Home Left

ବଡ଼ଦିନରେ ଜମିଲା ବଣଭୋଜି: ନାଚ, ଗୀତରେ ସପ୍ତଶଯ୍ୟା ଉତ୍ସବମୁଖର

ଢେଙ୍କାନାଳ ଅଫିସ,୨୬ା୧୨ – ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରା ଢେଙ୍କାନାଳର ପର୍ଯ୍ୟଟନସ୍ଥଳୀ ସବୁଜିମାମୟ ସପ୍ତଶଯ୍ୟାରେ ବୁଧବାର ବଡ଼ଦିନ ଅବସରରେ ବଣଭୋଜି ବେଶ୍‌ ଜମିଥିଲା। ଚଳିତବର୍ଷ ବହୁ ସଂଖ୍ୟକ ପର୍ଯ୍ୟଟକ ସପ୍ତଶଯ୍ୟାରେ ଭିଡ଼ ଜମାଇଥିଲେ। ବଣଭୋଜି ସାଙ୍ଗକୁ ସେମାନଙ୍କ ନାଚ, ଗୀତରେ ସପ୍ତଶଯ୍ୟାର ପରିବେଶ…

ଓଡ଼ିଆ ସାହିତ୍ୟର ପ୍ରସାରରେ ଇଣ୍ଟରନେଟ୍‌ ବାଧକ

ବ୍ରହ୍ମପୁର ଅଫିସ,୨୬ା୧୨- ଗଞ୍ଜାମ ଜିଲା ଲେଖକ ସାମ୍ମୁଖ୍ୟର ସପ୍ତଦଶତମ ସ୍ବନକ୍ଷତ୍ର ସମାରୋହ ବୁଧବାର ବ୍ରହ୍ମପୁର ଉତ୍କଳ ଆଶ୍ରମ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ବର୍ତ୍ତମାନର ଡିଜିଟାଲ ଓ ଇଣ୍ଟରନେଟ ବ୍ୟବସ୍ଥାରେ ଓଡ଼ିଆ ଭାଷାର ପ୍ରଚାର ଓ ପ୍ରସାରରେ ବାଧକ ସାଜିଥିବା ଦର୍ଶାଇ…

ଚିଲିକା ଉତ୍ତରନାଶୀରେ ପକ୍ଷୀ ସୁରକ୍ଷା ଢିଲା

କଣାସ, ୨୬ା୧୨(ସ୍ବ.ପ୍ର.): ଶୀତ ପଡିଲେ ବିଦେଶାଗତ ପକ୍ଷୀଙ୍କ କଳରାବରେ ମୁଖରିତ ହୋଇଉଠେ ଚିଲିକା। କିନ୍ତୁ ନଳବଣରେ ଖାଦ୍ୟ ଅଭାବ ଯୋଗୁ ପକ୍ଷୀମାନେ ଉତ୍ତରନାଶୀ ଦୟା ଓ ମକରା ନଦୀର ମୁହାଣ ଆଡ଼କୁ ମୁହାଁଉଛନ୍ତି।ସେଠାରେ ବନ ବିଭାଗ ପକ୍ଷରୁ ପକ୍ଷୀ ସୁରକ୍ଷା ପାଇଁ…

ରଣ୍‌ଜୀ ଟ୍ରଫି: ଉତ୍ତରାଖଣ୍ଡ ୧୧୭ରେ ଅଲ୍‌ଆଉଟ ବସନ୍ତଙ୍କୁ ୬, ଅଗ୍ରଣୀ ପଥରେ ଓଡ଼ିଶା

କଟକ ଅଫିସ,୨୬।୧୨- ଚଳିତ ରଣ୍‌ଜୀ ସିଜନରେ ଓଡ଼ିଶା ପେସ୍‌ ବୋଲରଙ୍କ ପ୍ରାଧାନ୍ୟ ଜାରି ରହିଛି। ବୁଧବାରଠାରୁ ଡ୍ରିମ୍ସ ଗ୍ରାଉଣ୍ଡରେ ଓଡ଼ିଶା ଓ ଉତ୍ତରାଖଣ୍ଡ ମଧ୍ୟରେ ମ୍ୟାଚ୍‌ ଆରମ୍ଭ ହୋଇଛି। ଓଡ଼ିଶାର ବସନ୍ତ ମହାନ୍ତି ୬ ଉଇକେଟ ନେଇ ଉତ୍ତରାଖଣ୍ଡର ବ୍ୟାଟିଂ ବିପର୍ଯ୍ୟୟ…

ଏସ୍‌ସିବି ମେଡିକାଲ ଆଉଟଡୋର କୋଠା ମରାମତି: ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଦୁର୍ନୀତି

କଟକ ଅଫିସ, ୨୬ା୧୨: ଏସ୍‌ସିବି ମେଡିକାଲରେ ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଦୁର୍ନୀତି ଅଭିଯୋଗ ହୋଇଥିବାବେଳେ ଏହାର ତଦନ୍ତ ଦାବିରେ ୧ହଜାର ଲୋକଙ୍କ ଦସ୍ତଖତ ସମ୍ବଳିତ ପତ୍ର ଭିଜିଲାନ୍ସ ବିଭାଗକୁ ଦିଆଯାଇଥିଲା। ଇତିମଧ୍ୟରେ ୩ବର୍ଷ ବିତିଗଲାଣି। ମାତ୍ର କାର୍ଯ୍ୟାନୁଷ୍ଠାନ ତ ଦୂରର…

ଜନ୍‌ସନ୍‌ ଆଣ୍ଡ ଜନ୍‌ସନ୍‌ ଉପରେ ୨୩୦ କୋଟି ଟଙ୍କାର ଜରିମାନା

ନୂଆଦିଲ୍ଲୀ,୨୬।୧୨: ଜନ୍‌ସନ ଆଣ୍ଡ ଜନ୍‌ସନ୍‌ କମ୍ପାନୀ ଉପରେ ନ୍ୟାଶନାଲ ଆଣ୍ଟି ପ୍ରଫିଟିୟରିଂ ଅଥରିଟି (ଏନ୍‌ଏଏ) ୨୩୦.୪୧ କୋଟି ଟଙ୍କାର ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜିଏସ୍‌ଟି ହ୍ରାସ ପରେ ଏହାର ପ୍ରକୃତ ଫାଇଦା ଲୋକଙ୍କୁ ନ ଦେବା କାରଣରୁ କମ୍ପାନୀ ଉପରେ…

ତଡ଼ପ ଲାଗିହୋଇ ରହିଲେ ସାକ୍ଷୀଗୋପାଳ

ସାକ୍ଷୀଗୋପାଳ,୨୬ା୧୨(ଡି.ଏନ୍‌.ଏ.): ସୂର୍ଯ୍ୟୋପରାଗ ପାଇଁ ବୁଧବାର ସାକ୍ଷୀଗୋପାଳ ମନ୍ଦିରରେ ସଅଳ ଦେବନୀତି ସମ୍ପନ୍ନ କରାଯାଇଛି। ସନ୍ଧ୍ୟା ସୁଧା ବଡସିଂହାର ଧୂପ ସମାପନ କରାଯିବା ପରେ ଠାକୁରଙ୍କୁ ଗ୍ରହଣ ବେଶ କରାଯାଇଥିଲା। ଧଳା ଧୋତି ଓ ଉତ୍ତରୀୟ ପରିଧାନ କରି ଠାକୁରଙ୍କ ତଡ଼ପ ଲାଗି…

ତ୍ରୟୋଦଶ ଚଉଷଠି ଯୋଗିନୀ ମହୋତ୍ସବ ଉଦ୍‌ଯାପିତ: ପଦ୍ମଶ୍ରୀ ଅରୁଣା ମହାନ୍ତିଙ୍କୁ ନୃତ୍ୟ ପ୍ରତିଭା ସମ୍ମାନ

ବାଳକାଟୀ,୨୬ା୧୨(ଡି.ଏନ୍‌.ଏ.): ବାଲିଅନ୍ତା ବ୍ଲକ ଅନ୍ତର୍ଗତ ହୀରାପୁରସ୍ଥିତ ତନ୍ତ୍ରପୀଠ ଚଉଷଠି ଯୋଗିନୀଙ୍କ ପୀଠରେ ଆୟୋଜିତ ତ୍ରୟୋଦଶ ଅନ୍ତର୍ଜାତୀୟ ଯୋଗିନୀ ମହୋତ୍ସବ ମଙ୍ଗଳବାର ଉଦ୍‌ଯାପିତ ହୋଇଯାଇଛି। ଭୁବନେଶ୍ୱରର ନୃତ୍ୟ ପ୍ରତିଭା ଅନୁଷ୍ଠାନ ଓ ବାଲିଅନ୍ତା ପଞ୍ଚାୟତ ସମିତି ଆନୁକୂଲ୍ୟରେ ଆୟୋଜିତ ଏହି ମହୋତ୍ସବର ମୁଖ୍ୟଅତିଥି…

ଶ୍ରୀମନ୍ଦିର ପାଇଁ ଜରୁରିକାଳୀନ ପାଣ୍ଠିରୁ ୩୦୦କୋଟି ଖର୍ଚ୍ଚ

ଭୁବନେଶ୍ୱର,୨୬ା୧୨(ବ୍ୟୁରୋ): ରାଜ୍ୟ ସରକାର ପୁରୀ ଶ୍ରୀମନ୍ଦିର ଚତୁଃପାର୍ଶ୍ୱରୁ ୭୫ମିଟର ପର୍ଯ୍ୟନ୍ତ ନିର୍ମାଣ ଉଚ୍ଛେଦ କରି ଆକର୍ଷଣୀୟ ଢଙ୍ଗରେ ଐତିହ୍ୟ ସୁରକ୍ଷାବଳୟ ତିଆରି କରୁଛନ୍ତି। ଏହି କାର୍ଯ୍ୟ ପ୍ରାୟ ୭୦ ପ୍ରତିଶତ ସରିବାକୁ ବସିଥିବାବେଳେ ସରକାର ଓଡ଼ିଶା ଜରୁରିକାଳୀନ ପାଣ୍ଠି(ଓସିଏଫ୍‌)ରୁ ୩୦୦ କୋଟି…

ଏନ୍‌ପିଆର୍‌ ବିରୋଧରେ କେସିଆର୍‌

ନୂଆଦିଲ୍ଲୀ/ ହାଇଦ୍ରାବାଦ, ୨୬ା୧୨(ଆଇଏଏନ୍‌ଏସ୍‌): ସିଏଏ ଏବଂ ଏନ୍‌ଆର୍‌ସି ପରେ ଏବେ ଜାତୀୟ ଜନସଂଖ୍ୟା ପଞ୍ଜିକା (ଏନ୍‌ପିଆର୍‌)କୁ ନେଇ ରାଜନୀତି ଜୋର୍‌ ଧରିବା ଆରମ୍ଭ କରିଛି। ଏନ୍‌ପିଆର୍‌ ଏବଂ ଏନ୍‌ଆର୍‌ସି ପ୍ରସଙ୍ଗରେ ସମସ୍ତ ସମଭାବାପନ୍ନ ଦଳଗୁଡ଼ିକୁ ଏକାଠି କରିବା ଲାଗି ତେଲଙ୍ଗାନା ମୁଖ୍ୟମନ୍ତ୍ରୀ…

କାମରେ ଆସୁନି କୋଟିଏ ଟଙ୍କାର ପ୍ରକଳ୍ପ

ଖଇରା,୨୬।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ମହତୀପୁର ପାନୀୟ ଜଳ ପ୍ରକଳ୍ପ ୧କୋଟି ୧୦ଲକ୍ଷ ଟଙ୍କା ବ୍ୟୟରେ ନିର୍ମାଣ ସରିବାର ଦେଢ଼ ବର୍ଷ ବିତିଲାଣି । ଲୋକଙ୍କୁ ଏ ପର୍ଯ୍ୟନ୍ତ ପାଣି ମୁନ୍ଦାଏ ମିଳିଲାନି। ସୋର-କୁପାରୀ ରାଜ୍ୟ ରାଜପଥ କଡ଼ରେ ଡ୍ରେନ…

ଧୂଆଁରୁ ବିସ୍ମୟ

ଭୁବନେଶ୍ୱର,୨୬ା୧୨ (ବ୍ୟୁରୋ): ଧୂଆଁରୁ ସୃଷ୍ଟି ହେଉଛି ବିସ୍ମୟ। ଦେଖିବା ମାତ୍ରେ କିଛିକ୍ଷଣ ପାଇଁ ଆଖି ଅଟକି ଯାଉଛି। ରଙ୍ଗ ନୁହେଁ କି ରଙ୍ଗତୂଳୀ ନୁହେଁ, ଧୂଆଁରେ ଅଙ୍କାଯାଉଛି ଚିତ୍ର। ଡିବିରି ଧୂଆଁରେ କାନ୍‌ଭାସ୍‌ ମନଚାହାଁ ରୂପ ନେଉଛି। ପ୍ରଥମଥର ପାଇଁ ଓଡ଼ିଶାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?