Home Left

କାଠଗଡାରେ ୧୨ ବଖରା ପୋଡିଗଲା

ସୋରଡା,୪ା୧୦(ଡି.ଏନ୍‌.ଏ.)- ସୋରଡା ବ୍ଲକ ଅସୁରବନ୍ଧ ଗ୍ରାମ ପଞ୍ଚାୟତ କାଠଗଡା ଗ୍ରାମରେ ଶୁକ୍ରବାର ଅପରାହ୍ନରେ ନିଅଁା ଲାଗି ୪ ପରିବାରର ୧୨ ବଖରା ପୋଡି ପାଉଁଶ ହୋଇଯାଇଛି। ଦମକଳ ବାହିନୀ ପହଞ୍ଚତ୍ ନିଅଁାକୁ ଆୟତ୍ତ କରିଥିଲା। ତହସିଲଦାର ଅମର କୁମାର ବସନ୍ତରାୟ, ରାଜସ୍ବ…

ବୟସ୍କଙ୍କ ଲାଗି ଚିନ୍ତାର କାରଣ ପାଲଟେ ଏସବୁ ସମସ୍ୟା

ମନୁଷ୍ୟ ୫୦ ବର୍ଷ ଡେଇଁବା ମାତ୍ରେ କିଛି ବିଶେଷ ସମସ୍ୟା ସେମାନଙ୍କୁ ଆକ୍ରାନ୍ତ କରିଥାଏ। ଯାହା ବୟସ୍କ ଲୋକଙ୍କ ଲାଗି ଚିନ୍ତାର କାରଣ ହୋଇପଡ଼େ। କାରଣ ଏହି ବୟସରେ ଶରୀରର ରୋଗ ପ୍ରତିରୋଧକ କ୍ଷମତା କମ୍‌ ହୋଇଥାଏ। ତେବେ ଏପରି କିଛି…

ଦିପାବଳୀ ପୂର୍ବରୁ ପଞ୍ଜାବରେ ଆତଙ୍କବାଦୀ ଆକ୍ରମଣ ଯୋଜନା: ୩ ସନ୍ଦିଗ୍ଧ ଗିରଫ

ଅମୃତସର,୪।୧୦: ଆସନ୍ତା ଦିବାବଳୀରେ ପଞ୍ଜାବରେ ପାକିସ୍ତାନ ଆତଙ୍କବାଦୀ ଆକ୍ରମଣ ଯୋଜନା କରିଥିବା କହିଛି ଗୁଇନ୍ଦା ବିଭାଗ। ମିଳିଥିବା ସୂଚନା ମୁତାବକ ପାକିସ୍ତାନରୁ ବାରୁଦ ଓ ବିସ୍ଫୋରଣ ପଞ୍ଜାବ ପହଞ୍ଚିଯାଇଥିବା କୁହାଯାଉଛି। ସେଥିପାଇଁ ଏବେଠାରୁ ସେଠାରେ ସତର୍କ ସୂଚନା ଜାରି କରାଯାଇଛି। ଏହି…

ମହାରାଷ୍ଟ୍ରରେ ମିଳିତ ଭାବେ ଲଢିବେ ଭାଜପା-ଶିବସେନା

ମୁମ୍ବାଇ,୪।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ଶୁକ୍ରବାର ଭାଜପା-ଶିବସେନା ମିଳିତ ଭାବେ ନିର୍ବାଚନ ଲଢିବା କଥା ଘୋଷଣା କରିଛନ୍ତି। ଏକ ଖବରଦାତା ସମ୍ମିଳନୀରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିଶ ଓ ଶିବସେନା ମୁଖ୍ୟ ଉଦ୍ଧବ ଠାକରେ ଏହା ଘୋଷଣା…

ଶାହଙ୍କୁ ଭେଟିଲେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୪।୧୦: ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ ଶୁକ୍ରବାର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଛନ୍ତି। ନୂଆଦିଲ୍ଲୀରେ ସେ ଶାହାଙ୍କୁ ଭେଟିବା ଅବସରରେ ତେଲେଙ୍ଗାରରେ ବାକିଥିବା କିଛି ଉନ୍ନତିକରଣ କାମକୁ ନେଇ ଆଲୋଚନା କରିଥିଲେ। ସୂଚନାଯୋଗ୍ୟ, ପ୍ର୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନରେ କେନ୍ଦ୍ରରେ…

ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କଲେ ଭୂମୀ

ମୁମ୍ବାଇ: ବଲିଉଡ୍‌ରେ ଖୁବ୍‌କମ୍‌ ସମୟ ପାଇଁ ନଜର ଆସିଥିବା ନାୟିକା ଭୂମୀ ପେଡନେକର ଏବେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ବୁସାନ ଫିଲ୍ମ ଫେଷ୍ଟିଭାଲରେ ଯୋଗ ଦେବା ପୂର୍ବରୁ ଭୂମୀ ଏକ ଫଟୋ ଶୁଟ୍‌ କରିଥିଲେ। ଏବେ ଏହି ଫଟୋଶୁଟ୍‌ର କିଛି…

ଏହି ମନ୍ଦିରରେ ତେଲ କି ଘିଅରେ ନୁହେଁ ବରଂ ନଦୀ ପାଣିରେ ଜଳିଥାଏ ଅଖଣ୍ଡ ଦୀପ

ଧର୍ମ ଓ ଆସ୍ଥାରେ ଏଭଳି ଚମତ୍କାରିତା ରହିଛି ଯାହା ଭଗବାନଙ୍କ ଉପରେ ଥିବା ଶ୍ରଦ୍ଧାକୁ ଆହୁରି ବଢ଼ାଇଦେଇଥାଏ। ଭାରତରେ ଦେବୀ ମା’ଙ୍କର ଅନେକ ଚମତ୍କାରୀ ମନ୍ଦିର ରହିଛି। ହେଲେ ଏଭଳି ଏକ ମନ୍ଦିର ରହିଛି, ଯେଉଁଠାରେ ତେଲ କି ଘିଅରେ ନୁହେଁ…

ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ: ପୁଣି ୩ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର,୪।୧୦(ବ୍ୟୁରୋ): ପୁଣି ଥରେ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ରାଜ୍ୟ ସରକାର। ଦୁର୍ନୀତି ଅଭିଯୋଗରେ ଶୁକ୍ରବାର ୩ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ସେମାନେ ହେଲେ ବସନ୍ତ କୁମାର ବେହେରା, ଦିଲ୍ଲୀପ କୁମାର ନାଗ, ଶରତ ଚନ୍ଦ୍ର ପଣ୍ଡା।…

ଫେରିବେ ଶାହାରୁଖ

ମୁମ୍ବାଇ: ବଲିଉଡ୍‌ ବାଦଶାହା ଶାହାରୁଖ ଖାଁ ବେଶ୍‌ କିଛିଦିନ ହେବ ବଡ ପରଦାରୁ ଦୂରେଇ ରହିଛନ୍ତି। ହେଲେ ଖୁବ୍‌ଶୀଘ୍ର ସେ ବଡ ପରଦାକୁ ଫେରିବେ ବୋଲି ଘୋଷଣା କରିଛନ୍ତି। ଏକ ଲଞ୍ଚ ଇଭେଣ୍ଟରେ ଯୋଗ ଦେବା ଅବସରରେ ଶାହାରୁଖ କହିଛନ୍ତି ଏବେ…

ରେକର୍ଡ ଭାଙ୍ଗିବାରୁ କୋହଲି, ବାବରଙ୍କୁ କ୍ଷମା ମାଗିଲେ ବ୍ୟାଟ୍ସମ୍ୟାନ

ଆମଷ୍ଟରଡାମ,୪।୧୦: ନେଦରଲାଣ୍ଡ କ୍ରିକେଟର ରାୟାନ ଟେନ୍‌ ଡୋସଚେଟଙ୍କଠାରୁ ଭାରତୀୟ ଅଧିନାୟକ ବିରାଟ କୋହଲି ଓ ପାକିସ୍ତାନ ସେନସେଶନ ବାବର ଆଜମ ପଛରେ ରହିଛନ୍ତି। ଦିନିକିଆ କ୍ରିକେଟରେ ଅତିକମ୍‌ରେ ଏକ ହଜାର ରନ୍‌ କରିଥିବା ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ ଡୋସଚେଟଙ୍କ ଆଭରେଜ ସର୍ବାଧିକ। ନିର୍ଦ୍ଦିଷ୍ଟ…

୨୦ ବର୍ଷ ବୟସ ବେଳକୁ ଷ୍ଟାର ପାଲଟିଥିଲେ ଏହି ଅଭିନେତ୍ରୀ

ମୁମ୍ବାଇ: ବୟସ ସହ ଜଣେ କଳାକାରର ଦକ୍ଷତା ମପାଯାଇପାରେନା। ବଲିଉଡ୍‌ରେ ଏପରି କେତେଜଣ ଅଭିନେତ୍ରୀ ଅଛନ୍ତି, ଯେଉଁମାନେ ୨୦ବର୍ଷ ହେବା ପୂର୍ବରୁ ଷ୍ଟାର ପାଲଟିଛନ୍ତି। ୧୫ ମାର୍ଚ୍ଚ ୧୯୯୩ରେ ଜନ୍ମିତ ଆଲିଆ ଭଟ୍ଟ ମାତ୍ର ୧୯ ବର୍ଷ ବୟସରେ ବଡ଼ ପରଦାରେ…

ଘରେ କରନ୍ତୁ ଲେମ୍ବୁରେ ମେନିକିଓର୍‌

ହାତ ଓ ନଖର ସୌନ୍ଦର୍ଯ୍ୟକୁ ବଢାଇବା ପାଇଁ ଅତିକମ୍‌ରେ ମାସକୁ ୨ରୁ ୩ ଥର ମେନିକିଓର୍‌ କରାଇନେବା ଉଚିତ। ବିୟୁଟି ପାର୍ଲରରେ ଅନେକ ପ୍ରକାର ପଦ୍ଧତି ଦ୍ୱାରା ମେନିକଓର୍‌ କରାଯାଇଥାଏ। ଏଥିପାଇଁ ଆପଣଙ୍କୁ ଅଧିକ ଟଙ୍କା ଓ ସମୟ ଦେବାକୁ ପଡ଼ିଥାଏ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri