Home Left

ଫିଲ୍ମ ଦେଖିବାକୁ ଆଦୌ ପସନ୍ଦ କରୁ ନ ଥିଲେ ବାପୁ, ଜୀବନରେ ଦେଖିଥିଲେ ମାତ୍ର ଏହି ୨ଟି ଫିଲ୍ମ

ସାରା ଦେଶ ଆଜି ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜନ୍ମଦିବସ ପାଳନ କରୁଛି। ଏହି ଅବସରରେ ଦେଶରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯିବା ସହ ବାପୁଙ୍କ ସ୍ମୃତି ଗାନ କରାଯାଉଛି। କିନ୍ତୁ ଜାଣିଛନ୍ତି କି ଗାନ୍ଧୀ ସିନେମା ଦେଖିବାକୁ ପସନ୍ଦ କରୁ ନ…

୬୦ବର୍ଷୀୟା ବୃଦ୍ଧା ୧ ମିନିଟରେ ୬ଟି ଇଡ୍‌ଲୀ ଖାଇ ଜିତିଲେ ପ୍ରତିଯୋଗିତା

ବେଙ୍ଗାଲୁରୁ,୨।୧୦:କର୍ନାଟକ ହୁଲହଲ୍ଲୀରେ ଜଣେ ୬୦ ବର୍ଷୀୟ ବୃଦ୍ଧା ଗୋଟିଏ ମିନିଟ୍‌ରେ ୬ଟି ଇଡ୍‌ଲୀ ଖାଇ ଏକ ଖାଦ୍ୟ ପ୍ରତିଯୋଗିତା ଜିତିଛନ୍ତି। ମହୀଶୂରରେ ଦଶହରା ଉପଲକ୍ଷେ ଏକ ଖାଦ୍ୟ ପ୍ରତିଯୋଗିତା ଆୟୋଜନ କରାଯାଇଥିଲା। ଖାସ୍‌ ଭାବେ ବୃଦ୍ଧା ମହିଳାଙ୍କ ପାଇଁ ଏହା ରଖାଯାଇଥିଲା।…

ଜିଲା ପ୍ରଶାସନ ପକ୍ଷରୁ ଗାନ୍ଧୀ ଜୟନ୍ତୀ: ସ୍ବାଧୀନତା ସଂଗ୍ରାମୀ ପୁରସ୍କୃତ

ଭଦ୍ରକ ଅଫିସ,୨।୧୦: ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଗାନ୍ଧୀ ଜୟନ୍ତୀ ପାଳନ କରାଯାଇଛି। ସଂସ୍କୃତି ଭବନ ପରିସରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସ୍ବାଧୀନତା ସଂଗ୍ରାମୀଙ୍କୁ ପୁରସ୍କୃତ କରାଯାଇଥିଲା। ଏଥିରେ ଜିଲାପାଳ ଜ୍ଞାନରଞ୍ଜନ ଦାସ, ବିଧାୟକ ସଞ୍ଜୀବ ମଲିକ, ସ୍ବାଧୀନତା ସଂଗ୍ରାମୀ…

ବଦଳି ଯାଇଛି ବାପୁଙ୍କ ଭାରତ; ଚାରିଆଡ଼େ ବ୍ୟାପିଛି ହିଂସା-ଅସହିଷ୍ଣୁତା: କପିଲ ସିବଲ୍‌

ନୂଆଦିଲ୍ଲୀ,୨।୧୦: କଂଗ୍ରେସ ସଦସ୍ୟ କପିଲ୍‌ ସିବଲ୍‌ ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ଅବସରରେ ଭାଜପା ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଆଜି ବାପୁଙ୍କ ଭାରତ ଚିତ୍ର ବଦଳି ଯାଇଛି। ପୂର୍ବରୁ ବାପୁଙ୍କ ନିର୍ଦ୍ଦେଶିତ ସତ୍ୟ,ଅହିଂସା, ସହିଷ୍ଣୁତା ଏବଂ ବିବିଧତା ଆଦି ୪ଟି…

ସଖୀ କେନ୍ଦ୍ର ଉଦ୍‌ଘାଟିତ: ନିର୍ଯାତିତା ମହିଳା, ଯୁବତୀଙ୍କୁ ଯୋଗାଇ ଦିଆଯିବ ସୁବିଧା

ଭଦ୍ରକ ଅଫିସ,୨।୧୦: ଭଦ୍ରକ ଜିଲାପାଳଙ୍କ ପୁରୁଣା କାର୍ଯ୍ୟାଳୟ ନିକଟରେ ବୁଧବାର ସଖୀ କେନ୍ଦ୍ର ଉଦ୍‌ଘାଟିତ ହୋଇଛି। ଏହି କେନ୍ଦ୍ର ମାଧ୍ୟମରେ ନିର୍ଯାତିତା ମହିଳା ଓ ଯୁବତୀମାନଙ୍କୁ ସୁବିଧା ସୁଯୋଗ ଯୋଗାଇ ଦିଆଯିବ ବୋଲି କୁହାଯାଇଛି। ଫେଲୋଶିପ୍‌ ନାମକ ଏକ ସ୍ବେଚ୍ଛାସେବୀ ସଂଗଠନ…

ନିଶାମୁକ୍ତ ଜିଲା ଗଠନ ଦାବି: ଗାନ୍ଧୀ ପ୍ରତିମୂର୍ତ୍ତି ତଳେ ଧାରଣା

ଭଦ୍ରକ ଅଫିସ,୨।୧୦: ଭଦ୍ରକ ଜିଲା ମିଳିତ ନିଶା ନିବାରଣ ମଞ୍ଚ ପକ୍ଷରୁ ନୂଆବଜାର ଗାନ୍ଧୀ ପଡିଆଠାରେ ଥିବା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ତଳେ ବୁଧବାର ମଞ୍ଚ କର୍ମକର୍ତ୍ତାମାନେ ଧାରଣାରେ ବସିଛନ୍ତି। ଜିଲାରୁ ମଦ ମୁକ୍ତି ଓ ରାଜ୍ୟ ସରକାରଙ୍କ ମଦ ବ୍ୟବସାୟୀଙ୍କୁ ପ୍ରୋତ୍ସାହନ…

ଡଷ୍ଟବିନ୍‌ରୁ ନବଜାତ ଶିଶୁକନ୍ୟା ଉଦ୍ଧାର, ଅବସ୍ଥା ଗୁରୁତର

ଯାଜପୁର ଟାଉନ,୨।୧୦ (ଡି.ଏନ୍‌.ଏ.): ପୁଣି ଅଲୋଡ଼ା ହେଲା ଶିଶୁ କନ୍ୟା। ଯାଜପୁର ଜିଲା ରସଲପୁର ବ୍ଲକ ଅଧୀନ ମଧୁବନ ସ୍ବାସ୍ଥ୍ୟକେନ୍ଦ୍ରରୁ ବୁଧବାର ସକାଳେ ଏକ ନବଜାତ ଶିଶୁକନ୍ୟା ଉଦ୍ଧାର ହୋଇଛି। ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ସଫେଇ କର୍ମଚାରୀ ଅଳିଆ ସଫା କରୁଥିବା ବେଳେ…

ଜି. ଉଦୟଗିରି ମହିଳା ମହାବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ: ପ୍ଲାଷ୍ଟିକ ବର୍ଜନ ଉପରେ କହିଲେ ଅଧ୍ୟାପିକା

ଜି. ଉଦୟଗିରି, ୨।୧୦(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି. ଉଦୟଗିରିସ୍ଥିତ ଇନ୍ଦିରା ପ୍ରିୟଦର୍ଶିନୀ ମହିଳା ମହାବିଦ୍ୟାଳୟଠାରେ ବୁଧବାର ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳିତ ହୋଇଯାଇଛି। ମହିଳା ମହାବିଦ୍ୟାଳୟ ଅଧ୍ୟକ୍ଷ ଶିବରାମ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଅବସର ନେଇଥିବା…

ପୋଷା କୁକୁରକୁ ବାହାରେ ନ ବୁଲାଇଲେ ଏଠାରେ ଦେବାକୁ ପଡ଼େ ଜରିମାନା

ଆଜିକାଲି ସମୟରେ ଅଧିକାଂଶ ଲୋକ ଘରେ କୁକୁର ପାଳିବାକୁ ପସନ୍ଦ କରୁଛନ୍ତି। କୁକୁର ପାଳିଲେ ସେମାନଙ୍କର ମଣିଷ ପରି ଯତ୍ନ ନେବା ମଧ୍ୟ ଦରକାର। ସକାଳୁ ବାହାରକୁ ବୁଲାଇ ନେବା, ବ୍ରଶ କରାଇବା, ଖାଇବାକୁ ଦେବା, ଗାଧୋଇ ଦେବା ଆଦି କରିବାକୁ…

ଦିଲ୍ଲୀରେ ରାହୁଲଙ୍କ ପଦଯାତ୍ରା: ଅହିଂସା ହିଁ ପରମ ଶକ୍ତି

ନୂଆଦିଲ୍ଲୀ,୨।୧୦: ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ଅବସରରେ କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ପଦଯାତ୍ରା ହୋଇଛି। ଦିଲ୍ଲୀର କଂଗ୍ରେସ କାର୍ଯ୍ୟାଳୟରୁ ରାଜଘାଟ ପର୍ଯ୍ୟନ୍ତ ରାହୁଲ ପଦଯାତ୍ରାରେ ଯାଇଛନ୍ତି। ଗାନ୍ଧୀ ଅହିଂସାର ପୂଜାରୀ ଥିଲେ। ସମସ୍ତଙ୍କ ମଧ୍ୟରେ ଏହା ଜାଗ୍ରତ ହେଲେ…

ପୋଲିସର ଟ୍ରାଫିକ ସଚେତନତା ଶୋଭାଯାତ୍ରା: ହେଲ୍‌ମେଟ ପିନ୍ଧିଥିବା ଚାଳକଙ୍କୁ ଗୋଲାପ ଉପହାର

ବରଗଡ଼ ଅଫିସ, ୨।୧୦: ବରଗଡ଼ ଜିଲା ପୋଲିସ ପକ୍ଷରୁ ବୁଧବାର ଟ୍ରାଫିକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଏକ ଟ୍ରାଫିକ ସଚେତନତା ଶୋଭାଯାତ୍ରା ଜିଲା ପୋଲିସ ମୁଖ୍ୟାଳୟରୁ ବାହାରିଥିଲା। ଏସ୍‌ପି ପଦ୍ମିନୀ ସାହୁ ଏହାର ଶୁଭାରମ୍ଭ କରିବା ସହିତ…

ଖୋର୍ଦ୍ଧା ଆର୍‌ଟିଓ ଅଫିସରୁ ୨ ଦଲାଲ ଗିରଫ: ୧୦୦ ଡ୍ରାଇଭିଂ ଲାଇସେନ୍ସ ଆବେଦନ ଫର୍ମ, ୮୩ହଜାର ଟଙ୍କା ଜବତ

ଖୋର୍ଦ୍ଧା ଅଫିସ,୨ା୧୦: ଦଲାଲ ଦମନ ଅଭିଯାନରେ ଖୋର୍ଦ୍ଧା ଆଦର୍ଶ ଥାନା ପୋଲିସ ୨ ଜଣ ଦଲାଲଙ୍କୁ ମଙ୍ଗଳବାର ଗିରଫ କରି ବୁଧବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଖୋର୍ଦ୍ଧାର ଶରତ ମିଶ୍ର, ନୟାଗଡର ଲକ୍ଷ୍ମୀଧର ପ୍ରଧାନ। ସେମାନଙ୍କଠାରୁ ୧୦୦ଟି ଡାଇଭିଂ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri