Home Left

ପାରାଦୀପ ପୌର ପ୍ରଶାସନର ସମନ୍ବୟ ବୈଠକ: କୌଶଳ ବିକାଶରେ ସାମିଲ ହେବେ କିନ୍ନର

ପାରାଦୀପ,୨୫ା୧୨(ସ୍ବ.ପ୍ର.): ସମାଜରେ ବଞ୍ଚତ୍ବାକୁ କିନ୍ନରମାନେ ଅନେକ ସଂଘର୍ଷ କରିଥାନ୍ତି। ସେମାନଙ୍କ ରୋଜଗାର ଉତ୍ସଶୈଳୀ ଭିନ୍ନ ହୋଇଥାଏ। ତେଣୁ ଏସବୁକୁ ପରିବର୍ତ୍ତନ କରିବା ପାଇଁ ଏବେ ସରକାରୀ ଭାବେ ପ୍ରୟାସ ଆରମ୍ଭ ହୋଇଛି। ମଙ୍ଗଳବାର ପାରାଦୀପ ପୌର ପ୍ରଶାସନିକ ଭବନରେ କିନ୍ନରଙ୍କ ଅଧିକାର…

ଡାଇବେଟିସ୍‌ ରୋଗୀଙ୍କ ପାଇଁ ଉପକାରୀ…

ଡାଇବେଟିସ ରୋଗୀ ଯେହେତୁ ନିଜର ରକ୍ତ ଶର୍କରାକୁ ନିୟନ୍ତ୍ରଣ କରିବାରେ ସକ୍ଷମ ନୁହଁନ୍ତି ସେଥିପାଇଁ ତାଙ୍କୁ ଖାଦ୍ୟ ପାନୀୟ ପ୍ରତି ଅଧିକ ସଚେତନ ରହିବାକୁ ପଡେ। ଡାଇବେଟିସ ଯୋଗୁ ଶରୀରରେ ଉପଯୁକ୍ତ ମାତ୍ରାରେ ଇନସୁଲିନ ତିଆରି ବନ୍ଦ ହୋଇଯାଏ। ନ୍ୟୁଟ୍ରିସନ୍‌ ଅଭାବ…

ପୁରୀ ବେଳାଭୂମିରେ ବୃହତ୍‌ ଥ୍ରୀଡି ବାଲୁକା ସାନ୍ତା କ୍ଲଜ: ଗୋ ଗ୍ରୀନ୍‌ର ବାର୍ତ୍ତା ଦେଇଛନ୍ତି ସୁଦର୍ଶନ

ପୁରୀ ଅଫିସ, ୨୪ା୧୨: ପବିତ୍ର ବଡ଼ଦିନ ଅବ୍ୟବହିତ ପୂର୍ବରୁ ମଙ୍ଗଳବାର ପୁରୀର ସ୍ବର୍ଣ୍ଣାଭ ବେଳାଭୂମିରେ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ପ୍ରସ୍ତୁତ କରିଛନ୍ତି ବୃହତ୍‌ ଥ୍ରୀଡି ବାଲୁକା ସାନ୍ତାକ୍ଲଜ। ଖ୍ରୀଷ୍ଟମାସ ଅବସରରେ ପରିବେଶକୁ ସୁସ୍ଥ ରଖିବା ସହ ବିଶ୍ୱବାସୀଙ୍କୁ…

ଆଇଟିଆର୍‌ ଲଞ୍ଚପ୍ୟାଡ୍‌ରୁ ‘ପିନାକା’ର ୩ଥର ବ୍ୟବହାରିକ ପରୀକ୍ଷଣ

ବାଲେଶ୍ୱର ଅଫିସ,୨୪।୧୨-ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ସମନ୍ବିତ ପରୀକ୍ଷଣ କେନ୍ଦ୍ର(ଆଇଟିଆର୍‌) ୩ ନମ୍ବର ଲଞ୍ଚପ୍ୟାଡ୍‌ରୁ ମଙ୍ଗଳବାର ବହୁମୁଖୀ ରକେଟ ଲଞ୍ଚର ‘ପିନାକା’ର ୩ଥର ପରୀକ୍ଷଣ କରାଯାଇଛି। ଏସବୁ ପରୀକ୍ଷଣ ସଫଳ ହୋଇଥିବା ଆଇଟିଆର ପକ୍ଷରୁ ସୂଚନା ଦିଆଯାଇଛି। ଭାରତୀୟ ବାୟୁସେନାରେ ‘ପିନାକା’ ରକେଟ…

ଅଷ୍ଟ୍ରେଲିଆ ଓ୍ବେବ୍‌ସାଇଟ୍‌: କୋହଲି ଟେଷ୍ଟ, ଧୋନୀ ଦିନିକିଆ ଅଧିନାୟକ

ମେଲବୋର୍ନ, ୨୪ା୧୨ (ପି.ଟି.)-କ୍ରିକେଟ ଅଷ୍ଟ୍ରେଲିଆର ଅଫିସିଆଲ ନ୍ୟୁଜ୍‌ ଓ୍ବେବ୍‌ସାଇଟ୍‌ ଦ୍ୱାରା ବିରାଟ କୋହଲି ଦଶନ୍ଧିର ଟେଷ୍ଟ ଏକାଦଶ ଦଳର ଅଧିନାୟକ ମନୋନୀତ ହୋଇଛନ୍ତି। ଅନ୍ୟପକ୍ଷରେ ମହେନ୍ଦ୍ର ସିଂ ଧୋନୀଙ୍କୁ ଦଶନ୍ଧିର ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ଦଳର ଅଧିନାୟକ କରାଯାଇଛି। କୋହଲି ଉଭୟ…

୨୦୨୦ର ଫିଲ୍ମ କ୍ୟାଲେଣ୍ଡର: ରିଲିଜ୍‌ ଅପେକ୍ଷାରେ ରହିଛି ବିଗ୍‌ ବଜେଟ୍‌ର ୨୨ରୁ ଅଧିକ ଫିଲ୍ମ

ବମ୍ବେ: ଆଉ ଦିନ କେଇଟାରେ ଶେଷ ହେବ ବର୍ଷ ୨୦୧୯। ଆଗାମୀ ବର୍ଷକୁ ସ୍ବାଗତ କରିବା ଲାଗି ଏବେଠୁ ସଜବାଜ ହେବାକୁ ଲାଗିଲେଣି ଅନେକେ। ଏସବୁରେ ପଛରେ ରହିବ କେମିତି ବଲିଉଡ୍‌! ଚଳିତବର୍ଷ ଅନେକ ସୁପରହିଟ୍‌ ଫିଲ୍ମ ଭେଟି ଦେଇ କୋଟି…

୬୨ ବର୍ଷୀୟ ଅନିଲଙ୍କ ୨୧ତମ ଜନ୍ମଦିନ ପାଳିଲେ ଝିଅ-ଜ୍ୱାଇଁ

ବମ୍ବେ: ବଲିଉଡ୍‌ର ଏଭରୟଙ୍ଗ୍‌ ଅଭିନେତା ଅନିଲ କପୁର ମଙ୍ଗଳବାର ୬୩ତମ ଜନ୍ମଦିନ ପାଳିଛନ୍ତି। ସ୍ତ୍ରୀ ସୁନିତାଙ୍କଠାରୁ ଆରମ୍ଭ କରି ଦୁଇ ଝିଅ, ଜ୍ୱାଇଁ ଏବଂ ପୁଅ ତାଙ୍କୁ ଜନ୍ମଦିନରେ ନିଆରା ଶୁଭେଚ୍ଛା ଜଣାଇଛନ୍ତି। ସୁଦୂର ଲଣ୍ଡନରେ ଏହି ଦିନଟିକୁ ପାଳନ କରାଯାଉଥିବା…

ଗୋପାଳପୁର ବେଳାଭୂମି ମହୋତ୍ସବ ଉଦ୍‌ଘାଟିତ: ଯୋଗଦେଲେ ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର ଅଫିସ, ୨୪।୧୨- ଗୋପାଳପୁର ବେଳାଭୂମି ପରିସରରେ ଆୟୋଜିତ ଗୋପାଳପୁର ବେଳାଭୂମି ମହୋତ୍ସବ ମଙ୍ଗଳବାର ଉଦ୍‌ଘାଟିତ ହୋଇଯାଇଛି। ୫ ଦିନଧରି ଚାଲିବାକୁ ଥିବା ଏହି ମହୋତ୍ସବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ଜାଗା…

ପରିଣତ ବୟସରେ ଆବାସ ଯୋଜନାରୁ ବଞ୍ଚିତ କଳାକାର, ଘର ଖଣ୍ଡିଏ ପାଇଁ ଗୁହାରି ସତ୍ତ୍ୱେ ପ୍ରଶାସନର ନିଦ ଭାଙ୍ଗୁନି

କେନ୍ଦୁଝର,୨୪।୧୨(ସ୍ବ.ପ୍ର.): ସରକାର ଗରିବମାନଙ୍କୁ ପକ୍କା ଘର ଯୋଗାଇ ଦେବା ଲାଗି ଆବାସ ଯୋଜନା କରିଛନ୍ତି। ହେଲେ ଆଜି ବି ରାଜ୍ୟର ଅନେକ ଯୋଗ୍ୟ ହିତାଧିକାରୀ ଏଥିରୁ ବଞ୍ଚିତ ରହୁଛନ୍ତି। ଫଳରେ ବିପଦପୂର୍ଣ୍ଣ ଅବସ୍ଥାରେ ସେମାନଙ୍କୁ ଝାଟିମାଟି ଚାଳଛପର ଘରେ ଜୀବନ ବିତାଇବାକୁ…

କ୍ରିସ୍‌ମାସ୍‌ରେ ମାତ୍ର ଶହେ ଟଙ୍କାରେ ଦିଅନ୍ତୁ ଏହି ଉପହାର

ଖ୍ରୀଷ୍ଟଧର୍ମାଲମ୍ବିଙ୍କ ବଡ଼ ପର୍ବ ହେଉଛି କ୍ରିସ୍‌ମାସ୍‌। ଡିସେମ୍ବର ୨୫ରେ ପ୍ରଭୁ ଯୀଶୁଙ୍କ ଜନ୍ମଦିନକୁ ବଡ଼ଦିନ ଭାବେ ପାଳନ କରାଯାଇଥାଏ। ଏହି ପର୍ବକୁ ଦେଶ ଓ ବିଦେଶରେ ବହୁ ଉତ୍ସାହର ସହ ପାଳନ କରାଯାଇଥାଏ। ଆଉ ମାତ୍ର କିଛି ଘଣ୍ଟା ପରେ ଏହି…

ଲକ୍ଷ୍ନୌରେ ବଢ଼ିଲା ଇଣ୍ଟରନେଟ ସେବା ବନ୍ଦ ଅବଧି

ଲକ୍ଷ୍ନୌ,୨୪।୧୨: ଉତ୍ତରପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ ଇଣ୍ଟରନେଟ ସେବା ବନ୍ଦ ମଙ୍ଗଳବାର ୫ମ ଦିନରେ ପହଞ୍ଚିଛି। ଇଣ୍ଟରନେଟ ସେବା ବନ୍ଦର ଅବଧିକୁ ବୃଦ୍ଧି କରାଯାଇ ବୁଧବାର ମଧ୍ୟରାତ୍ରି ପର୍ଯ୍ୟନ୍ତ ଘୁଞ୍ଚାଇ ଦିଆଯାଇଛି। ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଲକ୍ଷ୍ନୌ ଗସ୍ତ କରିବାର…

ସୋନିଆ, ପ୍ରିୟଙ୍କା, ଓଓ୍ବେସୀଙ୍କ ବିରୋଧରେ ଅଭିଯୋଗ

ନୂଆଦିଲ୍ଲୀ,୨୪।୧୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ବିରୋଧରେ ସତ୍ୟାଗ୍ରହ କରି ଏବେ ଅଡ଼ୁଆରେ ପଡ଼ିଯାଇଛନ୍ତି ବିରୋଧୀ ଦଳ। ଏନେଇ କଂଗ୍ରେସ ଅସ୍ଥାୟୀ ଅଧ୍ୟକ୍ଷ ସୋନିଆ ଗାନ୍ଧୀ, ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଓ ଏଆଇଏମ୍‌ଆଇଏମ୍‌ ମୁଖ୍ୟ ଅସବୁଦ୍ଦିନ ଓଓ୍ବେସୀଙ୍କ ବିରୋଧରେ ଅଭିଯୋଗ ଆସିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?