Home Left

ନୂଆ ଶିକ୍ଷାନୀତି କାର୍ଯ୍ୟକାରୀ ଲାଗି ବୈଠକ: ପାଣ୍ଠି ପ୍ରସଙ୍ଗ ଉଠାଇଲେ ରାଜ୍ୟ

ନୂଆଦିଲ୍ଲୀ,୭ା୧୦(ପି.ଟି.): କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ ପ୍ରସ୍ତାବିତ ନୂତନ ଶିକ୍ଷାନୀତି କାର୍ଯ୍ୟକାରିତା ଲାଗି ବିଭିନ୍ନ ରାଜ୍ୟ ପାଣ୍ଠି ପ୍ରସଙ୍ଗ ଉଠାଇଛନ୍ତି। ସରକାରଙ୍କ ଚିଠା ନୀତିରେ କେତେକ ଭଲ ପ୍ରସ୍ତାବ ରହିଥିଲେ ହେଁ ଏହାକୁ କାର୍ଯ୍ୟକାରୀ କରିବା ଲାଗି ପାଣ୍ଠି ଯୋଗାଣର…

ସିଆନାଇଡ୍‌ ଦେଇ ପରିବାରର ୬ଜଣଙ୍କୁ ହତ୍ୟା

ଥିରୁଭାନନ୍ଥପୁରମ୍‌,୭ା୧୦: କେରଳର ଜଣେ ମହିଳା ଖାଦ୍ୟରେ ସିଆନାଇଡ୍‌ ଦେଇ ପରିବାରର ୬ ଜଣଙ୍କୁ ହତ୍ୟା କରିଛନ୍ତି। ୧୭ ବର୍ଷ ହେଲା ତାଙ୍କ ପରିବାର ସଦସ୍ୟଙ୍କର ରହସ୍ୟମୟ ଭାବେ ମୃତ୍ୟୁ ଘଟୁଥିଲା। ଶନିବାର ଉକ୍ତ ମହିଳାଙ୍କ ସମେତ ୩ ଜଣଙ୍କୁ ଗିରଫ କରାଯିବା…

ଏବେ ବି ବଙ୍ଗଳା ଛାଡ଼ି ନାହାନ୍ତି ପୂର୍ବତନ ଏମ୍‌ପି

ନୂଆଦିଲ୍ଲୀ,୭ା୧୦(ପି.ଟି.): ଷୋଡ଼ଶ ଲୋକ ସଭା ଭଙ୍ଗ ହେବା ୫ ମାସ ବିତିଲାଣି। ବାରମ୍ବାର ତାଗିଦ୍‌ ସତ୍ତ୍ୱେ ଏବେ ବି ପାଖାପାଖି ୫୦ ପୂର୍ବତନ ଏମ୍‌ପି ସରକାରୀ ବଙ୍ଗଳା ଛାଡ଼ିନାହାନ୍ତି। ସର୍ବସାଧାରଣ ଜାଗାରୁ ବେଆଇନ ଦଖଲ ଉଚ୍ଛେଦ ଲାଗି ଥିବା ଆଇନ ବଳରେ…

ବିଜେପୁର ଉପନିର୍ବାଚନ: ଦଳ ଛାଡ଼ିବାର କୌଣସି ଯୋଜନା ନାହିଁ: ଅଶୋକ

ଭୁବନେଶ୍ୱର,୭ା୧୦:(ବ୍ୟୁରୋ): ୨୦୧୮ ବିଜେପୁର ଉପନିର୍ବାଚନରେ ଭାଜପା ପ୍ରାର୍ଥୀ ହୋଇଥିବା ଅଶୋକ ପାଣିଗ୍ରାହୀ ଦଳ ଛାଡ଼ିବା ନେଇ ବିଭିନ୍ନ ମହଲରେ ଯେଉଁ ଆଲୋଚନା ଚାଲିଥିଲା ସେଥିରେ ପୂର୍ଣ୍ଣଚ୍ଛେଦ ପକାଇଛନ୍ତି ନିଜେ ଅଶୋକ। ଏନେଇ ରବିବାର ସ୍ପଷ୍ଟୀକରଣ ରଖି ଅଶୋକ କହିଛନ୍ତି ଯେ, ଦଳ…

ନାବାଳିକାଙ୍କୁ ଅପହରଣ ଉଦ୍ୟମ, ଯୁବକ ଗିରଫ

ଭୁବନେଶ୍ୱର,୭ା୧୦:(ବ୍ୟୁରୋ): ନୟାପଲ୍ଲୀ ଥାନାଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ ଉଦ୍ୟମ କରାଯାଇଛି। ଏହି ଘଟଣାରେ ପୋଲିସ ଅଭିଯୁକ୍ତ ଶ୍ରୀରାମନଗରରେ ରହୁଥିବା କନ୍ଧମାଳ ଜିଲାର ସିଦ୍ଧାର୍ଥ କୁମାର ପ୍ରଧାନ(୨୫)ଙ୍କୁ ଗିରଫ କରିଛି। କେସ୍‌ ନଂ-୪୭୫/୧୯, ଆଇପିସି ଦଫା ୩୬୩, ୫୧୧, ୨୯୪, ୩୨୩, ୫୦୬…

କଶ୍ମୀରରେ ପ୍ରାୟ ୩୦୦ ଆତଙ୍କବାଦୀ

ଶ୍ରୀନଗର,୭ା୧୦: ଜମ୍ମୁ-କଶ୍ମୀରରେ ୨୦୦ରୁ ୩୦୦ ଆତଙ୍କବାଦୀ ସକ୍ରିୟ ଅଛନ୍ତି। ଶୀତଋତୁ ପୂର୍ବରୁ ଅଧିକ ଆତଙ୍କବାଦୀଙ୍କୁ ଅନୁପ୍ରବେଶ ପାଇଁ ପାକିସ୍ତାନ ଉଦ୍ୟମ ଚଳାଇଛି। ଏଥିପାଇଁ ପାକ୍‌ ସେନା ଅସ୍ତ୍ରବିରତି ଉଲ୍ଲଂଘନ କରି ସୀମାନ୍ତ ଅଞ୍ଚଳରେ ଗୁଳିଗୋଳା ମାଡ଼ କରୁଛି ବୋଲି ଡିଜିପି ଦିଲବାଗ୍‌…

ଆମ୍ବୁଲାନ୍ସରୁ ତେଲ ସରିବା ଘଟଣା: ସ୍ବାସ୍ଥ୍ୟ ବିଭାଗକୁ ଭାଜପାର କଡ଼ା ସମାଲୋଚନା

ଭୁବନେଶ୍ୱର,୭ା୧୦:(ବ୍ୟୁରୋ) ରାଜ୍ୟରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି । ବିଭାଗର ଖାମଖିଆଲି ନୀତି ଯୋଗୁ ରୋଗୀସେବା ଅନେକ ସ୍ଥାନରେ ବାଧାପ୍ରାପ୍ତ ହେଉଛି ା ମେଡିକାଲରେ ଡାକ୍ତର ଅଭାବ, ଆବଶ୍ୟକ ଉପକରଣର ଅଭାବ, ଉନ୍ନତମାନର ଔଷଧର ଅଭାବ, ନିମ୍ନମାନର ଚିକିତ୍ସା ଏବଂ ଆମ୍ବୁଲାନ୍ସ ସେବାରେ…

ଅବ୍‌ଦୁଲ୍ଲାଙ୍କୁ ଭେଟିଲେ ଏନ୍‌ସି ନେତା

ଶ୍ରୀନଗର,୭ା୧୦(ପି.ଟି.): ୨ ମାସରୁ ଊର୍ଦ୍ଧ୍ୱ ସମୟ ଧରି ଗୃହବନ୍ଦୀ ଥିବା ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ୍‌ ଅବ୍‌ଦୁଲ୍ଲା ଏବଂ ଓମାର ଅବ୍‌ଦୁଲ୍ଲାଙ୍କୁ ରବିବାର ତାଙ୍କ ଦଳର ନେତାମାନେ ଭେଟିଛନ୍ତି। ନ୍ୟାସନାଲ କନ୍‌ଫରେନ୍ସ (ଏନ୍‌ସି)ର ଏକ ୧୫ ଜଣିଆ ପ୍ରତିନିଧି ଦଳ ଉଭୟଙ୍କୁ…

ସୋସିଆଲ ମିଡିଆରେ ଆନନ୍ଦବଜାର ଫଟୋ ଭାଇରାଲ

ପୁରୀ ଅଫିସ,୭ା୧୦ : ସୋସିଆଲ ମିଡିଆରେ ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ। ଆନନ୍ଦବଜାର ପରିସରରେ ମହାପ୍ରାସଦ ସେବନ କରୁଥିବା କେଜେଜଣ ଭକ୍ତଙ୍କ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏନେଇ ଗଣମାଧ୍ୟମରେ ଖବର ପ୍ରଚାରିତ ହେବା ପରେ ଶ୍ରୀମନ୍ଦିର ପ୍ରଶାସନ…

ସ୍ବଚ୍ଛତା କର୍ମୀଙ୍କ ହାଜତ ମୃତ୍ୟୁ

ବାର୍‌ମେର,୭ା୧୦(ପି.ଟି.): ରାଜସ୍ଥାନର ବାର୍‌ମେର ଜିଲା ଅନ୍ତର୍ଗତ ବାଲୋତ୍ରାରେ ରବିବାର ଜଣେ ସ୍ବଚ୍ଛତା କର୍ମୀଙ୍କର ପୋଲିସ ହାଜତରେ ମୃତ୍ୟୁ ଘଟିଛି। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଗଣ୍ଡଗୋଳରୁ ଜଗଦୀଶ ଗୋଲିୟାର ଓ ଅନ୍ୟ ଦୁଇଜଣଙ୍କୁ ପଚପଦ୍ର ଥାନା ପୋଲିସ ଗିରଫ କରିଥିଲା। ହାଜତ…

୩୭୦ ଉଚ୍ଛେଦ ବିରୋଧରେ ଜେକେଏଲ୍‌ଏଫ୍‌ର ଫ୍ରିଡମ୍‌ ମାର୍ଚ୍ଚ : ଏଲ୍‌ଓସି ଅଭିମୁଖେ ପିଓକେବାସୀ

ଇସ୍‌ଲାମାବାଦ,୭ା୧୦ (ଆଇଏଏନ୍‌ଏସ୍‌): ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନକାରୀ ଭାରତୀୟ ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦକୁ ଦୁଇମାସ ପୂରିଛି। କେନ୍ଦ୍ର ସରକାରଙ୍କ ଏହି ନିଷ୍ପତ୍ତିକୁ ପାକିସ୍ତାନରେ ଜୋର୍‌ଦାର ବିରୋଧ କରାଯାଉଛି। ଏହିକ୍ରମରେ ନିୟନ୍ତ୍ରଣରେଖା (ଏଲ୍‌ଓସି) ଅତିକ୍ରମ କରିବା ପାଇଁ ପାକ୍‌-ଅଧିକୃତ କଶ୍ମୀର (ପିଓକେ)ର…

ସୋମବାର ନ୍ୟାଶନାଲ ଟାକ୍ସ ଇ-ଆସେସମେଣ୍ଟ ସେଣ୍ଟର ଶୁଭାରମ୍ଭ

ନୂଆଦିଲ୍ଲୀ,୭-୧୦: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ସୋମବାର ଆୟକର ବିଭାଗର ନ୍ୟାଶନାଲ ଟାକ୍ସ ଇ-ଆସେସମେଣ୍ଟ ସେଣ୍ଟର(ଏନ୍‌ଇଏସି)ର ଶୁଭାରମ୍ଭ କରିବେ। ଏହା ଦ୍ୱାରା ଟିକସଦାତା ଏବଂ ଟିକସ ଅଧିକାରୀଙ୍କ ମଧ୍ୟରେ ଆଉ ସାମ୍ନା ସାମ୍ନି ହେବାକୁ ପଡିବ ନାହିଁ। ଉକ୍ତ ସେଣ୍ଟର ଦ୍ୱାରା ଟିକସଦାତାଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri