Home Left

ପ୍ରେମୀକାଙ୍କ ସ୍କଟ ପିନ୍ଧା ପସନ୍ଦ ନ ଥିଲା ଏହି ସୁପରଷ୍ଟାରଙ୍କୁ

ମୁମ୍ବାଇ: ବଲିଉଡ୍‌ ଦୁନିଆର ପ୍ରଥମ ସୁପରଷ୍ଟାର ରାଜେଶ ଖାନ୍ନା ଆଜି ଆମ ଗହଣରେ ନାହାଁନ୍ତି ସତ ହେଲେ ତାଙ୍କର ଅଭିନୟ ଆଜିବି ଜୀବନ୍ତ ହୋଇ ରହିଛି ଦର୍ଶକଙ୍କ ହୃଦୟରେ। ୨୯ ଡିସେମ୍ବର ୧୯୪୨ରେ ଅମୃତସରରେ ଜନ୍ମ ନେଇଥିବା ରାଜେଶ ଖାନ୍ନାଙ୍କ ପ୍ରକୃତ…

ବିବାହ କଲେ ୬୭ ବର୍ଷ ବରକୁ ୬୫ ବର୍ଷୀୟା କନ୍ୟା

ତ୍ରିଶୂର,୨୯।୧୨: କେରଳ ତ୍ରିଶୂର ଜିଲାର ରାମାଭରମାପୁରମରେ ୬୭ ବର୍ଷ ବରକୁ ୬୫ ବର୍ଷୀୟା କନ୍ୟା ବିବାହ କରିବା ଦୃଶ୍ୟ ସମସ୍ତଙ୍କୁ ଆନନ୍ଦ ଦେଇଛି। ଏକ ସରକାରୀ ବୃଦ୍ଧାଶ୍ରମରେ ରହୁଥିବା ୬୭ ବର୍ଷୀୟ କୋଚାନିୟନ ମେନନ ଉକ୍ତ ଆଶ୍ରମର ୬୫ ବର୍ଷୀୟ ଲକ୍ଷ୍ମୀ…

ଜଙ୍ଗଲରେ ନିଆଁ: ସାଇକେଲ ଆରୋହୀଙ୍କୁ ଅଟକାଇ ପାଣି ପିଇଲା କୋଆଲା; ଭିଡ଼ିଓ ଭାଇରାଲ

ଏଡ଼ିଲେଡ୍‌,୨୯।୧୨: ଅଷ୍ଟ୍ରେଲିଆ ଜଙ୍ଗଲରେ ଲାଗିଥିବା ନିଆଁ ଲିଭିବାର ନା ଧରୁନି। ବହୁ ବନ୍ୟପ୍ରାଣୀଙ୍କ ଏହାଦ୍ୱାରା ମୃତ୍ୟୁ ଘଟିଥିବା କୁହାଯାଉଛି। ସମ୍ପ୍ରତି ସୋସିଆଲ୍‌ ମିଡ଼ିଆରେ ଜଙ୍ଗଲ ନିଆଁ ଯୋଗୁ କିଭଳି ବନ୍ୟପ୍ରାଣୀ ହନ୍ତସନ୍ତ ହେଉଛନ୍ତି ତାହାର କିଛି ଫଟୋ ଓ ଭିଡ଼ିଓ ଅପଲୋଡ୍‌…

୩ ମାସରେ ୧୨ ଲିଟର କ୍ଷୀରଦାନ କରି ୫ ନବଜାତକଙ୍କ ଜୀବନ ବଞ୍ଚାଇଛନ୍ତି ଶିକ୍ଷୟିତ୍ରୀ

ଅହମ୍ମଦାବାଦ୍‌,୨୯।୧୨: ମା କ୍ଷୀର ଜବଜାତକଙ୍କ ପାଇଁ ଅମୃତ ତୁଲ୍ୟ। ତେବେ କେତେକ କ୍ଷେତ୍ରରେ ନବଜାତକଙ୍କୁ ଏହା ମିଳିପାରେନା। ଗୁଜରାଟରେ ଜଣେ ୨୯ ବର୍ଷ ବୟସ୍କା ଶିକ୍ଷୟିତ୍ରୀ ରୁଶିନା ମାରଫତିୟା ୩ ମାସରେ ନିଜର ୧୨ଲିଟର କ୍ଷୀରଦାନ କରି ୫ ନବଜାତକଙ୍କ ଜୀବନ…

ଦାରିଙ୍ଗବାଡ଼ିରେ ତଳକୁ ଖସିଲା ପାରଦ: ଚାରିଆଡ଼େ ତୁଷାରପାତ, ବଢ଼ୁଛି ଶୀତ

ଦାରିଙ୍ଗବାଡ଼ି,୨୯।୧୨(ଡି.ଏନ୍‌.ଏ.): ଓଡ଼ିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ରବିବାର ଶୀତର ପ୍ରକୋପ ବୃଦ୍ଧି ପାଇଛି। ତାପମାତ୍ରା ତଳକୁ ଖସି ତୁଷାରପାତ ହେବା ସହ ଶୀତ ବଢ଼ିବାରେ ଲାଗିଛି। ଫଳରେ ଜନଜୀବନ ପ୍ରଭାବିତ ହେବା ସହ ଶୀତବସ୍ତ୍ର ନ ଥିବା ନେଇ…

ଉତ୍ତର ଭାରତରେ ଶୀତ ଲହରୀ: ୪ରାଜ୍ୟକୁ ରେର୍ଡ ଆଲର୍ଟ ଜାରି

ନୂଆଦିଲ୍ଲୀ,୨୯।୧୨: ଉତ୍ତର ଭାରତର ଅଧିକାଂଶ ସ୍ଥାନରେ ହାଡଭଙ୍ଗା ଶୀତ ପରିଲକ୍ଷିତ ହୋଇଛି। ଏହା ଫଳରେ ସାଧାରଣ ଜୀବନ ପ୍ରଭାବିତ ହୋଇଛି। ରବିବାର ସୁଦ୍ଧା ଦିଲ୍ଲୀ ତାପମାତ୍ରା ରେକର୍ଡ ଭାଙ୍ଗୀ ୧.୭ ଡିଗ୍ରୀରେ ପହଞ୍ଚିଥିବା ବେଳେ ଅଧିକାଂଶ ସ୍ଥାନରେ ଏହା ପାଖାପାଖି ୫…

ଏସ୍‌ପ୍ଲାନେଡ୍‌ ମଲ୍‌ କର୍ତ୍ତୃପକ୍ଷଙ୍କ ଗୁଣ୍ଡାରାଜ: ମହିଳା ଖବରଦାତା, କ୍ୟାମେରାମ୍ୟାନଙ୍କୁ ଆକ୍ରମଣ; ପାର୍କିଂ ଫି ଉପରେ ଖବର ପ୍ରସାରଣ କରୁଥିଲେ

ଭୁବନେଶ୍ୱର, ୨୯ା୧୨(ବ୍ୟୁରୋ): ସୀମା ଟପିଲା ଏସ୍‌ପ୍ଲାନେଡ୍‌ ମଲ୍‌ କର୍ତ୍ତୃପକ୍ଷଙ୍କ ଦାଦାଗିରି। ଜଣେ ମହିଳା ଖବରଦାତା ଓ କ୍ୟାମେରାମ୍ୟାନଙ୍କୁ ମଲ୍‌ ଭିତରେ ଆକ୍ରମଣ କରାଯିବା ସହ ଏକ ବନ୍ଦ ଘରେ ଅକଥନୀୟ ନିର୍ଯାତନା ଦିଆଯାଇଥିବା ଅଭିଯୋଗ ହୋଇଛି। ମହିଳା ଖବରଦାତାଙ୍କୁ ମଲ୍‌ କର୍ମଚାରୀ…

ସୋରେନଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବେନାହିଁ କେଜରିଓ୍ବାଲ

ନୂଆଦିଲ୍ଲୀ,୨୯।୧୨: ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ରବିବାର ଶପଥ ନେବେ ଜେଏମ୍‌ଏମ୍‌ ନେତା ହେମନ୍ତ ସୋରେନ୍‌। ଏହି ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବାକୁ ଦେଶର ନାମୀ ଦାମୀ ନେତାମାନଙ୍କୁ ନିମନ୍ତ୍ରଣ ମିଳିଛି। ହେଲେ ଏଥିରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଯୋଗ…

ନୂଆବର୍ଷରେ ମଙ୍ଗଳରେ ଜୀବନର ସନ୍ଧାନ କରିବ ନାସା ରୋଭର

ପାସାଡ଼େନା, ୨୯।୧୨: ନୂଆବର୍ଷରେ ମଙ୍ଗଳରେ ଜୀବନ ସନ୍ଧାନ ପାଇଁ ନାସା ପକ୍ଷରୁ ସ୍ବତନ୍ତ୍ର କାର୍ଯ୍ୟକ୍ରମ ପ୍ରସ୍ତୁତ କରାଯାଇଛି। ୨୦୨୦ ଜୁଲାଇରେ ନାସା ପକ୍ଷରୁ ଏକ ସ୍ବତନ୍ତ୍ର ରୋଭର ମଙ୍ଗଳରେ ଜୀବନ ଖୋଜିବା ଲାଗି ଛଡ଼ାଯିବ। ଗତ ସପ୍ତାହରେ ଏହାର ପରୀକ୍ଷଣ ସଫଳତାର…

ପେଜାଭର ମଠର ମୁଖ୍ୟ ବିଶ୍ୱେଶ ତୀର୍ଥ ସ୍ବାମୀଙ୍କ ପରଲୋକ

ବେଙ୍ଗାଲୁରୁ,୨୯।୧୨: କର୍ନାଟକ ପେଜାଭର ମଠର ମୁଖ୍ୟ ବିଶ୍ୱେଶ ତୀର୍ଥ ସ୍ବାମୀଙ୍କର ରବିବାର ସକାଳେ ୮୮ ବର୍ଷ ବୟସରେ ପରଲୋକ ହୋଇଛି। କିଛିଦିନ ହେବ ସେ ଅସୁସ୍ଥ ଥିବାରୁ ଗତ ୨୦ ତାରିଖରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହେଲେ ଶନିବାର ସେ…

୪୬ ବର୍ଷରେ ଟ୍ବିଙ୍କିଲ୍‌: ଫିଲ୍ମ ଫ୍ଲପ୍‌ ହେବାରୁ ଅକ୍ଷୟଙ୍କୁ କରିଥିଲେ ବିବାହ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଟ୍ବିଙ୍କିଲ୍‌ ଖାନ୍ନା ରବିବାର ୪୬ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୭୩ ଡିସେମ୍ବର ୨୯ରେ ସେ ମୁମ୍ବାଇର ଜଶଲୋକ୍‌ ହସ୍ପିଟାଲରେ ଜନ୍ମଗ୍ରହଣ କରିଥିଲେ। ଫିଲ୍ମ ବରଶାତ୍‌ରେ ସେ ବଲିଉଡ୍‌ରେ ଡେବ୍ୟୁ କରିଥିଲେ। ଏହାପରେ ଜୁଲ୍ମୀ, ବାଦଶାହ, ଇଣ୍ଟରନ୍ୟାସନାଲ୍‌ ଖିଲାଡ଼ି…

ଆରମ୍ଭ ହେଲା ଭୁବନେଶ୍ୱର-ସୁରଟ ବିମାନ ଟିକେଟ ବୁକିଂ

ଭୁବନେଶ୍ୱର, ୨୯ା୧୨(ବ୍ୟୁରୋ): ଭୁବନେଶ୍ୱରରୁ ସୁରଟ ବିମାନ ଯାତ୍ରା ପାଇଁ ଏୟାର ଇଣ୍ଡିଆ ଟିକେଟ ବୁକିଂ ଆରମ୍ଭ କରିଛି। ଜାନୁୟାରୀ ୨୦ରୁ ଏହି ବିମାନ ସେବା ଆରମ୍ଭ ହେବାକୁ ଥିବା ବେଳେ ସପ୍ତାହକୁ ଦୁଇଥର ଅର୍ଥାତ୍‌ ସୋମବାର ଓ ଗୁରୁବାର ସୁରଟ ଯିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?