ଶରଣକୁଳ ଅଞ୍ଚଳରେ ଗୋମଡ଼କ
ନୟାଗଡ଼ ଅଫିସ,୨୮।୧୨: ନୟାଗଡ଼ ଜିଲା ଶରଣକୁଳ ଅଞ୍ଚଳରେ ଅଜଣା ରୋଗ ବ୍ୟାପୀ ଗୋମଡକ ଦେଖାଦେଇଛି। ଅଜଣା ରୋଗରେ ଆକ୍ରାନ୍ତ ହୋଇ ଗୋରୁଙ୍କ ମୃତ୍ୟୁ ଘଟୁଛି। ସପ୍ତାହକ ମଧ୍ୟରେ ୫୦ରୁ ଊର୍ଦ୍ଧ୍ୱ ଗୋରୁଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ଏତେ ସଂଖ୍ୟକ ଗୋରୁଙ୍କ ମୃତ୍ୟୁ…
ସାତକୋଶିଆରେ ଜମୁଛି ପର୍ଯ୍ୟଟକଙ୍କ ଭିଡ଼
ଗଣିଆ, ୨୮।୧୨(ଡି.ଏନ.ଏ.): ନୂଆ ବର୍ଷ ପାଖେଇ ଅସୁଥିବା ବେଳେ ଧୀରେ ଧୀରେ ସାତକୋଶିଆରେ ପର୍ଯ୍ୟଟକଙ୍କ ଭିଡ ଜମିବାରେ ଲାଗିଛି। ସାତକୋଶିଆ ବ୍ୟାଘ୍ର ସଂରକ୍ଷଣାଞ୍ଚଳ ସାଉଥ୍ ବଡମୂଳ ଠାରେ ଥିବା ପ୍ରାକୃତିକ ପର୍ଯ୍ୟଟନସ୍ଥଳୀର ଭରପୂର ମଜା ଉଠାଇବା ପାଇଁ ପ୍ରତିଦିନ ଶହ ଶହ…
ଚାଷୀଙ୍କୁ ଦାଉ ସାଧିଲା ଅଦିନିଆ ବର୍ଷା
ବଡ଼ସାହି,୨୮ା୧୨(ସ୍ବ.ପ୍ର)- ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅଞ୍ଚଳରେ ଅଦିନିଆ ବର୍ଷା ଦାଉ ସାଧିଛି। ଅମଳ ହୋଇ ବିଲରେ ଗଦା ହୋଇ ରହିଥିବା ପାଚିଲା ଧାନ ବର୍ଷାରେ ଓଦା ହୋଇ ଯାଇଛି ା ଚାଷ ଜମିଗୁଡିକରେ ପାଣି ଜମି ରହିଥିବାରୁ କଟା ହୋଇ…
ଆଳୁ ୧୦, ପିଆଜ କିଲୋ ୫୦
କଟକ ସଦର,୨୮ା୧୨(ଡି.ଏନ୍.ଏ.): ରାଜ୍ୟରେ ଆଳୁ ଓ ପିଆଜ ଦର ଆକାଶଛୁଅଁ। ଥିବା ବେଳେ ଶୁକ୍ରବାର କଟକ ସଦର ବ୍ଲକ ଅନ୍ତର୍ଗତ କିଶୋରନଗର ହାଟରେ ଜଣେ ବେପାରୀ ଆଳୁ କିଲୋ ୧୦ଟଙ୍କା ଓ ପିଆଜ କିଲୋ ୫୦ଟଙ୍କା ବିକ୍ରି କରୁଥିବା ଦେଖିବାକୁ ମିଳିଥିଲା।…
ଜିଲା ଯୋଜନା କମିଟି ବୈଠକ: ବିକାଶମୂଳକ କାର୍ଯ୍ୟ ତ୍ୱରାନ୍ବିତ ଉପରେ ଗୁରୁତ୍ୱ
ବାଲେଶ୍ୱର ଅଫିସ, ୨୮।୧୨-ବାଲେଶ୍ୱର ଜିଲାପରିଷଦ ସଭାଗୃହରେ ଶୁକ୍ରବାର ଜିଲା ଯୋଜନା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। କମିଟି ଅଧ୍ୟକ୍ଷ ତଥା ଭୋଗରାଇ ବିଧାୟକ ଅନନ୍ତ ଦାସ ଅଧ୍ୟକ୍ଷତା କରିବା ସହିତ ଜିଲାର ବିକାଶ କ୍ଷେତ୍ରରେ ସରକାରଙ୍କ ପକ୍ଷରୁ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ…
ସିଏଏ, ଏନ୍ଆର୍ସି ବିରୋଧରେ ମାନବ ଶୃଙ୍ଖଳ
କଟକ ଅଫିସ, ୨୮ା୧୨: କେନ୍ଦ୍ର ସରକାର ବେକାରୀ, ଦରଦାମ୍ ବୃଦ୍ଧି ଓ ସାଧାରଣ ଲୋକଙ୍କ ମୌଳିକ ସମସ୍ୟାର ସମାଧାନ କରିବାରେ ବିଫଳ ହୋଇଛନ୍ତି। ସେହିପରି ଛାତ୍ର, ଯୁବକ, ମହିଳା, ଚାଷୀ, ଶ୍ରମିକଙ୍କ ସମସ୍ୟା ମଧ୍ୟ ଦୂର କରିପାରି ନାହାନ୍ତି। ଅନ୍ୟପକ୍ଷରେ କେନ୍ଦ୍ର…
ମାଲଗୋଦାମରେ ଜିଲା ଯୋଗାଣ ବିଭାଗର ଚଢ଼ାଉ: ପିଆଜ ୭୦, ଆଳୁ ୨୦ଟଙ୍କାରେ ବିକ୍ରି ପାଇଁ ତାଗିଦ
କଟକ ଅଫିସ,୨୮ା୧୨: କଟକ ଜିଲା ଯୋଗାଣ ବିଭାଗ ପକ୍ଷରୁ ଶୁକ୍ରବାର ସନ୍ଧ୍ୟାରେ କଟକ ମାଲଗୋଦାମ ଅଞ୍ଚଳରେ ଚଢ଼ାଉ କରାଯାଇଥିଲା। ଜିଲା ଯୋଗାଣ ବିଭାଗ ଅଧିକାରୀ ଅମର କୁମାର ମହାପାତ୍ରଙ୍କ ନେତୃତ୍ୱରେ ଏହି ଚଢ଼ାଉ ହୋଇଥିଲା। ଏହି ସମୟରେ ହୋଲସେଲର ବ୍ୟବସାୟୀମାନଙ୍କୁ ପିଆଜ…
ଡାକ୍ତର ଅଙ୍କୁଶ ଜାଜୋଡ଼ିଆଙ୍କୁ ସ୍ବର୍ଣ୍ଣପଦକ
କଟକ ଅଫିସ, ୨୮ା୧୨: ଡାକ୍ତର ଅଙ୍କୁଶ ଜାଜୋଡ଼ିଆଙ୍କୁ ଦିଲ୍ଲୀସ୍ଥିତ ଆମ୍ବେଡକର ଇଣ୍ଟରନ୍ୟାଶନାଲ ସେଣ୍ଟରରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡାକ୍ତର ହର୍ଷବର୍ଦ୍ଧନ ସ୍ବର୍ଣ୍ଣପଦକ ପ୍ରଦାନ କରିଛନ୍ତି। ସର୍ବଭାରତୀୟ ସ୍ତରରେ ଡିଏନ୍ବି ରେଡିିଓଲୋଜିରେ ଉଚ୍ଚମାନର କାର୍ଯ୍ୟଦକ୍ଷତା ପାଇଁ ଡା. ଅଙ୍କୁଶଙ୍କୁ ଏହି ସ୍ବର୍ଣ୍ଣପଦକ ଦିଆଯାଇଛି। ଏହି…
ପୂର୍ବ ଶତ୍ରୁତାରୁ ମୂକ ବ୍ୟକ୍ତିଙ୍କୁ ଛୁରାମାଡ଼: ଅଭିଯୁକ୍ତ ପୁଅ ଗିରଫ, ମା’ ଫେରାର
କଟକ ଅଫିସ,୨୮ା୧୨: ମାଲଗୋଦାମ ଥାନା ଅନ୍ତର୍ଗତ ସମାଧିପାଟଣମ ଅଞ୍ଚଳରେ ଶୁକ୍ରବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଜଣେ ମୂକ ବ୍ୟକ୍ତିଙ୍କୁ ରାଜୁ ନାୟକ (୩୦) ଓ ତାଙ୍କ ମା’ ତୁଳସୀ ନାୟକ(୫୦) ଛୁରା ମାଡ଼ କରିଛନ୍ତି।…
ମହର୍ଷି କଲେଜ ନିକଟରେ ନିଶାସକ୍ତଙ୍କ ଆତଙ୍କ ଘଟଣା: ୩ ଦିନ ପରେ ବି ପୋଲିସ ହାତ ଖାଲି
ଭୁବନେଶ୍ୱର,୨୮ା୧୨(ବ୍ୟୁରୋ): ଶହୀଦନଗର ଥାନା ଅଧୀନ ମହର୍ଷି କଲେଜ ନିକଟରେ ଗତ ବୁଧବାର ସନ୍ଧ୍ୟାରେ ୧୫ରୁ ଊର୍ଦ୍ଧ୍ୱ ନିଶାସକ୍ତ ଯୁବକ ଆତଙ୍କ ଖେଳାଇଥିଲେ। ରାସ୍ତାରେ ଯାଉଥିବା ପଥଚାରୀଙ୍କୁ ଅଟକାଇ ଗାଳିଗୁଲଜ କରିଥିଲେ। ଏଥିସହ ବିରୋଧ କରୁଥିବା ବ୍ୟକ୍ତିଙ୍କ ବାଇକ ଓ କାର୍କୁ ମାଡ…
ଆକ୍ସିସ ବ୍ୟାଙ୍କ- ବିଏମ୍ସି ମଧ୍ୟରେ ବୁଝାମଣା: ହିତାଧିକାରୀଙ୍କୁ ଆକାଉଣ୍ଟରେ ମିଳିବ ଭତ୍ତା
ଭୁବନେଶ୍ୱର, ୨୮ା୧୨(ବ୍ୟୁରୋ): ସାମାଜିକ ସୁରକ୍ଷା ଯୋଜନାରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ଅଞ୍ଚଳରେ ଭତ୍ତା ପାଉଥିବା ହିତାଧିକାରୀମାନେ ଫେବୃୟାରୀ ମାସଠାରୁ ଆକାଉଣ୍ଟ ଯୋଗେ ଅର୍ଥ ପାଇବେ। ଏ ନେଇ ଆକ୍ସିସ ବ୍ୟାଙ୍କ୍ ଏବଂ ବିଏମ୍ସି ମଧ୍ୟରେ ଶୁକ୍ରବାର ଏକ ବୁଝାମଣାପତ୍ର ସ୍ବାକ୍ଷରିତ…
ମନ୍ଥର ଅଭିବୃଦ୍ଧି ସତ୍ତ୍ୱେ ବିତ୍ତୀୟ ସ୍ଥିତାବସ୍ଥା
ନୂଆଦିଲ୍ଲୀ,୨୮-୧୨: ଦେଶର ଅର୍ଥନୈତିକ ଅଭିବୃଦ୍ଧି ବର୍ତ୍ତମାନ ମନ୍ଥର ସ୍ଥିତିରେ ରହିଛି। ଏହା ସତ୍ତ୍ୱେ ବିତ୍ତୀୟ ସ୍ଥିତାବସ୍ଥା ରହିଥିବା ରିଜର୍ଭ ବ୍ୟାଙ୍କ ଶୁକ୍ରବାର କହିଛି। ଚଳିତ ଆର୍ଥତ୍କ ବର୍ଷ ଦ୍ୱିତୀୟ ତ୍ରୈମାସରେ ଭାରତର ବିକାଶ ହାର ୬ ବର୍ଷର ସର୍ବନିମ୍ନ ସ୍ତର ୪.୫%କୁ…

