Home Left

ବିଶ୍ୱ ଆଥ୍‌ଲେଟିକ ଚାମ୍ପିୟନଶିପ୍‌ : ପୁରୁଷ ଚାଲିରେ ଜାପାନର ଟାଇଟଲ୍‌ ସୁଇପ୍‌

ଦୋହା,୫।୧୦ (ଏଏଫ୍‌ପି)- ଏଠାରେ ଚାଲିଥିବା ବିଶ୍ୱ ଆଥ୍‌ଲେଟିକ ଚାମ୍ପିୟନଶିପ୍‌ର ପୁରୁଷ ୨୦ କିଲୋମିଟର (କିମି) ଚାଲିରେ ଜାପାନର ଜୋଶିକାଜୁ ୟାମାନିଶି ଟାଇଟଲ୍‌ ଜିତିଛନ୍ତି। ଶୁକ୍ରବାର ରାତିରେ ଅନୁଷ୍ଠିତ ଏହି ଇଭେଣ୍ଟରେ ୨୩ ବର୍ଷୀୟ ଜୋଶିକାଜୁ ୨୦ କିମି ଦୂରତାକୁ ଏକ ଘଣ୍ଟା…

ଡେଭିଡ୍‌ ହସି କେକେଆର ମୁଖ୍ୟ ମେଣ୍ଟର

କୋଲକାତା,୫।୧୦: ଦୁଇ ଥର ଆଇପିଏଲ ଚାମ୍ପିୟନ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଶନିବାର ଅଷ୍ଟ୍ରେଲିଆର ପୂର୍ବତନ ବ୍ୟାଟ୍ସମ୍ୟାନ ଡେଭିଡ୍‌ ହସିଙ୍କୁ ମୁଖ୍ୟ ମେଣ୍ଟର ଭାବେ ନିଯୁକ୍ତ କରିଛି। ପୂର୍ବତନ ନ୍ୟୁଜିଲାଣ୍ଡ ପେସର କାଏଲ ମିଲ୍ସଙ୍କୁ ବୋଲିଂ କୋଚ୍‌ ପଦରେ ନିଯୁକ୍ତ କରାଯାଇଛି।…

ଫୋନ୍‌ରେ ଫେସ୍‌ ଲକ୍‌ ପକାଇ ସ୍ବାମୀ ହେଲେ ହଟହଟା

ଆଜିକାଲି ସ୍ମାର୍ଟଫୋନ୍‌ ଲୋକଙ୍କର ଯେତିକି ଉପକାରରେ ଆସୁଛି ସେତିକି ଅପକାର ମଧ୍ୟ କରୁଛି। ଏଇ ଯେମିତି ଏହି ଫୋନ୍‌ ପାଇଁ କିଏ ଆତ୍ମହତ୍ୟା କଲାଣି ତ ଆଉ କାହାର ଘରୋଇ କଳିଝଗଡ଼ା ଚରମ ସୀମାରେ ପହଞ୍ଚିଲାଣି। ଏମିତି ଏକ ଭିଡିଓ ଏବେ…

ରେମୁଣା ଡାକ୍ତରଖାନାରେ ଅବ୍ୟବସ୍ଥା ନେଇ ଉତ୍ତେଜନା: ତାଲା ପକାଇଲେ, ସିସି କ୍ୟାମେରା ଭାଙ୍ଗିଲେ

ରେମୁଣା, ୫ା୧୦(ଡି.ଏନ.ଏ.): ବାଲେଶ୍ୱର ଜିଲା ରେମୁଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅବ୍ୟବସ୍ଥା ନେଇ ଶୁକ୍ରବାର ବିଳମ୍ବିତ ରାତିରେ ରୋଗୀଙ୍କ ସମ୍ପର୍କୀୟମାନେ ଡାକ୍ତରଖାନାରେ ଭଙ୍ଗାରୁଜା କରିଛନ୍ତି। ଉତ୍ତ୍ୟକ୍ତ ଲୋକେ ଡାକ୍ତରଖାନାରେ ଲାଗିଥିବା ସିସି କ୍ୟାମେରା ଭାଙ୍ଗିବା ସହ ଆଉଟଡୋରକୁ ତାଲା ପକାଇ ଦେଇଥିଲେ। ଆଇଆଇସି…

ଷ୍ଟେଶନରୁ ପିଲା ଚୋରି

ବାଲେଶ୍ୱର ଅଫିସ, ୫।୧୦: ବାଲେଶ୍ୱର ରେଳଷ୍ଟେଶନ ୧ ନଂ. ପ୍ଲାଟଫର୍ମରୁ ଗୁରୁବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ମା’ ପାଖରେ ଶୋଇଥିବା ଏକ ୩ମାସର ପୁଅକୁ ଚୋରି କରିନେଇଥିବା ରେଳବାଇ ଥାନାରେ ଅଭିଯୋଗ ହୋଇଛି। ଏନେଇ ମାମଲା (ନଂ. ୬୨/୧୯) ରୁଜୁ…

ତାମିଲନାଡୁରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ : ମୃତଦେହ ଆଣିବା ନେଇ ଚିନ୍ତାରେ ପରିବାର

ଦାରିଙ୍ଗବାଡ଼ି,୫।୧୦(ଡି.ଏନ୍‌.ଏ.) : କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ତାଜୁଙ୍ଗିଆ ପଞ୍ଚାୟତ ସିକରମାହା ଗ୍ରାମର ଜଣେ ଓଡ଼ିଆ ଶ୍ରମିକଙ୍କ ତାମିଲନାଡୁରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତ ଯୁବକ ହେଲେ ସୁମନ୍ତ ପ୍ରଧାନ। ତାଙ୍କର ଗୋଟିଏ ସନ୍ତାନ ରହିଥିବା ବେଳେ ସ୍ତ୍ରୀ ଶାନ୍ତି ଜଣେ…

ମୃତ୍ୟୁ ଏଠି ଅପରାଧ

ବିଶ୍ୱରେ କିଛି ଦେଶ ଅଛି, ଯେଉଁଠି ଇଚ୍ଛାମୃତ୍ୟୁକୁ ମିଳିଛି ଆଇନଗତ ସ୍ବୀକୃତି। ହେଲେ ଏମିତି ଦେଶ ଅଛି, ଯେଉଁଠି ମୃତ୍ୟୁକୁ ଅପରାଧ ବୋଲି ବିବେଚନା କରାଯାଏ। କିଛି ଦେଶରେ ଆତ୍ମହତ୍ୟାକୁ ମଧ୍ୟ ଅପରାଧ ଭାବେ ଗ୍ରହଣ କରାଯାଇଥାଏ। ହେଲେ ନରଓ୍ବେର ଲାଇମ୍ବଇୟରବେନ୍‌ରେ…

ଏମିତି ରାଜା ଅବସର ସମୟରେ କରନ୍ତି ମେକାନିକ୍‌ କାମ…

ଦୁଇ ଦୁଇଟି ଦେଶର ରାଜା ସେ ପୁଣି ଅବସର ସମୟରେ କାର୍‌ ମେକାନିକ୍‌ ଭାବେ କାମ କରନ୍ତି। ଏହା ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ଏମିତି ଜଣେ ରାଜା ଅଛନ୍ତିି ଆଫ୍ରିକାରେ। ସେ ରାଜକାର୍ଯ୍ୟ ତୁଲାଇବା ସହ ଅବସର ସମୟରେ…

ଏବେ ଫଟୋ ଉଠାଇବାକୁ ମନାକଲେଣି ତୈମୁର

ସୈଫ୍‌ଅଲ୍ଲୀ ଖାନ୍‌ ଏବଂ କରୀନା କପୁରଙ୍କ ପୁଅ ତୈମୁରଙ୍କୁ ଦେଖିଲେ ଫଟୋଗ୍ରାଫରମାନେ ତାଙ୍କ ଫଟୋ ନେବାକୁ ଭିଡ଼ ଜମାଇଥାନ୍ତି। ସ୍କୁଲ ହେଉ କି ଏୟାରପୋର୍ଟ ଯେଉଁଠି ତୈମୁରଙ୍କ ଉପରେ ନଜର ପଡ଼ିଲା ଫଟୋ ଉଠାଇବା ସୁଯୋଗ ହାତଛଡ଼ା କରନ୍ତି ନାହିଁ। ତୈମୁର…

ଧର୍ମ ପାଇଁ ଗୀତ ଗାଇବା ଛାଡ଼ିଦେଲେ ଏହି ଗାୟିକା

ପାକିସ୍ତାନର ସଙ୍ଗୀତ ଜଗତରେ ଏକ ଚକିତ ଖବର ଶୁଣିବାକୁ ମିଳିଛି। ସୁଫି ଗାୟିକା ଶାଜିୟା ଖୁସ୍‌କ ସଙ୍ଗୀତ ଦୁନିଆକୁ ସବୁଦିନ ପାଇଁ ଅଲବିଦା କହିଦେଇଛନ୍ତି। ଆଉ ଗୀତ ଗାଇବେ ନାହିଁ ବୋଲି ଘୋଷଣା କରିଦେଇଛନ୍ତି। ପାକିସ୍ତାନୀ ପ୍ରଶଂସକମାନେ ମଧ୍ୟ ତାଙ୍କ କଥାକୁ…

ମହିଷାମର୍ଦ୍ଦିନୀ ବେଶରେ ଦର୍ଶନ ଦେବେ ମା’ ମଙ୍ଗଳା

କାକଟପୁର,୫।୧୦(ଡି.ଏନ୍‌.ଏ.): ପୁରୀ ଜିଲା କାକଟପୁରସ୍ଥିତ ମା’ ମଙ୍ଗଳାଙ୍କ ମନ୍ଦିରରେ ଆଶ୍ୱିନ ମୂଳାଷ୍ଟମୀ ତିଥିଠାରୁ ଆରମ୍ଭ ହୋଇଛି ଶାରଦୀୟ ପାର୍ବଣପୂଜା। ଶନିବାର ମହାଷ୍ଟମୀ ଅବସରରେ ମା’ମଙ୍ଗଳା ମହିଷାମର୍ଦ୍ଦିନୀ ବେଶରେ ସଜ୍ଜିତ ହୋଇ ଭକ୍ତଙ୍କୁ ଦର୍ଶନ ଦେବେ ବୋଲି ମା’ଙ୍କ ପୂଜା ପଣ୍ଡା ଲଳିତ…

ଏରିକାଙ୍କୁ ଛାଡ଼ି ଏବେ ଆରିୟାଙ୍କ ପ୍ରେମରେ ପାର୍ଥ

ମୁମ୍ବାଇ: ଲୋକପ୍ରିୟ ଟେଲିଭିଜନ ଧାରାବାହିକ ‘କସୌଟି ଜିନ୍ଦେଗୀ କି’ରେ ନାଏକ ସାଜିଥିବା ପାର୍ଥ ସମନ୍ଥାନ ଗୋଟିଏ ପରେ ଗୋଟିଏ ପ୍ରେମିକା ବଦଳାଉଛନ୍ତି। ନିକଟରେ ସେ ଏରିକାଙ୍କ ପ୍ରେମରେ ପଡ଼ିଥିବା କୁହାଯାଉଥିବା ବେଳେ ଏବେ କୁଆଡେ ସେ ଆରିୟା ଅଗ୍ରଓ୍ବାଲଙ୍କ ପ୍ରେମରେ ପଡ଼ିଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri