ହ୍ରିତିକ୍- ଜନ୍ଙ୍କ ପରେ ଏବେ ଫରହାନ୍ଙ୍କ ସହ କାମ କରିବେ ମୃଣାଳ
ମୁମ୍ବାଇ: ଅଭିନେତ୍ରୀ ମୃଣାଳ ଠାକୁରଙ୍କର ଏବେ ହାତୀ ସୁନା କଳସ ଢାଳିବା ପରି ଅବସ୍ଥା। ଚଳିତ ବର୍ଷ ତାଙ୍କ ହାତରେ ଗୋଟିଏ ପରେ ଗୋଟିଏ ବଡ଼ ଫିଲ୍ମ। ‘ସୁପର ୩୦’ରେ ହ୍ରିତିକ୍୍ଙ୍କ ବିପକ୍ଷରେ ତାଙ୍କ ଅଭିନୟକୁ ନେଇ ସେ ବେଶ ପ୍ରଶଂସିତ…
ମା’ କନକଦୂର୍ଗାଙ୍କ ସିଂହବାହିନୀ ବେଶ ଅନୁଷ୍ଠିତ
କାକଟପୁର, ୫।୧୦(ଡି.ଏନ୍.ଏ.): ପୁରୀ ଜିଲା ତୁଳସୀପୁର ବ୍ରାହ୍ମଣ ଶାସନସ୍ଥିତ ମା’ କନକଦୂର୍ଗାଙ୍କର ଶାରଦୀୟ ପାର୍ବଣ ପୂଜା ପାରମ୍ପରିକ ପ୍ରଥାନୁସାରେ ଚାଲିଥିବା ବେଳେ ଶନିବାର ମହାଷ୍ଠମୀ ତିଥି ଅବସରରେ ମା’ଙ୍କୁ ସିଂହବାହିନୀ ବେଶରେ ସଜ୍ଜିତ କରାଯାଇଛି। ପୂଜକ ପୂର୍ଣ୍ଣଚନ୍ଦ୍ର ପାଣି, ଗଙ୍ଗାଧର ପାଣି…
ପତ୍ନୀଙ୍କ ସହ ପାକିସ୍ତାନ ଯିବେ ପ୍ରିନ୍ସ ଓ୍ବିଲିୟମ୍ସ
ଇସଲାମାବାଦ,୫।୧୦: ବ୍ରିଟେନର ରାଜ ଦମ୍ପତି ପ୍ରିନ୍ସ ଓ୍ବିଲିୟମ୍ସ ଓ କେଟ ମିଡିଲଟନ ଅକ୍ଟୋବର ମଧ୍ୟ ଭାଗରେ ପାକିସ୍ତାନ ଗସ୍ତ କରିବେ ବୋଲି ଜଣାପଡିଛି। ସେଠାରେ ସେ ଜଳବାୟୁ ପରିବର୍ତ୍ତନ ଓ ଏହାର ପ୍ରଭାବକୁ ନେଇ ଆଲୋଚନା କରିବେ ବୋଲି କୁହାଯାଉଛି। ବ୍ରିଟିଶ…
ମହାରାଷ୍ଟ୍ର ବିଧାନସଭା ପାଇଁ ଏନ୍ସିପି ଜାରି କଲା ଷ୍ଟାର ପ୍ରଚାରକଙ୍କ ତାଲିକା
ପୁଣେ,୫।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ମହାରାଷ୍ଟ୍ରର ନ୍ୟାଶନାଲିଷ୍ଟ କଂଗ୍ରେସ ପାର୍ଟି(ଏନ୍ସିପି) ଶନିବାର ତା’ର ଷ୍ଟାର ପ୍ରଚାରକଙ୍କ ତାଲିକା ଜାରି କରିଛି। ଏହି ତାଲିକାରେ ଦଳ ମୁଖ୍ୟ ଶରଦ ପାଓ୍ବାର, ପ୍ରଫୁଲ୍ଲ ପଟେଲ, ଛଗନ ଭୁଜବଳ, ସୁପ୍ରିୟା ସୁଲେ, ଜୟନ୍ତ ପାଟିଲ…
ଘରେ କେହି ନ ଥିବା ସୁଯୋଗରେ ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ
ବସ୍ତା, ୫।୧୦(ସ୍ବ.ପ୍ର.): ବାଲେଶ୍ୱର ଜିଲା ସିଂଲା ଥାନା ଅଞ୍ଚଳର ଜନୈକା ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ ହୋଇଛି। ମିଳିଥିବା ସୂଚନା ଅନୁସାରେ, ଏହି ଥାନା ଅଞ୍ଚଳର ଜନୈକା ଆଦିବାସୀ ନାବାଳିକା ଘରେ ଏକୁଟିଆ ଥିଲେ। ଏହାର ସୁଯୋଗ ନେଇ ନିକଟସ୍ଥ ପୋଷ୍ଟ ଅଫିସର…
ହରିୟାଣା ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଝଟ୍କା
ହରିୟାଣା,୫।୧୦: ପାଖେଇ ଆସୁଛି ହରିୟାଣା ବିଧାନସଭା ନିର୍ବାଚନ। ଏବେ ଏହାକୁ ନେଇ ରାଜନୀତି ସରଗରମ ଥିବା ବେଳେ କଂଗ୍ରେସକୁ କିନ୍ତୁ ଲାଗିଛି ଧକ୍କା। କାରଣ କଂଗ୍ରେସ ନେତା ଅଶୋକ ତନଓ୍ବର ଶନିବାର ଦଳରୁ ଇସ୍ତଫା ଦେଇଛନ୍ତି। ଆଉ ଏହା ପରେ ପରେ…
ଏସ୍ଓଜିର କୋମ୍ବିଂ ଅପରେଶନ୍: ଗନ୍ଧମାର୍ଦ୍ଧନ ପାହାଡ଼ରେ ମାଓବାଦୀ କ୍ୟାମ୍ପ ଠାବ
ଖପ୍ରାଖୋଲ, ୫।୧୦(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଗନ୍ଧମାର୍ଦ୍ଧନ ପାହାଡ଼ରେ ଶନିବାର ସକାଳେ ଏସ୍ଓଜିର କୋମ୍ବିଂ ଅପରେଶନ୍ ବେଳେ ମାଓବାଦୀ କ୍ୟାମ୍ପ ଠାବ ହୋଇଛି। ପୋଲିସ ପକ୍ଷରୁ ବ୍ୟାପକ ମାଓବାଦୀ ସାମଗ୍ରୀ ଜବତ ହୋଇଥିବା ବେଳେ ମାଓବାଦୀମାନେ ଛତ୍ରଭଙ୍ଗ ଦେଇଛନ୍ତି। ଘଟଣାସ୍ଥଳରେ…
ଖନ୍ତାପଡା ଛକରେ ବ୍ୟବସାୟୀଙ୍କୁ ଗୁଳି: ୨ ଦୁର୍ବୃତ୍ତ ଫେରାର
ରେମୁଣା, ୫ା୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ରେମୁଣା ବ୍ଲକ ଶେରଗଡ ଛକରେ ଶନିବାର ଅପରାହ୍ନ ୩ଟା ବେଳେ ଜଣେ ବ୍ୟବସାୟୀଙ୍କୁ ଗୁଳିମାଡ କରାଯାଇଛି। ପ୍ରଥମେ ତାଙ୍କୁ ଗୁରୁତର ଅବସ୍ଥାରେ ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଥିଲା। ସେଠାରେ ତାଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ…
ସୁରକ୍ଷାକର୍ମୀଙ୍କୁ ସଂଘବଦ୍ଧ ଆକ୍ରମଣ
ଯୋଡ଼ା,୫।୧୦(ଡି.ଏନ୍.ଏ.): କେନ୍ଦୁଝର ଜିଲା ଯୋଡ଼ାସ୍ଥିତ ଟାଟାଷ୍ଟିଲ ପୂର୍ବଯୋଡ଼ା ଲୌହଖଣିରେ କାର୍ଯ୍ୟରତ ଜଣେ ସୁରକ୍ଷାକର୍ମୀଙ୍କୁ ଦୁର୍ବୃତ୍ତମାନେ ସଂଘବଦ୍ଧ ଆକ୍ରମଣ କରିଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଆକ୍ରମଣର ଶିକାର ହୋଇଥିବା ସୁଜିତ କୁମାର ପ୍ରଧାନ ଅଭିଯୋଗରେ କହିଛନ୍ତି ଯେ, ସେ ଉକ୍ତ ଖଣିର…
ହ୍ୟାଟ୍ରିକ ଛକା ଲଗାଇଲେ ରୋହିତ
ବିଶାଖାପାଟଣା,୫।୧୦: ଏଠାରେ ଚାଲିଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟର ପ୍ରଥମ ଭଳି ଦ୍ୱିତୀୟ ଇନିଂସ(୧୨୭)ରେ ମଧ୍ୟ ଭାରତୀୟ ଦଳର ଓପନର ରୋହିତ ଶର୍ମା ଶତକ ଲଗାଇଛନ୍ତି। ଶନିବାର ଶତକ ପୂର୍ଣ୍ଣ କରିବା ପରେ ରୋହିତ ଗିଅର ଚେଞ୍ଜ କରି ଖେଳିଥିଲେ। ୫୬ତମ…
ଏଣିକି ରାତି ୧୨ଟା ଯାଏ ବାଜିପାରିବ ମେଲୋଡ଼ି: ପୋଲିସ କମିଶନର
ଭୁବନେଶ୍ୱର, ୫।୧୦(ବ୍ୟୁରୋ): ଆରମ୍ଭ ହୋଇଛି ପାର୍ବଣର ମାହୋଲ। ଦଶହରା ପାଇଁ ଟ୍ବିନ୍ ସିଟି ଉତ୍ସବମୁଖର। ପୂଜା ଭିତରେ ଟ୍ବିନ୍ ସିଟିର ବିଭିନ୍ନ ସ୍ଥାନରେ ସାଂସ୍କୃତିକ କାର୍ଯ୍ୟକ୍ରମ ହେବାର ରହିଛି। ଏଣିକି ରାତି ୧୨ଟା ଯାଏ ଟ୍ବିନ୍ ସିଟିରେ ମେଲୋଡ଼ି ଓ ଲାଉଡ୍ସ୍ପିକର…
କଳା ପଲ୍ସର ଆତଙ୍କ : ମହିଳାଙ୍କଠାରୁ ଝାମ୍ପିନେଲେ ୨ ଲକ୍ଷ
କେନ୍ଦୁଝର,୫।୧୦(ଡି.ଏନ୍.ଏ.) : କେନ୍ଦୁଝରରେ କଳା ପଲସର ଆତଙ୍କ ଦେଖାଦେଇଛି। ଟାଉନ ଥାନାଠାରୁ ମାତ୍ର ୫ଶହ ମିଟର ଦୂର ତଥା ସ୍ପଷ୍ଟ ଦିବାଲୋକରେ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଇ ଦୁଇଜଣ ଦୁର୍ବୃତ୍ତ ଏକ କଳା ପଲସରରେ ଆସି ଜଣେ ମହିଳାଙ୍କଠାରୁ ୨ ଲକ୍ଷ…
Archives


