୩୫ ଦିନ ମଧ୍ୟରେ ଦାବି ପୂରଣ ନ ହେଲେ ଆତ୍ମାହୁତି: ସୁର ରାଉତରାୟ
ଭୁବନେଶ୍ୱର,୨୩।୧୨(ବ୍ୟୁରୋ): ଖୋର୍ଦ୍ଧା ଜିଲା ଜଟଣୀ ନିର୍ବାଚନମଣ୍ଡଳୀ ଅଧୀନରେ ଥିବା ୨୭ଟି ଗାଁର ସ୍ଥିତିବାନ ସମ୍ପତ୍ତିକୁ ପୂର୍ବ ସ୍ଥିତିକୁ ଫେରାଇବା ସହ ଦାରେୁଠଙ୍ଗ ଡମ୍ପିଂୟାର୍ଡକୁ ସ୍ଥାନାନ୍ତର କରିବା ଦାବି ଜୋର ଧରିଛି। ଆସନ୍ତା ୩୫ ଦିନ ମଧ୍ୟରେ ଏହି ଦାବି ପୂରଣ ନ…
କଳାହାଣ୍ଡିରେ ସ୍ଥାୟୀ ହାଇକୋର୍ଟ ବେଞ୍ଚ୍ ପ୍ରତିଷ୍ଠା ଦାବି: ମଧୁବାବୁଙ୍କ ପ୍ରତିମୂର୍ତ୍ତି ସମ୍ମୁଖରେ ଧାରଣା
ଭବାନୀପାଟଣା,୨୩।୧୨(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଓକିଲ ସଂଘ ପକ୍ଷରୁ ପ୍ରତିମାସର ଶେଷ ସୋମବାର ସମସ୍ତ କୋର୍ଟ ବର୍ଜନ କରାଯିବା ସହ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସମସ୍ତ କାର୍ଯ୍ୟାଳୟକୁ ବନ୍ଦ କରାଯାଇଥାଏ। ମାତ୍ର ଚଳିତ ମାସ ଶେଷ ସୋମବାର ଓକିଲ ସଂଘ ପକ୍ଷରୁ…
‘ଗୁଡ୍ ନ୍ୟୁଜ’କୁ ନେଇ ଟ୍ରୋଲ୍ ହେଲେ ଅକ୍ଷୟ
ମୁମ୍ବାଇ: ବଳିଉଡ୍ ଖିଲାଡି ବୟ ଅକ୍ଷୟ କୁମାର ଏବେ ତାଙ୍କ ଅପକମିଂ ଫିଲ୍ମ ‘ଗୁଡ୍ ନ୍ୟୁଜ’ର ପ୍ରମୋଶନରେ ବ୍ୟସ୍ତ ଅଛନ୍ତି। ଏହି ଫିଲ୍ମରେ ଅକ୍ଷୟଙ୍କ ସହ ନଜର ଆସିବେ କରିନା କପୁର ଖାଁ, କିୟାରା ଆଡଭାନୀ, ଦିଲଜିତ ଦୋସାଂଝ। ଏବେ ଏହାର…
ହଣ୍ଡୁରାସ ଜେଲରେ ୧୮କଏଦୀଙ୍କ ମୃତ୍ୟୁ
ତେଗୁସିଗଲପା,୨୩।୧୨: ହଣ୍ଡୁରାସର ଏକ ଜେଲ୍ରେ ରବିବାର ଝଗଡ଼ା ହୋଇ ୧୮ ଜଣ କଏଦୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏହାର ୨ ଦିନ ପୂର୍ବରୁ ମଧ୍ୟ ଅନ୍ୟ ଏକ ଜେଲ୍ରେ ଏଭଳି ଘଟଣା ଘଟିଥିବା ଦେଖାଯାଇଥିଲା। ସେଠାରେ ମଧ୍ୟ କଏଦୀଙ୍କ ମଧ୍ୟରେ…
କ୍ରିକେଟ୍ରୁ ବିରତି ନେବେ ରୋହିତ
ମୁମ୍ବାଇ,୨୩।୧୨: ଶେଷରେ ଭାରତୀୟ ଦଳର ଉପଅଧିନାୟକ ତଥା ବରିଷ୍ଠ ବ୍ୟାଟ୍ସମ୍ୟାନ ରୋହିତ ଶର୍ମା କ୍ରିକେଟ୍ରୁ ବିରତି ନେବାକୁ ନିଷ୍ପତ୍ତି ନେଇଛନ୍ତି। ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି, ପ୍ରତ୍ୟେକ ଫର୍ମାଟ୍ରେ ନିୟମିତ ଖେଳୁଥିବା ରୋହିତ ଆଗାମୀ ଶ୍ରୀଲଙ୍କା ବିପକ୍ଷ ୩ ମ୍ୟାଚ୍ବିଶିଷ୍ଟ ଟି୨୦ ସିରିଜ୍ରେ…
ମହାରାଷ୍ଟ୍ରରେ ମୃଦୁ ଭୂକମ୍ପ
ମୁମ୍ବାଇ,୨୩।୧୨: ମହାରାଷ୍ଟ୍ର ସତାରା ଜିଲାର କୋୟନା ଅଞ୍ଚଳରେ ସୋମବାର ସକାଳେ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୨.୬ ରହିଥିଲା। ଏଥିରେ କେହି ମୃତାହତ ହୋଇଥିବା ସୂଚନା ମିଳିନାହିଁ। ଏହି ଭୂକମ୍ପର କେନ୍ଦ୍ରସ୍ଥଳ କୋୟନା ବନ୍ଧରୁ ୮…
ପିକ୍ନିକ୍ ସ୍ପଟ୍ରେ ଗଣ୍ଡଗୋଳ ଘଟଣା: ୭ ଜଣଙ୍କୁ ଗିରଫ କଲା ପୋଲିସ
ପଦ୍ମପୁର,୨୩।୧୨(ଡି.ଏନ୍.ଏ.): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଦେବଦର୍ହା ପିକନିକ୍ ସ୍ପଟ୍ରେ ରବିବାର ସଂଘଟିତ ଗଣ୍ଡଗୋଳ ଘଟଣାରେ ଜଗଦଲପୁର ଥାନା ପୋଲିସ ସୋମବାର ୭ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ମୁନା ବିଶି, ଲିଟୁ ବହିଦାର, ମହେନ୍ଦ୍ର ପ୍ରଧାନ, ତ୍ରିଲୋଚନ…
ମରିୟମଙ୍କୁ ବିଦେଶ ଯାତ୍ରା ଅନୁମତି ଦେଲେ ନାହିଁ ଇମ୍ରାନ ସରକାର
ଇସ୍ଲାମାବାଦ,୨୩।୧୨: ପାକିସ୍ତାନର ଇମ୍ରାନ୍ ଖାନ୍ ସରକାର ପାକିସ୍ତାନ ମୁସଲିମ ଲିଗ୍ ନଓ୍ବାଜ (PML-N)ର ଉପାଧ୍ୟକ୍ଷ ମରିୟମ ନଓ୍ବାଜଙ୍କୁ ବିଦେଶ ଗସ୍ତ କରିବାକୁ ମନୁମତି ଦେଇ ନାହାନ୍ତି। ଇମ୍ରାନ୍ ସରକାରଙ୍କ କହିବା କଥା ହେଲା ଯେଉଁମାନେ ଆର୍ଥିକ ଅପରାଧ ବା ଭଷ୍ଟ୍ରାଚାର ମାମଲାରେ…
ମେଜର ଅନୁପ ମିଶ୍ରାଙ୍କୁ ସମ୍ମାନିତ କଲେ ସେନାଧ୍ୟକ୍ଷ
ନୂଆଦିଲ୍ଲୀ,୨୩।୧୨: ଭାରତୀୟ ବାୟୁ ସେନାର ମେଜର ଅନୁପ ମିଶ୍ରାଙ୍କୁ ଆର୍ମି ଡିଜାଇନ୍ ବ୍ୟୁରୋ ଏକ୍ସିଲେନ୍ସ ଆଓ୍ବାର୍ଡରେ ସମ୍ମାନିତ କରାଯାଇଛି। ସୋମବାର ସେନା ମୁଖ୍ୟ ବିପିନ ରାଓ୍ବତ ତାଙ୍କୁ ଏହି ସମ୍ମାନରେ ସମ୍ମାନିତ କରିଥିଲେ। ମେଜର ମିଶ୍ରା ସ୍ବଦେଶୀ ସର୍ବତ୍ର ବୁଲେଟ ପ୍ରୁଫ୍…
ଦାମ୍ପତ୍ୟ ଜୀବନକୁ ଅଧିକ ରୋମାଣ୍ଟିକ୍ କରିବା ପାଇଁ…
ଦାମ୍ପତ୍ୟ ଜୀବନରେ ପରସ୍ପର ମଧ୍ୟରେ ଭଲ ପାଇବା ଅତି ଗୁରୁତ୍ୱପୂର୍ଣ୍ଣ। ଦାମ୍ପତ୍ୟ ଜୀବନକୁ ଏହା ରୋମାଣ୍ଟିକ୍ କରେ। ଏହା ବିନା ଦାମ୍ପତ୍ୟ ଜୀବନ ରଙ୍ଗହୀନ ମନେ ହୋଇଥାଏ । ସାଧାରଣତଃ ଦେଖାଯାଏ ବିବାହର କିଛି ବର୍ଷ ପରେ ଦାମ୍ପତ୍ୟ ଜୀବନରେ ଭଲ…
ଚିଡ଼ିଚିଡ଼ାପଣ ଦୂର କରିବା ପାଇଁ ଆପଣାନ୍ତୁ ଏହି ସହଜ ଉପାୟ…
ବର୍ତ୍ତମାନର ବ୍ୟସ୍ତବହୁଳ ଜୀବନରେ ମାନସିକ ଚାପ ବଢ଼ିବାରେ ଲାଗିଛି। ମାନସିକ ଚାପରୁ ମୁକ୍ତି ପାଇଁ ଆକ୍ୱାରିୟମ୍ ଥେରାପି ଏକ ସହଜ ମାଧ୍ୟମ। ଘରେ ଆକ୍ୱାରିୟମ୍ ରଖି ବିଭିନ୍ନ ମାନସିକ ରୋଗର ଚିକିତ୍ସା କରାଯାଇପାରେ। ଏହା ସୁଫଳ ପ୍ରଦାନ କରିଥାଏ ବୋଲି ଇଂଲଣ୍ଡର…
କୁନ୍ଦୁଲି ଗଣବଳାତ୍କାର ଘଟଣା: ହାଇକୋର୍ଟରେ ପୂର୍ଣ୍ଣାଙ୍ଗ ରିପୋର୍ଟ ଦାଖଲ କଲା ଏସ୍ଆଇଟି
କଟକ ଅଫିସ,୨୩।୧୨: କୁନ୍ଦୁଲି ଗଣବଳାତ୍କାର ଓ ମୃତ୍ୟୁ ମାମଲାରେ ସୋମବାର ହାଇକୋର୍ଟରେ ପୂର୍ଣ୍ଣାଙ୍ଗ ରିପୋର୍ଟ ଦାଖଲ କରିଛି ଏସ୍ଆଇଟି। ରିପୋର୍ଟ ଦାଖଲ ପରେ ହାଇକୋର୍ଟ ଉକ୍ତ ମାମଲାର ଅନ୍ତ ଘଟାଇବା ସହିତ ଟ୍ରାଏଲ କୋର୍ଟରେ ମଧ୍ୟ ଉକ୍ତ ରିପୋର୍ଟକୁ ଦାଖଲ କରିବାକୁ…

