Home Left

ସଡ଼କ ଦୁର୍ଘଟଣାରେ ଜିଲା ପରିଷଦ ଅଧ୍ୟକ୍ଷଙ୍କ ମୃତ୍ୟୁ

ରାୟଗଡା ଅଫିସ, ୨୫।୧୨: ଏକ ସଡ଼କ ଦୁର୍ଘଟଣାରେ ରାୟଗଡା ଜିଲା ପରିଷଦ ଅଧ୍ୟକ୍ଷ ପୁରୁଷୋତ୍ତମ ଗମାଙ୍ଗଙ୍କ ମୃତ୍ୟୁ ଘଟିଛି। ମଙ୍ଗଳବାର ବିଳମ୍ବିତ ରାତିରେ ରାମନାଗୁଡ଼ା ବ୍ଲକର ତାଣ୍ଡିକଣା ଗ୍ରାମ ନିକଟରେ ଏହି ଦୁର୍ଘଟଣା ହୋଇଛି। ଅଧ୍ୟକ୍ଷ ରାୟଗଡାରୁ ଗୁଣୁପୁର ଫେରୁଥିବା ସମୟରେ…

ନଦୀକୁ ଖସିଲା ବସ୍‌:୨୭ ମୃତ

ପାଲେମ୍‌ବାଙ୍ଗ୍‌, ୨୫ା୧୨: ଇଣ୍ଡୋନେସିଆର ଦକ୍ଷିଣ ସୁମାତ୍ରା ପ୍ରଦେଶ ଅନ୍ତର୍ଗତ ଉପାନ୍ତ ପଗାର ଆଲମ୍‌ ଅଞ୍ଚଳରେ ଏକ ବସ୍‌ ୫୦୦ ଫୁଟ ତଳ ନଦୀ ଭିତରକୁ ଖସିବାରୁ ଏଥିରେ ଥିବା ଯାତ୍ରୀଙ୍କ ମଧ୍ୟରୁ ୨୭ ଜଣଙ୍କ ପ୍ରାଣହାନି ଘଟିଛି। ସୋମବାର ମଧ୍ୟରାତ୍ରରେ ଏଭଳି…

ଓଓ୍ବାଇସି ବୁଝାଇଲେ ଫରକ୍‌ କ’ଣ

ହାଇଦ୍ରାବାଦ,୨୫ା୧୨: ସିଏଏକୁ ଆରମ୍ଭରୁ ବିରୋଧ କରୁଥିବା ଏଆଇଏମ୍‌ଆଇଏମ୍‌ ଅଧ୍ୟକ୍ଷ ଅସାଦୁଦ୍ଦିନ୍‌ ଓଓ୍ବାଇସି ମଙ୍ଗଳବାର ଏନ୍‌ପିଆର୍‌ ସମ୍ପର୍କରେ ୫ଟି ଟୁଇଟ୍‌ କରିଛନ୍ତି। ଏଥିରେ ସେ ଏନ୍‌ଆର୍‌ସି ଏବଂ ଏନ୍‌ପିଆର ମଧ୍ୟରେ କ’ଣ ପ୍ରଭେଦ ରହିଛି ତାହା ବୁଝାଇଛନ୍ତି। ସେ ଲେଖିଛନ୍ତି, ଏନ୍‌ପିଆର୍‌ ହେଉଛି…

ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ରିପୋର୍ଟକୁ ନେଇ ଘେରିଲା କଂଗ୍ରେସ

ନୂଆଦିଲ୍ଲୀ,୨୫ା୧୨(ପି.ଟି./ଆଇଏଏନ୍‌ଏସ୍‌): ଏନ୍‌ସିଆର୍‌ ପ୍ରସ୍ତୁତି ପାଇଁ ଏନ୍‌ପିଆର୍‌ ପ୍ରଥମ ପଦକ୍ଷେପ ହେବ ବୋଲି ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ବାର୍ଷିକ ରିପୋର୍ଟରେ ପ୍ରକାଶ ପାଇଥିଲା। ଏହାକୁ ନେଇ କେନ୍ଦ୍ର ସରକାରଙ୍କୁ କଂଗ୍ରେସ ଘେରିଛି। କଂଗ୍ରେସ ପକ୍ଷରୁ ଟୁଇଟ୍‌ କରାଯାଇଛି ଯେ, ଏନ୍‌ପିଆର୍‌କୁ ନେଇ ଏନ୍‌ଆର୍‌ସି ପ୍ରସ୍ତୁତ…

ଅଜିତ ହେବେ ଉପମୁଖ୍ୟମନ୍ତ୍ରୀ

ମୁମ୍ବାଇ, ୨୫ା୧୨: ଏନ୍‌ସିପି ନେତା ଅଜିତ୍‌ ପାଓ୍ବାର ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି। ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବାରଙ୍କ ପୁତୁରା ଅଜିତ୍‌ ଆଗାମୀ ୩୦ରେ ଶପଥଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି। ସମସ୍ତଙ୍କୁ ଚମକାଇ ଦେବେନ୍ଦ୍ର ଫଡ୍‌ନବିସ୍‌ ସରକାରରେ ଉପମୁଖ୍ୟମନ୍ତ୍ରୀ ଭାବେ ସେ…

ଏନ୍‌ପିଆର୍‌-ଏନ୍‌ଆର୍‌ସି ସମ୍ପର୍କ ନାହିଁ

ନୂଆଦିଲ୍ଲୀ,୨୫ା୧୨ (ପି.ଟି./ଆଇଏଏନ୍‌ଏସ୍‌): ଜାତୀୟ ଜନସଂଖ୍ୟା ପଞ୍ଜିକା (ଏନ୍‌ପିଆର୍‌) ଏବଂ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି) ମଧ୍ୟରେ କିଛି ସମ୍ପର୍କ ନାହିଁ। ତେଣୁ ଏନପିଆର୍‌କୁ ନେଇ ରାଜ୍ୟ ସରକାରଗୁଡ଼ିକ ରାଜନୀତି କରନ୍ତୁ ନାହିଁ ବୋଲି ମଙ୍ଗଳବାର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା କହିଛନ୍ତି। ଏହି…

‘ଏନ୍‌ଆର୍‌ସିକୁ ବିରୋଧ କରିଥିବା ମୁଖ୍ୟମନ୍ତ୍ରୀମାନେ ଏନ୍‌ପିଆର୍‌ ବନ୍ଦ କରନ୍ତୁ’

ନୂଆଦିଲ୍ଲୀ,୨୫ା୧୨: ଏନ୍‌ପିଆର୍‌ ଅପ୍‌ଡେଟ୍‌ ପାଇଁ କେନ୍ଦ୍ର କ୍ୟାବିନେଟ ୩,୯୪୧.୩୫ କୋଟି ଟଙ୍କା ମଞ୍ଜୁର କରିବା ପରେ ସିପିଆଇଏମ୍‌ ଏହାକୁ ବିରୋଧ କରିଛି। ନିଜ ରାଜ୍ୟରେ ଏନ୍‌ଆର୍‌ସିକୁ ବିରୋଧ କରିଥିବା ମୁଖ୍ୟମନ୍ତ୍ରୀମାନେ ଏନ୍‌ପିଆର୍‌ ପ୍ରକ୍ରିୟାକୁ ବନ୍ଦ କରନ୍ତୁ ବୋଲି ଏହି ବାମପନ୍ଥୀ ଦଳ…

ହାଇକୋର୍ଟଙ୍କ ନିର୍ଦ୍ଦେଶ: ଖାଦ୍ୟ ସୁରକ୍ଷା ଆଇନ ଉପରେ ହେବ ସୋସିଆଲ ଅଡିଟ୍‌

କଟକ ଅଫିସ,୨୫ା୧୨: ରାଜ୍ୟରେ ଖାଦ୍ୟ ସୁରକ୍ଷା ଆଇନର ବାସ୍ତବ କାର୍ଯ୍ୟକାରିତା ସଂକ୍ରାନ୍ତରେ ସୋସିଆଲ ଅଡିଟ୍‌ କରାଯିବ। ଏହି ଅଡିଟ୍‌ ଦ୍ୱାରା ଖାଦ୍ୟ ସୁରକ୍ଷା ଯୋଜନାରେ ଅନ୍ତର୍ଭୁକ୍ତ ହିତାଧିକାରୀମାନେ ସଚେତନ ହେବା ସହିତ ଲୋକେ ସେମାନଙ୍କ ଅଧିକାର ସମ୍ପର୍କରେ ମଧ୍ୟ ଅବଗତ ହେବେ।…

ରଥକାଠ ପାଇଁ ଗଛ କଟା ଅନୁକୂଳ: ଜାନୁୟାରୀ ୬ରେ ନୟାଗଡ଼ ଯିବେ ୫ ଜଣିଆ ଟିମ୍‌

ପୁରୀ ଅଫିସ, ୨୫ା୧୨:ଆସନ୍ତା ରଥଯାତ୍ରା ପାଇଁ ସଜବାଜ ହେଲାଣି ଶ୍ରୀମନ୍ଦିର। ପରମ୍ପରା ଅନୁଯାୟୀ, ଗଣିଆର ବଡ଼ରାଉଳ ଠାକୁରାଣୀଙ୍କ ନିକଟରେ ପୂଜାର୍ଚ୍ଚନା ଏବଂ ହୋମଯଜ୍ଞ ପରେ ରଥ ପାଇଁ କାଠ କାଟିବା ଅନୁକୂଳ ହୋଇଥାଏ। ଏଥିପାଇଁ ଆସନ୍ତା ଜାନୁୟାରୀ ୬ ତାରିଖରେ ଶ୍ରୀମନ୍ଦିରର…

ରାଜ୍ୟପାଳଙ୍କୁ ଭେଟିଲେ ହେମନ୍ତ: ୨୯ରେ ନେବେ ଶପଥ

ରାଞ୍ଚି,୨୫ା୧୨(ପି.ଟି.): ସଦ୍ୟ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ବିପୁଳ ବିଜୟ ପରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମ୍‌ଏମ୍‌) କାର୍ଯ୍ୟକାରୀ ଅଧ୍ୟକ୍ଷ ହେମନ୍ତ ସୋରେନ ମଙ୍ଗଳବାର ରାଜ୍ୟପାଳ ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ସରକାର ଗଠନ ପାଇଁ ଦାବି ଜଣାଇଛନ୍ତି। ସେ ଆସନ୍ତା ୨୯ ତାରିଖ…

ନୂଆବର୍ଷ ପାଇଁ ସଜେଇ ହେଉଛି ପୁରୀ: ଆକର୍ଷଣୀୟ ହେବ ସିଂହଦ୍ୱାର ଶେଡ୍‌

ପୁରୀ ଅଫିସ, ୨୫ା୧୨:ଆସୁଛି ନୂଆବର୍ଷ। ସଜେଇ ହେଉଛି ପୁରୀ। ଭକ୍ତ, ପର୍ଯ୍ୟଟକ, ତୀର୍ଥଯାତ୍ରୀ ସମସ୍ତଙ୍କୁ ସ୍ବାଗତ କରିବା ପାଇଁ ପ୍ରସ୍ତୁତ ହେଉଛି ପର୍ଯ୍ୟଟନ ସହର। ବିଶେଷକରି ଶ୍ରୀମନ୍ଦିରକୁ ଦର୍ଶନ ପାଇଁ ଆସୁଥିବା ଶ୍ରଦ୍ଧାଳୁମାନେ ଯେପରି କୌଣସି ପ୍ରକାର ସମସ୍ୟାରେ ନ ପଡନ୍ତି…

ଏନ୍‌ପିଆର୍‌, ଏନ୍‌ଆର୍‌ସି ଦ୍ୱନ୍ଦ୍ୱ

ନୂଆଦିଲ୍ଲୀ,୨୫ା୧୨(ପି.ଟି./ଆଇଏଏନ୍‌ଏସ୍‌): କେନ୍ଦ୍ର କ୍ୟାବିନେଟ ମଙ୍ଗଳବାର ଜାତୀୟ ଜନସଂଖ୍ୟା ପଞ୍ଜିକା (ଏନ୍‌ପିଆର୍‌)କୁ ମଞ୍ଜୁରୀ ଦେଇଛି। ଏହାସହ ଆରମ୍ଭ ହୋଇଛି ଏନ୍‌ପିଆର୍‌ ଏବଂ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଅର୍‌ସି) ଦ୍ୱନ୍ଦ୍ୱ। ଏହି ଦୁଇ ପ୍ରସଙ୍ଗକୁ ଅନେକେ ବୁଝିପାରି ନ ଥିବାବେଳେ କେତେକ ରାଜନୈତିକ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?