Home Left

ଆଜି କାତିଖର୍ପର ବେଶରେ ଦର୍ଶନ ଦେବେ ମା’ ମଙ୍ଗଳା

କାକଟପୁର,୩।୧୦(ଡି.ଏନ୍‌.ଏ.): ପୁରୀ ଜିଲା କାକଟପୁରସ୍ଥିତ ମା’ ମଙ୍ଗଳାଙ୍କ ମନ୍ଦିରରେ ଆଶ୍ୱିନ ମୂଳାଷ୍ଟମୀ ତିଥିଠାରୁ ଆରମ୍ଭ ହୋଇଛି ଶାରଦୀୟ ପାର୍ବଣ ପୂଜା। ଗୁରୁବାର ଶୁକ୍ଳ ଷଷ୍ଠୀ ତିଥି ହୋଇଥିବାରୁ ସନ୍ଧ୍ୟାରେ ମା’ଙ୍କ ଭକ୍ତମାନଙ୍କୁ କାତିଖର୍ପର ବା କାତାୟାନୀ ବେଶରେ ସଜ୍ଜିତ ହୋଇ ଦର୍ଶନ…

ନିର୍ବାଚନରେ ଠାକ୍‌ରେ ପରିବାରର ଡେବ୍ୟୁ: ପ୍ରାର୍ଥୀପତ୍ର ଦାଖଲ କଲେ ଆଦିତ୍ୟ

ମୁମ୍ବାଇ,୩।୧୦: ମହାରାଷ୍ଟ୍ରରେ ବହୁ ବର୍ଷର ପରମ୍ପରା ଭାଙ୍ଗିଛି। ଶିବସେନା ଅଧ୍ୟକ୍ଷ ଉଦ୍ଧବ ଠାକରେଙ୍କ ପୁଅ ତଥା ଯୁବାବର୍ଗର ଅଧ୍ୟକ୍ଷ ଆଦିତ୍ୟ ଠାକରେ ମହାରାଷ୍ଟ୍ର ବିଧାନସଭା ପାଇଁ ନିର୍ବାଚନକୁ ଓହ୍ଲାଇଛନ୍ତି। ପ୍ରଥମ ଥର ଠାକରେ ପରିବାରରୁ ଆଦିତ୍ୟ ପ୍ରତ୍ୟେକ୍ଷଭାବେ ନିର୍ବାଚନ ଲଢ଼ିବାକୁ ଯାଉଛନ୍ତି।…

ଭାରତର ପ୍ରଭାବ: ବାଂଲାଦେଶରେ ପିଆଜ ଦାମ୍‌ ଶହେ ଶ୍ରୀଲଙ୍କାରେ ୧୧୭

ଢ଼ାକା/କଲମ୍ବୋ,୩।୧୦: ଭାରତରେ ପିଆଜ ଦାମ୍‌ ନେଇ ଲୋକେ ହନ୍ତସନ୍ତ ହେବା ପରେ ଏବେ ଏହାର ପ୍ରଭାବ ପଡ଼ୋଶୀ ଦେଶଗୁଡ଼ିକ ଉପରେ ପଡ଼ିବା ଆରମ୍ଭ କରିଛି। ଭାରତ ସରକାର ପିଆଜ ରପ୍ତାନୀ ଉପରେ ରୋକ ଲଗାଇବା ଦ୍ୱାରା ଏବେ ବାଂଲାଦେଶରେ ପିଆଜ ଦାମ୍‌…

ବିଜେପୁର ଉପନିର୍ବାଚନ ଲାଗି ପ୍ରସ୍ତୁତି ଜୋର୍‌ଦାର : ପୋଲିଂ, ପ୍ରିଜାଇଡିଂ ଅଫିସରଙ୍କୁ ପ୍ରଶିକ୍ଷଣ

ବରଗଡ଼ ଅଫିସ,୩।୧୦: ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ଆସନ୍ତା ୨୧ ତାରିଖରେ ଅନୁଷ୍ଠିତ ହେବ। ଏଥିପାଇଁ ପ୍ରଶାସନିକ ପ୍ରସ୍ତୁତି ଜୋର୍‌ଦାର ଚାଲିଛି। ଏହି ପରିପ୍ରେକ୍ଷୀରେ ଗୁରୁବାରରୁ ପୋଲିଂ, ପ୍ରିଜାଇଡିଂ ଅଫିସରମାନଙ୍କୁ ବରଗଡ଼ ଜଜ୍‌ ହାଇସ୍କୁଲ ଏବଂ ପଦ୍ମପୁର ଅଞ୍ଚଳ କଲେଜରେ ପ୍ରଶିକ୍ଷଣ…

ଦୂର୍ଗାପୂଜାରେ ହେବନାହିଁ ପ୍ଲାଷ୍ଟିକର ବ୍ୟବହାର

ଶିଲଂ,୩।୧୦: ଚଳିତ ବର୍ଷ ଦୁର୍ଗାପୂଜାରେ ମେଘାଳୟରେ ପ୍ଲାଷ୍ଟିକର ବ୍ୟବହାର କରାଯିବ ନାହିଁ ବୋଲି ଜଣାପଡିଛି। ତେବେ ମେଘାଳୟ କେନ୍ଦ୍ରୀୟ ପୂଜା କମିଟି ଦ୍ୱାରା ରାଜ୍ୟର ସମସ୍ତ କମିଟି ପାଇଁ ଏହାକୁ ନେଇ ଏକ ଆଡଭାଇଜରି ଜାରି କରାଯାଇଛି। ଅଧିକାରୀଙ୍କର କହିବା କଥା…

୩୨ ଗ୍ରାମ ବ୍ରାଉନସୁଗାର ଜବତ, ଜଣେ ଗିରଫ

ଖୋର୍ଦ୍ଧା ଅଫିସ, ୩।୧୦: ଖୋର୍ଦ୍ଧା ଅବକାରୀ ବିଭାଗର କର୍ମଚାରୀମାନେ ବଡ଼ବେରଣା ଗଁାରୁ ଗୁରୁବାର ପୂର୍ବାହ୍ନରେ ଚଢ଼ାଉକରି ୩୨ ଗା୍ରମ ବ୍ରାଉନସୁଗାର ଜବତ କରିଛନ୍ତି। ଏହି ଘଟଣାରେ ଗ୍ରାମର ଧରଣୀଧର ମହାପାତ୍ର(୪୨)ଙ୍କୁ ଗିରଫ କରାଯାଇଛି। ଯାହାର ମୂଲ୍ୟ ପ୍ରାୟ ୩ ଲକ୍ଷ ୨୦…

ସେହ୍ବାଗଙ୍କ ସମକକ୍ଷ ହେଲେ ଅଗ୍ରଓ୍ବାଲ

ବିଶାଖାପାଟଣା,୩।୧୦: ଏଠାରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟରେ ଗୁରୁବାର ଭାରତୀୟ ଓପନର ମୟଙ୍କ ଅଗ୍ରଓ୍ବାଲ ଦ୍ୱିଶତକ ଲଗାଇଛନ୍ତି। ମ୍ୟାଚ୍‌ର ଦ୍ୱିତୀୟ ଦିନ ରୋହିତ ଶର୍ମାଙ୍କ ସହ ବ୍ୟାଟିଂ କରୁଥିବାବେଳେ କ୍ୟାରିୟରର ପ୍ରଥମ ଶତକ ଅର୍ଜନ କରିଥିଲେ। ପରେ ମ୍ୟାଚ୍‌ର…

୨୦୨୨ ଅଗଷ୍ଟ ୧୫ ସୁଦ୍ଧା କଶ୍ମୀରରୁ କନ୍ୟାକୁମାରୀ ପର୍ଯ୍ୟନ୍ତ ଚଳାଚଳ କରିବ ଟ୍ରେନ୍‌: ରେଳମନ୍ତ୍ରୀ

ନୂଆଦିଲ୍ଲୀ,୩।୧୦: ଆସନ୍ତା ୨୦୨୦ ଅଗଷ୍ଟ ୧୫ ସୁଦ୍ଧା କଶ୍ମୀରରୁ କନ୍ୟାକୁମାରୀ ପର୍ଯ୍ୟନ୍ତ ଟ୍ରେନ୍‌ ଚଳାଚଳ କରିବ। ସେହିପରି କାମରୂପଠାରୁ କଚ୍ଛ ପର୍ଯ୍ୟନ୍ତ ମଧ୍ୟ ଟ୍ରେନ୍‌ ଯାତ୍ରା ଆରମ୍ଭ ହେବ ବୋଲି ରେଳମନ୍ତ୍ରୀ ପୀୟୂଷ ଗୋୟଲ ଗୁରୁବାର ସୂଚନା ଦେଇଛନ୍ତି। ଜମ୍ମୁ-କଶ୍ମୀରର କେତେକ…

ରଣବୀରଙ୍କୁ ଧମକାଇଲେ ଦୀପିକା, କହିଲେ ଆଜି ରାତିରେ ଖାଇବା ବନ୍ଦ

ଦୀପିକା ପାଦୁକୋନ୍‌ – ରଣବୀର ସିଂହ ନିଜର କ୍ୟାରିୟର ସହିତ ବ୍ୟକ୍ତିଗତ ଜୀବନରେ ମଧ୍ୟ ବେଶ୍‌ ସନ୍ତୁଳନ ରକ୍ଷା କରି ଚାଲିଛନ୍ତି। ବେଳେବେଳେ ଦୁହିଁଙ୍କ ଗଭୀର ପ୍ରେମକୁ ସୋସିଆଲ ମିଡିଆରେ ପୋଷ୍ଟ କରି ପ୍ରଶଂସକମାନଙ୍କୁ ଜଣାଇବା ପାଇଁ ଚାହିଁଥାନ୍ତି। କିଛିଦିନ ତଳେ…

ଆର୍ଟିଫିସିଆଲ୍‌ ଇଣ୍ଟେଲଜେନ୍ସ୍‌ ଯୋଗୁ ଚାକିରି ହରାଉଛନ୍ତି ଶହେ: ସୃଷ୍ଟି ହେଉଛି ମାତ୍ର ୧୦ ନିଯୁକ୍ତି ସୁଯୋଗ

ଓ୍ବାଶିଂଟନ,୩।୧୦: ପ୍ରତିଟି କ୍ଷେତ୍ରରେ ଏବେ ଆର୍ଟିଫିସିଆଲ୍‌ ଇଣ୍ଟେଲଜେନ୍ସ୍‌ର ପ୍ରଭାବ ଦେଖିବାକୁ ମିଳୁଛି। ଏହା ଯୋଗୁ ସ୍ବାସ୍ଥ୍ୟ ସେବା, ଆର୍ଥିକ କ୍ଷେତ୍ର, ଅନ୍‌ଲାଇନ୍‌ ଶପିଂ ସମେତ ବହୁ କ୍ଷେତ୍ରରେ  ସମସ୍ତ କାର୍ଯ୍ୟ କମ୍ପ୍ୟୁଟର ଦ୍ୱାରା ହିଁ କରାଯାଉଛି। ଏହାଯୋଗୁ ଅନେକ ଚାକିରି ହରାଉଛନ୍ତି।…

କଶ୍ମୀରରୁ ପ୍ରତିବନ୍ଧକ ଉଠିଲେ, ପରିସ୍ଥିତି ବିଗାଡିବ ପାକିସ୍ତାନ: ଏସ୍‌. ଜୟଶଙ୍କର

ଓ୍ବାଶିଂଟନ୍‌,୩।୧୦: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ହେବା ୫୯ଦିନରେ ପହଞ୍ଚତ୍ଥିଲେ ହେଁ ଏପର୍ଯ୍ୟନ୍ତ ସେଠାରେ ସ୍ଥିତି ସୁଧୁରିନାହିଁ। ଏନେଇ ଭାରତର ବୈଦେଶିକ ମନ୍ତ୍ରୀ ଏସ୍‌.ଜୟଶଙ୍କର ପ୍ରତିକ୍ରିୟା ଦେଇ କହିଛନ୍ତି ଯଦି କଶ୍ମୀରରେ ପ୍ରତିବନ୍ଧକ ନ ଲାଗିଥାନ୍ତା, ତେବେ ପାକିସ୍ତାନ ସେଠାକାର ପରିସ୍ଥିତିକୁ…

ହରିୟାଣା ବିଧାନସଭା ନିର୍ବାଚନ ପାଇଁ ୪ର୍ଥ ତାଲିକା ପ୍ରକାଶ କଲା ଜେଜେପି: କରନାଲରୁ ତେଜ ବାହାଦୁର

ଚଣ୍ଡିଗଡ଼,୩।୧୦: ହରିୟାଣା ବିଧାନସଭା ନିର୍ବାଚନ ପାଇଁ ବିଗୁଲ ବାଜିଛି। ହରିୟାଣା ଆସନ ପାଇଁ ଜନନାୟକ ଜନତା ପାର୍ଟି (ଜେଜେପି)ଗୁରୁବାର ଆଶାୟୀ ପ୍ରାର୍ଥୀଙ୍କ ୪ର୍ଥ ତାଲିକା ଜାରି କରିଛି। ନିଲମ୍ବିତ ବିଏସ୍‌ଏଫ ଯବାନ ତେଜ ବାହାଦୁରଙ୍କୁ ଦଳ ପକ୍ଷରୁ ଟିକେଟ ଦିଆଯାଇଛି। ତେଜ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri