ମାନବାଧିକାର ଆଇନ ପ୍ରତି ସଶସ୍ତ୍ର ବଳର ସମ୍ମାନ ଅଛି: ସେନାମୁଖ୍ୟ
ନୂଆଦିଲ୍ଲୀ,୨୮ା୧୨(ପି.ଟି.): ଭାରତୀୟ ସଶସ୍ତ୍ର ବଳ ଅତ୍ୟନ୍ତ ଶୃଙ୍ଖଳିତ ଓ ମାନବାଧିକାର ଆଇନ ପ୍ରତି ଏହାର ଯଥେଷ୍ଟ ସମ୍ମାନ ରହିଥିବା ସେନାଧ୍ୟକ୍ଷ ଜେନେରାଲ ବିପିନ ରାଓ୍ବତ ଶୁକ୍ରବାର କହିଛନ୍ତି। ସେନା କେବଳ ଦେଶବାସୀଙ୍କ ମାନବାଧିକାରର ସୁରକ୍ଷାକୁ ସୁନିଶ୍ଚିତ କରେନାହିଁ, ବରଂ ଏହାକୁ ବିରୋଧରୁ…
ପ୍ରମୁଖ ସଚିବ ପଦରେ ରାଜୀବ କୁମାର
କୋଲକାତା,୨୮ା୧୨(ପି.ଟି.): କୋଲକାତାର ପୂର୍ବତନ ପୋଲିସ କମିଶନର ରାଜୀବ କୁମାରଙ୍କୁ ପଶ୍ଚିମବଙ୍ଗ ସରକାର ରାଜ୍ୟ ସୂଚନା ଓ ପ୍ରଯୁକ୍ତି ବିଭାଗର ପ୍ରମୁଖ ସଚିବ ଭାବେ ନିଯୁକ୍ତ କରିଛନ୍ତି। ଏହି ପଦରେ ଥିବା ଦେବାଶିଷ ସେନ୍ଙ୍କ ସ୍ଥାନରେ ରାଜୀବ କୁମାର ଅବସ୍ଥାପିତ ହେବେ। ସେନ୍ଙ୍କୁ…
ସମଗ୍ର ଦେଶ ପାଇଁ ରହିବ ଗୋଟିଏ ଆପତ୍କାଳୀନ ନମ୍ବର
ଭୁବନେଶ୍ୱର,୨୮ା୧୨(ବ୍ୟୁରୋ): ସମଗ୍ର ଦେଶ ପାଇଁ ରହିବ ଗୋଟିଏ ଆପତ୍କାଳୀନ ନମ୍ବର ୧୧୨। ୨୦୨୦ ମାର୍ଚ୍ଚ ମାସରୁ ଏହି ବ୍ୟବସ୍ଥା କାର୍ଯ୍ୟକାରୀ କରିବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ଇମର୍ଜେନ୍ସି ରେସ୍ପନ୍ସ ସପୋର୍ଟ ସିଷ୍ଟମ(ଇଆର୍ଏସ୍ଏସ୍) ରାଜ୍ୟରେ ଖୁବ୍ଶୀଘ୍ର କାର୍ଯ୍ୟକ୍ଷମ ହେବ। ଦେଶର…
୧୧ ଖ୍ରୀଷ୍ଟିଆନ୍ଙ୍କୁ ହତ୍ୟାକଲା ଆଇଏସ୍
କାନୋ,୨୮ା୧୨: ଉତ୍ତର-ପୂର୍ବ ନାଇଜେରିଆରେ ଆଇଏସ୍ ଆତଙ୍କବାଦୀମାନେ ୧୧ ଜଣ ଖ୍ରୀଷ୍ଟିଆନ୍ଙ୍କୁ ହତ୍ୟା କରିଛନ୍ତି। ଆଖିରେ କଳାପଟି ବନ୍ଧାଯାଇଥିବା ଏହି ଖ୍ରୀଷ୍ଟିଆନ୍ମାନଙ୍କୁ ଏକ ଅଜଣା ଜାଗାକୁ ନେଇ ଜେହାଦୀମାନେ ଛୁରାମାଡ଼ ଓ ଗୁଳିମାଡ଼ କରି ହତ୍ୟା କରିଛନ୍ତି। ଏ ସମ୍ପର୍କରେ ଏକ ଭିଡିଓ…
ପ୍ରଧାନମନ୍ତ୍ରୀଙ୍କ ବାସଭବନ ଅଭିମୁଖେ ଶୋଭାଯାତ୍ରା
ନୂଆଦିଲ୍ଲୀ,୨୮ା୧୨(ପି.ଟି.): ସଂଶୋଧିତ ନାଗରିକତ୍ୱ ଆଇନକୁ ବିରୋଧ ଏବଂ ଭୀମ୍ ଆର୍ମି ମୁଖ୍ୟ ଚନ୍ଦ୍ରଶେଖର ଆଜାଦଙ୍କ ମୁକ୍ତି ଦାବିକରି ଶୁକ୍ରବାର ଶତାଧିକ ଲୋକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାସଭବନ ଅଭିମୁଖେ ଯାଉଥିବାବେଳେ ସେମାନଙ୍କୁ ପୋଲିସ ଅଟକାଇଛି। କଡ଼ା ସୁରକ୍ଷା ବ୍ୟବସ୍ଥା ଓ ଡ୍ରୋନ୍…
ବାଲେଶ୍ୱର-ନୀଳଗିରି ଷ୍ଟେଶନ ମଧ୍ୟରେ ମରାମତି: ୩ ଟ୍ରେନ ବାତିଲ୍, ୭ଟିର ସମୟ ପରିବର୍ତ୍ତନ
ଭୁବନେଶ୍ୱର, ୨୮ା୧୨(ବ୍ୟୁରୋ): ବାଲେଶ୍ୱର ଓ ନୀଳଗିରି ରୋଡ଼ ଷ୍ଟେଶନ ମଧ୍ୟରେ ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ପାଇଁ ରବିବାର ୩ ଟ୍ରେନ୍ ବାତିଲ୍ ସହ ୭ଟିର ସମୟ ପରିବର୍ତ୍ତନ କରାଯାଇଛି। ଦକ୍ଷିଣ ପୂର୍ବ ରେଳପଥ ପକ୍ଷରୁ ମିଳିଥିବା ସୂଚନାନୁସାରେ, ଏହି ଦୁଇ…
ମନମୋହନଙ୍କ ଅମଳରେ ପାକିସ୍ତାନରୁ ଅନୁପ୍ରବେଶ କରୁଥିଲେ: ଆଲିଆ, ମାଲିଆ, ଜମାଲିଆ
ଶିମ୍ଲା/ନୂଆଦିଲ୍ଲୀ,୨୮ା୧୨: ୧୦ ବର୍ଷ ଧରି କଂଗ୍ରେସ ସରକାର ଚାଲିଥିଲା। ସୋନିଆ ମନମୋହନଙ୍କ ସରକାର ବେଳେ ପାକିସ୍ତାନରୁ ଆଲିଆ, ମାଲିଆ ଓ ଜମାଲିଆମାନେ ରୀତିମତ ଆସି ଆମ ଯବାନଙ୍କ ମୁଣ୍ଡ କାଟି ନେଇଯାଉଥିଲେ। ଦେଶର ପ୍ରଧାନମନ୍ତ୍ରୀ ସେତେବେଳେ ପଦୁଟିଏ କହୁ ନ ଥିଲେ।…
ଦେହରେ ପେଟ୍ରୋଲ ଢାଳି ଆତ୍ମହୁତି ଉଦ୍ୟମ: ଆଖି ବୁଜିଲେ କାର୍ତ୍ତିକ ମେହେର
ବରଗଡ଼ ଅଫିସ୍, ୨୮ା୧୨: ନୂଆଦିଲ୍ଲୀ ଇଣ୍ଡିଆ ଗେଟ୍ ସମ୍ମୁଖରେ ଦେହରେ ପେଟ୍ରୋଲ ଢାଳି ଆତ୍ମାହୂତି ଉଦ୍ୟମ କରିଥିବା ବରଗଡ଼ ଜିଲା ପଦ୍ମପୁର ନିକଟ ବୁଧାପାଲି ଗାଁର କାର୍ତ୍ତିକ ମେହେରଙ୍କ ମୃତ୍ୟୁ ଘଟିଛି। ଭାଇ କେଶବ ଦିଲ୍ଲୀ ଯାଇ ମୃତଦେହକୁ ସଂସ୍କାର କରିଛନ୍ତି।…
ୟେଲୋ ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ
ଭୁବନେଶ୍ୱର,୨୮ା୧୨(ବ୍ୟୁରୋ): ରାଜ୍ୟରେ ଚଳିତ ବର୍ଷ ପ୍ରଥମ ଥର ଲାଗି ପ୍ରଚଣ୍ଡ ଶୀତର ଅନୁଭୂତ ଆରମ୍ଭ ହୋଇଛି। ଆସନ୍ତା ଦୁଇ ତିନି ଦିନ ଯାଏ ଶୀତ ଲହରି ସମଗ୍ର ରାଜ୍ୟକୁ ଥଇାଇବ ବୋଲି ପାଣିପାଗ ବିଭାଗ ସତର୍କ କରାଇଛି। ଏହି ସମୟରେ ସର୍ବନିମ୍ନ…
ଚାଳ ଘର ଓ ଗଛରେ ଓହଳୁଛି ମୋବାଇଲ
ହାଟଡିହୀ,୨୮।୧୨(ଡି.ଏନ.ଏ.)-ପ୍ରଧାନମନ୍ତ୍ରୀଙ୍କ ଡିଜିଟାଲ ଇଣ୍ଡିଆ ଯୋଜନା କାର୍ଯ୍ୟକାରୀ ହେବା ସତ୍ତ୍ୱେ ଏବେବି କେନ୍ଦୁଝର ଜିଲାର ବଣପାହାଡ ଘେରା ବହୁ ଅଞ୍ଚଳରେ ଟାୱାର ସେବା ନ ଥିବାରୁ ମୋବାଇଲ ଫୋନ କାମକୁୁ ଆସୁ ନାହିଁ ା ସିମ୍ କାର୍ଡ଼ ପଡିଥିଲେ ବି ଟାୱାର ସିଗ୍ନାଲ…
‘ସୌଭାଗ୍ୟ’ ପାଲଟିଛି ଦୁର୍ଭାଗ୍ୟ
ଭଦ୍ରକ ଅଫିସ, ୨୮।୧୨- ଭଦ୍ରକ ଜିଲାରେ ସୌଭାଗ୍ୟ ଯୋଜନା ଏବେ ଗରିବ ଲୋକଙ୍କ ପାଇଁ ଦୁର୍ଭାଗ୍ୟ ଅବସ୍ଥା ଆଣିଦେଇଛି। ବିଦ୍ୟୁତ୍ ବିଭାଗର ଅଜବ ନିୟମ କାରଣରୁ ଗରିବ ହିତାଧିକାରୀ ମୁଣ୍ଡରେ ହାତଦେଇ ବସିଛନ୍ତି। ଦୁଇ ପରିବାର ବକେୟା ଦେୟ ପୈଠ କରି…
ସାଇକେଲରେ ପରିବେଶ ସୁରକ୍ଷା ବାଣ୍ଟୁଥିବା ଅମରେଶଙ୍କୁ ସ୍ବାଗତ
ନୟାଗଡ଼ ଅଫିସ,୨୮।୧୨: ବୃକ୍ଷ ଓ ପରିବେଶ ସୁରକ୍ଷା ବାର୍ତ୍ତା ନେଇ ପାରାଦୀପରୁ ସାଇକେଲରେ ବ୍ରହ୍ମପୁର ଅଭିୁମୁଖେ ବାହାରିଥିବା ପରିବେଶବିତ ଅମରେଶ ନରେଶ ସାମନ୍ତଙ୍କୁ ଶୁକ୍ରବାର ନୟାଗଡ଼ ଜିଲାର ବିଭିନ୍ନ ଅଞ୍ଚଳରେ ସ୍ବାଗତ କରାଯାଇଥିଲା। ପ୍ରଥମେ ନୟାଗଡ଼ ଠାରେ ପହଞ୍ଚିବା ପରେ ବନ…

