Home Left

ସରକାରଙ୍କୁ ମିଳିଲା ସ୍ବିସ୍‌ ବ୍ୟାଙ୍କ ଜମାକାରୀଙ୍କ ତାଲିକା: ଖୋଲିବ କଳାଧନ କୁବେରଙ୍କ ଗୁମର

ବର୍ନ/ନୂଆଦିଲ୍ଲୀ,୭।୧୦: ବିଦେଶରେ କଳାଧନ ରଖିଥିବା ଜମାକାରୀଙ୍କ ଏକ ତାଲିକା ଭାରତ ସରକାରଙ୍କ ହସ୍ତଗତ ହୋଇଛି। ଏହି ମାମଲାରେ ମୋଦି ସରକାରଙ୍କୁ ଏକ ବଡ଼ ସଫଳତା ମିଳିଥିବା କୁହାଯାଉଛି। ସ୍ବିଜରଲାଣ୍ଡ ସରକାର ଭାରତ ସରକାରଙ୍କୁ ସ୍ବିସ ବ୍ୟାଙ୍କରେ ଅର୍ଥ ଜମା ରଖିଥିବା ଭାରତୀୟଙ୍କର …

ମୋବାଇଲ ଟାୱାର ସ୍ଥାପନ ନଁ।ରେ ଠକେଇ: ୪ ଗିରଫ, ନକଲି ନୋଟ ଜବତ

ବାରିପଦା ଅଫିସ, ୭।୧୦- ମୋବାଇଲ ଟାଓ୍ବାର ସ୍ଥାପନ ନଁ।ରେ ଠକେଇ ଅଭିଯୋଗରେ ମୟୂରଭଞ୍ଜ ଜିଲା କରଞ୍ଜିଆ ଥାନା ପୋଲିସ ସୋମବାର ୪ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଅଲେଖ ଚନ୍ଦ୍ର ପଲେଇ, ଶାନ୍ତିଲତା ଦାସ, ଶେଖ୍‌ ସରଜୁଲ ଓ ଶେଖ୍‌…

ଅନୁଷ୍କା ଶର୍ମା ନୁହେଁ, ଏହି ଅଭିନେତ୍ରୀଙ୍କ ଫିଲ୍ମ ଦେଖିବାକୁ ପସନ୍ଦ କରନ୍ତି ବିରାଟ କୋହଲି

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଯଦିଓ ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କୁ ବିବାହ କରିଛନ୍ତି, କିନ୍ତୁ ତାଙ୍କୁ ଡେଟିଂ କରିବା ପୂର୍ବରୁ ସେ ବଲିଉଡର ଆଗଧାଡିର ନାୟିକା କ୍ୟାଟ୍ରିନା କୈଫଙ୍କ ଫିଲ୍ମ ଦେଖିବାକୁ ପାଗଳ ଥିଲେ। ଏହାସହ କରିନା…

ଧାରଣାରତ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ କୋର୍ଟଚାଲାଣ

ଭୁବନେଶ୍ୱର, ୭।୧୦(ବ୍ୟୁରୋ): ଧାରଣାରତ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ ହୋଇଛି। ଅନ୍ୟ କୌଣସି ନୁହେଁ ବରଂ ରାଜଧାନୀ ଭୁବନେଶ୍ୱେରର ଲୋୟର ପିଏମ୍‌ଜିରେ ଘଟିଛି ଏହି ଘଟଣା। କୋରାପୁଟ ଜିଲା ଲମତା ଫୁଟର ଦୁଇ ଭଉଣୀ ବିଭିନ୍ନ ଦାବିନେଇ ରବିବାର ରାତିରେ ଲୋୟର ପିଏମ୍‌ଜିରେ…

ଦୁର୍ଗାମଣ୍ଡପରେ ଆଜାନ ପରିବେଷଣକୁ ନେଇ ଆସିଲା ଅଭିଯୋଗ

କୋଲକାତା,୭।୧୦: କୋଲକାତାରେ ଆମେ ଅଲଗା ନୁହେଁର ଏକ ବାର୍ତ୍ତା ନେଇ ଆୟୋଜକମାନେ ଲୋକଙ୍କ ମଧ୍ୟରେ ସାମ୍ପ୍ରଦାୟିକ ସଦ୍‌ଭାବନା ଜାଗ୍ରତ କରିବା ପାଇଁ ନିଆରା ପଦକ୍ଷେପ ଆପଣାଇଛନ୍ତି। ଉତ୍ତର କୋଲକାତା ୩୩ ପାଲି ଦୁର୍ଗା ମଣ୍ଡପରେ ଏକସଙ୍ଗରେ ମନ୍ଦିର, ମସ୍‌ଜିଦ୍‌ ଓ ଚର୍ଚ୍ଚର…

ବିଦ୍ୟାଳୟରୁ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ଘଟଣା: ପ୍ରେମ ପାଇଁ ହତ୍ୟା କରାଯାଇଥିବା ଅଭିଯୋଗ କଲେ ସ୍ତ୍ରୀ

ଜଗତ୍‌ସିଂହପୁର ଅଫିସ, ୭ା୧୦- ଜଗତ୍‌ସିଂହପୁର ଜିଲା ବାଲିକୁଦା ଥାନା ଅଢଙ୍ଗ ପଞ୍ଚାୟତ ଦାଗାଁ ବିଦ୍ୟାଳୟ (ବାତ୍ୟା ଆଶ୍ରୟସ୍ଥଳ) ବିଲ୍ଡିଂରୁ ଗତ ୫ ତାରିଖ ରାତିରେ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ସୋମବାର ସମ୍ପୃକ୍ତ ବ୍ୟକ୍ତିଙ୍କ ପରିଚୟ ମିଳିଛି ।…

ପୃଥକ୍‌ ୨ ଡକାୟତି ଉଦ୍ୟମ: ୯ ଅଭିଯୁକ୍ତ ଗିରଫ, ମାରଣାସ୍ତ୍ର ଜବତ

ଝାରସୁଗୁଡ଼ା ଅଫିସ/ଲଖନପୁର, ୭।୧୦(ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲାରେ ଗତ ରବିବାର ରାତିରେ ପୃଥକ୍‌ ଭାବେ ୨ଟି ସ୍ଥାନରେ ଡକାୟତି ଉଦ୍ୟମ ହୋଇଥିଲା। ବିଶେଷ ସୂତ୍ରରୁ ଖବରପାଇ ପୋଲିସ ବଡ଼ଧରଣର ସଶସ୍ତ୍ର ଡକାୟତି ଉଦ୍ୟମକୁ ପଣ୍ଡ କରିଛି । ପୋଲିସ ଉଭୟ ଗୋଷ୍ଠୀର ୯ଜଣଙ୍କୁ…

ଦୁର୍ଗାପୂଜା ପାଇଁ ଉତ୍ସବମୁଖର ବିଜେପୁର

ବିଜେପୁର, ୭।୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ବ୍ଲକ ଅନ୍ତର୍ଗତ ପୁରପଲ୍ଲୀ ଶାରଦୀୟ ଦୁର୍ଗାପୂଜା ପାଇଁ ବେଶ୍‌ ଉତ୍ସବମୁଖର ହୋଇପଡ଼ିଛି। ଏହି କ୍ରମରେ ସ୍ଥାନୀୟ ଏନ୍‌ଏସି ସଦର ମହକୁମାସ୍ଥିତ ସାର୍ବଜନୀନ ଦୁର୍ଗାପୂଜା ମଣ୍ଡପରେ ନବକୁମାରୀ ପୂଜନୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି। ଭୁଏପଡ଼ାସ୍ଥିତ ଉମାଶଙ୍କର…

ପୋଲ ଉପରୁ ତେଲ୍‌ ନଦୀକୁ ଖସିିଲା କୋଇଲା ବୋଝେଇ ଟ୍ରକ୍‌

ବଲାଙ୍ଗୀର ଅଫିସ, ୭।୧୦: ବଲାଙ୍ଗୀର ଜିଲା ତୁଷୁରା ନିକଟରେ ରବିବାର ରାତିରେ ତେଲ୍‌ନଦୀ ପୋଲ ଉପରୁ ନଦୀ ଭିତରକୁ ଏକ ଟ୍ରକ୍‌ ତଳକୁ ଖସି ପଡିଛି। ଗୁଡ୍‌ଭେଲା ଆଡୁ ତୁଷୁରା ପଟକୁ ଆସୁଥିବା ଏକ କୋଇଲା ବୋଝେଇ ୧୦ ଚକିଆ ଟ୍ରକ…

ଦୁର୍ଗାଷ୍ଟମୀରେ ଶିଶୁ କନ୍ୟାଙ୍କୁ ହାଲଓ୍ବା, ପୁରୀ ଖୁଆଇଲେ ଶିଳ୍ପା

ମୁମ୍ବାଇ: ବଲିଉଡ୍‌ର ଫିଟ୍‌ନେସ୍‌ କୁଇନ୍‌ ଶିଳ୍ପା ସେଟ୍ଟି ଦୁର୍ଗାଷ୍ଟମୀ ଅବସରରେ ଛୋଟ ଛୋଟ ଝିଅମାନଙ୍କୁ ହାଲଓ୍ବା ଓ ପୁରୀ ଖୁଆଇଥିବାର ଫଟୋ ଶେୟାର କରିଛନ୍ତି। ନିଜ ହାତରେ ସେ ପିଲାମାନଙ୍କୁ ଭୋଜନ ପରସୁଥିବାର ଫଟୋ ଦେଖିବାକୁ ମିଳିଛି। ତାଙ୍କ ସହ ଭଉଣୀ…

ସମସ୍ତଙ୍କ ସାମ୍ନାରେ ରଣବୀରଙ୍କୁ ଗାଳି କଲେ ଅନୁଷ୍କା

ମୁମ୍ବାଇ: ବଲିଉଡ୍‌ କୁଇନ୍‌ ଅନୁଷ୍କା ଶର୍ମା ସମସ୍ତଙ୍କ ସାମ୍ନାରେ ଦୀପିକା ପାଦୁକୋନଙ୍କ ସ୍ବାମୀ ରଣବୀର ସିଂଙ୍କୁ ଗାଳି କରିଛନ୍ତି। ଆଉ ଏହାର ଏକ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ଉଭୟ ଅନୁଷ୍କା ଓ ରଣବୀର ଏପର୍ଯ୍ୟନ୍ତ ୩ଟି ଫିଲ୍ମରେ ଏକାଠି…

ଝିଅର ପ୍ରଥମ ଫଟୋ ଶେୟାର କଲେ ରାହାଣେ

ନୂଆଦିଲ୍ଲୀ,୭।୧୦: ନିକଟରେ ଭାରତୀୟ ବ୍ୟାଟ୍ସମ୍ୟାନ୍‌ ଅଜିଙ୍କେ ରାହାଣେ ବାପା ହୋଇଛନ୍ତି। ତାଙ୍କ ସ୍ତ୍ରୀ ରାଧିକା କନ୍ୟା ସନ୍ତାନକୁ ଜନ୍ମ ଦେଇଛନ୍ତି। ରାହାଣେ ଏବେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଚାଲିଥିବା ଟେଷ୍ଟ ମ୍ୟାଚ ଖେଳିବାରେ ବ୍ୟସ୍ତ ଥିବାବେଳେ ତାଙ୍କ ପାଖରେ ଏ ସୁସମ୍ବାଦ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri