Home Left

ସଲମାନ ଖାନଙ୍କ ଘରେ କ୍ରାଇମବ୍ରାଞ୍ଚ୍‌ ଚଢାଉ, କାରଣ ଜାଣି ହେବେ ଆଶ୍ଚର୍ଯ୍ୟ

ବଲିଉଡ୍‌ ଅଭିନେତା ସଲମାନ ଖାନଙ୍କ ଘରେ କ୍ରାଇମବ୍ରାଞ୍ଚ୍‌ ଚଢାଉ କରିଛି। ସଲମାନଙ୍କ ପରିବାର କୌଣସି ସଦସ୍ୟ ନାଁରେ ଅଭିଯୋଗ ନାହିଁ ବରଂ ୨୦ ବର୍ଷ ହେବ ତାଙ୍କ ବଙ୍ଗଳାର ଦେଖାଶୁଣା କରୁଥିବା ଜଣେ ବ୍ୟକ୍ତିଙ୍କୁ ପୋଲିସ ଗିରଫ କରିଛି। ସବୁଠୁ ଆଶ୍ଚର୍ଯ୍ୟ…

ଇଣ୍ଡିଆନ୍‌ ଆଇଡଲ୍‌ ୧୧ରେ ଓଡିଆ ଝିଅ ଚେଲ୍‌ସି

ଭୁବନେଶ୍ୱର:ପୁଣି ଜାତୀୟସ୍ତରୀୟ ରିଆଲିଟି ଶୋ’ରେ ଆସିବେ ଓଡ଼ିଆ ଝିଅ ଚେଲ୍‌ସି ବେଉରା। ସୋନି ଟିଭି ପକ୍ଷରୁ ପ୍ରସାରିତ ଇଣ୍ଡିଆନ୍‌ ଆଇଡଲ୍‌-୧୧ରେ ଚେଲ୍‌ସି ଭାଗ ନେଇଛନ୍ତି। ଏହି ଶୋ’ର ଏକ ଭିଡିଓରେ ଚେଲ୍‌ସିଙ୍କ ଝଲକ୍‌ ଦେଖିବାକୁ ମିଳିଛି। ଏହି ଭିଡିଓରେ ସେ ଇଶକ୍‌ଜାଦେ…

ଚାଇନା ରାଷ୍ଟ୍ରପତିଙ୍କୁ ସ୍ବାଗତ ଜଣାଇବାକୁ ସରିଲାଣି ସମସ୍ତ ପ୍ରସ୍ତୁତି

ଚେନ୍ନାଇ,୧୦।୧୦: ଅକ୍ଟୋବର ୧୧-୧୨ରେ ଚାଇନା ରାଷ୍ଟ୍ରପତିଙ୍କ ଭାରତ ଗସ୍ତ କାର୍ଯ୍ୟକ୍ରମ ଥିବାରୁ ସେ ତାମିଲନାଡୁ ଆସିବେ ବୋଲି ଜଣାପଡିଛି। ଚେନ୍ନାଇଠାରେ ଏହି ସମୟରେ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଦ୍ୱିତୀୟ ଅନୌପଚାରିକ ସାକ୍ଷାତ୍‌କାର କରିବେ। ଏହାକୁ…

ଥାଇ ପାର୍କ ଗଜରାଜଙ୍କ ମୃତ୍ୟୁଯନ୍ତା

ବ୍ୟାଙ୍କକ, ୧୦ା୧୦ : ହାତୀଙ୍କ ସୁରକ୍ଷା ଲାଗି ବିଶ୍ୱବ୍ୟାପୀ ଅନେକ ପଦକ୍ଷେପ ହାତକୁ ନିଆଯାଉଛି। ସେମାନଙ୍କ ରହିବା, ଖାଇବା, ସ୍ବାସ୍ଥ୍ୟାବସ୍ଥା ସହ ମୁକ୍ତ ଭ୍ରମଣ ଓ ସୁରକ୍ଷିତ ଜୀବନଯାପନ ଲାଗି ବିଭିନ୍ନ ଦେଶ ଭିନ୍ନ ଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। ତଥାପି…

ଗାଁରେ କଳା ଅଛି: ଚିହ୍ନିବା ଦରକାର

ଗୋଟିଏ ପଟେ ରୋଗୀ ସେବା ଅନ୍ୟପଟେ କଳାରେ ରୁଚି। ବ୍ୟସ୍ତତା ଭିତରେ ଅଭିନୟ, ପୁଣି ତା’ସାଙ୍ଗକୁ ବୃକ୍ଷରୋପଣ। ଏମିତି ‘ଏକରେ ଅନେକ’ ପରିଚୟ ନେଇ ଚାଲିଥିବା ଡା.ନୃପେନ୍ଦ୍ର କୁମାର ଶତପଥୀଙ୍କ ନିଜକଥା ସମ୍ପର୍କରେ … ପିଲାଦିନ କେମିତି କଟିଥିଲା? ପୈତୃକ ଗାଁ…

ଏସ୍‌ସିବି ମେଡିକାଲରେ ୧୦୧ ଡେଙ୍ଗୁ ରୋଗୀ

କଟକ ଅଫିସ, ୧୦ା୧୦: ରାଜ୍ୟରେ ଡେଙ୍ଗୁ ରୋଗୀ ସଂଖ୍ୟା ବଢ଼ିବାରେ ଲାଗିଛି। କିଛିଦିନ ଲଗାଣ ବର୍ଷା ହେବା ଯୋଗୁ ଡେଙ୍ଗୁ ଭୟଙ୍କର ରୂପ ନେବାରେ ଲାଗିଛି। ବୁଧବାର କଟକ ଏସ୍‌ସିବିରେ ମୋଟ୍‌ ୧୦୧ଜଣ ଡେଙ୍ଗୁ ରୋଗୀ ଚିକିତ୍ସିତ ହେଉଛନ୍ତି। ସେମାନଙ୍କ ମଧ୍ୟରୁ…

ଇ- ବିଧାନସଭା: ୪୭ ବିଧାୟକ କିଣିଲେ କମ୍ପ୍ୟୁଟର

ଭୁବନେଶ୍ୱର,୧୦ା୧୦(ବ୍ୟୁରୋ): ବିଧାୟକମାନେ ଆଉ କାଗଜପତ୍ର ନୁହେଁ କମ୍ପ୍ୟୁଟର ଜରିଆରେ ସମସ୍ତ ସୂଚନା ପାଇବା ସହ ଅନ୍ୟାନ୍ୟ କାର୍ଯ୍ୟ କରିବେ। ଏପରି କି ବିଧାନସଭାକୁ ମଧ୍ୟ ଲାପଟପ୍‌ ଧରି ଆସି ପାରିବେ । ଅନ୍‌ଲାଇନରେ ସବୁ କିଛି ହେବ। ବିଧାୟକମାନେ ଯାହା କିଛି…

‘ମୋ ସରକାର’ ସମୀକ୍ଷା: ୩ ପ୍ରମୁଖ ଅଧିକାରୀଙ୍କ ମାଲକାନଗିରି ଗସ୍ତ

ମାଲକାନଗିରି,୧୦ା୧୦ (ଡି.ଏନ୍‌.ଏ.): ରାଜ୍ୟର ଶୀର୍ଷ ପ୍ରଶାସନରେ ନିଆଯାଉଥିବା ନିଷ୍ପତ୍ତି ତୃଣମୂଳରେ କିପରି କାର୍ଯ୍ୟକାରୀ ହେଉଛି , ତାହାର ତଦାରଖ କରିବା ପାଇଁ ୩ ବରିଷ୍ଠ ଆଇଏଏସ୍‌ ଅଧିକାରୀ ବୁଧବାର ମାଲକାନଗିରି ଜିଲା ଗସ୍ତ କରିଛନ୍ତି। ଏହି ଅଧିକାରୀମାନେ ହେଉଛନ୍ତି- ଅର୍ଥ ବିଭାଗ…

ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍‌

ପୁରୀ ଅଫିସ,୧୦ା୧୦: ବିଶ୍ୱପ୍ରସିଦ୍ଧ ପୁରୀ ଶ୍ରୀମନ୍ଦିର ଉପରେ ଆତଙ୍କବାଦୀ ଆକ୍ରମଣର ଆଶଙ୍କା ରହିଛି। ଏ ନେଇ ଗୋଇନ୍ଦା ବିଭାଗ ବିଭିନ୍ନ ସମୟରେ ରିପୋର୍ଟ ଦେଉଛି। ସୁରକ୍ଷା ଦୃଷ୍ଟିକୋଣରୁ ଶ୍ରୀମନ୍ଦିର ଏକ ସମ୍ବେଦନଶୀଳ ଅଞ୍ଚଳ। ଏହା ମଧ୍ୟରେ ଫଟୋ ଉଠାଇବା, ଭିଡିଓ ଉତ୍ତୋଳନ…

ପୂଜା ଭିଡ଼ରେ ମାତିଲେ ଲୁଟେରା: ଶେଷ ଦୁଇଦିନରେ ୨ଶହରୁ ଊର୍ଦ୍ଧ୍ୱ ଚୋରି, ଲୁଟ୍‌

ଭୁବନେଶ୍ୱର,୧୦ା୧୦(ବ୍ୟୁରୋ): ଏଥର ଦୁର୍ଗାପୂଜାରେ ଚୋରି ଓ ଲୁଟ୍‌ ରୋକିବାକୁ କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା। ବିଶେଷକରି ପୂଜା ମଣ୍ଡପ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସିସିଟିଭି ଲଗାଯିବା ସହ ପର୍ଯ୍ୟାପ୍ତ ପୋଲିସ ଓ ଏସ୍‌ପିଓ ମୁତୟନ ରହିଥିଲେ। ଏହାସତ୍ତ୍ୱେ ପୋଲିସକୁ…

ପ୍ରଥମଥର ପାଇଁ ଭୋଟ ମାଗିଲେ ଶହୀଦ ଭଗତ ସିଂଙ୍କ ପରିବାର ସଦସ୍ୟ

ପୁଣେ,୧୦।୧୦:ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ପ୍ରଚାର ଜୋରସୋର ଚାଲିଛି। ରାଜ୍ୟରେ ଭାଜପା-ଶିବସେନା ଏବଂ କଂଗ୍ରେସ-ଏନସିପି ମେଣ୍ଟ ମଧ୍ୟରେ ଟକ୍କର ହେବାକୁ ଯାଉଛି। ଏଥର ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ଶହୀଦ ଭଗତ୍‌ ସିଂଙ୍କ ପରିବାରର ଜଣେ ସଦସ୍ୟ। ତାଙ୍କ ନାତି ବିକ୍ରମ ସିଂ…

ଉପ ଶାସନ ସଚିବଙ୍କୁ ସିଧା ଫାଇଲ ଦେବେ ଏଏସ୍‌ଓ

ଭୁବନେଶ୍ୱର,୧୦ା୧୦(ବ୍ୟୁରୋ): ସଚିବାଳୟରେ କାର୍ଯ୍ୟରତ ସହକାରୀ ଉପବିଭାଗ ଅଧିକାରୀ(ଏଏସ୍‌ଓ) ଫାଇଲ କାର୍ଯ୍ୟ ସମାପ୍ତ କରି ଉପବିଭାଗ ଅଧିକାରୀ(ଏସ୍‌ଓ) ଏବଂ ଡେସ୍କ ଅଫିସର(ଡିଓ)ଙ୍କୁ ଦାଖଲ କରିବେ ନାହିଁ। ଏଏସ୍‌ଓମାନେ ପାଇଥିବା କାର୍ଯ୍ୟକୁ ସ୍ବାଧୀନଭାବେ ଉପ/ଯୁଗ୍ମ/ଅତିରିକ୍ତ ସଚିବଙ୍କୁ ସିଧାସଳଖ ଦେବେ। ସେହିପରି ବିଭିନ୍ନ ଯୋଜନା ଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri