Home Left

ଓଡ଼ିଆ ପ୍ରଯୋଜକ ରାଜେଶଙ୍କୁ ‘ମିଡ୍‌ ଡେ ଶୋ’ବିଜ୍‌ ପୁରସ୍କାର

ଭୁବନେଶ୍ୱର, ୫ା୧୦(ବ୍ୟୁରୋ): ଓଡ଼ିଆ ପ୍ରଯୋଜକ ରାଜେଶ କୁମାର ମହାନ୍ତି ମୁମ୍ବାଇଠାରେ ଅନୁଷ୍ଠିତ ‘ମିଡ୍‌ ଡେ ଶୋ ବିଜ୍‌’ରେ ‘ଆଇକନିକ୍‌ ଡେବ୍ୟୁ ପ୍ରଡ୍ୟୁସର’ ଭାବେ ସମ୍ମାନିତ ହୋଇଛନ୍ତି। ଖବରକାଗର ‘ମିଡ୍‌ ଡେ’ ପକ୍ଷରୁ ଦିଆଯାଉଥିବା ଏହି ପୁରସ୍କାର ପାଇବାରେ ସେ ପ୍ରଥମ ଓଡ଼ିଆ।…

ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର

ଭୁବନେଶ୍ୱର,୫ା୧୦(ବ୍ୟୁରୋ): ନାବାଳିକାଙ୍କୁ ଅପହରଣ ଓ ବଳାତ୍କାର କରିବା ଘଟଣା ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଛି। ଜଣେ ଅପହୃତ ନାବାଳିକାଙ୍କୁ ମଞ୍ଚେଶ୍ୱର ଥାନା ପୋଲିସ କେରଳରୁ ଉଦ୍ଧାର କରିବା ସହ ତାଙ୍କୁ ଅପହରଣ କରିନେଇଥିବା ନାବାଳକଙ୍କୁ ଧରିଛି। ମଞ୍ଚେଶ୍ୱର ପୋଲିସ ସହ କେରଳ…

ଓଡ଼ିଶା ହାଇକୋର୍ଟ ପାଇଁ ନୂଆ ବିଚାରପତି

କଟକ ଅଫିସ, ୫ା୧୦: ଆଇନଜୀବୀ ସଞ୍ଜୀବ କୁମାର ପାଣିଗ୍ରାହୀ ଏବଂ ଜିଲା ଓ ସେସନ୍ସ ଜଜ୍‌ ବିଭୁପ୍ରସାଦ ରାଉତରାୟଙ୍କୁ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ଦେବାକୁ ସୁପ୍ରିମ୍‌କୋର୍ଟ କଲେଜିୟମ କେନ୍ଦ୍ର ସରକାରଙ୍କୁ ସୁପାରିସ କରିଛନ୍ତିି। ଗତ ମେ ୭ ତାରିଖରେ…

ବିଶ୍ୱ କବି ସମ୍ମିଳନୀର ତୃତୀୟ ଦିବସ: ଓଡ଼ିଶା ବିବିଧତାର ସୁନ୍ଦର ରାଜ୍ୟ

ଭୁବନେଶ୍ୱର, ୫ା୧୦(ବ୍ୟୁରୋ): ଓଡ଼ିଶା ହେଉଛି ବିବିଧତାର ଏକ ସୁନ୍ଦର ରାଜ୍ୟ। ଓଡ଼ିଶାର କଳା, ସଂସ୍କୃତି, ପରମ୍ପରା ତଥା ଭାସ୍କର୍ଯ୍ୟ ହେଉଛି ସମୃଦ୍ଧଶାଳୀ। ଏ ସବୁର ପ୍ରଚାର ଓ ପ୍ରସାର ପାଇଁ କବିତା ଏକ ମାଧ୍ୟମ ବୋଲି ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ପ୍ରମୁଖ ପରାମର୍ଶଦାତା…

ପୂଜାରେ ଅପରାହ୍ନ ୨ଟା ପରେ ମୋ’ବସ୍‌ ସେବା ବନ୍ଦ

ଭୁବନେଶ୍ୱର, ୫ା୧୦(ବ୍ୟୁରୋ): ଦୁର୍ଗାପୂଜା ପାଇଁ ଭୁବନେଶ୍ୱର, କଟକ ଏବଂ ଖୋର୍ଦ୍ଧା ଉତ୍ସବ ମୁଖର ହୋଇ ଉଠିଛି। ସନ୍ଧ୍ୟାରେ ଭିଡ଼ ଅଧିକ ପରିଲକ୍ଷିତ ହେବା ସହ ଯାତାୟତରେ ସମସ୍ୟା ଦେଖାଦେବ। ଏଥିପାଇଁ କ୍ୟାପିଟାଲ ରିଜିଅନ୍‌ ଟ୍ରାନ୍ସପୋର୍ଟ ଲିମିଟେଡ (କ୍ରୁଟ) ଦ୍ୱାରା ପରିଚାଳିତ ମୋ…

ହାଉସ୍‌ଫୁଲ୍‌-୪

ଭୁବନେଶ୍ୱର,୫ା୧୦(ବ୍ୟୁରୋ): ଆସନ୍ତା ଅକ୍ଟୋବର ୨୫ରେ ରିଲିଜ ହେବ ହିନ୍ଦୀ କମେଡି ଫିଲ୍ମ ‘ହାଉସ୍‌ଫୁଲ୍‌ ୪’। ‘ହାଉସଫୁଲ୍‌’ ସିରିଜର ଏହି ବହୁ ପ୍ରତୀକ୍ଷିତ ଫିଲ୍ମ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ଭାଗ ପରେ କିଛି ନୂଆ ଓ ଭିନ୍ନ କନ୍‌ସେପ୍ଟ ନେଇ ପରଦାକୁ…

ଛାତ୍ରୀଙ୍କୁ ଟ୍ୟୁଶନ ଶିକ୍ଷକଙ୍କ ଅସଦାଚରଣ

ଭୁବନେଶ୍ୱର,୫ା୧୦(ବ୍ୟୁରୋ): ଗୁରୁ-ଶିଷ୍ୟ ଭଳି ପବିତ୍ର ସମ୍ପର୍କରେ ପୁଣି ଲାଗିଛି କଳଙ୍କର ଛିଟା। ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳରେ ଜଣେ ଟ୍ୟୁଶନ ଶିକ୍ଷକ ତାଙ୍କ ଛାତ୍ରୀଙ୍କୁ ଅସଦାଚରଣ କରିଛନ୍ତି। ଛାତ୍ରୀଙ୍କ ନିକଟରୁ ଏ ସମ୍ପର୍କରେ ପରିବାର ଲୋକେ ଜାଣି ଶୁକ୍ରବାର ଥାନାରେ ଅଭିଯୋଗ କରିଛନ୍ତି।…

ନନ୍ଦନକାନନରେ ମାଈ ଜଳହସ୍ତୀ ମୃତ

ବାରଙ୍ଗ,୫ା୧୦(ଡି.ଏନ୍‌.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ଦିନକୁ ଦିନ ବନ୍ୟପ୍ରାଣୀ ସଂଖ୍ୟା କମିବାରେ ଲାଗିଛି। ଗତ ମାସରେ ୪ଟି ହାତୀର ମୃତ୍ୟୁକୁ ନେଇ କର୍ତ୍ତୃପକ୍ଷ ନାନା ଆଶଙ୍କାରେ ଥିବାବେଳେ ଶୁକ୍ରବାର ସକାଳେ ଏକ ମାଈ ଜଳହସ୍ତୀର ମୃତ୍ୟୁ ଘଟିଛି। ଏନକ୍ଲୋଜର ନଂ ୬୨ରେ…

ଖିମ୍‌ଜୀ ପ୍ରସ୍ତୁତକଲା ଭୁବନେଶ୍ୱରର ପ୍ରଥମ ସୁନାମୁକୁଟ

ଭୁବନେଶ୍ୱର,୫ା୧୦(ବ୍ୟୁରୋ): ଶାରଦୀୟ ଦୁର୍ଗାପୂଜା ଅବସରରେ ଓଡ଼ିଶାର ପ୍ରମୁଖ ଜୁଏଲେରି ଚେନ୍‌ ‘ଖିମ୍‌ଜୀ ଜୁଏଲର୍ସ’ ଦ୍ୱାରା ଭୁବନେଶ୍ୱରର ପ୍ରଥମ ସୁନା ମୁକୁଟ (ସଲିଡ୍‌ ଗୋଲ୍ଡ) ପ୍ରସ୍ତୁତ କରାଯାଇଛି। ରାଜଧାନୀର ଶହୀଦନଗର ଦୁର୍ଗାପୂଜା ସମିତି ପକ୍ଷରୁ ବରାଦ ଦିଆଯାଇଥିବା ଏହି ମୁକୁଟକୁ ଖିମ୍‌ଜୀର ୬ଜଣ…

‘ଗଣମାଧ୍ୟମ ସମ୍ମୁଖରେ ଅନେକ ଆହ୍ବାନ’

ଭୁବନେଶ୍ୱର,୫ା୧୦(ବ୍ୟୁରୋ): ସାମାଜିକ ବ୍ୟବସ୍ଥାରେ ଗଣମାଧ୍ୟମର ସ୍ବତନ୍ତ୍ର ଭୂମିକା ରହିଛି। ସାମ୍ପ୍ରତିକ ପରିସ୍ଥିତିରେ ଗଣମାଧ୍ୟମ ସମ୍ମୁଖରେ ଅନେକ ଆହ୍ବାନ ରହିଛି। କେତେକ କ୍ଷେତ୍ରରେ ସ୍ବାଧୀନ ମତକୁ ସହନଶୀଳତାର ସହ ନିଆଯାଉନାହିଁ। ବରିଷ୍ଠ ଗଣମାଧ୍ୟମ ବ୍ୟକ୍ତିତ୍ୱ କରନ୍‌ ଥାପ୍ପର ଖବରକାଗଜ ‘ସମ୍ବାଦ’ର ୩୫ତମ ଜନ୍ମବାର୍ଷିକୀ…

ସ୍ପେଶାଲ ଡ୍ରାଇଭରେ ଦିଆଗଲାଣି ୭୭.୯୬ କୋଟି ଋଣ

ଛତ୍ରପୁର,୫ା୧୦(ଡି.ଏନ.ଏ.)-ଛତ୍ରପୁରସ୍ଥିତ ଅନସ୍ଲୋ ସରକାରୀ ହାଇସ୍କୁଲ ଖେଳପଡିଆରେ ଗଞ୍ଜାମ ଜିଲାର ସମସ୍ତ ବ୍ୟାଙ୍କକୁ ନେଇ ଚାଲିଥିବା ଗ୍ରାହକ ସମ୍ପର୍କ, ଋଣ ବଣ୍ଟନ ମେଳା ଶୁକ୍ରବାର ଉଦଯାପିତ ହୋଇଯାଇଛି ା ଉଦ୍‌ଯାପନ କାର୍ଯ୍ୟକ୍ରମରେ ଡିଆରଡିଏ ଏପିଡି ରବି ନାରାୟଣ ତ୍ରିପାଠୀ ଯୋଗଦେଇ ଏପରି ମେଳା…

ଫାଇନାନ୍ସ କର୍ମଚାରୀଙ୍କଠାରୁ ୩ଲକ୍ଷ ଲୁଟ୍‌

ନିଆଳି,୫ା୧୦(ଡି.ଏନ୍‌.ଏ): ନିଆଳି ବ୍ଲକ ନିକଟରୁ ଶୁକ୍ରବାର ୩ ଲୁଟେରା ଏକ ଫାଇନାନ୍ସ ସଂସ୍ଥାର ଦୁଇ କର୍ମଚାରୀଙ୍କୁ ମାଡ଼ ମାରି ୩ଲକ୍ଷ ୧୮ହଜାର ୧୩୦ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି। ଲୁଟେରାମାନେ ଫେରାର ହେଉଥିବା ବେଳେ ଜଣେ ଲୁଟେରାଙ୍କୁ ଦୁଇ କର୍ମଚାରୀ କାବୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri