Home Left

ପିତାଙ୍କ ଫିଲ୍ମରେ କାମ କରିବେ ଜାହ୍ନବି

ମୁମ୍ବାଇ: ବଲିଉଡ୍‌ ଷ୍ଟାର କିଡ୍‌ ଭାବେ ପ୍ରଥମେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ଶ୍ରୀଦେବୀଙ୍କ ଲଳନା ଜାହ୍ନବି କପୁର। ଏବେ ସେ ତାଙ୍କ ପିତା ବୋନି କପୁରଙ୍କ ପ୍ରଯୋଜିତ ଫିଲ୍ମ ‘ବମ୍ବେ ଗର୍ଲ’ରେ କାମ କରିବେ ବୋଲି ଶୁଣିବାକୁ ମିଳିଛି। ଏହାର…

ସାହାରପଡ଼ା ବ୍ଲକରେ ବିଜେଡିର ପଦଯାତ୍ରା

ପାଟଣା,୮ା୧୦( ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ସାହାରପଡା ବ୍ଲକ ବଡ଼ବିଲ ପଞ୍ଚାୟତ ନିକଟ ପଡ଼ିଆରୁ ମଙ୍ଗଳବାର ବିଜେଡିର ଜନସମ୍ପର୍କ ପଦଯାତ୍ରା ଆରମ୍ଭ ହୋଇଛି। ବଡ଼ବିଲ ପଡ଼ିଆରେ ଆୟୋଜିତ ସାଧାରଣ ସଭାରେ ଜିଲା ଯୁବ ବିଜେଡି ସଭାପତି ସୌମ୍ୟଶଙ୍କର ଚକ୍ରଙ୍କ ସଂଯୋଜନାରେ…

ଶେରଗଡ଼ ଆଖପାଖ ଅଞ୍ଚଳରେ ଓଷାକୋଠି ଆରମ୍ଭ

ଶେରଗଡ଼,୮ା୧୦(ଡି.ଏନ.ଏ.)- ଶେରଗଡ଼ ରମୁଣିସାହି ଓ ହରିଜନସାହିରେ ଓଷାକୋଠି ଯାତ୍ରା ଆରମ୍ଭ ହୋଇଛି। ଦୁଇ ସାହି ଲୋକେ ନିଜ ସାହିର କୋଠ ଘରେ ଏକତ୍ରିତ ହୋଇ ଓଷାକୋଠି ଚିତ୍ର ଆଙ୍କିଥିବା କାନ୍ଥରେ ଫୁଲଚନ୍ଦନ ଦେବାପରେ ମା’ ରାମଚଣ୍ଡୀଙ୍କ ଆଜ୍ଞାମାଳ ଆଣିଥିଲେ। ହରିଜନ ସାହିରେ…

୫୦ ହଜାର ଟଙ୍କାର ଶାଗୁଆନ କାଠ ଜବତ: ୩ ଗିରଫ

ଆନନ୍ଦପୁର,୮।୧୦(ସ୍ବ.ପ୍ର.)- ଆନନ୍ଦପୁର ବନଖଣ୍ଡ ଅଧୀନସ୍ଥ ପୀତାନାଉ ସଂରକ୍ଷିତ ଜଙ୍ଗଲର ବରକନ୍ୟା ଘାଟି ନିକଟରେ ବନବିଭାଗ ପକ୍ଷରୁ ଚଢାଉ କରାଯାଇ ୫୦ ହଜାର ଟଙ୍କାରୁ ଊର୍ଦ୍ଧ୍ୱ ମୂଲ୍ୟର ଶାଗୁଆନ କାଠ ଜବତ ହୋଇଛି। ଏହି ଘଟଣାରେ ୩ ଅଭିଯୁକ୍ତ ଗିରଫ ହୋଇଛନ୍ତି। ଗିରଫ…

ସିଦ୍ଧିଦାତା ବେଶରେ ଦର୍ଶନ ଦେଲେ ମା’ ଅମ୍ବିକା

ବାରିପଦା ଅଫିସ,୮ା୧୦- ବାରିପଦାର ଇଷ୍ଟଦେବୀ ମା’ ଅମ୍ବିକାଙ୍କ ପୀଠରେ ପାର୍ବଣ ଉପଲକ୍ଷେ ସ୍ବତନ୍ତ୍ର ପୂଜାର୍ଚ୍ଚନା କରାଯାଉଛି। ସୋମବାର ମା’ ସିଦ୍ଧିଦାତା ବେଶରେ ଭକ୍ତମାନଙ୍କୁ ଦର୍ଶନ ଦେଇଥିଲେ। ଦେବୀଙ୍କ ଦର୍ଶନ ପାଇଁ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିରହୁଥିବା ଦେଖିବାକୁ ମିଳୁଛି।

ବିଦ୍ୟୁତ୍‌ଲତାଙ୍କ ଜୀବନ ନେଲା ବିଦ୍ୟୁତ୍‌, ବଞ୍ଚାଇବାକୁ ଆସି ପ୍ରାଣ ହରାଇଲେ ମମତା

ବାଣପୁର/ବାଲୁଗାଁ,୮ା୧୦(ଡି.ଏନ୍‌.ଏ.): ମଙ୍ଗଳବାର ଦଶହରା ପାଇଁ ସବୁଠି ଆନନ୍ଦ ଉଲ୍ଲାସ ଦେଖିବାକୁ ମିଳିଥିବାବେଳେ ଖୋର୍ଦ୍ଧା ଜିଲା ବାଣପୁର ଥାନା ଅଧୀନ ବିଷ୍ଣୁପୁର ପଞ୍ଚାୟତର ତେନ୍ତୁଳିଡିହ ଗ୍ରାମରେ ଶୋକର ଛାୟା ଖେଳିଯାଇଛି। ସକାଳ ପ୍ରାୟ ୧୦ଟାରେ ଗ୍ରାମର ୨ଜଣ ମହିଳାଙ୍କ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ…

ରାବଣ ପୋଡ଼ି ପାଇଁ ପ୍ରସ୍ତୁତ ରାଜଧାନୀ

ଭୁବନେଶ୍ୱର, ୮ା୧୦(ବ୍ୟୁରୋ): ବିଜୟା ଦଶମୀରେ ପାପ, ଅହଙ୍କାର, ଅସତ୍ୟର ପ୍ରତୀକ ସ୍ବରୂପ ଦୁଷ୍ଟଶକ୍ତି ରାବଣ ଦହନ କରାଯିବ। ଏହି ଦିନ ପ୍ରଭୁ ଶ୍ରୀରାମ ରାବଣକୁ ବଧ କରି ଧରାପୃଷ୍ଠରୁ ପାପଭାର ମୁକ୍ତ କରିଥିଲେ। ଏଥିପାଇଁ ଆଜି ଦିନରେ ରାବଣ ପୋଡ଼ି ଉତ୍ସବ…

ବଞ୍ଚିଥିବା ଯାଏ କରିବେ ଅଭିନୟ

ମୁମ୍ବାଇ: ବଲିଉଡ୍‌ ନାୟିକା କରିନା କପୁର ଖାଁ ବେବୋ ନାଁରେ ବେଶ୍‌ ପରିଚିତ। ତାଙ୍କ ଅଭିନୟକୁ ନେଇ ସେ ଯେତିକି ଚର୍ଚ୍ଚିତ ତାଙ୍କ ପର୍ସନାଲ ଲାଇଫକୁ ନେଇ ମଧ୍ୟ ସେ ସେତିକି ଚର୍ଚ୍ଚିତ। ନିକଟରେ ଏକ ସାକ୍ଷାତ୍‌କାରରେ କରିନା କହିଛନ୍ତି, ଅଭିନୟ…

ଭାରତ ସୀମାରେ ପ୍ରବେଶ କଲା ପାକିସ୍ତାନ ଡ୍ରୋନ୍‌

ଫିରୋଜପୁର,୮।୧୦: ପଞ୍ଜାବ ଫିରୋଜପୁରରେ ଥିବା ହୁସୈନିଓ୍ବାଲ ସୀମାନେ ପାକିସ୍ତାନର ଏହ ଡ୍ରୋନ୍‌ ମଙ୍ଗଳବାର ପ୍ରବେଶ କରିଥିବା ଜଣାପଡିଛି। ସାରା ଦେଶ ଦଶହରା ଉତ୍ସବରେ ବୁଡି ରହିଥିବା ବେଳେ ସୁଗୋଯ ଦେଖି ପାକିସ୍ତାନ ଭାରତ ମଧ୍ୟରେ ପ୍ରବେଶ କରିବାକୁ ଚେଷ୍ଟା କରୁଥିବା କୁହାଯାଉଛି।…

କୋହଲିଙ୍କ ମ୍ୟାଥ୍‌ ଘର ଶୂନ

ଅନ୍ତର୍ଜାତୀୟ କ୍ରିକେଟରେ ଶତକ ପରେ ଶତକ ଲଗାଇ ଚାଲିଥିବା ଭାରତୀୟ ଦଳର ଅଧିନାୟକ ବିରାଟ କୋହଲିଙ୍କ ସମ୍ପର୍କରେ ଏମିତି ଏକ ରୋଚକ କଥା ରହିଛି, ତାହା ତାଙ୍କ ପ୍ରଶଂସକଙ୍କୁ ଜଣା ନ ଥିବ। ଦିଲ୍ଲୀ ସ୍କୁଲରେ ପଢ଼ୁଥିବାବେଳେ କୋହଲି ମ୍ୟାଥ୍‌ (ଗଣିତ)ରେ…

ଦଶହରାରେ ଭାରତବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ଇମ୍ରାନ୍‌ଙ୍କ ମନ୍ତ୍ରୀ: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ଇସଲାମାବାଦ,୮।୧୦: ଦଶହରା ଅବସରରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁଙ୍କ ମନ୍ତ୍ରୀ ଫଓ୍ବାଦ୍‌ ଚୌଧୁରୀ ଭାରତବାସୀଙ୍କୁ ଟୁଇଟ୍‌ କରି ଶୁଭେଚ୍ଛା ଜଣାଇଛନ୍ତି। ଏବେ ଏହା ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଫଓ୍ବାଦ୍‌ ବହୁ ସମୟରେ ଭାରତ ବିରୋଧରେ ମନ୍ତବ୍ୟ ଦେଇଥାନ୍ତି। ଶୁଭେଚ୍ଛାକୁ…

ମନ୍ତ୍ରଧ୍ୱନିରେ କମ୍ପୁଛି କାମାକ୍ଷାନଗର

କାମାକ୍ଷାନଗର, ୮।୧୦(ନି.ପ୍ର.)-ଆଜି ପବିତ୍ର ଦଶହରା। ମନ୍ତ୍ରଧ୍ୱନି, ଚଣ୍ଡୀପାଠ, ହୋମଯଜ୍ଞରେ କମ୍ପୁଛି ପୂଜାମଣ୍ଡପ। ମା’ଙ୍କ ଏହି ଶାରଦୀୟ ମହୋତ୍ସବରେ ନିଜକୁ ସାମିଲ କରିଛି କାମାକ୍ଷାନଗର। ସୋମବାର ମହାନବମୀ ପରେ ମଙ୍ଗଳବାର ପାରମ୍ପରିକ ନୀତି ଅନୁଯାୟୀ ମହାଦଶମୀ ପୂଜା ଆରମ୍ଭ ହୋଇଛି। ମା’ଙ୍କ ଦର୍ଶନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri