Home Left

ପୋଲିସ ଅଧିକାରୀଙ୍କୁ ଦୁର୍ବ୍ୟବହାର ମହଙ୍ଗା ପଡ଼ିଲା: ଭିଡିଓ ଭାଇରାଲ ହେବା ପରେ ଗିରଫ ହେଲେ ବିଜେଡି ନେତା

ଝାରସୁଗୁଡା ଅଫିସ/ଲଖନପୁର, ୨।୧୦(ଡି.ଏନ୍‌.ଏ.)-ଝାରସୁଗୁଡା ଜିଲା ବେଲପାହାଡ ସହରରେ ପୋଲିସର ଟ୍ରାଫିକ ସଚେତନତା ବେଳେ ଜଣେ ବିଜେଡି ନେତା ପୋଲିସ ଅଧିକାରୀଙ୍କୁ ଦୁର୍ବ୍ୟବହାର କରିଥିଲେ। ଏହି ସମ୍ବେଦନଶୀଳ ଘଟଣାକୁ ପୋଲିସ ଚାପି ଦେବାକୁ ଉଦ୍ୟମ କରିଥିଲା। ମାତ୍ର ପରମୁହୂର୍ତ୍ତରେ ଏହାକୁ ନେଇ ଏକ…

ସୌଦି ରାଜକୁମାରଙ୍କୁ ଭେଟିଲେ ଡୋଭାଲ

ରିଆଦ୍‌,୨।୧୦: ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶଦାତା(ଏନଏସ୍‌ଏ) ଅଜିତ ଡୋଭାଲ ବୁଧବାର ସୌଦି ରାଜକୁମାର ମହମ୍ମଦ ବିନ୍‌ ସଲମାନଙ୍କୁ ଭେଟିଛନ୍ତି। ପ୍ରାୟ ୨ଘଣ୍ଟା ଧରି ଡୋଭାଲ ଓ ରାଜକୁମାରଙ୍କ ମଧ୍ୟରେ ଏହି ଉଚ୍ଚସ୍ତରୀୟ ବୈଠକ ଚାଲିଥିଲା। ବୈଠକରେ ଜମ୍ମୁ-କଶ୍ମୀରକୁ ନେଇ ଭାରତ ନେଇଥିବା ନିଷ୍ପତ୍ତି…

ପାରିବାରିକ କଳହରୁ ହତ୍ୟାକାଣ୍ଡ: ବଡ଼ଭାଇଙ୍କ ଟାଙ୍ଗିଆ ଚୋଟରେ ସାନଭାଇ ମୃତ, ଦୈତାରୀ ପୋଲିସର ତଦନ୍ତ ଆରମ୍ଭ

କେନ୍ଦୁଝର,୨।୧୦(ସ୍ବ.ପ୍ର): କେନ୍ଦୁଝର ଜିଲା ଦୈତାରୀ ଥାନା ଅନ୍ତର୍ଗତ ରେବଣା(ରାଘପୁର) ସାହିରେ ମଙ୍ଗଳବାର ପାରିବାରିକ କଳହକୁ କେନ୍ଦ୍ର କରି ବଡଭାଇଙ୍କ ଟାଙ୍ଗିଆ ଚୋଟରେ ସାନଭାଇଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ କରଣ ମୁର୍ମୁ(୧୭)। ସୂଚନାନୁଯାୟୀ, ସନ୍ଧ୍ୟାରେ ବଡ଼ଭାଇ ରେପ ମୁର୍ମୁ ଘରକୁ କୁକୁଡ଼ା…

ରୋହିତ ସଫଳ

ବିଶାଖାପାଟଣା,୦୨।୧୦: ଦିନିକିଆ ଓ ଟି୨୦ ଭଳି ଟେଷ୍ଟ ଫର୍ମାଟରେ ଓପନର ଭାବେ ଭାରତୀୟ ଦଳର ସିନିୟର ବ୍ୟାଟ୍ସମ୍ୟାନ ରୋହିତ ଶର୍ମା ସଫଳ ହୋଇଛନ୍ତି। ଦକ୍ଷିଣ ଆଫ୍ରିକା ବିପକ୍ଷ ଚଳିତ ଟେଷ୍ଟରେ ପ୍ରଥମ ଥର ଓପନିଂ କରିବାକୁ ସୁଯୋଗ ପାଇଥିବା ରୋହିତ ୧୧୫…

୪୭ ବର୍ଷର ରେକର୍ଡ ଭାଙ୍ଗିଲେ ରୋହିତ-ମୟଙ୍କ ଯୋଡି

ବିଶାଖାପାଟନା,୨।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତ ମଜଭୁତ୍‌ ସ୍ଥିତିରେ ପହଞ୍ଚିଛି। ଦୁଇ ଓପନର ରୋହିତ ଶର୍ମା ଏବଂ ମୟଙ୍କ ଅଗ୍ରଓ୍ବାଲଙ୍କ ଜବରଦସ୍ତ ପ୍ରଦର୍ଶନରେ ଭାରତ ବିନା ଉଇକେଟ ହରାଇ ୨୦୦ ରନ୍‌ ସଂଗ୍ରହ କରିଛି। ଟସ୍‌ ଜିଣି ପ୍ରଥମେ…

ଆଜି ବି ବ୍ରିଟେନ୍‌କୁ ଏହି ସ୍ଥାନର ଟ୍ୟାକ୍ସ ଦେଉଛି ଭାରତ

ବ୍ରିଟେନ ବା ଇଂରେଜମାନଙ୍କ କବଳରୁ ଭାରତ ୭୩ ବର୍ଷ ହେଲା ସ୍ବାଧୀନ ହୋଇସାରିଲାଣି। କିନ୍ତୁ ଆଜି ମଧ୍ୟ କିଛି ଅଂଶ ଇଂରେଜମାନଙ୍କ କବଳରେ ରହିଛି। ବ୍ରିଟେନ୍‌ର ଏକ ରେଳ ଟ୍ରାକ୍‌ ଭାରତରେ ରହିଛି। ମାତ୍ର ଏହାର ଟ୍ୟାକ୍ସ ବ୍ରିଟେନ୍‌ ସରକାରଙ୍କୁ ଭାରତ…

ତିଆରି ହେଲା କୃତ୍ରିମ ରକ୍ତ: ସମସ୍ତ ବ୍ଲଡ୍‌ ଗ୍ରୁପ୍‌ର ବ୍ୟକ୍ତିଙ୍କୁ ଦିଆଯାଇ ପାରିବ

ଟୋକିଓ,୨।୧୦: ବୈଜ୍ଞାନିକମାନେ କୃତ୍ରିମ ରକ୍ତ ତିଆରି କରିବାକୁ ସକ୍ଷମ ହୋଇଛନ୍ତି। ଜାପାନର ଟୋକୋରଜାଓ୍ବାସ୍ଥିତ ନ୍ୟାସନାଲ୍‌ ଡିଫେନ୍ସ୍‌ ମେଡିକାଲ କଲେଜର ବୈଜ୍ଞାନିକମାନେ ଗବେଷଣାଗାରରେ ଏଭଳି ରକ୍ତ ତିଆରି କରିଥିବା ଦାବି କରିଛନ୍ତି। ଏହାକୁ ସମସ୍ତ ବ୍ଲଡ୍‌ ଗ୍ରୁପ୍‌ର ବ୍ୟକ୍ତିଙ୍କୁ ଦିଆଯାଇ ପାରିବ। ଏହି…

ଗାନ୍ଧୀ ଜୟନ୍ତୀରେ ଭାଜପାକୁ ଟାର୍ଗେଟ କଲେ ସୋନିଆ: ଗାନ୍ଧୀଙ୍କ ନାମ ନେବା ସହଜ,ତାଙ୍କ ପ୍ରଦର୍ଶିତ ରାସ୍ତାରେ ଚାଲିବା କଷ୍ଟକର

ନୂଆଦିଲ୍ଲୀ୨।୧୦: ଜାତୀୟ ପିତା ମହାତ୍ମା ଗାନ୍ଧୀଙ୍କ ବୁଧବାର ୧୫୦ତମ ଜୟନ୍ତୀ ପାଳନ କରାଯାଇଛି। ଏହି ଅବସରରେ ସମଗ୍ର ଭାରତରେ ବିଭିନ୍ନ ଦଳ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ଏହି ପରିପ୍ରେକ୍ଷୀରେ କଂଗ୍ରେସ ପକ୍ଷରୁ ଏକ ପଦଯାତ୍ରାରେ କଂଗ୍ରେସ ଅଧ୍ୟକ୍ଷ ସୋନିଆ…

ପୃଥିବୀ ସାରା ଟୁଇଟର ଡାଉନ୍‌: ଟୁଇଟ୍‌ ଏବଂ ନୋଟିଫିକେଶନ୍‌ରେ ବିଳମ୍ବ

ଓ୍ବାଶିଂଟନ,୨।୧୦: ପୃଥିବୀ ସାରା ସୋସିଆଲ୍‌ ମିଡ଼ିଆ ସାଇଟ୍‌ ଟୁଇଟର ଡାଉନ୍‌ ହୋଇଯାଇଛି। ଫଳରେ ଟୁଇଟ୍‌ କରିବା ଏବଂ ନୋଟିଫିକେଶନ୍‌ରେ ବିଳମ୍ବ ହେଉଥିବା ବ୍ୟବହାରକର୍ତ୍ତାମାନେ ଅଭିଯୋଗ କରିଛନ୍ତି। ଇତି ମଧ୍ୟରେ ବହୁ ବ୍ୟବହାରକର୍ତ୍ତା ଏନେଇ ରିପୋର୍ଟ କରିଛନ୍ତି। ମଙ୍ଗଳବାର ରାତିରୁ ଏଭଳି ସମସ୍ୟା…

ରୋହିତ ଶର୍ମାଙ୍କ ଦମଦାର୍‌ ଶତକ, ଭାରତର ସ୍ଥିତି ମଜଭୁତ

ବିଶାଖାପାଟନା,୨।୧୦: ପ୍ରଥମଥର ପାଇଁ ଟେଷ୍ଟରେ ଓପନିଂ କରୁଥିବା ରୋହିତ ଶର୍ମା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦମଦାର୍‌ ବ୍ୟାଟିଂ କରିଛନ୍ତି। ପ୍ରଥମ ଟେଷ୍ଟର ପ୍ରଥମ ଦିନରେ ରୋହିତ ଟେଷ୍ଟରେ ୪ର୍ଥ ଶତକ ହାସଲ କରିଛନ୍ତି। ସେହିପରି ଅନ୍ୟତମ ଓପନର୍‌ ମୟଙ୍କ ଅଗ୍ରୱାଲ ୭୬…

ଅହିଂସା ପୂଜାରୀଙ୍କ ସମ୍ପର୍କରେ ଅନେକ କଥା…

ଜାତିର ପିତା ମହାମତ୍ା ଗାନ୍ଧୀ ଭାରତର ସ୍ବାଧୀନତା ଆନ୍ଦୋଳନରେ ପ୍ରମୁଖ ନେତା ଥିଲେ ଓ ଅହିଂସା ମାର୍ଗରେ ଆନ୍ଦୋଳନ କରି ଦେଶକୁ ସ୍ବାଧୀନତା ଦେବାରେ ମୁଖ୍ୟ ଭୂମିକା ନିର୍ବାହ କରିଥିଲେ। ଏଥର ଅହିଂସା ପୂଜାରୀଙ୍କ୧୫୦ ତମ ଜୟନ୍ତୀ ପାଳନ କରାଯାଉଛି। ଏହି…

ପ୍ରେଗ୍ନେଣ୍ଟ ଅଛି ବୋଲି କହି ଟ୍ରୋଲ୍‌ ହେଲେ ରାକ୍ଷୀ

ନୂଆଦିଲ୍ଲୀ: ବଲିଉଡ୍‌ ଡ୍ରାମା କୁଇନ୍‌ ରାକ୍ଷୀ ସାଓ୍ବନ୍ତ ସୋସିଆଲ୍‌ ମିଡିଆରେ କିଛି ନା କିଛି କୌତୁକ କରି ସବୁବେଳେ ସମାଲୋଚିତ ହୁଅନ୍ତି। ଦର୍ଶକ କୁହନ୍ତି ମୋଷ୍ଟ୍‌ କଣ୍ଟ୍ରୋଭର୍ସିଆଲ୍‌ ପର୍ସନ୍‌ ହେବାକୁ ରାକ୍ଷୀ କିଛି ବି କରିପାରନ୍ତି। ତେଣୁ ସୋସିଆଲ ମିଡିଆରେ ଲଗାତର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri