Home Left

ବିବାହ ନ କଲେ ଏଠି ଦେବାକୁ ପଡୁଥିଲା ଟ୍ୟାକ୍ସ

ସରକାର ବିଭିନ୍ନ ପ୍ରକାରର ଟ୍ୟାକ୍ସ ଆଦାୟ କରିଥାଆନ୍ତି। ହେଲେ ଆମେରିକାର ଏକ ନିର୍ଦ୍ଦିଷ୍ଟ ଅଞ୍ଚଳରେ ବିବାହ ନକଲେ ଟ୍ୟାକ୍ସ ଦେବାକୁ ପଡୁଥିଲା। ଇତିହାସ କହେ ୧୮୨୧ ମସିହାରେ ଆମେରିକାର ମେସୁରି ରାଜ୍ୟରେ ଯେଉଁମାନେ ବିବାହ କରୁ ନ ଥିଲେ ସେମାନଙ୍କ ଉପରେ…

କ୍ୟାନସର ଆଶଙ୍କା ହ୍ରାସ କରେ ପିଆଜ, ରସୁଣ

ପିଆଜ, ରସୁଣ ଏବଂ ପିଆଜ ପ୍ରଜାତିର ବିଭିନ୍ନ ପରିବା ସେବନ ଦ୍ୱାରା ଉଦର ଏବଂ ମଳାଶୟ କ୍ୟାନସର୍‌ ଆଶଙ୍କା ହ୍ରାସ ପାଇଥାଏ। ନିକଟରେ ହୋଇଥିବା ଏକ ଗବେଷଣାର ନିଷ୍କର୍ଷରୁ ଏହା ଜଣାପଡ଼ିଛି। ଆହାର ନାଳର ତଳ ଭାଗରେ ଥିବା ଉଦର ଏବଂ…

ରକ୍ତହୀନତା ଦୂରକରେ ସଜନା ଶାଗ

ଶରୀରରେ ରକ୍ତର ପରିମାଣ କମ୍‌ ହେଲେ ମନୁଷ୍ୟ ରୋଗାକ୍ରାନ୍ତ ହୋଇପଡେ। ତେବେ ଶରୀରରେ ରକ୍ତ କମିଗଲେ ଔଷଧ ପରିବର୍ତ୍ତେ କିଛି ଘରୋଇ ଉପଚାର କଲେ ଲାଭ ମିଳିଥାଏ। ଆୟୁର୍ବେଦ ଚିକିତ୍ସକଙ୍କ ମତରେ ସଜନା ଶାଗ ଆମକୁ ଅନେକ ରୋଗଠାରୁ ଦୂରେଇ ରଖିଥାଏ।…

ଏସବୁ ରୋଗରୁ ଦୂରେଇ ରହିବା ପାଇଁ, ସକାଳେ ପିଅନ୍ତୁ ଅଧାକପ ନାଲି ଚା’…

ନାଲି ଚା’ ପିଇବା ଶରୀର ପାଇଁ ଉପକାରୀ ସାବ୍ୟସ୍ତ ହୋଇଥାଏ। ଜାପାନର ଯୁବପିଢି ଓ ବୟସ୍କ ଲୋକ ନିୟମିତ ଭାବେ ନାଲି ଚା’ ପିଉଥିବାରୁ ସେମାନଙ୍କ ଶାରୀରିକ ସାମର୍ଥ୍ୟ ଭଲ ରହିଥାଏ ବୋଲି ଟୋକିଓ ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣାରୁ ଜଣାପଡିଛି।…

୧୩୫ ମିଟର ଉଚ୍ଚ ସ୍ଥାନରେ ଗର୍ଲଫ୍ରେଣ୍ଡ୍‌ଙ୍କୁ କରିଥିଲେ ପ୍ରପୋଜ୍‌: ଆଜି ଟିମ୍‌ ଇଣ୍ଡିଆ ପାଇଁ ରଚିଲେ ଇତିହାସ

ଭାରତୀୟ ଓପନିଂ ବ୍ୟାଟ୍ସମ୍ୟାନ ମୟଙ୍କ ଅଗ୍ରୱାଲ ଟେଷ୍ଟ କ୍ରିକେଟରେ ନିଜର ପ୍ରଥମ ଦ୍ୱିଶତକ ହାସଲ କରିଛନ୍ତି। ଭାଇଜାଗରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟର ଦ୍ୱିତୀୟ ଦିବସରେ ମୟଙ୍କ ଏହି କୀର୍ତ୍ତିମାନ କରିଛନ୍ତି। ସେ ବୀରେନ୍ଦ୍ର ସେହଓ୍ବାଗ୍‌ ପରେ ଦ୍ୱିତୀୟ…

ରୋହିତ ଶର୍ମାଙ୍କୁ ପ୍ରଶଂସାରେ ପୋତି ପକାଇଲେ ପାକିସ୍ତାନ କ୍ରିକେଟର୍‌

ଦକ୍ଷିଣ ଆଫ୍ରିକା ବିପକ୍ଷରେ ପ୍ରଥମେ ଓପନିଂ କରି ଶତକ ଅର୍ଜନ କରିଛନ୍ତି ହିଟ୍‌ମ୍ୟାନ୍‌ ରୋହିତ ଶର୍ମା। ତାଙ୍କୁ ପ୍ରଶଂସାରେ ପୋତି ପକାଇଛନ୍ତି ପାକିସ୍ତାନର ପୂର୍ବତନ ବୋଲର୍‌ ସୋଏବ ଅଖତର। ସେ କହିଛନ୍ତି, ୨୦୧୩ରେ ପ୍ରଥମଥର ପାଇଁ ରୋହିତଙ୍କୁ ଭେଟିଥିଲି। ଆଉ ତାଙ୍କୁ…

ଅଟୋ ସହ ୨୦ ବସ୍ତା ଗଞ୍ଜେଇ, ଭାଙ୍ଗ ଜବତ

ସୋରଡ଼ା,୩ା୧୦(ଡି.ଏନ୍‌.ଏ.): ବଡ଼ଗଡ଼ ଥାନା ଗାଙ୍ଗପୁର ଗ୍ରାମରୁ ଅବକାରୀ ବିଭାଗ ଚଢାଉ କରି ଏକ ଅଟୋରେ ଲୋଡ ହୋଇଥିବା ୨୦ ବସ୍ତା (୬କୁଇଣ୍ଟାଲ) ଗଞ୍ଜେଇ ଭାଙ୍ଗ ଜବତ କରିଛି। ବିଭାଗୀୟ ଅତିରିକ୍ତ ଅଧିକ୍ଷକ ଅଭିରାମ ବେହେରାଙ୍କ ସୂଚନା ଅନୁଯାୟୀ ବଡ଼ଗଡ଼ ବନବିଭାଗ କର୍ମଚାରୀ…

କୋଣାର୍କ ମହୋତ୍ସବ-୨୦୧୯: ଅଂଶଗ୍ରହଣ କରିବ ଇଣ୍ଡୋନେସିଆ ଦଳ

ଭୁବନେଶ୍ୱର,୩।୧୦(ବ୍ୟୁରୋ)- ଚଳିତ ବର୍ଷ କୋଣାର୍କ ମହୋତ୍ସବ ପାଇଁ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ହୋଇଥିଲା। ମହୋତ୍ସବ ସହ ଜଡିତଥିବା ସମସ୍ତ ପକ୍ଷଙ୍କୁ ବୈଠକରେ…

ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର: ହତ୍ୟା ଅଭିଯୋଗ, ସ୍ବାମୀ ଗିରଫ

ରୂପ୍‌ସା, ୩।୧୦(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ କୁରାଡ଼ିହା ପଞ୍ଚାୟତ କୋଇଲିସାହି ଗ୍ରାମର ରାମଚନ୍ଦ୍ର ଦାସଙ୍କ ସ୍ତ୍ରୀ କୁନିଲତା (୨୩) ବୁଧବାର ଫାଶୀ ଦେଇ ମୃତ୍ୟୁ ହେବା ଘଟଣା ଭିନ୍ନମୋଡ଼ ନେଇଛି। ଝିଅକୁ ହତ୍ୟା କରାଯାଇଥିବା ନେଇ କୁନିଲତାଙ୍କ ବାପା ଯୋଗେନ୍ଦ୍ର ସେଠୀ ବସ୍ତା…

ବେଆଇନ କରତକଳରେ ଚଢ଼ାଉ: ୮ଲକ୍ଷ ଟଙ୍କାର ଯନ୍ତ୍ରାଂଶ, କାଠ ଜବତ

ରୂପ୍‌ସା, ୩।୧୦(ଡି.ଏନ.ଏ.)-ବାଲେଶ୍ୱର ବନବିଭାଗ ଏବେ ବେଆଇନ ଭାବେ ଚାଲିଥିବା କରତକଳଗୁଡିକରେ ଲଗାମ ଲଗାଇବାକୁ ଉଦ୍ୟମ ଆରମ୍ଭ କରିଛି। ୫ଦିନ ମଧ୍ୟରେ ଜିଲାର ବିଭିନ୍ନ ବ୍ଲକର ୭ଟି କରତକଳରେ ଚଢ଼ାଉ କରି ୨୦ଲକ୍ଷ ଟଙ୍କାର ମିଲ୍‌ ଯନ୍ତ୍ରାଂଶ ଓ ମୂଲ୍ୟବାନ କାଠ ଜବତ…

ଜମିଜମା ଗଣ୍ଡଗୋଳ, ୩ ଗିରଫ

ବୁଗୁଡ଼ା,୩ା୧୦(ଡି.ଏନ.ଏ.)- ବୁଗୁଡ଼ା ଥାନା କୁଆନଳାରେ ହୋଇଥିବା ଜମିଜମାକୁ ନେଇ ଗଣ୍ଡଗୋଳ ମାମଲାରେ ବୁଗୁଡ଼ା ପୋଲିସ ଗୁରୁବାର ଗୋଟିଏ ପରିବାରର ୩ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେମାନେ ହେଲେ କୁଆନଳା ଗ୍ରାମର ସନ୍ୟାସୀ ଗୌଡ଼, ସ୍ତ୍ରୀ ବାସନ୍ତୀ ଗୌଡ଼ ଓ…

ପାରିବାରିକ କଳହର ପରିଣତି: ସାବତ ମା’ଙ୍କୁ ହତ୍ୟାକଲା ପୁଅ

ମାଲକାନଗିରି, ୩।୧୦(ଡି.ଏନ୍‌.ଏ.): କ୍ରୋଧ ବ୍ରହ୍ମଚଣ୍ଡାଳ। ରାଗର ବଶବର୍ତ୍ତୀ ହେଇ ମଣିଷ ନିଜର ହିତାହିତ ଜ୍ଞାନ ହରାଇ କିପରି ଅଭାବନୀୟ କାଣ୍ଡ କରିବସେ ମାଲକାନଗିରି ଜିଲା ସଦର ଥାନା ଅଧୀନ ଗୁଦୁନାଡ ଗାଁରେ ତାହା ଦେଖିବାକୁ ମିଳିଛି। ପାରିବାରିକ କଳହକୁ କେନ୍ଦ୍ରକରି ଜଣେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri