟି

ଭୁବନେଶ୍ୱର,୩୧।୧୨(ବ୍ୟୁରୋ): ଦେଶର ବଡ଼ ବଡ଼ ସହରରେ ମାତ୍ରାଧିକ ପ୍ରଦୂଷଣ ଚିନ୍ତା ବଢ଼ାଇଲାଣି। ବାୟୁ, ଜଳ, ମାଟି ଭୟଙ୍କର ଭାବେ ପ୍ରଦୂଷିତ ହେବାରେ ଲାଗିଛି। ଯାନବାହନ ବୃଦ୍ଧି ସାଙ୍ଗକୁ ସବୁଜ ବଳୟ ନଷ୍ଟ ଯୋଗୁ ପରିବେଶ ବିଗିଡିବାରେ ଲାଗିଛି। ନିକଟରେ ଦିଲ୍ଲୀରେ ହୋଇଥିବା…

ମହାରାଷ୍ଟ୍ର କ୍ୟାବିନେଟ୍‌ ସମ୍ପ୍ରସାରଣ ପରେ ମେଣ୍ଟରେ ବିଦ୍ରୋହ: ଏନ୍‌ସିପି ବିଧାୟକ ପ୍ରକାଶ ସୋଲାଙ୍କିଙ୍କ ଇସ୍ତଫା ଘୋଷଣା

ମୁମ୍ବାଇ, ୩୧।୧୨: ମହାରାଷ୍ଟ୍ର କ୍ୟାବିନେଟ୍‌ ସମ୍ପ୍ରସାରଣ ପରେ ମେଣ୍ଟରେ ବିଦ୍ରୋହ ଦେଖାଦେଇଛି। ଏନ୍‌ସିପି ବିଧାୟକ ପ୍ରକାଶ ସୋଲାଙ୍କି ଇସ୍ତଫା ଦେବା ସମ୍ପର୍କରେ ଘୋଷଣା କରିଛନ୍ତି। ସେ ଆଉ ରାଜନୀତି ପାଇଁ ଯୋଗ୍ୟ ନ ଥିବା କହି ସନ୍ୟାସ ନେବା ଲାଗି ମନ…

ଥଣ୍ଡାରେ ଥରିଲା ରାଜଧାନୀ: ବିଳମ୍ବରେ ଉଡିଲା ୪୫୦ ବିମାନ

ନୂଆଦିଲ୍ଲୀ,୩୧।୧୨: ଦିଲ୍ଲୀ ସମେତ ଉତ୍ତର ଭାରତରେ ଶୀତ ଲହରୀ ଜାରି ରହିଛି। ପ୍ରବଳ ଶୀତ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ମଙ୍ଗଳବାର ଦିଲ୍ଲୀରେ ନ୍ୟୁନତମ ତାପମାତ୍ରା ୪ଡିଗ୍ରୀ ସେଲ୍‌ସିୟସ୍‌ ରେକର୍ଡ କରାଯାଇଛି। ଏହି ଖରାପ ପାଗର ପ୍ରଭାବ ସିଧାସଳଖ ବିମାନ ବନ୍ଦର…

ପୁରୀ ଉନ୍ନତୀକରଣ ପଛର କାହାଣୀ କହିଲେ ପାଣ୍ଡିଆନ

ଭୁବନେଶ୍ୱର,୩୧।୧୨(ବ୍ୟୁରୋ): ପୁରୀ ଜଗନ୍ନାଥ ମନ୍ଦିରର ସୌନ୍ଦର୍ଯ୍ୟକରଣ ଲାଗି ରାଜ୍ୟ ସରକାର ବଡ ପଦକ୍ଷେପ ଗ୍ରହଣ କରିଛନ୍ତି। ମନ୍ଦିର ଚତୁର୍ପାର୍ଶ୍ୱରୁ ୭୫ ମିଟର ପର୍ଯ୍ୟନ୍ତ ଘର ଏବଂ ଦୋକାନ ଉଚ୍ଛେଦ କରାଯାଉଛି। ତେବେ ହଠାତ୍‌ କାହିଁକି ପୁରୀ ପାଇଁ ଏତେ ବଡ ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?