Home Left

ମୁଖ୍ୟମନ୍ତ୍ରୀଙ୍କ ଭିଣୋଇ ସୋନି ମେହେଟ୍ଟାଙ୍କ ପରଲୋକ

ଭୁବନେଶ୍ୱର, ୩୧।୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଭିଣୋଇ ତଥା ଲେଖିକା ଗୀତା ମେହେଟ୍ଟାଙ୍କ ସ୍ବାମୀ ସୋନି ମେହେଟ୍ଟାଙ୍କ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କ ୭୬ ବର୍ଷ ହୋଇଥିଲା। ଏନେଇ ଟୁଇଟରରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଭିଣୋଇଙ୍କ ମୃତ୍ୟୁରେ ସେ ଗଭୀର ଶୋକ…

ରତ୍ନଭଣ୍ଡାର ଖୋଲିବାକୁ ଦାବି କଲା ଯୁବ କଂଗ୍ରେସ

ପୁରୀ ଅଫିସ,୩୧ା୧୨: ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଖୋଲିବାକୁ ଦାବି କରିଛି ପୁରୀ ଲୋକସଭା ଯୁବ କଂଗ୍ରେସ। ଏ ସଂକ୍ରାନ୍ତରେ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ଦାବିପତ୍ର ଦିଆଯାଇଛି । ଏଥିରେ ଦର୍ଶାଯାଇଛି ଯେ, ଶ୍ରୀଜଗନ୍ନାଥ ମନ୍ଦିର ଆଇନ ୧୯୫୫ ଅନୁଯାୟୀ ପ୍ରତି…

ଦୁର୍ଗାଙ୍କ ମନ୍ତ୍ର ଟୁଇଟ୍‌ କଲେ ପ୍ରିୟଙ୍କା

ନୂଆଦିଲ୍ଲୀ,୩୧।୧୨: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଦୁର୍ଗାଙ୍କର ଏକ ମନ୍ତ୍ର ଟୁଇଟ୍‌ କରିବା ପରେ ଏବେ ଏହା ଚର୍ଚ୍ଚାକୁ ଆସିଛି। ପ୍ରିୟଙ୍କାଙ୍କ ଅଫିସିଆଲ ଟୁଇଟର୍‌ ହ୍ୟାଣ୍ଡେଲରେ ସୋମବାର ରାତିରେ ଦୁର୍ଗା ସ୍ତୁତିର ଏକ ମନ୍ତ୍ର ଟୁଇଟ୍‌ କରାଯାଇଛି। ପ୍ରିୟଙ୍କା ନିଜେ…

ଦିଲ୍ଲୀ ବିଧାନସଭା ନିର୍ବାଚନ: ପୋଲିସ କମିଶନର ଏବଂ ୩୨ ଇନସ୍ପେକ୍ଟରଙ୍କ ବଦଳି

ନୂଆଦିଲ୍ଲୀ, ୩୧।୧୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ ପୋଲିସ କମିଶନର ଅମୂଲ୍ୟ ପଟ୍ଟନାୟକଙ୍କୁ ବଦଳି କରାଯାଇଛି। ଏହା ସହିତ ୨ ଜଣ ଅତିରିକ୍ତ କମିଶନର ଏବଂ ୩୨ ଜଣ ଇନସ୍ପେକ୍ଟରଙ୍କ ବଦଳି କରାଯାଇଛି। ନିୟମ ଅନୁସାରେ ଏଭଳି କରାଯାଇଥିବା ପ୍ରଶାସନ ପକ୍ଷରୁ…

ନୂଆ ବର୍ଷ ଲାଗି ଟ୍ରାଫିକ ବ୍ୟବସ୍ଥା କଡ଼ାକଡ଼ି

ପୁରୀ ଅଫିସ,୩୧ା୧୨- ନୂତନ ବର୍ଷରେ ଶ୍ରୀକ୍ଷେତ୍ରରେ ପ୍ରବଳ ଜନସମାଗମ ହେବ। ଏ ନେଇ ପୁରୀ ପୋଲିସ ପକ୍ଷରୁ ଟ୍ରାଫିକ ନିିୟନ୍ତ୍ରଣ ଓ ପାର୍କିଂ ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଛି। ଦୁଇ ଚକିଆ ଓ ଚାରି ଚକିଆ ଗାଡ଼ି ପାର୍କିଂ ପ୍ରବେଶ ଏବଂ…

ନୂଆ ବର୍ଷ ଲାଗି ଶ୍ରୀମନ୍ଦିର ଚଳଚଞ୍ଚଳ -ଜୋରସୋରରେ ଚାଲିଛି ପ୍ରସ୍ତୁତି

ପୁରୀ ଅଫିସ,୩୧ା୧୨- ଆଉ ଦୁଇ ଦିନ ପରେ ହେବ ନୂଆବର୍ଷ। ଏଥିପାଇଁ ଶ୍ରୀମନ୍ଦିର ଚଳଚଞ୍ଚଳ ହୋଇପଡିଛି। ନୂତନ ବର୍ଷରେ ମହାପ୍ରଭୁଙ୍କ ଦର୍ଶନ ଲାଗି ଲକ୍ଷାଧିକ ଭକ୍ତଙ୍କ ସମାଗମ ନଜରରେ ରଖି ଜୋରସୋରରେ ପ୍ରସ୍ତୁତି ଚାଲିଛି। ଏ ନେଇ ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ…

ସଭାରୁ ଉଠି ଥାନା ଆଗରେ ବିଷ ପିଇଲେ ବୃଦ୍ଧ

ପୁରୀ ଅଫିସ,୩୧ା୧୨ : ଚନ୍ଦନପୁର ଥାନା ପରିସରରେ ସୋମବାର ରାତିରେ ଏକ ସଭା ଚାଲିଥିଲା। ତେବେ ଅଚାନକ ଜଣେ ବୃଦ୍ଧ ସଭାରୁ ଉଠି ଥାନା ଆଗରେ ବିଷ ପିଇଦେଇଥିଲେ। ଏହାଦେଖି ସେଠାରେ ଉପସ୍ଥିତ ଲୋକେ ଆଚମ୍ବିତ ହୋଇଯାଇଥିବାବେଳେ ଗୁରୁତର ଅବସ୍ଥାରେ ବୃଦ୍ଧଙ୍କୁ…

ବଡ଼ଦାଣ୍ଡରେ ବର୍ଣ୍ଣାଢ଼୍ୟ ଶୋଭାଯାତ୍ରା

ପୁରୀ ଅଫିସ,୩୧ା୧୨: ସ୍ଥାନୀୟ ଭୋଳାନାଥ ବିଦ୍ୟାପୀଠ ପରିସରରେ ଶ୍ରୀରାମ ସୁନ୍ଦର ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ରାଷ୍ଟ୍ରୀୟ ଶ୍ରୀଜଗନ୍ନାଥ ରସ ମହୋତ୍ସବ ଚାଲିଛି। ସୋମବାର ପଞ୍ଚମ ଦିବସରେ ଶ୍ରୀରାଧାଗୋପାଳ ଜୀଉଙ୍କ ବରଯାତ୍ରୀ ଏକ ବର୍ଣ୍ଣାଢ଼୍ୟ ଶୋଭାଯାତ୍ରାରେ ବାହାରିଥିଲା। ଟ୍ରଷ୍ଟର ପ୍ରତିଷ୍ଠାତା ସମ୍ପାଦକ ପଣ୍ଡିତ…

ମନ୍ଦିର ସମ୍ମୁଖରେ ରହିଛି ମଶାଲ ଧରିଥିବା ମୂଷା…

ପୃଥିବୀର ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ ଢ଼ଙ୍ଗରେ ନୂଆବର୍ଷ ପାଳିତ ହୋଇଥାଏ। ଚଳିତ ୨୦୨୦ ବର୍ଷ ପାଳନ ପାଇଁ ଜାପାନରେ ଏକ ମନ୍ଦିର ସମ୍ମୁଖରେ ହାତରେ ମଶାଲ ଧରିଥିବା ମୂଷାର ପ୍ରତିମୂର୍ତ୍ତି ନିର୍ମାଣ କରାଯାଇଛି। ଜାପାନରେ ଲୋକଙ୍କ ବିଶ୍ୱାସ ମୂଷା ହେଉଛି…

ପୃଥିବୀର ଉଚ୍ଚତମ ବ୍ରିଜ୍‌ ଟାଓ୍ବାର: ଉଚ୍ଚତା ୧୧୦ ମହଲା କୋଠା ସଦୃଶ

ବେଜିଂ, ୩୧।୧୨: ଚାଇନାର ଦକ୍ଷିଣ-ପଶ୍ଚିମ ଗିୟାଝୋଇ ପ୍ରାନ୍ତରେ ଥିବା ପିଙ୍ଗ୍‌ଟାଙ୍ଗ୍‌ ବ୍ରିଜ୍‌ ଟାଓ୍ବାରକୁ ମଙ୍ଗଳବାର ଲୋକାର୍ପିତ କରାଯାଇଛି। ଦୁଇ ପାହାଡ଼ ମଧ୍ୟରେ ଥିବା ଏହି ୨୧୩୫ ମିଟର ଲମ୍ବ ବ୍ରିଜ୍‌ କାଓଡୁ ନଦୀର ୩୩୨ ମିଟର ଉପରେ ନିର୍ମିତ ହୋଇଛି। ଏହାର…

ଜାନୁୟାରୀ ୫ରେ କାଦମ୍ବିନୀ ସାହିତ୍ୟ ଉତ୍ସବ

ଭୁବନେଶ୍ୱର, ୩୧ା୧୨(ବ୍ୟୁରୋ): ଆସନ୍ତା ୫ ଜାନୁୟାରୀରେ କିଟ୍‌ କନଭେନସନ ସେଣ୍ଟରଠାରେ ମାସିକ ପାରିବାରିକ ପତ୍ରିକା କାଦମ୍ବିନୀ ପକ୍ଷରୁ ଆୟୋଜନ ହେଉଛି କାଦମ୍ବିନୀ ସାହିତ୍ୟ ଉତ୍ସବ, କାଦମ୍ବିନୀ ପତ୍ରିକା ହାଟ ଓ କୁନାକୁନି ମେଳା। ମୁଖ୍ୟ ଅତିଥି ତଥା ଉଦ୍‌ଘାଟକ ଭାବେ ଯୋଗ…

କଲରାପତରିଆ ବାଘୁଣୀ ବର୍ଷା ମୃତ

ବାରଙ୍ଗ,୩୧ା୧୨(ଡି.ଏନ୍‌.ଏ)- ପ୍ରାଣୀ ଉଦ୍ୟାନ ନନ୍ଦନକାନନ ରବିବାର ବେଶ ଖୁସିରେ ପ୍ରତିଷ୍ଠା ଦିବସ ପାଳନ କରିଥିବାବେଳେ ସୋମବାର ଏକ ଦୁଃଖଦ ଘଟଣା ଘଟିଯାଇଛି। ୧୯ନଂ. ଏନ୍‌କ୍ଲୋଜରରେ ଥିବା ୧୪ବର୍ଷର ଏକ କଲରାପତରିଆ ବାଘୁଣୀ ବର୍ଷାର ମୃତ୍ୟୁ ହୋଇଛି। ଗତ ୨୪ତାରିଖରେ ଏନକ୍ଲୋଜରରେ ବିଚରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?