Home Left

ସାଧାରଣ ଲୋକଙ୍କ କଣ୍ଠରୋଧ କରୁଛନ୍ତି ଭାଜପା ସରକାର: ପ୍ରିୟଙ୍କା

ଲକ୍ଷ୍ନୌ,୨୮।୧୨: ଭାଜପା ସରକାର ସାଧାରଣ ଲୋକଙ୍କ କଣ୍ଠରୋଧ କରୁଛନ୍ତି ବୋଲି କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଅଭିଯୋଗ କରିଛନ୍ତି। ସେ ଲକ୍ଷ୍ନୌଠାରେ ରାଲିରେ ଯୋଗଦେଇ ଏପରି କହିଛନ୍ତି। ଭାଜପା ସରକାର ସମ୍ବିଧାନ ଉପରେ ଆକ୍ରମଣ ଜାରି ରଖିଛନ୍ତି। କଂଗ୍ରେସ ଲୋକଙ୍କ…

ଭାଜପାକୁ କଡ଼ା ସମାଲୋଚନା କଲେ ଆଦିତ୍ୟ

ମୁମ୍ବାଇ,୨୮।୧୨: ସରକାର ଗଠନ ପାଇଁ କିଛି ଦିନ ଧରି ମହାରାଷ୍ଟ୍ରରେ ରାଜନୈତିକ ଡ୍ରାମା ଚାଲିଥିଲା। ଏହାର ଅନ୍ତ ପରେ ଠାକରେ ପରିବାରର ଇତିହାସ ଭାଙ୍ଗି ଶିବସେନା ମୁଖ୍ୟ ଉଦ୍ଧବ ଠାକରେ ମୁଖ୍ୟମନ୍ତ୍ରୀ ପଦ ପାଇଁ ଶପଥ ନେଇଥିଲେ। ବିଧାନସଭା ନିର୍ବାଚନ ଫଳାଫଳରେ…

ସିଏଏ ହିଂସା: ପ୍ରଦର୍ଶନକାରୀଙ୍କୁ ପାକିସ୍ତାନ ପଳାଇବାକୁ କହିଲେ ଏସ୍‌ପି; ଭିଡ଼ିଓ ଭାଇରାଲ

ମିରଟ,୨୮।୧୨: ସିଏଏ ହିଂସା ସମୟର ଏକ ଭିଡ଼ିଓ ଏବେ ଭାଇରାଲ ହେବାରେ ଲାଗିଛି। ଭିଡ଼ିଓରେ ମିରଟ ସିଟି ଏସ୍‌ପି ଅଖିଳେଶ ନାରାୟଣ ପ୍ରଦର୍ଶନକାରୀଙ୍କୁ ପାକିସ୍ତାନ ପଳାଇବାକୁ କହୁଥିବାର ଦେଖିବାକୁ ମିଳୁଛି। ଏହି ଭିଡ଼ିଓ ଭାଇରାଲ ହେବାପରେ ଏସ୍‌ପି କହିଛନ୍ତି ଯେ, ପ୍ରଦର୍ଶନ…

କାହିଁକି ବିଶ୍ରାମ ନେଲେ ଆୟାର ଓ ଦୁବେ

ମୁମ୍ବାଇ, ୨୮।୧୨- ଚଳିତ ରଣଜୀ ଟ୍ରଫିରେ ମୁମ୍ବାଇ ଦଳ ଅପେକ୍ଷାକୃତ ରେଲ୍‌ଓ୍ବେଠାରୁ ଶୋଚନୀୟ ପରାଜୟ ବରଣ କରିବା ପରେ ଶ୍ରେୟାସ ଆୟାର ଓ ଶିବମ ଦୁବେଙ୍କ ଉପରେ ବହୁ ପ୍ରଶ୍ନ ଉଠିଛି। ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ରେ ଭାରତୀୟ ଦଳ ପାଇଁ…

ଶୁଷ୍କ ତ୍ୱଚାକୁ କରନ୍ତୁନି ଅଣଦେଖା

ଶୀତଦିନେ ଅନେକଙ୍କଠାରେ ଶୁଷ୍କ ତ୍ୱଚା ସମସ୍ୟା ଦେଖିବାକୁ ମିଳିଥାଏ। ହେଲେ ଅନେକ ଲୋକ ଏହାକୁ ଅଣଦେଖା କରିଥାନ୍ତି। ଯଦ୍ଦ୍ବାରା ତ୍ୱଚା ସମ୍ବନ୍ଧୀୟ ଅନେକ ସମସ୍ୟା ଭୋଗିବାକୁ ପଡ଼ିଥାଏ। ତେଣୁ ତ୍ୱଚାକୁ ଶୁଷ୍କ ହେବାକୁ ନ ଦେବା ଏବଂ ନରମ ରଖିବା ଆବଶ୍ୟକ।…

ସିଏଏ ହିଂସାକୁ ନେଇ ପୋଲିସର କାର୍ଯ୍ୟାନୁଷ୍ଠାନ: ଏଏମ୍‌ୟୁର ୧୦ହଜାର ଛାତ୍ରଙ୍କ ବିରୋଧରେ ମାମଲା ରୁଜୁ

ଅଲିଗଡ଼,୨୮।୧୨: ଉତ୍ତରପ୍ରଦେଶର ଅଲିଗଡ ମୁସ୍‌ଲିମ୍‌ ୟୁନିଭର୍ସିଟି(ଏଏମ୍‌ୟୁ)ର ୧୦ ହଜାର ଅଜ୍ଞାତ ଛାତ୍ରଙ୍କ ବିରୋଧରେ ପୋଲିସ ମାମଲା ରୁଜୁ କରିଛି। ପୋଲିସ କହିବା ଅନୁସାରେ, ଡିସେମ୍ବର ୧୫ରେ ଏଏମ୍‌ୟୁ କ୍ୟାମ୍ପସ୍‌ରେ ବିକ୍ଷୋଭ ପ୍ରଦର୍ଶନ ସମୟରେ ହୋଇଥିବା ହିଂସା ମାମଲାରେ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି।…

ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ୯ ସହରର ତାପମାତ୍ରା

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ସାରା ରାଜ୍ୟରେ ଏବେ ଶୀତର ଲହରି। ଶନିବାର ୯ଟି ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି। କେନ୍ଦୁଝରରେ ୫.୬, ଝାରସୁଗୁଡ଼ାରେ ୫.୮, ଟିଟଲାଗଡ଼ ୭, ସମ୍ବଲପୁରରେ ୭.୪, ବାଲେଶ୍ୱରରେ ୭.୬, ଅନୁଗୋଳ ୮, ବାରିପଦା ୮.୫, କଟକରେ ୯.୬,…

କମ୍‌ ଦରରେ ସାମଗ୍ରୀ ଦେବା ଆଳରେ ୨ କୋଟିରୁ ଊର୍ଦ୍ଧ୍ୱ ଠକେଇ ମାମଲା: ପୋଲିସ ସିଲ୍‌ କାଟି ସାମଗ୍ରୀ ନେଲାବେଳେ ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତାରୋକୋ

ବାସୁଦେବପୁର,୨୮।୧୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବଜାରରେ ଦୁର୍ଗା ଏଜେନ୍ସି ନାମରେ ଏକ ସଂସ୍ଥା ଦୋକାନ ଖୋଲିଥିଲା। ସମ୍ପୃକ୍ତ ଦୋକାନୀ ଲୋକଙ୍କୁ ଲୋଭ ଦେଖାଇ ସାମଗ୍ରୀ ଦେବା ଆଳରେ ପ୍ରାୟ ୨ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ଠକେଇ କରି ରାତାରାତି ଫେରାର ହୋଇଯାଇଥିଲା।…

‘ଗୁଡ୍‌ ନ୍ୟୁଜ୍‌’ ସହ ଅକ୍ଷୟ କରିପାରନ୍ତି ରେକର୍ଡ

ମୁମ୍ବାଇ: ଶ୍ୱଶୁର ରାଜେଶ୍‌ ଖାନ୍ନାଙ୍କ ରେକର୍ଡ ଭାଙ୍ଗିବେକି ଅକ୍ଷୟ! ସମସ୍ତଙ୍କ ନଜର ଏବେ ଅକ୍ଷୟଙ୍କ ଫିଲ୍ମ ‘ଗୁଡ୍‌ ନ୍ୟୁଜ୍‌’ ଉପରେ। ଆପଣ ଟିକେ କନ୍‌ଫ୍ୟୁଜ୍‌ ହେଉଛନ୍ତି କି? ତା’ହେଲେ ଆମେ ଆପଣଙ୍କ କନ୍‌ଫ୍ୟୁଜନ୍‌ ଏବେ ଦୂର କରିଦେଉଛୁ। ଫ୍ରାଇଡେ ବକ୍ସରେ ରିଲିଜ୍‌…

ମାଇନସ୍‌ ୫୨ ଡିଗ୍ରୀରେ ଦୌଡିଲେ ମାରାଥନ ଧାବକ: ଚେହେରାରେ ଜମିଗଲା ବରଫ

ବେଜିଂ,୨୮।୧୨: ଉତ୍ତର ଚାଇନାର ମଙ୍ଗୋଲିଆ ନିକଟରେ ଥିବା ଜେନେ ସହରରେ ୨୦୧୯ର ଚାଇନା ପୋଲ ଅଫ୍‌ କୋଲ୍ଡ ମାରାଥନର ଆୟୋଜନ କରାଯାଇଥିଲା। ଏଥିରେ ପାଖାପାଖି ୧୫ଶହ ପ୍ରତିଯୋଗୀ ଦୌଡିଥିଲେ। ବୁଧବାର ଆୟୋଜିତ ଏହି ପ୍ରତିଯୋଗୀତା ସମୟରେ ସେଠାକାର ତାପମାତ୍ରା ଥିଲା ମାଇନସ୍‌…

ଭାଙ୍ଗିଲା ଆଉଟର ସ୍ପ୍ରିଙ୍ଗ୍‌: ଦିବ୍ରୁଗଡ଼ ଏକ୍ସପ୍ରେସରେ ବଦଳିଲା କୋଚ୍‌

ଭୁବନେଶ୍ୱର, ୨୮ା୧୨(ବ୍ୟୁରୋ): ଶୁକ୍ରବାର ଦିବ୍ରୁଗଡ଼ ଏକ୍ସପ୍ରେସ (୧୫୯୨୯) ରେ ଏକ କୋଚ୍‌ର ଆଉଟର ସ୍ପ୍ରିଙ୍ଗ ଭାଙ୍ଗିଯିବାରୁ ଭୁବନେଶ୍ୱର ଷ୍ଟେଶନରେ କୋଚ୍‌ ବଦଳାଯାଇଛି। ତାମ୍ବରମରୁ ଦିବ୍ରୁଗଡ଼ ଯାଉଥିବା ଏହି ଏକ୍ସପ୍ରେସରେ ଗୋଟିଏ ତୃତୀୟ ଶ୍ରେଣୀ ଏସି କୋଚ୍‌ର ଆଉଟର ସ୍ପ୍ରିଙ୍ଗ ଭାଙ୍ଗିଯାଇଛି ବୋଲି…

ସିଏଏ ହିଂସାରେ ନଷ୍ଟ ହୋଇଥିବା ସମ୍ପତ୍ତିର ଭରଣା ପାଇଁ ୬ଲକ୍ଷ ଟଙ୍କା ଦେଲେ ସାଧାରଣ ଜନତା

ମିରଟ,୨୮।୧୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ସାରା ଦେଶରେ ଯେଉଁଭଳି ହିଂସା ପ୍ରଦର୍ଶନ କରାଯାଇଥିଲା ସେଥିରେ ଉଭୟ ଧନ ଜୀବନ ହାନି ହୋଇଛି। ଯେଉଁ ସରକାରୀ ସମ୍ପତ୍ତି ନଷ୍ଟ ହୋଇଥିଲା ତାହାର ପରିମାଣ ସରକାରଙ୍କ ପକ୍ଷରୁ ଆକଳନ କରାଯାଇଥିଲା। ଉତ୍ତର ପ୍ରଦେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?