ଟ୍ରକ୍କୁ ଧକ୍କାଦେଲା ଯାତ୍ରୀବାହୀ ବସ୍: ୮ଗୁରୁତର
କେନ୍ଦୁଝର, ୪।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ନେକଡ଼ାଘର, ୨୦ ନମ୍ବର ଜାତୀୟ ରାଜପଥରେ ଗୁରୁବାର ରାତିରେ ଏକ ଟ୍ରକ୍କୁ ପଛରୁ ଧକ୍କା ଦେଇ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ପ୍ରାୟ ୨୦ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ…
ଓଡିଏମ୍କୁ ଭାରତର ଶ୍ରେଷ୍ଠ ପଞ୍ଚମ ସ୍କୁଲ ମାନ୍ୟତା
ଭୁବନେଶ୍ୱର,୪।୧୦(ବ୍ୟୁରୋ): ପଟିଆସ୍ଥିତ ଓଡିଏମ୍ ପବ୍ଲିକ୍ ସ୍କୁଲକୁ ଶିକ୍ଷା କ୍ଷେତ୍ରରେ ପ୍ରଯୁକ୍ତି ବିଦ୍ୟାର ପ୍ରାୟୋଗିକ ସଫଳତା ଏବଂ ଗ୍ରାଣ୍ଡ୍ ଜୁରି ର଼୍ୟାଙ୍କିଂରେ ୨୦୧୯-୨୦ ଶିକ୍ଷାବର୍ଷ ନିମନ୍ତେ ସର୍ବଭାରତୀୟ ସ୍ତରରେ ଶ୍ରେଷ୍ଠ ପଞ୍ଚମ ସ୍କୁଲର ମାନ୍ୟତା ପ୍ରଦାନ କରାଯାଇଛି। ନୂଆଦିଲ୍ଲୀସ୍ଥିତ ‘ଏଜୁକେଶନ୍ ୱାଲର୍ଡ’ ତରଫରୁ…
ଇମ୍ରାନଙ୍କୁ ସେହ୍ବାଗଙ୍କ ଟାର୍ଗେଟ: ପାକିସ୍ତାନ ପ୍ରଧାନମନ୍ତ୍ରୀ ନିଜକୁ ଅପମାନିତ କରିବା ପାଇଁ ନୂଆ ଉପାୟ ଆପଣାଇଛନ୍ତି
ନୂଆଦିଲ୍ଲୀ,୪।୧୦: ହରଭଜନ ସିଂହ ଓ ମହମ୍ମଦ ଶାମିଙ୍କ ପରେ ଭାରତର ପୂର୍ବତନ କ୍ରିକେଟର୍ ବୀରେନ୍ଦ୍ର ସେହ୍ବାଗ ପାକିସ୍ତାନର ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ଟାର୍ଗେଟ କରିଛନ୍ତି। ନିଜ ଟୁଇଟରରେ ଇମ୍ରାନଙ୍କ ଏକ ଭିଡିଓ ଶେୟାର କରି ସେ କହିଛନ୍ତି, ପାକିସ୍ତାନ ପ୍ରଧାନମନ୍ତ୍ରୀ ନିଜକୁ…
ଆଜି ମହାଷଷ୍ଠୀ : ଝଲସୁଛି ମଣ୍ଡପ
ଭୁବନେଶ୍ୱର,୪।୧୦(ବ୍ୟୁରୋ) : ରଙ୍ଗବେରଙ୍ଗ ଆଲୋକମାଳାରେ ଝଲସିଲାଣି ପୂଜା ମଣ୍ଡପ। ପ୍ରତୀକ୍ଷାର ଅନ୍ତ ଘଟାଇ ଧରାପୃଷ୍ଠରେ ଅବତରଣ କରିବେ ମା’ ଜଗଜ୍ଜନନୀ। ପାର୍ବଣ ମହକରେ ପୁରପଲ୍ଲୀ ମହକୁଥିବାବେଳେ ପୂଜାମଣ୍ଡପଗୁଡିକ ମା’ଙ୍କ ଆରାଧନା ପାଇଁ ସମସ୍ତ ପ୍ରସ୍ତୁତି ଶେଷ କରିସାରିଲେଣି। ଶୁକ୍ରବାରଠାରୁ ମଣ୍ଡପରେ ଆରମ୍ଭ…
ବିଳମ୍ବରେ ଆସୁଥିବା ଡାକ୍ତରଙ୍କୁ ତାଗିଦ
ପୁରୁଣା ଭୁବନେଶ୍ୱର,୪।୧୦(ବ୍ୟୁରୋ) : ଗାନ୍ଧୀଜୟନ୍ତୀ ବୁଧବାରଠାରୁ ‘ମୋ ସରକାର’ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଗୁରୁବାର ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ହଠାତ୍ ପୁରୁଣା ଭୁବନେଶ୍ୱରସ୍ଥିତ ବିଏମ୍ସି ହସ୍ପିଟାଲ ଗସ୍ତ କରି ବାସ୍ତବ ସ୍ଥିତି ଦେଖିଛନ୍ତି। ଡାକ୍ତରମାନେ ବିଳମ୍ବରେ ଆସୁଥିବା ଓ…
ପ୍ରମାଣପତ୍ର ଦାଖଲ ନ ହେଲେ ମିଳିବନି ପେନ୍ସନ୍: ବିଏମ୍ସି
ଭୁବନେଶ୍ୱର,୪।୧୦(ବ୍ୟୁରୋ) : ଆଧାର ଲିଙ୍କ୍ ସହ ଆବଶ୍ୟକ ମୂଳ ପ୍ରମାଣପତ୍ର ଦାଖଲ ନ କଲେ ମିଳିବନି ପେନ୍ଶନ। ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ସମସ୍ତ ପେନ୍ଶନଧାରୀଙ୍କୁ ଚେତାବନୀ ନିଆଯାଇଛି। ଏନେଇ ଗତ ୨୪ ତାରିଖ ଦିନ ଏକ ବିଜ୍ଞପ୍ତି ପ୍ରକାଶ…
ନର୍ସ ନୀହାରିକା ହତ୍ୟା ଘଟଣା: ଏକାଧିକ ବ୍ୟକ୍ତି ସମ୍ପୃକ୍ତ କ୍ରାଇମ୍ବ୍ରାଞ୍ଚ ତଦନ୍ତ ଦାବିରେ ଓଏଚ୍ଆର୍ସିରେ ପିଟିଶନ
ଭୁବନେଶ୍ୱର,୪।୧୦(ବ୍ୟୁରୋ): ନର୍ସ ନୀହାରିକା ହତ୍ୟା ଘଟଣାରେ ପୋଲିସର ତଦନ୍ତକୁ ନେଇ ପ୍ରଶ୍ନ ଉଠାଇଛନ୍ତି ତାଙ୍କ ମା’ ଓ ବାପା। ସେମାନେ ପୋଲିସର ଦୂର୍ବଳ ତଦନ୍ତକୁ ନେଇ ଅସନ୍ତୋଷ ବ୍ୟକ୍ତ କରିବା ସହ କ୍ରାଇମ୍ବ୍ରାଞ୍ଚ ତଦନ୍ତ ଦାବି କରିଛନ୍ତି। ଗୁରୁବାର ସେମାନେ ରାଜ୍ୟ…
ଶ୍ୟାମଜୀ କୃଷ୍ଣ ବର୍ମାଙ୍କୁ ମନେ ପକାଇଲେ ମୋଦି
ନୂଆଦିଲ୍ଲୀ,୪।୧୦:ସ୍ବାଧୀନତା ସଂଗ୍ରାମୀ ଶ୍ୟାମଜୀ କୃଷ୍ଣ ବର୍ମାଙ୍କ ଆଜି ଜନ୍ମଦିବସ। ତାଙ୍କ ଜନ୍ମ ବାର୍ଷିକୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ସ୍ମରଣ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଶ୍ୟାମଜୀ କୃଷ୍ଣ ବର୍ମାଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ସ୍ମରଣ କରୁଛୁ। ତାଙ୍କୁ କୋଟି କୋଟି…
ଦୁର୍ଗାପୂଜା ପାଇଁ ୫ଦିନ ଟ୍ରାଫିକ କଟକଣା : ଅପରାହ୍ନ ୪ରୁ ରାତି ୨ଟା ସହରକୁ ଭାରିଯାନ ମନା
ଭୁବନେଶ୍ୱର,୪ା୧୦(ବ୍ୟୁରୋ) : ଦୁର୍ଗାପୂଜା ପାଇଁ ସହରର ରାସ୍ତା ଓ ମଣ୍ଡପ ନିକଟରେ ପ୍ରବଳ ଗହଳି ହେବ। ଏଥିପାଇଁ କମିଶନରେଟ ପୋଲିସ ପକ୍ଷରୁ ଟ୍ରାଫିକ କଟକଣା କରାଯାଇଛି। ଅପରାହ୍ନ ୪ଟାରୁ ରାତି ୨ଟା ପର୍ଯ୍ୟନ୍ତ ସହର ଭିତରକୁ ଭାରିଯାନ ପଶିପାରିବ ନାହିଁ। ଶୁକ୍ରବାରଠାରୁ…
ଦଶହରାରେ ଆତଙ୍କବାଦୀ ଆକ୍ରମଣ ଆଶଙ୍କା : ଓଡ଼ିଶାରେ ହାଇ ଆଲର୍ଟ, ବଢ଼ିଲା ସୁରକ୍ଷା
ଭୁବନେଶ୍ୱର,୪ା୧୦(ବ୍ୟୁରୋ) : ଭାରତକୁ ପାକିସ୍ତାନ ପଟୁ ପଶି ଆସିଛନ୍ତି ଆତଙ୍କବାଦୀ। ଆତଙ୍କବାଦୀ ସଂଗଠନ ଜୈସ-ଇ-ମହମ୍ମଦ ଦିଲ୍ଲୀ ସମେତ ଦେଶର ବଡ଼ ବଡ଼ ସହରକୁ ଟାର୍ଗେଟ କରିଛି। ନବରାତ୍ରୀ ଓ ଦଶହରାରେ ବିସ୍ଫୋରଣ ପାଇଁ ଯୋଜନା କରୁଥିବା ଗୋଇନ୍ଦା ବିଭାଗ ସତର୍କ କରିବା…
ନଦୀରେ ଓଲଟିଲା ଡଙ୍ଗା:୭ ମୃତ, ୨୦ ନିଖୋଜ
ପାଟନା,୪।୧୦:ବିହାରର କଟିହାରରେ ଏକ ଅଭାବନୀୟ ଘଟଣା ଘଟିଛି। ମହାନନ୍ଦା ନଦୀରେ ଏକ ଡଙ୍ଗା ବୁଡି ଯିବାରୁ ୭ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୨୦ ଜଣ ନିଖୋଜ ଅଛନ୍ତି। ଏପର୍ଯ୍ୟନ୍ତ ୨୮ ଜଣଙ୍କୁ ଉଦ୍ଧାର କରାଯାଇଛି। ଡଙ୍ଗାରେ ୫୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଥିଲେ…
ମାଙ୍କଡ଼ା ପଥର ଟ୍ରକ୍ ଜବତ, ଡ୍ରାଇଭର ଗିରଫ
ଧର୍ମଶାଳା,୪ା୧୦(ଡି.ଏନ୍.ଏ.)- ଧର୍ମଶାଳା ଥାନା ଅନ୍ତର୍ଗତ ହରିଦାସପୁର ରେଳଷ୍ଟେଶନ ନିକଟରୁ ବେଆଇନ ଭାବେ ପରିବହନ କରୁଥିବା ଏକ ମାଙ୍କଡ଼ା ବୋଝେଇ ଟ୍ରକ୍କୁ ପୋଲିସ ଜବତ କରିଛି। ଏଥିସହ ଡ୍ରାଇଭରଙ୍କୁ ଗିରଫ କରିଛି। ଗିରଫ ଡ୍ରାଇଭର ଜଣଙ୍କ ରମେଶ ପରମାଣିକ। ଏ ନେଇ ପୋଲିସ…
Archives


