Home Left

ଅଟୋ ସହ ୨୦ ବସ୍ତା ଗଞ୍ଜେଇ, ଭାଙ୍ଗ ଜବତ

ସୋରଡ଼ା,୩ା୧୦(ଡି.ଏନ୍‌.ଏ.): ବଡ଼ଗଡ଼ ଥାନା ଗାଙ୍ଗପୁର ଗ୍ରାମରୁ ଅବକାରୀ ବିଭାଗ ଚଢାଉ କରି ଏକ ଅଟୋରେ ଲୋଡ ହୋଇଥିବା ୨୦ ବସ୍ତା (୬କୁଇଣ୍ଟାଲ) ଗଞ୍ଜେଇ ଭାଙ୍ଗ ଜବତ କରିଛି। ବିଭାଗୀୟ ଅତିରିକ୍ତ ଅଧିକ୍ଷକ ଅଭିରାମ ବେହେରାଙ୍କ ସୂଚନା ଅନୁଯାୟୀ ବଡ଼ଗଡ଼ ବନବିଭାଗ କର୍ମଚାରୀ…

କୋଣାର୍କ ମହୋତ୍ସବ-୨୦୧୯: ଅଂଶଗ୍ରହଣ କରିବ ଇଣ୍ଡୋନେସିଆ ଦଳ

ଭୁବନେଶ୍ୱର,୩।୧୦(ବ୍ୟୁରୋ)- ଚଳିତ ବର୍ଷ କୋଣାର୍କ ମହୋତ୍ସବ ପାଇଁ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ହୋଇଥିଲା। ମହୋତ୍ସବ ସହ ଜଡିତଥିବା ସମସ୍ତ ପକ୍ଷଙ୍କୁ ବୈଠକରେ…

ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର: ହତ୍ୟା ଅଭିଯୋଗ, ସ୍ବାମୀ ଗିରଫ

ରୂପ୍‌ସା, ୩।୧୦(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ କୁରାଡ଼ିହା ପଞ୍ଚାୟତ କୋଇଲିସାହି ଗ୍ରାମର ରାମଚନ୍ଦ୍ର ଦାସଙ୍କ ସ୍ତ୍ରୀ କୁନିଲତା (୨୩) ବୁଧବାର ଫାଶୀ ଦେଇ ମୃତ୍ୟୁ ହେବା ଘଟଣା ଭିନ୍ନମୋଡ଼ ନେଇଛି। ଝିଅକୁ ହତ୍ୟା କରାଯାଇଥିବା ନେଇ କୁନିଲତାଙ୍କ ବାପା ଯୋଗେନ୍ଦ୍ର ସେଠୀ ବସ୍ତା…

ବେଆଇନ କରତକଳରେ ଚଢ଼ାଉ: ୮ଲକ୍ଷ ଟଙ୍କାର ଯନ୍ତ୍ରାଂଶ, କାଠ ଜବତ

ରୂପ୍‌ସା, ୩।୧୦(ଡି.ଏନ.ଏ.)-ବାଲେଶ୍ୱର ବନବିଭାଗ ଏବେ ବେଆଇନ ଭାବେ ଚାଲିଥିବା କରତକଳଗୁଡିକରେ ଲଗାମ ଲଗାଇବାକୁ ଉଦ୍ୟମ ଆରମ୍ଭ କରିଛି। ୫ଦିନ ମଧ୍ୟରେ ଜିଲାର ବିଭିନ୍ନ ବ୍ଲକର ୭ଟି କରତକଳରେ ଚଢ଼ାଉ କରି ୨୦ଲକ୍ଷ ଟଙ୍କାର ମିଲ୍‌ ଯନ୍ତ୍ରାଂଶ ଓ ମୂଲ୍ୟବାନ କାଠ ଜବତ…

ଜମିଜମା ଗଣ୍ଡଗୋଳ, ୩ ଗିରଫ

ବୁଗୁଡ଼ା,୩ା୧୦(ଡି.ଏନ.ଏ.)- ବୁଗୁଡ଼ା ଥାନା କୁଆନଳାରେ ହୋଇଥିବା ଜମିଜମାକୁ ନେଇ ଗଣ୍ଡଗୋଳ ମାମଲାରେ ବୁଗୁଡ଼ା ପୋଲିସ ଗୁରୁବାର ଗୋଟିଏ ପରିବାରର ୩ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେମାନେ ହେଲେ କୁଆନଳା ଗ୍ରାମର ସନ୍ୟାସୀ ଗୌଡ଼, ସ୍ତ୍ରୀ ବାସନ୍ତୀ ଗୌଡ଼ ଓ…

ପାରିବାରିକ କଳହର ପରିଣତି: ସାବତ ମା’ଙ୍କୁ ହତ୍ୟାକଲା ପୁଅ

ମାଲକାନଗିରି, ୩।୧୦(ଡି.ଏନ୍‌.ଏ.): କ୍ରୋଧ ବ୍ରହ୍ମଚଣ୍ଡାଳ। ରାଗର ବଶବର୍ତ୍ତୀ ହେଇ ମଣିଷ ନିଜର ହିତାହିତ ଜ୍ଞାନ ହରାଇ କିପରି ଅଭାବନୀୟ କାଣ୍ଡ କରିବସେ ମାଲକାନଗିରି ଜିଲା ସଦର ଥାନା ଅଧୀନ ଗୁଦୁନାଡ ଗାଁରେ ତାହା ଦେଖିବାକୁ ମିଳିଛି। ପାରିବାରିକ କଳହକୁ କେନ୍ଦ୍ରକରି ଜଣେ…

ପ୍ରଥମ ଟେଷ୍ଟ: ମୟଙ୍କଙ୍କ ଦ୍ୱିଶତକ: ଭାରତ ସ୍ଥିତି ଦୃଢ଼

ବିଶାଖାପାଟଣା,୩।୧୦(ପି.ଟି.)- ଓପନର ରୋହିତ ଶର୍ମାଙ୍କ ଶତକ ଓ ମୟଙ୍କ ଅଗ୍ରଓ୍ବାଲଙ୍କ ଦ୍ୱିଶତକ ପରେ ସ୍ପିନରମାନେ ଦମ୍‌ଦାର ପ୍ରଦର୍ଶନ କରି ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତର ସ୍ଥିତ ଦୃଢ଼ କରିଛନ୍ତି। ଟସ୍‌ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିବା ଭାରତ…

ଆରବ ସାଗରରେ ଭାରତର ପ୍ରଥମ ଫ୍ଲୋଟିଂ ବାସ୍କେଟବଲ୍‌ କୋର୍ଟ

ମୁମ୍ବାଇ, ୩।୧୦- ନ୍ୟାଶନାଲ ବାସ୍କେଟବଲ ଆସୋସିଏଶନ (ଏନ୍‌ବିଏ) ଭାରତକୁ ପ୍ରଥମ ଫ୍ଲୋଟିଂ ବାସ୍କେଟକଲ କୋର୍ଟ ବାନ୍ଦ୍ରା ଓ୍ବର୍ଲି ସିଲିଙ୍କସ୍ଥିତ ଆରବ ସାଗରକୁ ଆଣିଛି। ଏନ୍‌ବିଏର କିମ୍ବଦନ୍ତୀ ଖେଳାଳି ଜାସନ ଓ୍ବିଲିଅମ୍ସଙ୍କ ସମେତ କେତେକ କ୍ରୀଡ଼ାପ୍ରେମୀ ଫ୍ଲୋଟିଂ ବାସ୍କେଟବଲ୍‌ କୋର୍ଟରେ ଏହାର ମଜା…

ମୋବାଇଲ ଚୋରି ର଼୍ୟାକେଟ୍‌: ୪ ଗିରଫ

ମୁରିବାହାଲ, ୩।୧୦ (ଡି.ଏନ.ଏ.): ବଲାଙ୍ଗୀର ଜିଲା ମୁରିବାହାଲ ଥାନା ପୋଲିସ ମୋବାଇଲ ଲୁଟ ର଼୍ୟାକେଟର ୪ଜଣଙ୍କୁ ଗିରଫ କରିଛି। ସେମାନଙ୍କ ପାଖରୁ ୩ଟି ମୋବାଇଲ ଓ ଗୋଟିଏ ବାଇକ ଜବତ କରାଯାଇଛି। ଲୁଟ୍‌ ସମ୍ପର୍କରେ ପଚରାଉଚରା ପରେ ଗୁରୁବାର ଅପରାହ୍ନରେ ୪…

ନିଃଶୁଳ୍କ ଟେଲିଫୋନ ସେବା ଆରମ୍ଭ କଲା ଓଏସ୍‌ଆରଟିସି

ଭୁବନେଶ୍ୱର,୩।୧୦(ବ୍ୟୁରୋ)-ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ(ଓଏସ୍‌ଆରଟିସି) ପକ୍ଷରୁ ନିଃଶୁଳ୍କ ଟେଲିଫୋନ ସେବା ଆରମ୍ଭ କରିଛି ା ଏହି ଟେଲିଫୋନ ନମ୍ବରଟି ହେଉଛି ୧୮୦୦-୩୪୫-୧୧୨୨ । ଟେଲିଫୋନରେ ଯାତ୍ରୀମାନେ ନିଗମ ପରିଚଳିତ ବସଗୁଡ଼ିକ ସଂପର୍କରେ ତଥ୍ୟ ପାଇବା ସହିତ ମୂଲ୍ୟବାନ ମତାମତ/ସମସ୍ୟା ଉପସ୍ଥାପନ…

ସଂସଦୀୟ ପ୍ରତିନିଧି ଦଳରେ ସସ୍ମିତ

ଭୁବନେଶ୍ୱର,୩।୧୦(ବ୍ୟୁରୋ)-ଚଳିତ ମାସ ୧୩ରୁ ୧୭ ତାରିଖ ଯାଏ ସର୍ବିଆସ୍ଥିତ ବେଲ୍‌ଗ୍ରେଭ୍‌ରେ ୧୪୧ତମ ଆନ୍ତଃସଂସଦୀୟ ୟୁନିୟନ୍‌ ଆସେମ୍ବ୍ଲି ହେବାକୁ ଯାଉଛି। ଏଥିରେ ଯୋଗ ଦେବାକୁ ଥିବା ଭାରତୀୟ ସଂସଦୀୟ ଦଳରେ ବିଜେଡି ତଥା ଓଡ଼ିଆ ଲୋକସଭା ସଦସ୍ୟ ସସ୍ମିତ ପାତ୍ର ମନୋନୀତ ହୋଇଛନ୍ତି।…

ବିହାର ବନ୍ୟା : ମୁଖ୍ୟମନ୍ତ୍ରୀ ରଖିଲେ ସହାୟତା ପ୍ରସ୍ତାବ

ଭୁବନେଶ୍ୱର,୩।୧୦(ବ୍ୟୁରୋ)- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବନ୍ୟା ସ୍ଥିତି ସମ୍ପର୍କରେ ଗୁରୁବାର ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ସହ ଟେଲିଫୋନ୍‌ ଯୋଗେ କଥା ହୋଇଛନ୍ତି। ଓଡ଼ିଶା ପକ୍ଷରୁ ଆବଶ୍ୟକ ସହଯୋଗ ପ୍ରସ୍ତାବ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ପ୍ରଦାନ କରାଯାଇଛି। ବିହାରରେ ବନ୍ୟା ବିତ୍ପାତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri