ଲୋକଙ୍କ ସରକାର
କାଲି ଭଳି ଲାଗୁଛି। ନୂଆ ସରକାରକୁ ଏକ ବର୍ଷ ଆଜି ପୂରିଛି। ଗତକାଲି ଥିଲା ପବିତ୍ର ସ୍ନାନପୂର୍ଣ୍ଣିମା। ମୁଁ ସ୍ନାନବେଦିରେ ମହାପ୍ରଭୁଙ୍କୁ ଆଖିରେ ଆଖି ମିଳାଇ ସାରା ଓଡ଼ିଶାବାସୀଙ୍କ ମଙ୍ଗଳ କାମନା କରି ପ୍ରାର୍ଥନା କଲି। ରତ୍ନସିଂହାସନ ଛାଡ଼ି ସ୍ନାନବେଦିରେ ବିଦ୍ୟମାନ…
ଯାଜପୁରରେ ଝାଡ଼ାବାନ୍ତି ଅଣାୟତ୍ତ, ଆଉ ୬ ମୃତ
ଯାଜପୁର,୧୨ା୬ (ହର୍ଷବର୍ଦ୍ଧନ ବେହେରା): ଯାଜପୁରରେ ସୋମବାର ରାତିରୁ ଆରମ୍ଭ ହୋଇଥିବା ଝାଡ଼ାବାନ୍ତି ଅଣାୟତ୍ତ ହେବାରେ ଲାଗିଛି। ମଙ୍ଗଳବାର ରାତିରୁ ବୁଧବାର ସନ୍ଧ୍ୟା ପର୍ଯ୍ୟନ୍ତ ପୁଣି ୫୦୦ରୁ ଊର୍ଦ୍ଧ୍ୱ ରୋଗୀ ବିଭିନ୍ନ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। କୋରେଇ, ଧର୍ମଶାଳା, ରସୁଲପୁର, ଦାନଗଦି, ବଡ଼ଚଣା…
ଆଜି ପ୍ରକାଶ ପାଇବ +୩ ନାମଲେଖା ମେଧା ତାଲିକା
ଭୁବନେଶ୍ୱର,୧୨ା୬(ସୁଚିସ୍ମିତା ସାହୁ): +୩ ନାମଲେଖା ପାଇଁ ମେଧା ତାଲିକା ଗୁରୁବାର ପ୍ରକାଶ ପାଇବ। ପ୍ରଥମ ପର୍ଯ୍ୟାୟରେ ୪ଟି ରାଉଣ୍ଡ୍ରେ ନାମ ଲେଖାଯିବ। ଏଥିପାଇଁ ଚୟନ ହୋଇଥିବା ଛାତ୍ରୀଛାତ୍ର ୧୨ରୁ ୧୭ତାରିଖ ମଧ୍ୟରେ ନାମଲେଖା ଫି’ ଜମା କରିବା ସହ ନାମଲେଖାଇ ପାରିବେ।…
ଏଣିକି ଆଧାର କାର୍ଡ ନ ଥିଲେ ବି ସ୍କୁଲରେ ନାମଲେଖାଇ ହେବ, ଜାଣନ୍ତୁ କ’ଣ କହିଲେ ମନ୍ତ୍ରୀ…
ଭୁବନେଶ୍ୱର,୧୦ା୬(ସୁଚିସ୍ମିତା ସାହୁ): ଚଳିତ ବର୍ଷରୁ ସ୍କୁଲରେ ନାମଲେଖା ପାଇଁ ଆଧାର କାର୍ଡ ବାଧ୍ୟତାମୂଳକ କରାଯାଇଥିଲା। କିନ୍ତୁ ଏବେ ସେଥିରେ କୋହଳ କରାଯାଇଛି। ଯେଉଁ ପିଲାଙ୍କର ଆଧାର କାର୍ଡ ନାହିଁ, ସେମାନେ ମଧ୍ୟ ଆଡ୍ମିଶନ କରିପାରିବେ। ପରବର୍ତ୍ତୀ ସମୟରେ ପିଲାମାନେ ସ୍କୁଲରେ ନିଜ…
କାଲିଠାରୁ ୭ଦିନ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ
ଭୁବନେଶ୍ୱର,୧୦ା୬(ଅନୁରାଧା ମହାରଣା) – ରାଜ୍ୟରେ କିଛିଦିନ ହେବ ଖରା, ଗୁଳୁଗୁଳି ସହ ବର୍ଷା ହେଉଛି। ହେଲେ ଗୁରୁବାରଠାରୁ ତାପମାତ୍ରା ୨ରୁ ୩ ଡିଗ୍ରୀ ହ୍ରାସ ପାଇବ। ତା’ସହିତ ଗୁଳୁଗୁଳି ବି କମିବ। ଆସନ୍ତା ୭ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ…
UPI ପେମେଣ୍ଟ ଉପରେ ଅତିରିକ୍ତ ଶୁଳ୍କ ଦେବାକୁ ପଡ଼ିବ କି? ସ୍ପଷ୍ଟ କଲା ଅର୍ଥ ମନ୍ତ୍ରଣାଳୟ
ନୂଆଦିଲ୍ଲୀ,୧୧।୬: ଅର୍ଥ ମନ୍ତ୍ରଣାଳୟ ବଡ଼ UPI କାରବାର ଉପରେ MDR ଚାର୍ଜ ଲାଗୁ କରିବାର ରିପୋର୍ଟକୁ ମିଥ୍ୟା ଏବଂ ଭ୍ରାମକ ବୋଲି କହିଛି। ଅନଲାଇନରେ କରାଯାଉଥିବା ଦାବି ଉପରେ ପ୍ରତିକ୍ରିୟା ଦେଇ ମନ୍ତ୍ରଣାଳୟ କହିଛି ଯେ ଏପରି ଭିତ୍ତିହୀନ ଦାବି ନାଗରିକଙ୍କ…
ଲର୍ଡସ୍ ଗ୍ରାଉଣ୍ଡରେ ଡନ୍ ବ୍ରାଡମ୍ୟାନଙ୍କ ୧୪୧ ବର୍ଷର ରେକର୍ଡ ଭାଙ୍ଗିଲେ ଷ୍ଟିଭ୍ ସ୍ମିଥ୍, କଲେ ବଡ଼ କାରନାମା
ନୂଆଦିଲ୍ଲୀ,୧୧।୬: ଅଷ୍ଟ୍ରେଲିଆର ପ୍ରମୁଖ ବ୍ୟାଟର ଷ୍ଟିଭ୍ ସ୍ମିଥ୍ ଦକ୍ଷିଣ ଆଫ୍ରିକା ବିପକ୍ଷେ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (WTC) ଫାଇନାଲର ପ୍ରଥମ ଦିନରେ ଐତିହାସିକ ଲର୍ଡସ୍ କ୍ରିକେଟ୍ ଗ୍ରାଉଣ୍ଡରେ ଜଣେ ବିଦେଶୀ ବ୍ୟାଟର ଭାବେ ସର୍ବାଧିକ ରନ୍ ସଂଗ୍ରହର ନୂଆ ରେକର୍ଡ ସ୍ଥାପନ…
ଜାଲ୍ ସାର୍ଟିଫିକେଟ୍ ଦେଇ GDS ଚାକିରି, ୫ ଜଣଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ
ଭୁବନେଶ୍ୱର,୧୧।୬: ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଏହା ସହିତ ଏହି ମାମଲାରେ ମୋଟ…
ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ବୟସ୍କ, ଦିବ୍ୟାଙ୍ଗମାନଙ୍କୁ ଘରେ ନେଇ ପେନସନ ଦେବ ପ୍ରଶାସନ
ଭୁବନେଶ୍ୱର,୧୧।୬: ଓଡ଼ିଶା ସରକାର ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ଯେ ଯେଉଁ ହିତାଧିକାରୀମାନେ ପଞ୍ଚାୟତ କାର୍ଯ୍ୟାଳୟକୁ ପେନସନ୍ ଗ୍ରହଣ କରିବାକୁ ଆସିବାରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି, ସେମାନଙ୍କୁ ଘରେ ପେନସନ୍ ପହଞ୍ଚାଇବା ପାଇଁ ଆବଶ୍ୟକୀୟ ବ୍ୟବସ୍ଥା କରନ୍ତୁ। ରାଜ୍ୟ ସରକାର ଜିଲା…
ପୁଣି ବାପା ହେବେ ଅରବାଜ ଖାନ: ନିଶ୍ଚିତ କଲେ ପତ୍ନୀ ଶଶୁରା ଖାନଙ୍କ ପ୍ରେଗ୍ନେନ୍ସି ଖବର
ମୁମ୍ବାଇ: ବଲିଉଡ ଅଭିନେତା ତଥା ଫିଲ୍ମ ନିର୍ମାତା ଅରବାଜ ଖାନ ତାଙ୍କ ପତ୍ନୀ ଶଶୁରା ଖାନଙ୍କ ଗର୍ଭବତୀ ହେବାର ଖବରକୁ ନିଶ୍ଚିତ କରିଛନ୍ତି। ଏହି ଖୁସିଖବର ଶେୟାର କରି ଅରବାଜ କହିଛନ୍ତି ଯେ ଏହା ତାଙ୍କ ପାଇଁ “ପୁଣି ଏକ ନୂତନ…
ରୋଗୀ ପରିବହନ ସେବା ବାଧାପ୍ରାପ୍ତ: ୧୦୮ ଆମ୍ବୁଲାନ୍ସ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ
ଭଞ୍ଜନଗର,୧୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ମେଡ଼ିକାଲରେ କାର୍ଯ୍ୟରତ ଥିବା ୧୦୮ ଆମ୍ବୁଲାନ୍ସ କର୍ମଚାରୀ ଏକାଧିକ ଦାବିନେଇ ବୁଧବାର ଅପରାହ୍ନରୁ କାର୍ଯ୍ୟବନ୍ଦ ଆନ୍ଦୋଳନ ଆରମ୍ଭ କରିଛନ୍ତି। ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଏହି ଆନ୍ଦୋଳନ ଚାଲିବ ବୋଲି ସଙ୍ଘ…
ଯୁବକ ଲଗାଇଛନ୍ତି ଏମିତି ନମ୍ବର ପ୍ଲେଟ୍ ଯେ ପୋଲିସ ବି ହେବ କାବା! ଆପଣ କହିପାରିବେ କି ସଂଖ୍ୟା?
ସମସ୍ତଙ୍କ ପାଇଁ ନିଜ ବାଇକ କିମ୍ବା କାରରେ ନମ୍ବର ପ୍ଲେଟ ଲଗାଇବା ବାଧ୍ୟତାମୂଳକ। କାରଣ ଏହା ବିନା କାହାକୁ ରାସ୍ତାରେ ଗାଡ଼ି ଚଲାଇବାକୁ ଅନୁମତି ମିଳି ନ ଥାଏ। ଏମିତିରେ ଅନେକ ଲୋକ ନମ୍ବର ପ୍ଲେଟରେ ଏକ ଅନନ୍ୟ ଉପାୟରେ ନମ୍ବର…
Archives


