ଭିନ୍ନକ୍ଷମ ବାଳକଙ୍କ ଗଲି କ୍ରିକେଟ ଭିଡିଓ ଭାଇରାଲ
ନୂଆଦିଲ୍ଲୀ,୨୭।୧୨- ଦେଶରେ କ୍ରିକେଟକୁ ଫ୍ୟାନମାନେ ଧର୍ମ ଭଳି ମାନନ୍ତି। ଏହାର ଏକ ହୃଦୟବିଦାରକ ପ୍ରମାଣ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଭିନ୍ନକ୍ଷମ ବାଳକ ଗଲି କ୍ରିକେଟ ଖେଳୁଥିବାର ଏକ ଭିଡିଓ ଆଇଏଫ୍ଏସ୍ ଅଫିସର ସୁଧା ରମଣ ଶେୟାର କରିଛନ୍ତି। ଉକ୍ତ…
ପାକିସ୍ତାନକୁ କଡ଼ା ଜବାବ ଦେଲା ଭାରତୀୟ ସେନା: ୪ ପାକ୍ ସେନା ନିହତ
ପୁଞ୍ଛ,୨୭।୧୨: ଭାରତ ନିୟନ୍ତ୍ରଣ ରେଖା(ଏଲଓସି)ରେ ପାକିସ୍ତାନ ପକ୍ଷରୁ ଲଗାତର ଅସ୍ତ୍ରବିରତି ଉଲ୍ଲଂଘନ କରାଯାଉଛି। ଏନେଇ ଭାରତୀୟ ସେନା ପକ୍ଷରୁ ପାକିସ୍ତାନକୁ କଡ଼ା ଜବାବ ଦିଆଯାଇଛି। ଏଥିରେ ପାକିସ୍ତାନର ୩ଜଣ ସେନା ନିହତ ହୋଇଥିବା ଜଣାପଡ଼ିଛି। ଗୁରୁବାର ରାତିରେ ପୁଞ୍ଛର ରାଜୌରୀ ସେକ୍ଟର…
ଜନ୍ମଦିନରେ ମାମୁଁ ହେଲେ ଭାଇଜାନ୍
ବଲିଉଡ୍ର ଭାଇଜାନ୍ ସଲମାନ ଖାଁ ଆଜି ଅର୍ଥାତ୍ ଶୁକ୍ରବାର ୫୪ ତମ ଜନ୍ମଦିବସ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କୁ ଏକ ଖୁସି ଖବର ମିଳିଛି। ସେ ପୁଣି ଥରେ ମାମୁଁ ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ଆଜିର ଦିନରେ ଭଉଣୀ…
ସିଏଏକୁ ନେଇ ରାହୁଲଙ୍କୁ ଟାର୍ଗେଟ କଲେ ଶାହା
ଶିମ୍ଲା,୨୭।୧୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ସାରା ଦେଶରେ ବିକ୍ଷୋଭ ପ୍ରଦର୍ଶନ ଚାଲିଥିବା ବେଳେ ଏବେ ଏହାକୁ ନେଇ ରାଜନୀତି ଆରମ୍ଭ ହୋଇଗଲାଣି। ବିରୋଧୀ କଂଗ୍ରେସ ଏବେ ଏହାକୁ ନେଇ ଶାସକ ଭାରତୀୟ ଜନତା ପାର୍ଟି(ଭାଜପା)କୁ ଟାର୍ଗେଟ କରିଛି। ଆଉ ଏହାର…
କମ୍ ବୟସରେ ଆତ୍ମହତ୍ୟା କରିଥିବା ସେଲିବ୍ରିଟି
କୌଣସି ନା କୌଣସି କାରଣକୁ ନେଇ ଖୁବ୍ କମ୍ ବୟସରେ ବଲିଉଡ୍ର କେତେଜଣ ସେଲିବ୍ରିଟି ଆତ୍ମହତ୍ୟା କରିଥିବା ନଜିର ରହିଛି। ଜାଣନ୍ତୁ ଏମାନଙ୍କ ସମ୍ପର୍କରେ… ପ୍ରତ୍ୟୁଷା ବାନାର୍ଜୀ: ଟେଲି ସିରିୟଲ ‘ବାଳିକା ବଧୂ’ର ଆନନ୍ଦୀ ଭୂମିକାରେ ଅଭିନୟ କରିଥିବା ପ୍ରତ୍ୟୁଷା ବାନାର୍ଜୀ…
ଜବରଦଖଲ ଉଚ୍ଛେଦ ବେଳେ ଛାତ ଭୁଶୁଡ଼ିବା ଘଟଣା: ଜଣେ ମୃତ, ୩ ଗୁରୁତରଙ୍କ ଚିକିତ୍ସା ଜାରି
ବଅଁରପାଳ,୨୭।୧୨(ଡି.ଏନ୍.ଏ.): ଅନୁଗୋଳ ଜିଲା ବଅଁରପାଳ ଥାନା ନୂଆହତା ବାଲିସାହି ନିକଟରେ ଜାତୀୟ ରାଜପଥ କଡ଼ରୁ ଉଚ୍ଛେଦ କାର୍ଯ୍ୟ ଚାଲିଥିବା ସମୟରେ ଏକ ଘରର ଛାତ ଭୁଶୁଡ଼ି ପଡ଼ିଥିଲା। ଏହି ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୩ଜଣ ଗୁରୁତର ହୋଇଛନ୍ତି।…
ସିଏଏକୁ ନେଇ ଜାମା ମସ୍ଜିଦ୍ ବାହାରେ ବିକ୍ଷୋଭ ପ୍ରଦର୍ଶନ
ନୂଆଦିଲ୍ଲୀ,୨୭।୧୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ଶୁକ୍ରବାର ନମାଜ ପାଠ ପରେ ଦିଲ୍ଲୀ ଜାମା ମସ୍ଜିଦ୍ ବାହାରେ ପ୍ରଦର୍ଶନକାରୀମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ତେବେ ପରିସ୍ଥିତିକୁ ଦେଖି ଏଠାରେ ପୋଲିସ ପକ୍ଷରୁ ବ୍ୟାରିକେଡ କରାଯିବା ସହ ବ୍ୟାପକ ପୋଲିସ ଫୋର୍ସ ମୁତୟନ…
ବୁଡ଼ିଲା ଟ୍ରଲର: ଜଣେ ନିଖୋଜ, ଅଳ୍ପକେ ବର୍ତ୍ତିଲେ ୧୦ ମତ୍ସ୍ୟଜୀବୀ
ଭୋଗରାଇ,୨୭।୧୨(ଡି.ଏନ୍.ଏ.): ବାଲେଶ୍ୱର ଜିଲା ଭୋଗରାଇ ସୀମାନ୍ତ ଦିଘା ମୁହାଣରୁ ମାଛ ମାରି ଫେରୁଥିବା ଏକ ଟ୍ରଲର ସମୁଦ୍ର ଢେଉରେ ଭାରସାମ୍ୟ ହରାଇ ଶୁକ୍ରବାର ମଧ୍ୟାହ୍ନରେ ଓଲଟି ପଡ଼ିଛି। ଫଳରେ ଜଣେ ବଙ୍ଗୀୟ ମତ୍ସ୍ୟଜୀବୀ ନିଖୋଜ ହୋଇଯାଇଥିବା ବେଳେ ୧୦ ମତ୍ସ୍ୟଜୀବୀ ଅଳ୍ପକେ…
ଲକ୍ଷ୍ନୌରେ କଂଗ୍ରେସ ପ୍ରତିଷ୍ଠା ଦିବସ ପାଳନ କରିବେ ପ୍ରିୟଙ୍କା
ନୂଆଦିଲ୍ଲୀ,୨୭।୧୨: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ୨ ଦିନିଆ ଉତ୍ତର ପ୍ରଦେଶ ଗସ୍ତରେ ଶୁକ୍ରବାର ଯିବାର କାର୍ଯ୍ୟକ୍ରମ ରହିଛି। ଲକ୍ଷ୍ନୌରେ ସେ ଶୁକ୍ରବାର ପହଞ୍ଚିବା ସହ ସେଠାରେ ଶନିବାର କଂଗ୍ରେସର ୧୩୫ ତମ ପ୍ରତିଷ୍ଠା ଦିବସ ପାଇଁ ଆୟୋଜିତ କାର୍ଯ୍ୟକ୍ରମରେ…
୬୭ ବର୍ଷ ଭିତରେ କେବଳ ଏହି ୨ ଜଣ ହିନ୍ଦୁ ଖେଳାଳି ପାକିସ୍ତାନ ପାଇଁ କ୍ରିକେଟ ଖେଳିଛନ୍ତି
କରାଚି,୨୭।୧୨: ପୂର୍ବତନ ପାକିସ୍ତାନ ସ୍ପିନର ଡାନିସ କନେରିଆ ଜଣେ ହିନ୍ଦୁ ହୋଇଥିବାରୁ ସାଥୀ ପାକିସ୍ତାନ ଖେଳାଳିମାନେ ମଧ୍ୟ ତାଙ୍କୁ ଅବହେଳା କରୁଥିଲେ। ଏପରିକି କେତେକ ଖେଳାଳି କନେରିଆଙ୍କ ସହ ଏକାଠି ଖାଇବା ପାଇଁ ମଧ୍ୟ କୁଣ୍ଠିତ ହେଉଥିଲେ ବୋଲି ଏକ ଗଣମାଧ୍ୟମକୁ…
୫ ମାସ ପରେ କାର୍ଗିଲ୍ରେ ମିଳିଲା ମୋବାଇଲ ଇଣ୍ଟରନେଟ୍ ସୁବିଧା
ଲଦାଖ,୨୭।୧୨: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରଠାରୁ ସେଠାରେ ଅନେକ ସ୍ଥାନରେ ମୋବାଇଲ ଇଣ୍ଟରନେଟ୍ ସେବାକୁ ବନ୍ଦ ରଖାଯାଇଥିଲା। ସୁରକ୍ଷାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାରଙ୍କ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଥିବା ବେଳେ ଇତିମଧ୍ୟରେ ପ୍ରାୟ୧୪୫ ଦିନ ବିତି ଯାଇଥିଲେ ମଧ୍ୟ…
ବିବାହ କଲେ ମୋନା
ମୁମ୍ବାଇ: ବିବାହ ବନ୍ଧନରେ ବାନ୍ଧି ହୋଇ ଯାଇଛନ୍ତି ବଲିଉଡ୍ ଆକ୍ଟ୍ରେସ୍ ମୋନା ସିଂ। ସେ ତାଙ୍କ ପୁରୁଷ ବନ୍ଧୁ ତଥା ସାଉଥ୍ ଇଣ୍ଡିଆର ଇନ୍ଭେଷ୍ଟମେଣ୍ଟ ବ୍ୟାଙ୍କର ଶ୍ୟାମଙ୍କୁ ଶୁକ୍ରବାର ବିବାହ କରିଛନ୍ତି। ଏବେ ବିବାହ ବେଳର ପ୍ରଥମ ଫଟୋ ସାମ୍ନାକୁ ଆସିବା…

