Home Left

ବିଜୟା ଦଶମୀରେ ନୀଳମାଧବ ଜୀଉଙ୍କୁ ଶଙ୍ଖ, ଚକ୍ର ସମର୍ପଣ

ଖଣ୍ଡପଡା,୧୦।୧୦(ସ୍ବ.ପ୍ର.): ମହିଷାସୁରର ନିଧନ ପାଇଁ ମା’ଦୁର୍ଗାଙ୍କୁ ପ୍ରଦାନ କରାଯାଇଥିବା ଶଙ୍ଖ, ଚକ୍ର ଆୟୁଧ ମଙ୍ଗଳବାର ବିଜୟା ଦଶମୀ ତିଥିରେ କଣ୍ଟିଲୋ ନୀଳମାଧବ ଜୀଉଙ୍କୁ ସମର୍ପଣ କରାଯାଇଛି । ପାରମ୍ପରିକ ରୀତିରେ ଏହି ତିଥିରେ ଶ୍ରୀ ନୀଳମାଧବ ଜୀଉଙ୍କ ଚଳନ୍ତି ପ୍ରତିମା ମଦନ…

ବିଜୟା ଦଶମୀରେ ଶ୍ରୀରଘୁନାଥଜୀଉଙ୍କ ସୁନାବେଶ

ଓଡ଼ଗାଁ,୧୦ା୧୦(ସ୍ବ.ପ୍ର.): ଓଡ଼ଗାଁରେ ବିଜେ ଶ୍ରୀରଘୁନାଥଜୀଉଙ୍କ ମନ୍ଦିରରେ ସୋମବାର ବିଜୟା ଦଶମୀ ପାଳିତ ହୋଇଯାଇଛି। ଏହି ତିଥିରେ ପ୍ରଭୁ, ମା’ ସୀତା ଓ ଅନୁଜ ଲକ୍ଷ୍ମଣ ସୁନା ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଇଥିଲେ। ରାମାୟଣ ଅନୁସାରେ ଏହି ଦିନ ପ୍ରଭୁ ମା ଦୁର୍ଗାଙ୍କୁ…

ପାରା ଦେହରେ ସ୍ବସ୍ଥାନକୁ ଫେରିଗଲେ ମା’ ଖିଲାମୁଣ୍ଡା

ରଣପୁର,୧୦।୧୦(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ମାଳଜଙ୍ଗଲ ଭିତରେ ବିଜେ ଆରାଧ୍ୟା ଦେବୀ ମା’ ଖିଲାମୁଣ୍ଡା ରଣପୁର ରାଜାଙ୍କ ନିମନ୍ତ୍ରଣରେ ଗତ ଦ୍ୱିତୀୟା ଓଷାଠାରୁ ଷୋଳପୂଜା ପାଇଁ ରଣପୁର ରାଜନଅରରେ ଅବସ୍ଥାପନ କରିବା ପରେ ରଣପୁର ଚଳଚଞ୍ଚଳ ହୋଇଉଠିଥିଲା ।ପ୍ରତ୍ୟେକ ବର୍ଷ ମା’…

ନବନିର୍ମାଣ କୃଷକ ସଙ୍ଗଠନର ସମାବେଶ

ନୟାଗଡ଼ ଅଫିସ,୧୦ା୧୦: ନବନିର୍ମାଣ କୃଷକ ସଙ୍ଗଠନର ନୟାଗଡ଼ ଜିଲାସ୍ତରୀୟ ସମାବେଶ ବୁଧବାର ସହରସ୍ଥିତ ବିଜୁ ପଟ୍ଟନାୟକ କଲ୍ୟାଣମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି। ଜିଲା ସଂଯୋଜକ ମହେଶ୍ୱର ଜେନାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସମାବେଶରେ ରାଷ୍ଟ୍ରୀୟ ସଂଯୋଜକ ଅକ୍ଷୟ କୁମାର ଯୋଗଦେଇ ଚାଷୀକୁଳ ଅସଙ୍ଗଠିତ ହୋଇଥିବାରୁ…

ଏହି କବର ସ୍ଥାନରେ ମୃତଦେହକୁ କବର ଦିଆଯାଏ ନାହିଁ

କବର ସ୍ଥାନର କଥା ଶୁଣିଲେ ମନକୁ ଆପଣାଛାଏଁ ଆସେ କି ଯେଉଁଠି ମଣିଷଙ୍କ ମୃତଦେହକୁ କବର ଦିଆଯାଇଥାଏ। ହେଲେ ଏହି କବର ସ୍ଥାନ ସବୁଠାରୁ ନିଆରା। ସିବେଲ ଆଉଲାଣ୍ଡ ଭାବେ ପରିଚିତ ଏହି ଦ୍ୱୀପକୁ ‘ଜଙ୍ଗଲି ଘୋଡ଼ାଙ୍କ ଘର’ ବୋଲି ମଧ୍ୟ…

ଗୋଟିଏ ବିଛଣା ଅଧିକ ଦିନଧରି ବ୍ୟବହାର କରୁଥିଲେ..

ଅନେକ ଲୋକ ଅଛନ୍ତି ସେମାନଙ୍କ ଶରୀରରେ କୌଣସି ରୋଗ ନ ଥିଲେ ବି ବାରମ୍ବାର ଆଲର୍ଜି, ସଂକ୍ରମଣ, କାଶ ଏବଂ ଜ୍ୱରରେ ପୀଡ଼ିତ ହୋଇଥାନ୍ତି। ଯେତେ ଔଷଧ ସେବନ କଲେ କି ଆଣ୍ଟିବାୟୋଟିକ୍‌ ନେଲେ କିଛି କାମ କରେନାହଁି । ଏଭଳି…

ମର୍ଣ୍ଣିଓ୍ବାକ୍‌ ପରେ ପାଦତଳ ଦରଜ ଠିକ୍‌ କରେ ସୋରିଷ

ଦୀର୍ଘ ସମୟ ଧରି ଠିଆ ହେଲେ ଅବା ବସି ରହିଲେ ପାଦତଳ ଦରଜ ହୋଇଥାଏ। ବେଳେବେଳେ ପାଦ ଫୁଲି ଯାଇଥାଏ। ଫଳରେ ଚାଲିବା ବୁଲିବାରେ କଷ୍ଟ ହୋଇଥାଏ। କିଛି ଘରୋଇ ଉପଚାର ମାଧ୍ୟମରେ ଏସବୁ ସମସ୍ୟା ସମାଧାନ କିପରି ହେବ ଜାଣିବା…

ଆଉ କେତେ ଦିନ

ଓଡ଼ିଆ ସିନେମାର ଇତିହାସ ବେଶ୍‌ ରୁଦ୍ଧିମନ୍ତ। ୧୯୩୬ରେ ମୁକ୍ତିଲାଭ କରିଥିଲା ପ୍ରଥମ ଓଡ଼ିଆ ଚଳଚ୍ଚିତ୍ର ‘ସୀତା ବିବାହ’। ବର୍ତ୍ତମାନ ଗୁଣାତ୍ମକ ଦୃଷ୍ଟିକୋଣରୁ ଆଲୋଚନା କଲେ ଆମ ଓଡ଼ିଆ ସିନେମାର ଭବିଷ୍ୟତ ଉପରେ ସ୍ବତଃ ପ୍ରଶ୍ନବାଚୀ ଲାଗିଯାଉଛି। କାରଣ ଗତ କିଛି ବର୍ଷ…

ଅଂଶୁମାନ ଯାହା ଚାହୁଁଥିଲେ..

ଅଂଶୁମାନ ସାମନ୍ତରାୟ ଯାହା ଚାହୁଁଥିଲେ ତାହା ତାଙ୍କୁ ମିଳିଯାଇଛି। ରିଲିଜ ଅପେକ୍ଷାରେ ଥିବା ହରିଶ ଶର୍ମାଙ୍କ ହିନ୍ଦୀ ସିନେମା ‘ମାୟରା’ରେ ତାଙ୍କୁ ଏକ ସୁପାରିକିଲର ଭୂମିକାରେ ଦେଖିବାକୁ ମିଳିବ। ଏ ନେଇ ଅଂଶୁମାନ କହନ୍ତି, ‘ଏହି ଭୂମିକାରେ କେତେ ଦମ୍‌ ଅଛି…

ସ୍ତ୍ରୀଙ୍କୁ ଖୁସି କରିବା ଲାଗି ଏପରି କିଛି ଉପହାର ଦେଇଛନ୍ତି ଏମାନେ

କୁହାଯାଏ କି ସ୍ବାମୀଙ୍କୁ ଖୁସି କରିବା ଲାଗି ରାସ୍ତା ତାଙ୍କ ପେଟ ଦେଇ ଯାଇଥାଏ। ଅର୍ଥାତ ଭଲ ରୋଷେଇ କରି ଖାଇବାକୁ ଦେଲେ ସେମାନେ ସେଥିରେ ସନ୍ତୁଷ୍ଟ ହୋଇଥାନ୍ତି। ତେବେ ସ୍ତ୍ରୀଙ୍କୁ ଖୁସି କରିବା ଲାଗି ମଧ୍ୟ ସେପରି କିଛି ଉପାୟ…

୨୬ରେ ସୈନିକ ନିଯୁକ୍ତି ପାଇଁ ପରୀକ୍ଷା

କଟକ ଅଫିସ, ୯ା୧୦: ସୈନିକ ନିଯୁକ୍ତି କାର୍ଯ୍ୟାଳୟ ପକ୍ଷରୁ ଆସନ୍ତା ୨୬ରେ କଟକ ବାରବାଟୀ ଷ୍ଟାଡିୟମରେ ସାଧାରଣ ପ୍ରବେଶିକା ପରୀକ୍ଷା(ସିଇଇ) ଅନୁଷ୍ଠିତ ହେବ। ପାରାଦୀପସ୍ଥିତ ଗୋପବନ୍ଧୁ ଷ୍ଟାଡିୟମରେ ଗତ ଅଗଷ୍ଟ ୧୮ରୁ ୨୬ ପର୍ଯ୍ୟନ୍ତ ନିଯୁକ୍ତି ପ୍ରକ୍ରିୟାର ପ୍ରଥମ ପର୍ଯ୍ୟାୟ ଶେଷ…

ସ୍ତ୍ରୀ, ପିଲାଙ୍କୁ ଛାଡ଼ି କାଠଯୋଡ଼ିକୁ ଡେଇଁଲେ ଯୁବକ

କଟକ ଅଫିସ/ଫୁଲନଖରା, (ଡି.ଏନ.ଏ.)୯ା୧୦:  ବୁଧବାର ଅପରାହ୍ନରେ କାଠଯୋଡ଼ି ନଦୀକୁ ଡେଇଁ ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି। ସେ ହେଲେ ନିଆଳି ଥାନା ଅଧୀନ କରଞ୍ଜ ଗ୍ରାମର ପ୍ରଧାନ ଦେବବ୍ରତ ମହାପାତ୍ର। ଖବରପାଇ ଓଡ୍ରାଫ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଖୋଜାଖୋଜି କରିଥିଲେ ମଧ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri