Home Left

ରାଫାଲ ବିମାନ କ’ଣ ନୂଆ ଟ୍ରକ୍‌ ଯେ ତାକୁ ପୂଜା କରାଗଲା: ଶରଦ ପାଓ୍ବାର

ନୂଆଦିଲ୍ଲୀ,୧୦।୧୦: ଗୋଟିଏ ଦିନ ପୂର୍ବରୁ ପ୍ରତିରକ୍ଷାମନ୍ତ୍ରୀ ପ୍ୟାରିସ ଯାଇ ଯୁଦ୍ଧ ବିମାନ ରାଫାଲକୁ ଗ୍ରହଣ କରିବା ପୂର୍ବରୁ ଏହାକୁ ପୂଜା କରିଥିଲେ। ଆଉ ଏହାପରେ ପରେ ଏହି ପୂଜାକୁ ନେଇ ବିରୋଧୀ ଏବେ ଶାସକ ଭାଜପାକୁ ସମାଲୋଚନା କରି ଚାଲିଛନ୍ତି। ଗୁରୁବାର…

ନୂଆବର୍ଷରୁ ଭୁବନେଶ୍ୱରରୁ ସୁରଟକୁ ଉଡ଼ିବ ବିମାନ

ଭୁବନେଶ୍ୱର, ୧୦।୧୦(ବ୍ୟୁରୋ): ନୂଆବର୍ଷ ଅର୍ଥାତ୍‌ ଜାନୁଆରୀ ୧ରୁ ଭୁବନେଶ୍ୱରରୁ ସୁରଟକୁ ବିମାନ ଉଡ଼ିବ। ସପ୍ତାହକୁ ୩ଦିନ ଏୟାର ଇଣ୍ଡିଆ ବିମାନ ଚାଲିବ। ଏ ନେଇ ଗୁରୁବାର ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡଙ୍ଗୀ ଟୁଇଟ୍‌ କରି ଜଣାଇଛନ୍ତି। ବିମାନ ଚଳାଚଳ ମନ୍ତ୍ରଣାଳୟ ତାଙ୍କ…

ପିଓକେରେ ଆତଙ୍କବାଦୀଙ୍କ ରାଲି କରିବାକୁ ପ୍ରସ୍ତୁତ ହେଉଛି ହାଫିଜ

ନୂଆଦିଲ୍ଲୀ,୧୦।୧୦: ଆତଙ୍କବାଦୀ ସଙ୍ଗଠନ ଜମାତ-ଉଦ୍‌-ଦାଓ୍ବାର ମୁଖ୍ୟ ହାଫିଜ ସୟିଦ ଆସନ୍ତା ୧୪ ତାରିଖରେ ପିଓକେରେ ଆତଙ୍କବାଦୀଙ୍କ ରାଲି କରିବାକୁ ପ୍ରସ୍ତୁତ ହେଉଥିବା ଖବର ମିଳିଛି। ଏହି ରାଲିକୁ ହାଫିଜ ନିଜେ ସମ୍ବୋଧନ କରିବେ। ମୁଜାଫରାବାଦରେ ଏହା ଅନୁଷ୍ଠିତ ହେବାକୁ ଥିବା ବେଳେ…

ରିଲିଜ୍‌ ହେଲା ଫିଲ୍ମ ‘ଡ୍ରାଇଭ୍‌’ର ଗୀତ

ମୁମ୍ବାଇ: ଜ୍ୟାକଲିନ୍‌ ଫର୍ଣ୍ଣାଡିଜ୍‌ ଓ ଶୁଶାନ୍ତ ସିଂ ରଜପୁତଙ୍କ ଦ୍ୱାରା ଅଭିନୀତ ଫିଲ୍ମ ‘ଡ୍ରାଇଭ୍‌’ର ଦ୍ୱିତୀୟ ଗୀତ ରିଲିଜ୍‌ ହୋଇଛି। ଅବଶ୍ୟ ଗୀତଟି ବେଶି ଫୋକସ୍‌ କରିଛି ନାୟିକା ଜ୍ୟାକଲିନଙ୍କ ଆଡକୁ। ତେଣୁ ଏଥିରେ ଜ୍ୟାକଲିନଙ୍କୁ ଖୁବ୍‌ ବୋଲ୍ଡ ଓ ସେକ୍ସି…

୧୯ ବର୍ଷ ପୂର୍ବର ପେଣ୍ଟିଂ, ବିକ୍ରି ହେଲା ୧୭୭ କୋଟିରେ

ଜାପାନର ଜଣେ ଲୋକପ୍ରିୟ ଚିତ୍ରକାର ୟୋଶୋତୋମୋ ୨୦୦୦ ମସିହାରେ ଏକ କାର୍ଟୁନ ଗର୍ଲ ପେଣ୍ଟିଂ(ଫଟୋଚିତ୍ର) ତିଆରି କରିଥିଲେ। ନିକଟରେ ହଂକଂର ମଡେନଷ୍ଟିକ୍‌ କନ୍‌ଭେନ୍‌ଶନ ସେଣ୍ଟରରେ ଏହା ନିଲାମ ହୋଇଛି। ଅତି ସାଧାସିଧା ଦେଖାଯାଉଥିଲେ ମଧ୍ୟ ଏହା ୧୭୭ କୋଟି ଟଙ୍କାରେ ବିକ୍ରି…

ସରିଲା ‘ଶକୁନ୍ତଳା ଦେବୀ’ ପ୍ରଥମ ସିଡ୍ୟୁଲର ଶୁଟିଂ

ମୁମ୍ବାଇ: ବଲିଉଡ୍‌ ମୁଭି ‘ଶକୁନ୍ତଳା ଦେବୀ’ର ପ୍ରଥମ ସିଡ୍ୟୁଲର ଶୁଟିଂ ଶେଷ ହୋଇଛି। ଏହାପରେ ଏଥିରେ ଅଭିନୟ କରୁଥିବା କଳାକାରମାନେ ପାର୍ଟି କରୁଥିବା ନଜର ଆସିଛି। ୟୁକେରେ ଏହାର ପ୍ରଥମ ଶୁଟିଂ ସରିଥିବା ବେଳେ ସମସ୍ତ ସଦସ୍ୟ ଏବେ ଭାରତ ଫେରି…

ପୁଣି ଶତକ କଲେ ମୟଙ୍କ

ପୁଣେ, ୧୦।୧୦: ଭାରତୀୟ ଓପନର ମୟଙ୍କ ଅଗ୍ରଓ୍ବାଲ ଏବେ ଫୁଲ ଫର୍ମରେ ଅଛନ୍ତି। ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଟେଷ୍ଟରେ ଦ୍ୱିଶତକ ଲଗାଇଥିବା ମୟଙ୍କ ଦ୍ୱିତୀୟ ମ୍ୟାଚ୍‌ରେ ମଧ୍ୟ ଶତକୀୟ ଇନିଂସ ଖେଳିଛନ୍ତି। ପ୍ରଥମ ଇନିଂସର ୫୬ତମ ଓଭରରେ ବର୍ନନ ଫିଲାଣ୍ଡରଙ୍କ…

ବିଜେପୁର ଉପନିର୍ବାଚନ ପୂର୍ବରୁ ଭାଜପାରେ ଅସନ୍ତୋଷ: ଅଶୋକ କହିଲେ ‘ଦଳରେ ତାଙ୍କୁ ଅଣଦେଖା କରାଯାଉଛି’

ଭୁବନେଶ୍ୱର,୧୦।୧୦(ବ୍ୟୁରୋ): ବିଜେପୁର ଉପନିର୍ବାଚନକୁ ଆଉ ମାତ୍ର ୧୧ ଦିନ ବାକି ଥିବା ବେଳେ ଭାଜପାରେ ଅସନ୍ତୋଷ ଦେଖାଦେଇଛି। ୨୦୧୮ ନିର୍ବାଚନରେ ଉକ୍ତ ଆସନରୁ ପ୍ରାର୍ଥୀ ହୋଇଥିବା ଅଶୋକ ପାଣିଗ୍ରାହୀ ଗୁରୁବାର ଦଳ ପ୍ରତି ପ୍ରତ୍ୟକ୍ଷ ଏବଂ ପରୋକ୍ଷ ଭାବେ ଅସନ୍ତୋଷ ପ୍ରକାଶ…

ସୀତାରାମନଙ୍କୁ ଘେରିଲେ ପିଏମ୍‌ସି ବ୍ୟାଙ୍କ୍‌ ଖାତାଧାରୀ: କହିଲେ, ଆମ ଟଙ୍କା ଦିଅ

ମୁମ୍ବାଇ,୧୦।୧୦: ପଞ୍ଜାବ ଓ ମହାରାଷ୍ଟ୍ର ସମବାୟ (ପିଏମ୍‌ସି) ବ୍ୟାଙ୍କ ଦୁର୍ନୀତି ମାମଲାକୁ ନେଇ ବ୍ୟାଙ୍କ୍‌ର ଖାତାଧାରୀମାନେ ଚିନ୍ତାରେ ପଡିଛନ୍ତି । ଗୁରୁବାର କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କୁ ଘେରିଛନ୍ତି ପିଏମ୍‌ସି ବ୍ୟାଙ୍କ୍‌ ଖାତାଧାରୀ। ସୀତାରାମନ ମୁମ୍ବାଇର ନରୀମାନ ପଏଣ୍ଟରେ ଥିବା ଭାଜପା…

ବରଗଡ଼-ବଲାଙ୍ଗୀର ରାସ୍ତାରେ ବ୍ୟବସାୟୀଙ୍କୁ ଗୁଳିମାଡ଼, ଡାକ୍ତରଖାନାରେ ଭର୍ତ୍ତି

ବରଗଡ଼ ଅଫିସ, ୧୦।୧୦- ବରଗଡ଼-ବଲାଙ୍ଗୀର ରାସ୍ତାରେ ବୁଧବାର ବିଳମ୍ବିତ ରାତିରେ ଏକ ଗୁଳିକାଣ୍ଡ ଘଟିଛି। ଗୁଳିମାଡରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ସେ ହେଲେ କଣ୍ଟାବାଞ୍ଜିର ସଚିନ ଅଗ୍ରୱାଲ (୨୬)। ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲିରେ ସେ ବ୍ୟବସାୟ କରୁଥିବା ସୂଚନା…

ସରକାରୀ ଜାଗାରେ ଦୋକାନ ନିର୍ମାଣ : ତାଲା ପକାଇଲେ ଲୋକେ

ରାୟଗଡ଼ା ଅଫିସ,୧୦।୧୦ : ରାୟଗଡ଼ା ସହରର କପିଳାସ ରୋଡ୍‌ର ଷ୍ଟାଇଲ ବଜାର ନିକଟରେ କିଛିଦିନ ହେବ ବେଆଇନ ଭାବେ ସରକାରୀ ଜାଗାରେ ପ୍ରାୟ ୮୦ ଲକ୍ଷ ବ୍ୟୟରେ ଏକ ଦୋକାନ ଗୃହ ନିର୍ମାଣ କରାଯାଇଛି। ଗୁରୁବାର ଶୁଭାରମ୍ଭ ପାଇଁ ପ୍ରସ୍ତୁତି ଚାଲିଥିବା…

ଟଏଲେଟ୍‌ ସହ ସେଲଫି ନେଲେ ମିଳିବ ୫୧ ହଜାର ଟଙ୍କା

ଭୋପାଳ,୧୦।୧୦:ଘରେ ଘରେ ପାଇଖାନା ଲାଗି ସଚେତନତା ସୃଷ୍ଟି ପାଇଁ ମଧ୍ୟପ୍ରଦେଶ ସରକାର ଏକ ଅଭିନବ ଉପାୟ ଆପଣାଇଛନ୍ତି। ବିବାହ ସ୍ଥିର ହୋଇଥିବା ବର ଯଦି ପାଇଖାନାରେ ସେଲଫି ଉଠାଇ ପଠାନ୍ତି, ତେବେ କନ୍ୟାଙ୍କୁ ୫୧ ହଜାର ଟଙ୍କା ମିଳିବ। ମୁଖ୍ୟମନ୍ତ୍ରୀ କନ୍ୟା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri